ରାଜ୍ୟ

ଉପନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶିତ

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନର ନାମାଙ୍କନ ଦାଖଲ ସମୟ ଶୁକ୍ରବାର ଶେଷ ହୋଇଯାଇଛି। ସବୁ ଦଳ ପକ୍ଷରୁ ମଧ୍ୟ ପ୍ରଚାର କାର୍ଯ୍ୟ ଜୋର୍‌ଦାର କରାଯାଇଛି। ଏହାରି ମଧ୍ୟରେ ୩ ପ୍ରମୁଖ ଦଳ ବିଜେଡି,…

ସବୁ ସିଲ୍‌ ଥିବା ଦୋକାନ ଖୋଲିବ

ଭୁବନେଶ୍ୱର,୧୭।୧୦ (ବ୍ୟୁରୋ): ଭୁବନେଶ୍ୱରରେ କୋଭିଡ୍‌ ଗାଇଡ୍‌ଲାଇନ୍‌ ଉଲ୍ଲଂଘନ ଅଭିଯୋଗରେ ସିଲ୍‌ ହୋଇଥିବା ସମସ୍ତ ଦୋକାନ ବଜାର/ବ୍ୟବସାୟିକ ପ୍ରତିଷ୍ଠାନ ଉପରୁ ବିଏମ୍‌ସି କଟକଣା କୋହଳ କରିଛି। ପାର୍ବଣକୁ ଦୃଷ୍ଟିରେ ରଖି ଏସବୁ ଦୋକାନ ଖୋଲିବାକୁ ଘୋଷଣା କରାଯାଇଛି। ହେଲେ ସହରରେ କରୋନା ସଂକ୍ରମଣ…

‘ଓଡ଼ିଶାରେ ବିଶ୍ୱସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ ହେଉ’

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ଆତ୍ମନିର୍ଭର ଭାରତ ଯୋଜନା ଅଧୀନରେ ଦେଶର ବୃହତ୍‌ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକ ମିଳିତଭାବେ ଓଡ଼ିଶାରେ ଏକ ବିଶ୍ବସ୍ତରୀୟ ଗବେଷଣା କେନ୍ଦ୍ର ସ୍ଥାପନ କରନ୍ତୁ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ପ୍ରସ୍ତାବ ରଖିଛନ୍ତି। ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ ଆନୁକୂଲ୍ୟରେ ଆୟୋଜିତ…

ଅପେକ୍ଷାରେ ୫୦ ବର୍ଷ

ଯାଜପୁର ଅଫିସ/ ଚଣ୍ଡିଖୋଲ, ୧୭।୧୦(ଡି.ଏନ.ଏ.):  କଟକ ଫରେଷ୍ଟ ଡିଭିଜନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶନର ୫୦ ବର୍ଷ ପରେ ମଧ୍ୟ ଡାଳିଯୋଡ଼ା ରେଞ୍ଜ ଅନ୍ତର୍ଗତ ଯାଜପୁର ଜିଲାର ୧୫ଟି ପ୍ରସ୍ତାବିତ ସଂରକ୍ଷିତ ଜଙ୍ଗଲ (ପିଆର୍‌ଏଫ୍‌)କୁ ଏଯାଏ ସଂରକ୍ଷିତ ଜଙ୍ଗଲ(ଆର୍‌ଏଫ୍‌) ଭାବେ ଘୋଷଣା କରାଯାଇ…

ଓଡ଼ିଶାର ସୋଏବ ଏନ୍‌ଇଇଟି ଟପ୍ପର

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ଏନ୍‌ଇଇଟି)-୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ଓଡ଼ିଶାର ସୋଏବ ଅଫ୍‌ତାବ ଦେଶରେ ଟପ୍ପର ହୋଇଛନ୍ତି। ଦିଲ୍ଲୀର ଆକାଂକ୍ଷା ସିଂ ଦ୍ୱିତୀୟ ସ୍ଥାନରେ ରହିଥିବାବେଳେ ତେଲାଙ୍ଗାନାର…

ଚାପରେ ରାଜକୋଷ

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): କୋଭିଡ୍‌-୧୯ ଯୋଗୁ ରାଜ୍ୟ ରାଜକୋଷ ଉପରେ ଆର୍ଥିକ ଚାପ ବଢ଼ିଚାଲିଛି। ଗତ କିଛିବର୍ଷ ହେବ ରାଜ୍ୟ ପାଇଁ କେନ୍ଦ୍ରୀୟ ଅନୁଦାନ ହ୍ରାସ ଏହି ସମସ୍ୟାକୁ ଆହୁରି ବଢ଼ାଇ ଦେଇଛି । ଅର୍ଥ କମିଶନଙ୍କ ସୁପାରିସ ଅନୁଯାୟୀ ରାଜ୍ୟକୁ ତା’ର ପାଉଣା…

କମିବାର ନାଁ ନେଉନି: ପୁଣି ରାଜ୍ୟରେ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୭ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୧୨୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭ ମୃତକଙ୍କ…

CORONAVIRUS UPDATE: ରାଜ୍ୟରେ ପୁଣି ୨୧୯୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୧୦(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୧୯୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୬୬୩୪୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଅନୁଗୋଳରେ ଗଡ଼ବଡ଼ କରୁଛି ଆର୍‌ଆର୍‌ଟି

ଅନୁଗୋଳ ଅଫିସ,୧୭।୧୦ ଅନୁଗୋଳ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭ ହଜାର ପାର୍‌ କଲାଣି। ବିଶେଷକରି ସେପ୍ଟେମ୍ବର ଓ ଅକ୍ଟୋବର ମାସରେ ସଂକ୍ରମଣ ଦ୍ରୁତଗତିରେ ବଢ଼ୁଛି। ଏହାର ମୁକାବିଲା ପାଇଁ ପ୍ରଶାସନ ପକ୍ଷରୁ ଯୋଜନା ପରେ ଯୋଜନା କରାଯାଉଥିଲେ ମଧ୍ୟ ସ୍ଥିତି…

ସ୍କୁଲ୍‌ ଆଗରେ ଦୁଇ ବିଇଓ ହଟହଟା

ରେଢାଖୋଲ,୧୭।୧୦(ଡି.ଏନ.ଏ.) ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲ ଆଗରେ ଶୁକ୍ରବାର ରେଢାଖୋଲ ବ୍ଲକ୍‌ ଶିକ୍ଷା ଅଧିକାରୀ (ବିଇଓ) ଭଗବାନ ବାଙ୍କିରା ଓ ଜୁଜୁମୁରା ବ୍ଲକ ଶିକ୍ଷା ଅଧିକାରୀ ଜୟକୃଷ୍ଣ ପିଙ୍କ ହଟହଟା ହୋଇଛନ୍ତି। ଏହି ସ୍କୁଲର ମଧ୍ୟାହ୍ନ ଭୋଜନ ଚାଉଳ…

ଭୁବନେଶ୍ୱରରେ ଚୋରା ବନ୍ଧୁକ ର଼୍ୟାକେଟ ଠାବ: ୨ ବେପାରୀ ଗିରଫ, ୮ ବନ୍ଧୁକ, ୧୨ ଗୁଳି ଜବତ  

ଭୁବନେଶ୍ୱର,୧୬ା୧୦(ବ୍ୟୁରୋ) : କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଟିମ୍‌ ଖୋର୍ଦ୍ଧା ଜିଲା ଚନ୍ଦକା ଅଞ୍ଚଳରେ ଚଢ଼ାଉ କରି ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିବା ସହ ଏକ ବଡ଼ ର଼୍ୟାକେଟକୁ ଠାବ କରିଛି। ଗିରଫ ଦୁଇ ବେପାରୀ ହେଲେ ରାକେଶ ଚନ୍ଦ୍ର ଜେନା ଓ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୮୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୮୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୬୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୮୪, ପୁରୀରୁ ୧୪୭, ଅନୁଗୋଳରୁ ୧୩୮, ସମ୍ବଲପୁରରୁ ୧୩୭, କେନ୍ଦ୍ରାପଡାରୁ ୧୩୩, ବରଗଡରୁ ୯୮, ନବରଙ୍ଗପୁରରୁ ୮୯, ଯାଜପୁରରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri