ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ରାଜ୍ୟ ସରକାର ସୋମବାର ବରିଷ୍ଠ ଆଇଏଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତି। ରାଜକୁମାର ଶର୍ମାଙ୍କୁ କୃଷି ଉତ୍ପାଦନର କମିଶନର ଭାବେ ନିଯୁକ୍ତି ମିଳିଥିବାବେଳେ ଶ୍ରୀମତୀ ଅନୁ ଗର୍ଗ ଜଳସମ୍ପଦ ବିଭାଗ ସଚିବ ହୋଇଛନ୍ତି। ଏଥିସହିତ ମହିଳା ଶିଶୁ ବିକାଶ ଓ…
୨୯ରେ ମାଟ୍ରିକ ପରୀକ୍ଷା ଫଳ
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ମାଟ୍ରିକ ପରୀକ୍ଷା ଫଳକୁ ନେଇ ନାନା ଆଶା ଆଶଙ୍କା ଦେଖା ଦେଇଥିଲା। ତେବେ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ଘଟିଛି। ଚଳିତମାସ ୨୯ ତାରିଖରେ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ। ଏନେଇ ସୋମବାର ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ…
ବରଗଡ଼ରୁ ୨୩ ନୂଆ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୭୬ରେ ପହଞ୍ଚିଲା
ବରଗଡ଼ ଅଫିସ,୨୭।୭: ବରଗଡ଼ ଜିଲାରୁ ସୋମବାର ୨୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଆତାବିରା ଏନ୍ଏସିର କଣ୍ଟେନ୍ମେଣ୍ଟ ଅଞ୍ଚଳରୁ ୨୧ଜଣ ରହିଥିବା ବେଳେ ଅନ୍ୟ ୨ ଜଣ ବରଗଡ଼ ବ୍ଲକ କଟାପାଲି ଅବରୋଧ ଅଞ୍ଚଳର। ନୂଆ…
ଆଜି ଆଉ ୭ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି
ଭୁବନେଶ୍ୱର,୨୭ା୭(ବ୍ୟୁରୋ) : ସୋମବାର ରାଜ୍ୟରେ କରୋନା ଆଉ ୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୪୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରୁ…
CORONAVIRUS UPDATE: ରାଜ୍ୟରେ ୨୬,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୧୫୦୩
ଭୁବନେଶ୍ୱର,୨୭ା୭(ବ୍ୟୁରୋ): ସୋମବାର ଆଉ ୧୫୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୮୯୨ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୦୦୨ ଜଣ…
ତିର୍ତ୍ତୋଲ ଉପନିର୍ବାଚନ: ଆଶାୟୀ ପ୍ରାର୍ଥୀଙ୍କୁ ନେଇ ଚର୍ଚ୍ଚା
ଜଗତ୍ସିଂହପୁର ଅଫିସ, ୨୭।୭: ଜୁଲାଇ ୬ରେ ତିର୍ତ୍ତୋଲ ବିଧାୟକ ତଥା ବରିଷ୍ଠ ବିଜେଡି ନେତା ବିଷ୍ଣୁ ଚରଣ ଦାସଙ୍କ ପରଲୋକ ହୋଇଯାଇଛି। ଏହାପରେ ତିର୍ତ୍ତୋଲ ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ପରିବେଶ ଚଳଚଞ୍ଚଳ ହୋଇଉଠିଛି। କାରଣ ୬ ମାସ ଭିତରେ ଉପନିର୍ବାଚନ ହେବା…
କାଳିଆ ଟଙ୍କା ନ ଫେରାଇବାକୁ କହିଲେ ପ୍ରଦୀପ୍ତ
ଭୁବନେଶ୍ୱର,୨୭।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ କୃଷି ବିଭାଗ ପକ୍ଷରୁ ସବୁ ବ୍ଲକ କୃଷି ଅଧିକାରୀଙ୍କ ପାଖକୁ ଚିଠି ଦିଆଯାଇ ଅଯୋଗ୍ୟ କାଳିଆ ଯୋଜନା ହିତାଧିକାରୀମାନଙ୍କ ନିକଟରୁ ଅର୍ଥ ଫେରସ୍ତ ଆଣିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହି ଅନୁଯାୟୀ ସବୁ ଅଯୋଗ୍ୟ ହିତାଧିକାରୀଙ୍କ ନିକଟକୁ ଚିଠି…
ଭଙ୍ଗାଘରେ ଦିନ କାଟୁଛନ୍ତି ତାଳଧ୍ୱଜ ରଥର ବିଶ୍ୱକର୍ମା
ପୁରୀ ଅଫିସ,୨୭।୭:ସେ ହେଉଛନ୍ତି ବିଶ୍ୱକର୍ମା। ତାଳଧ୍ୱଜ ରଥର ମୁଖ୍ୟ ବିନ୍ଧାଣୀ। ତାଙ୍କ ନେତୃତ୍ୱରେ ନିର୍ମାଣ ହେଉଛି ବଡ଼ଠାକୁର ଶ୍ରୀବଳଭଦ୍ରଙ୍କ ଭବ୍ୟ ରଥ। ତାଙ୍କ ହାତ ତିଆରି ରଥକୁ ବିଶ୍ୱବାସୀ ଦେଖି ଓଡ଼ିଆ ଜାତିର କଳା କାରିଗରିକୁ ବାହାବା ଦେଉଛନ୍ତି। ହେଲେ ଏହି…
ସ୍ବିଡେନ୍ ସରକାରଙ୍କ ଆର୍ଟ ଆଡ୍ଭାଇଜର୍ ହେଲେ ମହାନନ୍ଦିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୭। ୭(ବ୍ୟୁରୋ): ସ୍ବିଡେନ୍ ସରକାରଙ୍କ କଳା ବିଭାଗର ପରାମର୍ଶଦାତା ତଥା ଆର୍ଟ ଆଡ୍ଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି ଓଡ଼ିଆ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଇକ୍ରୋ ବ୍ଲଗିଂ ସାଇଟ୍ ଟୁଇଟରରେ ମହାନନ୍ଦିଆଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଭିନନ୍ଦନ…
ରୋଗୀଙ୍କୁ ଘୃଣା କରି ପୁଷ୍ପ ବୃଷ୍ଟି
ଭୁବନେଶ୍ୱର,୨୭।୭ (ବ୍ୟୁରୋ): କୋଭିଡ୍-୧୯ ସଂକ୍ରମତିଙ୍କ ଚିକିତ୍ସା ନିମନ୍ତେ କିମ୍ସ ହସ୍ପିଟାଲକୁ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଥିଲେ। ୫୦୦ ସାଧାରଣ ଶଯ୍ୟା ସହ ୪୫ ଆଇସିୟୁ ଶଯ୍ୟାକୁ ନେଇ ଭୁବନେଶ୍ୱର କିମ୍ସ ଦେଶର ପ୍ରଥମ କୋଭିଡ୍ ହସ୍ପିଟାଲ ଭାବେ ଗୌରବ ହାସଲ…
ସଙ୍କଟରେ ବଜେଟ ହୋଟେଲ ଶିଳ୍ପ: ନିଯୁକ୍ତି ହରାଇଲେଣି ୨୦ ହଜାର କର୍ମଚାରୀ
ଭୁବନେଶ୍ୱର,୨୭।୭(ବ୍ୟୁରୋ): କରୋନା ଓ ଲକ୍ଡାଉନ୍ ପାଇଁ ଟ୍ରାଭେଲ ଓ ହସ୍ପିଟାଲିଟି ଶିଳ୍ପ ବିଶେଷଭାବେ କ୍ଷତିଗସ୍ତ ହୋଇଛି। ୩ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏହି ଶିଳ୍ପରେ ତାଲା ଝୁଲୁଥିବାବେଳେ ଗତ ପ୍ରାୟ ମାସେ ହେବ ରାଜ୍ୟ ସରକାର ୩୦% ଅକୁପାନ୍ସିରେ ହୋଟେଲ ଖୋଲିବାକୁ…
ସମସ୍ୟା ବଢ଼ାଉଛି ଡାକ୍ତର ଅଭାବ
ଭୁବନେଶ୍ୱର,୨୭।୭(ବ୍ୟୁରୋ):କରୋନା ସଂକ୍ରମଣ ସାରା ବିଶ୍ୱରେ ଚିନ୍ତା ବଢ଼ାଇ ଦେଇଛି। କରୋନା ପରିସ୍ଥିତିର ମୁକାବିଲା କ୍ଷେତ୍ରରେ ଡାକ୍ତରଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଡାକ୍ତରମାନଙ୍କୁ ଆଗଧାଡ଼ିର ଯୋଦ୍ଧା ବୋଲି ସରକାର ଘୋଷଣା କରିଛନ୍ତି। ହେଲେ ରାଜ୍ୟରେ ଡାକ୍ତରଙ୍କ ଅଭାବ ଏବେ ସରକାରଙ୍କ ସମସ୍ୟା ବଢ଼ାଇଛି।…
Archives


