ରାଜ୍ୟ

ଗଣମାଧ୍ୟମ ସହିତ ସୁସମ୍ପର୍କ ରଖିବାରେ ବିଫଳ ମୋରଡ଼ା ପୋଲିସ, ପିଲାଚୋରି ଗୁଜବକୁ ନେଇ…

ମୋରଡ଼ା,୨୮ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ପୋଲିସର କାର୍ଯ୍ୟ କରିବାର ଦକ୍ଷତାକୁ ନେଇ ଆଜି କ୍ଷୋଭ ପ୍ରକାଶ କରିଛନ୍ତି ମୋରଡ଼ା ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି। ସୂଚନା ଅନୁଯାୟୀ, ପିଲାଚୋରି ଗୁଜବକୁ ନେଇ ଉଦ୍‌ବେଗ ଜନକ ପରିସ୍ଥିତି ସୃଷ୍ଟି କରିଥିବା ବେଳେ…

ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ: ପ୍ରଭାବିତ ହେବ ଲୁଣା ହେନ୍ତାଳ ଜଙ୍ଗଲ

ମହାକାଳପଡ଼ା,୨୮ା୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବତିଘର ଅଞ୍ଚଳରେ ଶିଳ୍ପ କରିଡ଼ର ପ୍ରତିଷ୍ଠା ଯୋଜନା ପ୍ରସ୍ତୁତ ହୋଇଛି। ସେଥିପାଇଁ ଶିଳ୍ପ ଉନ୍ନୟନ ନିଗମ ପକ୍ଷରୁ ସରକାରୀ ଜମି ନିଜ ଅକ୍ତିଆରକୁ ନେଉଛି। ବତିଘର ଖରିନାଶି ରାମନଗର ପଞ୍ଚାୟତରେ ୧୫୦…

ଖଣି ବାବୁଙ୍କ କଳାଧନର ଖୋଲୁଛି ଗୁମର: ୪ କୋଟି ଟଙ୍କାରେ କିଣିଥାନ୍ତେ……

ଭୁବନେଶ୍ୱର,୨୮ା୨(ତ୍ରିନାଥ ମହାନ୍ତି):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଥିବା କଟକ ସର୍କଲ ଖଣି ଉପନିର୍ଦ୍ଦେଶକ ଦେବବ୍ରତ ମହାନ୍ତିଙ୍କ କଳାଧନର ଗୁମର ଫିଟିବାରେ ଲାଗିଛି। ସାଧାରଣ କର୍ମଚାରୀଙ୍କ ଭଳି ବେଶଭୂଷାରେ ଅଫିସ୍‌ ଆସୁଥିବା ଦେବବ୍ରତ କିନ୍ତୁ ବିଳାସପୂର୍ଣ୍ଣ ଜୀବନଯାପନ କରୁଥିଲେ। ଶହୀଦନଗରରେ…

ଅଧିକ ସମୟ ଖେଳିବାକୁ ନେଇ ସପ୍ତମ ଶ୍ରେଣୀ ଛାତ୍ରଙ୍କୁ ଆଣ୍ଠେଇଦେଲେ ନବମ ଶ୍ରେଣୀ ଛାତ୍ର, ଭିଡିଓ ଭାଇରାଲ ପରେ…

ଉଦଳା ,୨୮।୨(ସନ୍ତୋଷ କୁମାର ବାଛିନୀ), ହଷ୍ଟେଲରେ ସୀମା ଟପିଲେ ବଡ଼ ଶ୍ରେଣୀର ଛାତ୍ର। ତଳ ଶ୍ରେଣୀ ଛାତ୍ରଙ୍କୁ କରିଲେ ରାଗିଙ୍ଗ୍‌ । ଖେଳ ସମୟରେ ହଷ୍ଟେଲର ୩ ଜଣ ସପ୍ତମ ଶ୍ରେଣୀ ଛାତ୍ର ହଷ୍ଟେଲ ପଛ ପାଖରେ ଖେଳୁଥିବାରୁ ତାଙ୍କ ଉପରେ…

ଶୁକ୍ରୁ, ଶୀଳାଙ୍କୁ ଫାଇନାଲ୍‌ ଚେତାବନୀ ଦେଲେ ଡିଜିପି

ଭୁବନେଶ୍ୱର/ଫୁଲବାଣୀ,୨୮ା୨(ତ୍ରିନାଥ ମହାନ୍ତି/ରାକେଶ କୁମାର ରାଉତ): ମାଓବାଦୀଙ୍କୁ ଡିଜିପି ଓ୍ବାଇ.ବି. ଖୁରାନିଆ ଶୁକ୍ରବାର ଅନ୍ତିମ ଚେତାବନୀ ଦେଇଛନ୍ତି। ହିଂସା ଛାଡ଼ି ଆତ୍ମସମର୍ପଣ କର, ନ ହେଲେ ଏନ୍‌କାଉଣ୍ଟରର ଶିକାର ହେବ। ଡିଜିପି କହିଛନ୍ତି, ମାଓବାଦୀ ବନ୍ଧୁକ ନ ଛାଡ଼ିଲେ ଯେସାକୁ ତେସା ନୀତି…

ଅନାଥ ଆଶ୍ରମରୁ ଶିଶୁ ବିକ୍ରି ଅଭିଯୋଗ: ଏତଲା ପରେ ତଦନ୍ତ ଆରମ୍ଭ

ଭବାନୀପାଟଣା, ୨୮।୨ (ଉତ୍ତମ କୁମାର ଦାଶ): ଅସହାୟ ଶିଶୁଙ୍କ ସୁରକ୍ଷା ପାଇଁ ସରକାରଙ୍କ ପକ୍ଷରୁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଥିବା ବେଳେ ଶିଶୁ ବିକ୍ରି ଭଳି ଘଟଣାକୁ ରୋକିବା ପାଇଁ ପୋଷ୍ୟ ଗ୍ରହଣର ବିଧିବଦ୍ଧ ବ୍ୟବସ୍ଥା ବି ରହିଛି। କିନ୍ତୁ…

ନବୀନ ଡାକିଥିଲେ ବୈଠକ: ସମସ୍ତେ ଆସିଲେନି…

ଭୁବନେଶ୍ୱର, ୨୮।୨(ସୁନିତ୍‌ ମିଶ୍ର): ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ ନଜର ରହିଛି। ଯେହେତୁ ୪ର୍ଥ ରାଜ୍ୟ ସଭା ଆସନ ପାଇଁ କୌଣସି ଦଳର…

୬ ଗ୍ରହର ବିରଳ ମହାଜାଗତିକ ଦୃଶ୍ୟ: ଆଜିଠାରୁ ଆକାଶରେ ଦେଖାଯିବ ପ୍ଲାନେଟ୍‌ ପରେଡ୍‌

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ):ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ ଏହି…

ଗୋଠ ଏକାଠି ନାହିଁ: ରାଜ୍ୟ ସଭା ନିର୍ବାଚନକୁ ନେଇ ବିଜେଡିରେ ହଲଚଲ

ଭୁବନେଶ୍ୱର, ୨୮।୨(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନର ପ୍ରାର୍ଥୀ ଚୟନ ଏବଂ ୪ର୍ଥ ଆସନ ପାଇଁ ବିଜେଡି ଓ ଭାଜପାର ଆଭିମୁଖ୍ୟ କ’ଣ ହେବ ସେଥିପ୍ରତି ସମସ୍ତଙ୍କ ନଜର ରହିଛି। ଯେହେତୁ ୪ର୍ଥ ରାଜ୍ୟ ସଭା ଆସନ ପାଇଁ କୌଣସି ଦଳର ଆବଶ୍ୟକ…

ବଳାତ୍କାର ଲୁଚାଇବାକୁ ଛାତରୁ ଠେଲିଦେଇଥିଲେ ଝାଡ଼ଖଣ୍ଡ ଯୁବକ

ପାରାଦୀପ,୨୮।୨ (ଶରତ ରାଉତ): ପାରାଦୀପ ଆଦର୍ଶଥାନା ଅନ୍ତର୍ଗତ ତାରିଣୀଗଡ଼ା ଅଞ୍ଚଳର ବହୁଚର୍ଚ୍ଚିତ ବଳାତ୍କାର ଓ ହତ୍ୟା ଘଟଣାରେ ୨ ଅଭିଯୁକ୍ତଙ୍କୁ ଗୁରୁବାର ପୋଲିସ ଗିରଫ କରିଥିବାବେଳେ ଶୁକ୍ରବାର କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଯୁବତୀଙ୍କ ପ୍ରେମିକ ସୋମନାଥ ଓଝା ଓ…

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ ଓ୍ବାର୍ଡସଭ୍ୟମାନେ ଜିଲାପାଳ ମନୋଜ ସତ୍ୟବାନ ମହାଜନଙ୍କୁ ଦାବିପତ୍ର ଶୁକ୍ରବାର ପ୍ରଦାନ କରିଛନ୍ତି। ଜିଲାପାଳ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l ଗୁଣପୁର ପୂର୍ତ୍ତ ବିଭାଗ ବଙ୍ଗଳାଠାରୁ ବିଜେଡି କର୍ମୀ ଶୋଭାଯାତ୍ରାରେ ବାହାରି ଉପଜିଲାପାଳଙ୍କ କାର୍ଯ୍ୟାଳୟଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?