ରାଜ୍ୟ

ଲୋକଙ୍କୁ ଚାଲାଣ, ପୋଲିସକୁ ମାଫ୍‌

ବ୍ରହ୍ମପୁର ଅଫିସ୍‌,୧।୩: ବ୍ରହ୍ମପୁର ସହରରେ ଟ୍ରାଫିକ୍‌ ନିୟମ କଡ଼ାକଡ଼ି କରାଯାଇ ଟ୍ରିପଲ୍‌ ରାଇଡିଂ ଓ ମୋବାଇଲ୍‌ ଫୋନ୍‌ ବ୍ୟବହାର ଉପରେ କଟକଣା ଜାରି କରାଯାଇଛି। ଏଥିସହ ବାଇକ୍‌ ଚଳାଇବା ସମୟରେ ହେଲ୍‌ମେଟ୍‌ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ଏହି ନିୟମକୁ ଉଲ୍ଲଂଘନ କରୁଥିବା…

ଓଡ଼ିଆ ଗୀତ ଗାଇଲେ ରାଜ୍ୟପାଳ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ ଗୀତ ଗାଇଛନ୍ତି। ତାହା ପୁଣି ଓଡ଼ିଆ ଗୀତ। ଜଣେ ପେସାଦାର କଣ୍ଠଶିଳ୍ପୀଙ୍କ ଭଳି ଏକଦମ୍‌ ସୁରରେ ସେ ଷ୍ଟୁଡିଓରେ ଗୀତ ରେକର୍ଡିଂ କରିଥିଲେ। ଓଡ଼ିଶାର କଳା, ସଂସ୍କୃତି, ସଭ୍ୟତାକୁ ନେଇ ପ୍ରସ୍ତୁତ ଏହି ଗୀତଟି…

ରାଜ୍ୟରେ ଖୋଲିବ ପ୍ରାଣୀ ଚିକିତ୍ସା ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧।୩(ବ୍ୟୁରୋ): ରାଜ୍ୟରେ ସ୍ବତନ୍ତ୍ର ଭାବେ ଏକ ପ୍ରାଣୀ ଚିକିତ୍ସା ବିଶ୍ବବିଦ୍ୟାଳୟ ଖୋଲିବ। ଦୀର୍ଘ ବର୍ଷର ଏହି ସ୍ବପ୍ନ ଖୁବ୍‌ଶୀଘ୍ର ପୂରଣ ହେବାକୁ ଯାଉଛି। ଆସନ୍ତା ଏପ୍ରିଲ ସୁଦ୍ଧା ବିଶ୍ୱବିଦ୍ୟାଳୟ ସ୍ଥାପନ ହେବାର ଯଥେଷ୍ଟ ସମ୍ଭାବନା ରହିଛି। ଏହାର ନାମ ‘ଓଡ଼ିଶା…

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭା ପରିସରସ୍ଥ ଚିକିତ୍ସାଳୟରେ କରୋନା ଟିକା ନେଇଛନ୍ତି। ଏ ସମ୍ପର୍କରେ ନବୀନ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି କରୋନା ଟିକା ନେଇ ବହୁତ ଖୁସି। ଟିକା ନେବା…

ପ୍ରଧାନମନ୍ତ୍ରୀ ଓଡ଼ିଆଙ୍କ ଦୃଢ଼ ଇଚ୍ଛାଶକ୍ତିକୁ ବିଶ୍ୱ ଆଗରେ ପ୍ରତିପାଦିତ କରିଛନ୍ତି: ଧର୍ମେନ୍ଦ୍ର

ଭୁବନେଶ୍ୱର,୧।୩ (ବ୍ୟୁରୋ) କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱରଠାରେ ଦଳର କାର୍ଯ୍ୟକର୍ତ୍ତାଙ୍କ ଗହଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମ ଶୁଣିଛନ୍ତି। ଏହି କାର୍ଯ୍ୟକ୍ରମରେ ନିଜ କାମ ପାଇଁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ପ୍ରଶଂସିତ ହୋଇଥିବା ଓଡ଼ିଶା ଜଗତସିଂହପୁର ଜିଲାର…

ଓଡ଼ିଶାରେ ଆନ୍ତଃରାଜ୍ୟ ଏଟିଏମ୍‌ ଲୁଟେରା ର଼୍ୟାକେଟ୍‌

ବଲାଙ୍ଗୀର ଅଫିସ, ୧।୩: ଓଡିଶାର ବିଭିନ୍ନ ସହରରେ ଏବେ ଆନ୍ତଃରାଜ୍ୟ ସେନ୍‌ସର ବ୍ଳକ୍‌ ଏଟିଏମ୍‌ ଲୁଟେରା ର଼୍ୟାକେଟ୍‌ ସକ୍ରିୟ ରହିଛନ୍ତି। ବଲାଙ୍ଗୀର ସହରର ବିଭିନ୍ନ ଏଟିଏମ୍‌ରୁ ଲକ୍ଷାଧିକ ଟଙ୍କା ଲୁଟ୍‌ କରିବାବେଳେ ଆଦର୍ଶ ଟାଉନ୍‌ ଥାନା ପୋଲିସ ହାବୁଡରେ ଉତ୍ତରପ୍ରଦେଶ କାନପୁରର…

ଚର୍ଚ୍ଚାରେ ନାୟକ ସାର୍‌

ନାଉଗଁା,୧।୩(ସ୍ବ.ପ୍ର.): ଚାକିରି ଛାଡ଼ିି ଯୁବକମାନଙ୍କୁ ସୈନ୍ୟବାହିନୀରେ ଯୋଗଦେବା ପାଇଁ ପ୍ରଶିକ୍ଷଣ ଦେଉଥିବା ଜଗତ୍‌ସିଂହପୁର ଜିଲା ନାଉଗଁା ବ୍ଲକ ରୋହିଆ ପଞ୍ଚାୟତ ଅରଖକୁଦ ଗ୍ରାମର ସିଲୁ ନାୟକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ରବିବାର ‘ମନ୍‌ କୀ ବାତ୍‌’ କାର୍ଯ୍ୟକ୍ରମରେ ସିଲୁଙ୍କୁ…

ବଢ଼ୁଛି ତାପମାତ୍ରା

ଭୁବନେଶ୍ୱର, ୧।୩(ବ୍ୟୁରୋ): କିଛିଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପାରଦ ଉପରମୁହାଁ ରହିଥିବାବେଳେ ଖରା ତାତି ଅସମ୍ଭାଳ ହୋଇଛି। ୩ଦିନ ଧରି ଭୁବନେଶ୍ୱର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଥିବାବେଳେ ରବିବାର ଅନୁଗୋଳର ତାପମାତ୍ରା ସର୍ବାଧିକ ରହିଛି। ୪୦.୧…

ସକାଳ ୭ରୁ ସ୍କୁଲ

ଭୁବନେଶ୍ୱର,୧।୩(ବ୍ୟୁରୋ): ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟରେ ସ୍କୁଲ୍‌ ଖୋଲିବା ସମୟରେ ପରିବର୍ତ୍ତନ କରାଯାଇଛି। ସୋମବାରଠାରୁ ପରିବର୍ତ୍ତିତ ସମୟ ଅନୁସାରେ ସ୍କୁଲ ଖୋଲିବା ସହ ପାଠପଢ଼ା ଚାଲିବ। ରାଜ୍ୟର ସମସ୍ତ ବିଦ୍ୟାଳୟରେ ନବମ ଓ ଏକାଦଶ ଶ୍ରେଣୀଗୁଡ଼ିକର ପାଠପଢ଼ା ସକାଳ ୮ଟା…

ଆଜିଠୁ ବୟସ୍କଙ୍କୁ ଟିକା

ଭୁବନେଶ୍ୱର, ୧।୩(ବ୍ୟୁରୋ): ସାରା ଦେଶରେ ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ ସୋମବାରଠାରୁ ଆରମ୍ଭ ହେବ। ଏହି ପର୍ଯ୍ୟାୟରେ ବୟସ୍କ ଲୋକ ଟିକା ନେବେ। ୬୦ବର୍ଷରୁ ଊର୍ଦ୍ଧ୍ୱ ବୟସର ଲୋକଙ୍କୁ ପ୍ରାଥମିକତା ଦିଆଯିବା ସହ ବହୁବିଧ ରୋଗ ଥିବା ୪୫ ବର୍ଷରୁ ଊର୍ଦ୍ଧ୍ୱ…

ଇକୋ ରିଟ୍ରିଟ୍‌ରେ ନିଆଁ

ନରସିଂହପୁର (ସ୍ବ.ପ୍ର.)/ଭୁବନେଶ୍ୱର,୧।୩(ବ୍ୟୁରୋ): କଟକ ଜିଲା ନରସିଂହପୁର ବ୍ଲକ ବାଲିପୁଟସ୍ଥିତ ସାତକୋଶିଆ ଇକୋ ରିଟ୍ରିଟ୍‌ରେ ରବିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ୩ ବିଳାସପୂର୍ଣ୍ଣ ଟେଣ୍ଟ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ଆସବାବପତ୍ର ପୋଡ଼ିଯାଇଛି। ସେଥିମଧ୍ୟରୁ ଗୋଟିଏ ଟେଣ୍ଟରେ ଶନିବାର ରାତ୍ରିଯାପନ କରିଥିବା…

ଫେକ୍‌ ଆଇଡ଼ିରୁ ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଉଥିଲେ, ଯୁବନେତାଙ୍କୁ ଧରିଲା ପୋଲିସ

ବ୍ରହ୍ମପୁର ଅଫିସ,୧ା୩: ଜନୈକା ମହିଳାଙ୍କୁ ଅଶ୍ଳୀଳ ଭିଡିଓ ପଠାଇ ଜଣେ ଯୁବକ ଗିରଫ ହୋଇଛନ୍ତି। ସେ ହେଲେ ଶିବରାମ ଜେନା (୨୯) । ପୋଲିସ ତାଙ୍କ ନିକଟରୁ ଏକ ମୋବାଇଲ୍‌ ଫୋନ ଜବତ କରିଛି। ମୋବାଇଲ ଯାଞ୍ଚ ବେଳେ ସେ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?