ରାଜଧାନୀରେ ସଙ୍ଗୀନ ହେଉଛି ସ୍ଥିତି: ଆଜି ଚିହ୍ନଟ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜଧାନୀରେ ଶନିବାର ଆଉ ୧୧୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୮୨୮ରେ ପହଞ୍ଚିଛି। ସେଥିରୁ ୮୬୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୯୫୨ ଆକ୍ଟିଭ୍ କେସ୍ ରହିଛି। ସେହିଭଳି ୧୧ଜଣଙ୍କ…
ଚଳିତମାସ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ
କଟକ ଅଫିସ,୨୫ା୭ : : ଚଳିତମାସ ଶେଷ ସୁଦ୍ଧା ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ଶନିବାର ମାଧ୍ୟମିକ ଶିକ୍ଷା ବୋର୍ଡ ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଫଳାଫଳ କେବେ ପ୍ରକାଶ ପାଇବ ନିର୍ଦ୍ଦିଷ୍ଟ ତାରିଖ…
ପ୍ରବାସୀଙ୍କୁ ୨୦୦୦ ବଦଳରେ ୧୯୦୦ ଦେବା ଅଭିଯୋଗ: ପିଇଓ ନିଲମ୍ବିତ
ପଦ୍ମପୁର,୨୫।୭(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଶାଶୁଭୁଆସୁଣି ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଚିନ୍ମୟୀ ପଣ୍ଡାଙ୍କୁ କୋଭିଡ୍ ଗାଇଡ୍ ଲାଇନ ଉଲ୍ଲଂଘନ ଅଭିଯୋଗରେ ପ୍ରକଳ୍ପ ନିର୍ଦ୍ଦେଶକ ନିଲମ୍ବନ କରିଛନ୍ତି। ଏ ନେଇ ଚିଠି ନଂ ୩୫୫/୨୪/୭/୨୦ରେ ତାଙ୍କୁ ଚାନ୍ଦବାଲି ବ୍ଲକରେ ରିପୋର୍ଟ…
ବରଗଡ଼ରେ ଡାକ୍ତର ନିଯୁକ୍ତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିଧାୟକ
ବରଗଡ଼ ଅଫିସ,୨୫।୭: ବରଗଡ଼ ଜିଲାରେ କାର୍ଯ୍ୟରତ ୩ ଡାକ୍ତରଙ୍କୁ ଜିଲା ବାହାରକୁ ବଦଳି ଆଦେଶ ନେଇ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ ଜିଲା ମୁଖ୍ୟ ଡାକ୍ତରଖାନା ସମେତ ଅନ୍ୟ ଡାକ୍ତରଖାନାରେ…
କରୋନାରେ ଆଖି ବୁଜିଲେ ଗଞ୍ଜାମର ଜଣେ ଏଏସ୍ଆଇ
କୋଦଳା,୨୫।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ। ଭଞ୍ଜନଗର କୋର୍ଟରେ ଏଏସ୍ଆଇ ଭାବେ କାର୍ଯ୍ୟରତ ଥିବା ରବିନ୍ଦ୍ର ନାଥ ବେହେରା(୫୫)ଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଚାରିଦିନ ପୂର୍ବରୁ ଏଏସ୍ଆଇ ଅସୁସ୍ଥ ଅନୁଭବ କରିବାରୁ ସେ ଘରକୁ…
ମାଲକାନଗିରିରେ ପ୍ରଥମ ମୁଣ୍ଡ ନେଲା କରୋନା: ସମ୍ମାନର ସହ ଦାହ କଲା ପ୍ରଶାସନ
ମାଲକାନଗିରି,୨୫।୭(ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଶନିବାର ପ୍ରଥମ କରୋନା ମୃତ୍ୟୁ ହୋଇଛି। ମାଲକାନଗିରି ସଦର ମହକୁମା ସ୍ଥିତ ପୁରୁଣା ପୋଷ୍ଟ ଅଫିସ ସାହିର ଜଣେ ବ୍ୟକ୍ତିଙ୍କ ମାଲକାନଗିରି କୋଭିଡ୍ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ସମୟରେ ମୃତ୍ୟୁ ଘଟିଛି। ସେ କରୋନା ଆକ୍ରାନ୍ତ ଥିବା…
ପୁରୀ @ ୫୮୬: ଦିନକରେ ସର୍ବାଧିକ ରେକର୍ଡ, ଚିହ୍ନଟ ହେଲେ ୯୦ କରୋନା ଆକ୍ରାନ୍ତ
ପୁରୀ ଅଫିସ,୨୫।୭: ପୁରୀ ଜିଲାରୁ ୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଦିନକରେ ସର୍ବାଧିକ ୩୦ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହାର ତିନିଗୁଣା ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇବା ପରେ ଜିଲାର ମୋଟ ଆକ୍ରାନ୍ତଙ୍କ…
କରୋନା ନେଲା ଆଉ ୧୦ ଜୀବନ: ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି
ଭୁବନେଶ୍ୱର, ୨୫।୭(ବ୍ୟୁରୋ): ରାଜ୍ୟରେ ଶନିବାର ୧୩୨୦ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଗୋଟିଏ ଦିନରେ ସର୍ବାଧିକ ୧୦ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
CORONAVIRUS UPDATE: ରାଜ୍ୟରେ ୨୪ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୨୫।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ରାଜ୍ୟରେ ଶନିବାର ପୁଣି ୧୩୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୪ହଜାର ପାର କରିଛି। ନୂଆ ଚିହ୍ନଟଙ୍କ…
ମୀନକେତନଙ୍କୁ ‘ଗ୍ରେଟ୍ ଇଭାନଜେଲିଷ୍ଟ ଅଫ୍ ଇଣ୍ଡିଆ’ ସମ୍ମାନ
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଭାରତୀର ଶିକ୍ଷା କ୍ଷେତ୍ରରେ ସ୍ବତନ୍ତ୍ର ଅବଦାନ ଲାଗି ଓଡିଏମ୍ ପବ୍ଲିକ୍ ସ୍କୁଲର ଅଧ୍ୟକ୍ଷ ଡ. ମୀନକେତନଙ୍କୁ ‘ଗ୍ରେଟ୍ ଇଭାନଜେଲିଷ୍ଟ ଅଫ୍ ଇଣ୍ଡିଆ’ ସମ୍ମାନ ମିଳିଛି। ଅନ୍ତର୍ଜାତୀୟ ସଂଗଠନ ଫୋର୍ବସ ଇଣ୍ଡିଆ ପକ୍ଷରୁ ଏହି ପୁରସ୍କାର ଦିଆଯାଇଛି। ପୁରସ୍କାର ପାଇଥିବା ଦେଶର…
ଝାରପଡ଼ା ଜେଲରେ ଗ୍ୟାଙ୍ଗ୍ଷ୍ଟର ରାଜ୍
ଭୁବନେଶ୍ୱର,୨୫ା୭(ବ୍ୟୁରୋ): ଜେଲରେ ଚାଲୁଛି ଗ୍ୟାଙ୍ଗଷ୍ଟର୍ଙ୍କ ରାଜୁତି। ବାହାରେ ଯେପରି ରାଜ୍ କରୁଥିଲେ, ଜେଲ ଭିତରେ ବି ସେମିତି ଚାଲିଛି। ବଡ଼ ବଡ଼ ଅପରାଧୀମାନେ ଗୋଷ୍ଠୀ କରି ସେଥିରେ କଏଦୀଙ୍କୁ ସାମିଲ କରୁଛନ୍ତି। ଗୋଷ୍ଠୀ କରି ଖଟି କରୁଛନ୍ତି, ଆଉ ନିଜର ଦବ୍ଦବା…
ଡିଲରଙ୍କ ଲାଇସେନ୍ସ ଅବଧି ବଢ଼ିଲା
କଟକ ଅଫିସ,୨୫ା୭: ଲାଇସେନ୍ସ ନବୀକରଣ ପ୍ରସଙ୍ଗରେ ରାଜ୍ୟର ପ୍ରାୟ ୨ ହଜାର ୫୯୦ ଜଣ ଡିଲରଙ୍କୁ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ୨୦୨୧ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସାନି ଉଚ୍ଛେଦ ହୋଇଥିବା ଏହି ଡିଲରଙ୍କ ଲାଇସେନ୍ସକୁ ନବୀକରଣ କରାଯାଇଥିବା ରାଜ୍ୟ ଖାଦ୍ୟ ଯୋଗାଣ…
Archives


