ରାଜ୍ୟ

ଗୁରୁତରଙ୍କୁ ନେଲାନି ଆମ୍ବୁଲାନ୍ସ: ଚାଲିଗଲା ମନୋଜଙ୍କ ଜୀବନ

ବ୍ରହ୍ମପୁର ଅଫିସ,୨୮।୭: କରୋନା ମହାମାରୀ ଭୟରେ ହଜିଯାଉଛି ମାନବିକତା। ସଂକ୍ରମଣ ଯୋଗୁ ମଣିଷ ଅଛୁଅଁା ପାଲଟିଯାଉଛି। ଏଭଳି ଅମାନବିକତା ଯୋଗୁ ସୋମବାର ଚାଲିଯାଇଛି ଜଣେ ବ୍ୟକ୍ତିଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ପୁରୁଣା ବ୍ରହ୍ମପୁରସ୍ଥିତ ପ୍ରହଲ୍ଲାଦନଗର…

କର୍ମଚାରୀ ବୋଝ ନେବାକୁ ଅମଙ୍ଗ ଟିପିସିଏଲ୍‌

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟବାସୀଙ୍କୁ ଉନ୍ନତମାନର ବିଦ୍ୟୁତ୍‌ ସେବା ଯୋଗାଇଦେବାକୁ ସରକାର ବିଦ୍ୟୁତ୍‌ ବ୍ୟବସ୍ଥାକୁ ଘରୋଇକରଣ କରୁଛନ୍ତି। ହେଲେ ଘରୋଇ କମ୍ପାନୀ ରାଜ୍ୟର ବିଦ୍ୟୁତ୍‌ ବ୍ୟବସ୍ଥାରୁ ଲାଭବାନ ହେଉଥିବାବେଳେ ଉପଭୋକ୍ତାଙ୍କୁ ଗୁଣାତ୍ମକ ବିଦ୍ୟୁତ୍‌ ସେବା ମିଳିବା ବଦଳରେ ରାଜକୋଷ ଉପରେ ଋଣର ପାହାଡ଼ ଛିଡ଼ା…

ବିକ୍ରି ହୋଇପାରୁନି ମିଠାମକା, ଚିନ୍ତାରେ ଚାଷୀ

ବୁଗୁଡ଼ା,୨୮ା୭(ଡି.ଏନ.ଏ.)-ଓଡ଼ିଶାରେ ମିଠାମକା ଚାଷରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିବା ଗଞ୍ଜାମ ଜିଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାକରଡ଼ା ଗ୍ରାମର ଚାଷୀ ଏବେ ହତାଶ ହୋଇ ପଡ଼ିଛନ୍ତି। ଉତ୍ପାଦିତ ମକା ବିକ୍ରି ପାଇଁ ଯାଇପାରୁ ନ ଥିବାରୁ ଚାଷୀମାନେ ମୁଣ୍ଡରେ ହାତଦେଇ ବସି…

ଦୁର୍ଦ୍ଦିନରେ ୨ ହଜାର ବାଦ୍ୟକାର

ବଅଁରପାଳ, ୨୮ା୭(ଡି.ଏନ.ଏ.) କରୋନା ବ୍ୟାପିବା ପୂର୍ବରୁ ବର୍ଷ ତମାମ ହାତକୁ କାମ ଆସୁଥିଲା। ରୋଜଗାରରେ କୌଣସି ଅସୁବିଧା ହେଉ ନ ଥିଲା। ବାଦ୍ୟ, ସଙ୍ଗୀତ ପରିବେଷଣ ପାଇଁ ନୂଆ ନୂଆ ସରଞ୍ଜାମ କିଣାଯିବାଠାରୁ କର୍ମଚାରୀଙ୍କୁ ଦରମା ଦେବାଯାଏ ସବୁକିଛି ଠିକ୍‌ଠାକ୍‌ ଚାଲିଥିଲା।…

ସମସ୍ତଙ୍କ ସ୍ବାବ ପରୀକ୍ଷା, ଚିକିତ୍ସା ଦାବି

ଖଇରା,୨୮।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସିପିଏମ ଆଞ୍ଚଳିକ କମିଟି ପକ୍ଷରୁ ୭ଦଫା ଦାବି ନେଇ ଏକ ଦାବିପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବିଡିଓ ଦେବେନ୍ଦ୍ର ବଳଙ୍କୁ ପ୍ରଦାନ କରାଯାଇଛି। ପ୍ରଥମେ ଏକ ଶୋଭାଯାତ୍ରା ଖଇରା ବଜାର ପରିକ୍ରମା କରି ବ୍ଲକରେ ପହଞ୍ଚତ୍ଥିଲା। ପରେ…

ଗାଡ଼ି ଛାଡିବା ପାଇଁ ୩୦ହଜାର ଟଙ୍କା ଲାଞ୍ଚ : ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ଟିପର ମାଲିକ

କେନ୍ଦୁଝର, ୨୮ା୭ (ସ୍ବ.ପ୍ର.)-କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ ବାଂଶପାଳ ଫାଣ୍ଡିର ପୂର୍ବତନ ଅଧିକାରୀଙ୍କ ବିରୋଧରେ ଲାଞ୍ଚ ନେବା ଭଳି ଗୁରୁତର ଅଭିଯୋଗ ଆସିଛି। ଦୁର୍ଘଟଣା ଘଟାଇଥିବା ଏକ ଟିପ୍ପରକୁ ଛାଡିଦେବା ପାଇଁ ସେ ଗାଡ଼ି ମାଲିକ ତଥା ବାମେବାରୀ ଥାନା…

ଅସହାୟଙ୍କୁ ମିଳୁନି ଘର

ଚମ୍ପୁଆ/ଘାଗରବେଡା,୨୮ା୭(ଡି.ଏନ.ଏ)-ରରୁଆଁ ବ୍ଲକ ଅନ୍ତର୍ଗତ ପାନପତ୍ରିଆ ପଞ୍ଚାୟତର ଛେଳିଆନାଳ ଗ୍ରାମରେ ଜଣେ ଗରିବ ଅସହାୟ ହେଲେ ଚନ୍ଦ୍ରମୋହନ ଲାଗୁରୀ। ଗରିବ ହୋଇଥିବାରୁ ବାସ କରିବାକୁ ତାଙ୍କ ପାଖରେ ଘର ଖଣ୍ଡିଏ ନାହିଁ। ସରକାର ଅସହାୟଙ୍କୁ ଘର ଦେବାପାଇଁ ବିଭିନ୍ନ ଯୋଜନା କରୁଛନ୍ତି ସତ…

ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେଲା ଆଉ ଏକ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱରରେ ଆଉ ଏକ କୋଭିଡ୍‌ ହସ୍ପିଟାଲ ସୋମବାରଠାରୁ କାର୍ଯ୍ୟକ୍ଷମ ହୋଇଛି। ଚନ୍ଦ୍ରଶେଖରପୁର ସ୍ଥିତ ଆଦିତ୍ୟ ଅଶ୍ୱିନୀ ହସ୍ପିଟାଲରେ ଏହି ବ୍ୟବସ୍ଥା ହୋଇଛି। ଏହି ହସ୍ପିଟାଲରେ ୧୫୦ ଶଯ୍ୟାର ବ୍ୟବସ୍ଥା ରହିଥିବା ବେଳେ ୩୦ଟି ଆଇସିୟୁର ବେଡ୍‌ ରହିଛି। ବିଏମ୍‌ସି ଓ ହସ୍ପିଟାଲ…

କରୋନା ସନ୍ଦିଗ୍ଧକୁ ନେବ ଆମ୍ବୁଲାନ୍ସ

ଗଞ୍ଜାମ, ୨୭।୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ କର୍ମଚାରୀ ନେଉନାହାନ୍ତି । ଏନେଇ କେତେକଙ୍କ ଜୀବନ ଦୀପ ଲିଭିଯାଇଛି। ଆମ୍ବୁଲାନ୍ସ ଗୁରୁତର ରୋଗୀଙ୍କୁ ନେଉ ନ ଥିବାରୁ ଚିକିତ୍ସା ସେବା ପାଇବାରେ…

ରାଜ୍ୟରେ ଆଉ ୫୮୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ରାଜ୍ୟରେ ସୋମବାର ପୁଣି ୫୮୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୧୬୦ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୭୭, ଗଜପତିରୁ ୪୩, କଟକରୁ ୩୪, ମାଲକାନଗିରିରୁ ୩୨, ବରଗଡରୁ ୨୫, ଭଦ୍ରକରୁ ୨୩, କେନ୍ଦୁଝରରୁ ୧୯, ଅନୁଗୋଳ, କନ୍ଧମାଳରୁ…

ଗାଡ଼ି ପାଇଁ ମା’ଙ୍କୁ ଛୁରୀ ଭୁଶି ହତ୍ୟା କଲା ପୁଅ

ଶଙ୍କରାଖୋଲ(ଡି.ଏନ୍‌.ଏ.)/ଫୁଲବାଣୀ ଅଫିସ୍‌,୨୭ା୭-ଲୁନା ଗାଡ଼ି ପାଇଁ ପୁଅ ଛୁରୀ ଭୁଶି ମା’ଙ୍କୁ ହତ୍ୟା କରିଛି। କନ୍ଧମାଳ ଜିଲା ସଦର ଥାନା ଅନ୍ତର୍ଗତ ମାଝିପଦର ଗ୍ରାମରେ ରବିବାର ରାତିରେ ଏପରି ଅଭାବନୀୟ ଘଟଣା ଘଟିଛି। ଛୁରାମାଡ଼ରେ ଭଉଣୀ, ଭଣଜା ଓ ପୁତୁରା ମଧ୍ୟ ଆହତ…

ରାଜ୍ୟରେ ଆରମ୍ଭ ହେଲା କୋଭାକ୍ସିନ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୭।୭(ବ୍ୟୁରୋ)-ଭୁବନେଶ୍ୱର ସମ ହସ୍ପିଟାଲରେ ସୋମବାର କୋଭାକ୍ସିନର ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ଭାରତ ବାୟୋଟେକ ପ୍ରସ୍ତୁତ କୋଭାକ୍ସିନର ହେଲା ପରୀକ୍ଷା। ପରୀକ୍ଷଣ ପାଇଁ ରାଜି ହୋଇଥିବା ସାମାଜିକ କର୍ମୀଙ୍କଠାରେ ଟ୍ରାଏଲ କରାଯାଇଛି। ଏ ନେଇ ପରୀକ୍ଷଣର ପ୍ରମୁଖ ଥିବା ପର୍ଯ୍ୟବେକ୍ଷକ ଡାକ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri