କରୋନା ମୃତକଙ୍କ ପାଇଁ ନିୟମାବଳୀ: ଶବ ସଂସ୍କାର ବେଳେ ଉପସ୍ଥିତ ରହିପାରିବେ ସମ୍ପର୍କୀୟ
ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍-୧୯ ଆକ୍ରାନ୍ତ ମୃତକଙ୍କ ଶବ ସତ୍କାରକୁ ନେଇ ବିଭିନ୍ନ ସମୟରେ ସମସ୍ୟା ସୃଷ୍ଟି ହେଉଛି। ସତ୍କାର ନ ହୋଇ ମୃତଦେହ ବହୁ ସମୟ ଧରି ପଡିରହୁଛି। ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଉଛି। କରୋନାରେ ପ୍ରାଣ ହରାଉଥିବା ବ୍ୟକ୍ତିଙ୍କ ମୃତଦେହ…
ଅନାବୃଷ୍ଟି ଦାଉ ସାଧିଲାଣି: ମୁଣ୍ଡରେ ହାତଦେଲେଣି ଚାଷୀ
ଭୁବନେଶ୍ୱର,୨୬।୭(ବ୍ୟୁରୋ): କରୋନା ମହାମାରୀ ଅସ୍ତବ୍ୟସ୍ତ କରୁଥିବା ବେଳେ ରାଜ୍ୟରେ ଅନାବୃଷ୍ଟି ଚାଷ ପାଇଁ ଘାତକ ହେଲାଣି। ଜୁଲାଇ ଶେଷ ହେବାକୁ ବସିଥିବା ବେଳେ ରାଜ୍ୟର ଅଧା ଜିଲାରେ ଏବେ ମରୁଡ଼ି ପରିସ୍ଥିତି ମୁଣ୍ଡ ଟେକିଲାଣି। ଧାନତଳି ରୁଆ ହୋଇପାରୁ ନାହିଁ। ଚାଷୀ…
ରେଭେନ୍ଶା କ୍ୟାମ୍ପସରେ କରୋନା
କଟକ ଅଫିସ,୨୬।୭: ରେଭେନ୍ଶା ବିଶ୍ୱବିଦ୍ୟାଳୟର ଜଗନ୍ନାଥ ଛାତ୍ରାବାସରେ କାର୍ଯ୍ୟରତ ଜଣେ କର୍ମଚାରୀଙ୍କ ପୁଅ ଶନିବାର କରୋନା ଆକ୍ରାନ୍ତ ହୋଇଛନ୍ତି। ଯୁବକ ଜଣଙ୍କ ହାୱଡା ମୋର୍ଟସଠାରେ ଥିବା ଏକ ପେଟ୍ରୋଲ ପମ୍ପରେ କାର୍ଯ୍ୟ କରୁଥିଲେ। ତାଙ୍କର ସ୍ବାବ୍ ପରୀକ୍ଷା ପାଇଁ ପଠାଯାଇଥିବା ବେଳେ…
ଅଯୋଧ୍ୟାରେ ରାମମନ୍ଦିର ପାଇଁ ଭୂମି ପୂଜା : କୋଣାର୍କରୁ ଗଲା ଜଳ, ମାଟି
କୋଣାର୍କ,୨୬।୭(ଡି.ଏନ.ଏ.) : ଅଯୋଧ୍ୟାରେ ଅଗଷ୍ଟ ୫ରେ ରାମମନ୍ଦିର ନିର୍ମାଣ ଆରମ୍ଭ ହେବ। ଏହାର ଭୂମି ପୂଜା ପାଇଁ କୋଣାର୍କରୁ ପବିତ୍ର ତୀର୍ଥ ଜଳ ଓ ମାଟି ସଂଗ୍ରହ କରାଯାଇଛି। ବିଶ୍ୱ ହିନ୍ଦୁ ପରିଷଦ କୋଣାର୍କ ଶାଖା ପକ୍ଷରୁ କୋରିୟର ଯୋଗେ ଏହା…
ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା: ମାଟିତଳୁ ମିଳିଲା ମୃତଦେହ
ବ୍ରହ୍ମଗିରି,୨୬।୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍ଭିନ୍ କରି ମାଟି…
ବମିଖାଲ ଓଭରବ୍ରିଜରେ ଝୁଲୁଛି ବିପଦ
ଭୁବନେଶ୍ୱର,୨୬।୭(ବ୍ୟୁରୋ): ଅଧିକାରୀଙ୍କ ଅବହେଳା ପାଇଁ ନିର୍ମାଣ ସମୟରେ ବମିଖାଲ ଓଭରବ୍ରିଜ୍ ୨ ଜୀବନ ନେଇଥିଲା। ଜଣେ ଶିଶୁ ସମେତ ୧୧ରୁ ଊର୍ଦ୍ଧ୍ୱ ଆହତ ହୋଇଥିଲେ। ଏବେ ଦାୟିତ୍ୱରେ ରହୁଥିବା ଅଧିକାରୀଙ୍କ ଦାୟିତ୍ୱହୀନତା ଯୋଗୁ ପୁଣି ଏକ ଦୁର୍ଘଟଣା ଘଟିବାର ଆଶଙ୍କା ଦେଖାଦେଇଛି।…
ଆଉ ୫ ସହରରେ ଓଜେଇଇ ପରୀକ୍ଷା କେନ୍ଦ୍ର: ଆବେଦନ ଦାଖଲ ତାରିଖ ୩୧କୁ ବୃଦ୍ଧି
ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) କର୍ତ୍ତୃପକ୍ଷ ଆଉ ୫ଟି ସହରରେ ଅନ୍ଲାଇନ୍ ପରୀକ୍ଷା କେନ୍ଦ୍ର ବୃଦ୍ଧି କରିଛନ୍ତି। ସେହି ସହରଗୁଡ଼ିକ ହେଲା ଅନୁଗୋଳ, ବାରିପଦା, ବରଗଡ଼, ଜୟପୁର ଓ କେନ୍ଦୁଝର। ଏ…
ଖୁଚୁରା ବଜାରରେ କରୋନା ପ୍ରହାର: ବ୍ୟବସାୟିକ କ୍ଷତି ୩ ହଜାର କୋଟି
ଭୁବନେଶ୍ୱର,୨୬।୭(ବ୍ୟୁରୋ): କୋଭିଡ୍-୧୯ ଏବଂ ଲକ୍ଡାଉନ୍ ଯୋଗୁ ଓଡ଼ିଶାର ରିଟେଲ ବିଜ୍ନେସ୍ ବା ଖୁଚୁରା ବ୍ୟବସାୟ ବିଶେଷମାତ୍ରାରେ ପ୍ରଭାବିତ ହୋଇଛି। ଏହି ସମୟ ମଧ୍ୟରେ ପ୍ରାୟ ୩ହଜାର କୋଟି ଟଙ୍କାର କ୍ଷତି ଖୁଚୁରା ବ୍ୟବସାୟକୁ ସହିବାକୁ ପଡ଼ିଛି। କେବଳ ଏତିକି ନୁହେଁ, ରାଜ୍ୟର…
ପୋଲ ନ ଥିବାରୁ ପାଠ ଛାଡୁଛନ୍ତି ପିଲା
ଛେଣ୍ଡିପଦା,୨୫ା୭(ସ୍ବ.ପ୍ର.) ଗାଁକୁ ଭଲ ରାସ୍ତାଟିଏ ନାହିଁ। ଚାରିପଟୁ ଘେରି ରହିଛି ନୁହୁରାଣୀ ଓ ବାଇଶିନାଳିଆ ନଦୀ। ବର୍ଷ ତମାମ ସେଥିରେ ପାଣି ରହୁଥିବାରୁ ଯାତାୟାତ ବେଶ୍ କଷ୍ଟକର। ବର୍ଷାଦିନେ ଗାଁ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ୁଥିବାରୁ ଗମନାଗମନ ସମ୍ପୂର୍ଣ୍ଣ ବନ୍ଦ। ନଦୀ ଉପରେ…
ମଣ୍ଡଳ କାରାଗାରରେ ହେବ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ
ବ୍ରହ୍ମପୁର ଅଫିସ ,୨୬ା୭ – ମଣ୍ଡଳ କାରାଗାରରେ ଏକ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ ଆରମ୍ଭ କରାଯାଇଛି। ପ୍ରାଥମିକ ପର୍ଯ୍ୟାୟରେ ସେଠାରେ ୫୦ ଶଯ୍ୟାର ବ୍ୟବସ୍ଥା କରାଯାଇଥିବା ଜେଲ୍ ଡିଆଇଜି ରଘୁନାଥ ମାଝୀ ସୂଚନା ଦେଇଛନ୍ତି। ଗତବର୍ଷ ଜେଲ ପରିସରରେ ଉଦ୍ଘାଟିତ ହୋଇଥିବା…
ସ୍ବଳ୍ପ ବୃଷ୍ଟି: ଚାଷ କାର୍ଯ୍ୟ ପ୍ରଭାବିତ
ଚମ୍ପୁଆ, ୨୬ା୭(ଡି.ଏନ.ଏ.)- କେନ୍ଦୁଝର ଜିଲା ହେଉଛି ଏକ କୃଷିବହୁଳ ଜିଲା। ଚମ୍ପୁଆରେ ଚଳିତ ବର୍ଷ ସ୍ବଳ୍ପ ବୃଷ୍ଟିପାତ ଯୋଗୁ ଚାଷ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିବା ଦେଖିବାକୁ ମିଳିଛି। ଚମ୍ପୁଆ, ଯୋଡା ଓ ଝୁମ୍ପୁରାକୁ ନେଇ ଗଠିତ ଏହି କୃଷି ଜିଲାରେ ଚଳିତ…
୪ ମାସ ପରେ ହୋଇଥାନ୍ତା ବାହାଘର: ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା କଲେ ପ୍ରେମିକ
ବ୍ରହ୍ମଗିରି,୨୫ା ୦୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍ଭିନ୍ କରି…
Archives


