ରିପୋର୍ଟ ମାଗିଲେ ଏନ୍ଏଚ୍ଆର୍ସି
ଭୁବନେଶ୍ୱର,୧୩।୧୦ (ବ୍ୟୁରୋ): ରାଜଭବନ ଛକସ୍ଥିତ ଇଣ୍ଡିଆନ୍ ଅଏଲ୍ ପେଟ୍ରୋଲ ପମ୍ପ ବିସ୍ଫୋରଣକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ଜାତୀୟ ମାନବିକ ଅଧିକାର କମିଶନ (ଏନ୍ଏଚ୍ଆର୍ସି)। ଇତିମଧ୍ୟରେ ୬ଦିନ ବିତିଯାଇଥିବାବେଳେ ଏହି ଘଟଣାରେ ଗ୍ରହଣ କରାଯାଇଥିବା ପଦକ୍ଷେପ ସଂକ୍ରାନ୍ତରେ ରାଜ୍ୟ ମୁଖ୍ୟ ଶାସନ…
ତୀବ୍ର ଅବପାତରେ ପରିଣତ ହେଲା ଲଘୁଚାପ
ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇଛି। ସୋମବାର ସନ୍ଧ୍ୟାସୁଦ୍ଧା ଏହା ଦକ୍ଷିଣ-ପୂର୍ବ ଦିଗରେ ବିଶାଖାପାଟଣାଠାରୁ ୨୫୦କିମି ଦୂରରେ ସକ୍ରିୟ ରହିଛି। ୬ କିମି ବେଗରେ ଗତି କରୁଥିବାବେଳେ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର…
ଆନ୍ତରିକତାହୀନ ମିଶନ
ଦୈନନ୍ଦିନ ଖାଦ୍ୟ ପାଇଁ ଆଳୁ ଏକ ଅତ୍ୟାବଶ୍ୟକ ସାମଗ୍ରୀ ହୋଇଥିଲେ ମଧ୍ୟ ଓଡ଼ିଶାରେ ଚାହିଦା ମୁତାବକ ଉତ୍ପାଦନ ହୋଇ ପାରୁନାହିଁ। ଫଳରେ ୮୦ ପ୍ରତିଶତ ଆଳୁ ବାହାର ରାଜ୍ୟରୁ ଭରଣା ହେଉଛି। ଏଥିପାଇଁ ବିଭିନ୍ନ ସମୟରେ ରାଜ୍ୟବାସୀଙ୍କୁ ଚଢ଼ା ଦର ଦେବାକୁ…
ସହାୟତା ଅପେକ୍ଷାରେ ସଂଗ୍ରହାଳୟ
ଢେଙ୍କାନାଳ ଅଫିସ, ୧୩।୧୦- ଐତିହ୍ୟସମ୍ପନ୍ନ ଜିଲା ଢେଙ୍କାନାଳ। ଜିଲାର କୋଣ ଅନୁକୋଣରେ କୀର୍ତ୍ତିରାଜିର ସମ୍ଭାର। ରାଜାରାଜୁଡ଼ା ଅମଳର ସଂଗ୍ରାମ ହେଉ କି ଗଡ଼ଜାତ ଆନ୍ଦୋଳନ ଅବା ସ୍ବାଧୀନତା ସଂଗ୍ରାମ ସବୁ କିଛି ଦେଖିଛି ଓଡ଼ିଶାର କେନ୍ଦ୍ରସ୍ଥଳରେ ଅବସ୍ଥିତ ଏହି ଜିଲା। ଏସବୁ…
ସଂକ୍ରମଣ ସୀମା ଡେଉଁଛି
ଅନୁଗୋଳ ଅଫିସ, ୧୩।୧୦ ଅନୁଗୋଳ ଜିଲାରେ କରୋନା ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣ ବାହାରକୁ ଚାଲିଯାଉଛି। ମେ’ରୁ ଅଗଷ୍ଟ ମାସ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ମାତ୍ର ୫୦୮ରେ ସୀମିତ ଥିଲା। କିନ୍ତୁ ସେପ୍ଟେମ୍ବର ଆରମ୍ଭରୁ ଦୈନିକ ସଂକ୍ରମଣ ଶତକ ଛୁଇଁଥିଲା। ହେଲେ…
ତାତିଲେ ଏମ୍ଡିଏମ୍ ପାଚିକା ସହାୟିକା
ମୁରିବାହାଲ, ୧୩।୧୦ (ଡି.ଏନ.ଏ.) ନିଖିଳ ଓଡିଶା ମଧ୍ୟାହ୍ନଭୋଜନ(ଏମଡିଏମ) ପାଚିକା ସହାୟକ ସଂଘ ବଲାଙ୍ଗୀର ଜିଲା କମିଟି ତରଫରୁ ୩ ଦଫା ଦାବି ନେଇ ସୋମବାର ମୁରିବାହାଲ ବ୍ଲକ ଅଫିସ ଓ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି।…
ଏସ୍ଇସିସି ତାଲିକାରେ ଓ୍ବାର୍ଡବାସୀଙ୍କ ନାଁ ନାହିଁ
ମୁରିବାହାଲ, ୧୩।୧୦(ଡି.ଏନ.ଏ.) ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଚଳକି ପଞ୍ଚାୟତ ଅନ୍ତର୍ଗତ ଚଳକି ଗଁା ୩ ନମ୍ବର ୱାର୍ଡର ଗୋଟିଏ ବି ପରିବାର ଏସଇସିସି (ସାମାଜିକ, ଅର୍ଥନୈତିକ, ଜାତିଗତ ଜନଗଣନା) ତାଲିକାରେ ନାହାନ୍ତି। ଫଳରେ ଗତ ୭ ବର୍ଷ ହେବ ରାଜ୍ୟ…
ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥି ଘୋଷଣା: ବାଲେଶ୍ୱରରେ ମମତା, ତିର୍ତ୍ତୋଲରେ ହିମାଂଶୁ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପ୍ରାର୍ଥି କରିଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କୁ ପ୍ରାର୍ଥି…
ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ
ଖୋର୍ଦ୍ଧା ଅଫିସ,୧୨ା୧୦-ଖୋର୍ଦ୍ଧା ସହରର ମାରଓ୍ବାଡିପଟିସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ସୋମବାର ୨ଜଣ ଦୁର୍ବୃତ୍ତ ଅବସରପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ବରାଳଙ୍କଠାରୁ ୨ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ଏହି ଲୁଟ୍ର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। କିଶୋରଙ୍କ ଅଭିଯୋଗକ୍ରମେ ଟାଉନ ଥାନା ପୋଲିସ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏ, ସୁନ୍ଦରଗଡ଼ରୁ…
ଯୁବତୀଙ୍କ ଜୀବନ ରକ୍ଷା କଲେ ଅଗ୍ନିଶମ କର୍ମଚାରୀ
ଜୁନାଗଡ,୧୨।୧୦(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହର ନିକଟସ୍ଥ ହାତୀ ନଦୀରୁ ସୋମବାର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଜଣେ ଯୁବତୀଙ୍କୁ ଉଦ୍ଧାର କରିଛନ୍ତି। ସେ ହେଲେ ରାଖି ମାଝୀ(୨୧)। ଯୁବତୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାରୁ…
ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ସ୍ମରଣୀୟ ହୋଇ ରହିବ ଉଦ୍ୟମ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ…
Archives


