ରାଜ୍ୟ

ପ୍ରଶାସନ ଶୁଣିଲାନି, ଗ୍ରାମବାସୀ ସଫା କଲେ ନାଳ

ବନ୍ତ,୨୯।୭(ଡି.ଏନ୍‌.ଏ.): ପ୍ରଶାସନ ଉପରୁ ଭରସା ତୁଟାଇ ଶେଷରେ ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଘରପଦା ଗ୍ରାମବାସୀଙ୍କ ସମେତ ଜାଗୁଳାଇ ୟୁଥ୍‌ କ୍ଲବର ସଭ୍ୟମାନେ ମିଳିତ ଭାବେ ପୋତି ହୋଇ ପଡ଼ିଥିବା ଏକ ନାଳକୁ ସଫା କରିଛନ୍ତି। ଗତ ୩…

ଦବିଲା ଇଂରେଜ ଅମଳର ପୋଲ

ବାଲିଆପାଳ, ୨୯ା୭(ସ୍ବ.ପ୍ର.)-ବାଲେଶ୍ୱର ଜିଲା ପୂର୍ତ୍ତ ବିଭାଗ ଅଧୀନରେ ଥିବା ବାଲିଆପାଳ-ବସ୍ତାର ଘଣ୍ଟିଆଡି ନିକଟରେ ଥିବା ଏକ ପୋଲ ମଙ୍ଗଳବାର ସକାଳେ ଦବିଯାଇ ଭାଙ୍ଗିଯାଇଛି। ସେଠାରେ ପ୍ରାୟ ୫ରୁ ୬ ଫୁଟର ଗର୍ତ୍ତ ସୃଷ୍ଟି ହୋଇଛି ା ମୁଖ୍ୟ ରାସ୍ତାରେ ଏପରି ଗର୍ତ୍ତ…

କରୋନା ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି

ବାଲେଶ୍ୱର ଅଫିସ, ୨୯।୭-କରୋନାରେ ପ୍ରାଣ ହରାଇଥିବା ଗଜପତି ଜିଲାର ଅତିରିକ୍ତ ଜିଲାପାଳ କରୁଣାକର ରାଇକାଙ୍କୁ ସୋମବାର ବାଲେଶ୍ୱର ଜିଲା ସଦ୍‌ଭାବନା ଗୃହରେ ଜିଲା ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଏହି ଅବସରରେ ଅନୁଷ୍ଠିତ ସଭାରେ ବାଲେଶ୍ୱର ଜିଲାର ଅତିରିକ୍ତ ଜିଲାପାଳ ସମ୍ବିତ…

କ୍ରିକେଟ୍‌ ମ୍ୟାଚ୍‌ ଉଦ୍‌ଘାଟନୀ ଉତ୍ସବରେ ସରପଞ୍ଚ : ଫଟୋ ଭାଇରାଲ

ହିଞ୍ଜିଳିକାଟୁ,୨୯।୭(ଡି.ଏନ୍‌.ଏ.)- କୋଭିଡ୍‌ ନିୟମ ଉଲ୍ଲଂଘନ କରି ହିଞ୍ଜିଳିକାଟୁ ଥାନା ତଥା ପୁରୁଷୋତ୍ତମପୁର ବ୍ଲକ ଅନ୍ତରିଗଁ।ରେ ରବିବାର ଏକ କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଘାଟନ ହୋଇଥିଲା। ଏଥିରେ ସ୍ଥାନୀୟ ସରପଞ୍ଚ ରମେଶ ବେହେରା ଯୋଗ ଦେଇଥିବାର ଏକ ଫଟୋ ଏବେ ସାମାଜିକ ଗଣମାଧ୍ୟମରେ ଭାଇରାଲ…

ପ୍ଲାଜ୍‌ମା ଦାନ ପାଇଁ ଉତ୍ସାହିତ କର

ଅନୁଗୋଳ ଅଫିସ୍‌, ୨୯।୭ କରୋନାରୁ ସୁସ୍ଥ ହୋଇଥିବା ଅନୁଗୋଳ ଜିଲାର ଲୋକମାନେ କିପରି ପ୍ଲାଜମା ଦାନ ପାଇଁ ଆଗେଇ ଆସିବେ ସେ ସମ୍ପର୍କରେ ସଚେତନତା ସୃଷ୍ଟି ସହ ଅଧିକରୁ ଅଧିକ ପ୍ଲାଜ୍‌ମା ସଂଗ୍ରହ ଉପରେ ରାଜ୍ୟ ବିଜ୍ଞାନ ଓ କାରିଗରି, ସାଧାରଣ…

ଆଶ୍ରୟ ଦେଇପାରୁନି ‘ଆଶ୍ରୟ’ ଯୋଜନା

ଅନୁଗୋଳ ଅଫିସ, ୨୯ା୭ ସହରକୁ ଆସି ବିଭିନ୍ନ ନିର୍ମାଣ କାର୍ଯ୍ୟ କରୁଥିବା ପ୍ରବାସୀ ନିର୍ମାଣ ଶ୍ରମିକମାନଙ୍କୁ ସ୍ବଳ୍ପ ଦେୟରେ ସାମୟିକ ରାତ୍ରି ରହଣିର ସୁବିଧା ଦେବାକୁ ରାଜ୍ୟ ସରକାର କାର୍ଯ୍ୟକାରୀ କରିଥିବା ‘ଆଶ୍ରୟ’ ଯୋଜନା ଅନୁଗୋଳ ଜିଲାରେ ଏଯାଏ ସଫଳତା ପାଇପାରି…

ଛିଣ୍ଡିଯାଇଛି ସମ୍ପର୍କର ରିଲ୍‌

ଢେଙ୍କାନାଳ ଅଫିସ, ୨୯।୭ ସଞ୍ଜ ଗଡ଼ିଲେ ଗଁ।ରେ ଜମୁଥିଲା ଆସର। ଲାଗୁଥିଲା ପ୍ରୋଜେକ୍ଟର। ଟଙ୍ଗା ଯାଇଥିବା ଧଳା କପଡ଼ା ଉପରେ ଧାଉଁଥିଲା ଛବି। ମନୋରଞ୍ଜନ ଭିତରେ ଜଣାଇ ଦିଆଯାଉଥିଲା ସରକାରୀ ଯୋଜନା। ଲୋକେ ବୁଝୁଥିଲେ। କାମରେ ବି ଲଗାଉଥିଲେ। ହେଲେ ଏବେ…

ଡାକ୍ତର ପଦବୀ ପୂରଣ ଉପରେ ଗୁରୁତ୍ୱ

ଲାଠୋର,୨୯ା୭ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ସରକାରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀ କଲ୍ୟାଣ ସମିତି(ଆରକେଏସ୍‌)ର ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି। କମିଟି ଚେୟାରମ୍ୟାନ ଜିଲା ପରିଷଦ ସଭ୍ୟ ବିପ୍ର ବିଶିଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଖପ୍ରାଖୋଲ ଏମଓଆଇସି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୭ କରୋନା ଆକ୍ରାନ୍ତ: ମୋଟ ଆରୋଗ୍ୟ ସଂଖ୍ୟା ୧୮ ହଜାର ଟପିଲା

ଭୁବନେଶ୍ୱର,୯୨୮।୭(ବ୍ୟୁରୋ): ରାଜ୍ୟରେ ଆଉ ୬୮୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିରୁ ସର୍ବାଧିକ ୩୦୭ଜଣ ଗଞ୍ଜାମର ଅଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୫୯, ଭଦ୍ରକରୁ ୫୨, ନୟାଗଡ଼ରୁ ୩୫, ଝାରସୁଗୁଡ଼ାରୁ ୩୦, ଯାଜପୁରରୁ ୨୫, କଟକରୁ ୨୪, ଗଜପତିରୁ ୨୩, ମାଲକାନଗିରିରୁ ୧୮,…

କନ୍ଧମାଳ ୧୦ ଦିନ ଲକ୍‌ଡାଉନ୍‌: ଜାଣନ୍ତୁ..

ଫୁଲବାଣୀ ଅଫିସ,୨୮।୭: କନ୍ଧମାଳ ଜିଲାକୁ ୧୦ ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ୨୯ ତାରିଖ ସକାଳ ୫ଟାରୁ ୭ ତାରିଖ ମଧ୍ୟରାତ୍ରୀ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କରାଯିବାକୁ ଜିଲାପାଳ ମଙ୍ଗଳବାର ଘୋଷଣା କରିଛନ୍ତି।ଏହି ଦିନଗୁଡ଼ିକରେ ସକାଳ ୭ରୁ ଦିନ ୧ଟା ଯାଏ ରାସନ୍‌,…

ବଡ଼ତେଲେନପାଲିରେ ପହ୍ଲାରୁଆ ବେଳେ ବଜ୍ରପାତ: ଚାଲିଗଲା ୩ ମହିଳାଙ୍କ ଜୀବନ

ବଲାଙ୍ଗୀର ଅଫିସ, ୨୮।୭- ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବଡତେଲେନ୍‌ପାଲି ଗାଁରେ ମଙ୍ଗଳବାର ବଜ୍ରାଘାତରେ ୩ ମହିଳାଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଯୁବତୀ ଗୁରୁତର ଆହତ ହୋଇ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଭର୍ତ୍ତିି ହୋଇଛନ୍ତି। ବଡତେଲେନପାଲି ଗାଁର…

କ୍ୟାପିଟାଲ ହସ୍ପିଟାଲରେ ଆରମ୍ଭ ହେଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ପ୍ଲାଜମା ଚିକିତ୍ସା ନୂଆ ଆଶା ସଞ୍ଚାର କରିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ଦ୍ୱିତୀୟ ପ୍ଲାଜମା ବ୍ୟାଙ୍କର ଶୁଭାରମ୍ଭ କରିଛନ୍ତି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri