ଉପନିର୍ବାଚନ ପାଇଁ କଂଗ୍ରେସର ପ୍ରାର୍ଥି ଘୋଷଣା: ବାଲେଶ୍ୱରରେ ମମତା, ତିର୍ତ୍ତୋଲରେ ହିମାଂଶୁ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂତିର୍ତ୍ତୋଲ ଉପ ନିର୍ବାଚନ ପାଇଁ ସୋମବାର ପ୍ରାର୍ଥି ଘୋଷଣା କରିଛି କଂଗ୍ରେସ। ବାଲେଶ୍ୱର ସଦର ପାଇଁ ମମତା କୁଣ୍ଡୁଙ୍କୁ କଂଗ୍ରେସ ପ୍ରାର୍ଥି କରିଥିବାବେଳେ ତିର୍ତ୍ତୋଲ ପାଇଁ ହିମାଂଶୁ ଭୂଷଣ ମଲ୍ଲିକଙ୍କୁ ପ୍ରାର୍ଥି…
ଅବସରପ୍ରାପ୍ତ ଶିକ୍ଷକଙ୍କଠାରୁ ଝାମ୍ପିନେଲେ ୨ ଲକ୍ଷ
ଖୋର୍ଦ୍ଧା ଅଫିସ,୧୨ା୧୦-ଖୋର୍ଦ୍ଧା ସହରର ମାରଓ୍ବାଡିପଟିସ୍ଥିତ ଆଇସିଆଇସିଆଇ ବ୍ୟାଙ୍କ ସମ୍ମୁଖରୁ ସୋମବାର ୨ଜଣ ଦୁର୍ବୃତ୍ତ ଅବସରପ୍ରାପ୍ତ ଶିକ୍ଷକ କିଶୋର ଚନ୍ଦ୍ର ବରାଳଙ୍କଠାରୁ ୨ଲକ୍ଷ ଟଙ୍କା ଝାମ୍ପି ନେଇଛନ୍ତି। ଏହି ଲୁଟ୍ର ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। କିଶୋରଙ୍କ ଅଭିଯୋଗକ୍ରମେ ଟାଉନ ଥାନା ପୋଲିସ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୭୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୨୫୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୨୪୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଯାଜପୁରରୁ ୧୩୭, ଖୋର୍ଦ୍ଧାରୁ ୧୨୪, ବାଲେଶ୍ୱର ଓ ସମ୍ବଲପୁରରୁ ୧୨୦ ଲେଖାଏ, କେନ୍ଦ୍ରାପଡ଼ା ଓ ପୁରୀରୁ ୧୧୪ ଲେଖାଏ, ସୁନ୍ଦରଗଡ଼ରୁ…
ଯୁବତୀଙ୍କ ଜୀବନ ରକ୍ଷା କଲେ ଅଗ୍ନିଶମ କର୍ମଚାରୀ
ଜୁନାଗଡ,୧୨।୧୦(ଡି.ଏନ୍.ଏ)-କଳାହାଣ୍ଡି ଜିଲା ଜୁନାଗଡ ସହର ନିକଟସ୍ଥ ହାତୀ ନଦୀରୁ ସୋମବାର ଅଗ୍ନିଶମ ବିଭାଗ କର୍ମଚାରୀମାନେ ଜଣେ ଯୁବତୀଙ୍କୁ ଉଦ୍ଧାର କରିଛନ୍ତି। ସେ ହେଲେ ରାଖି ମାଝୀ(୨୧)। ଯୁବତୀଙ୍କ ମୁଣ୍ଡରେ ଆଘାତ ଲାଗିଥିବାରୁ ତାଙ୍କୁ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଘଟଣାରୁ…
ପୂର୍ବତନ ବାଚସ୍ପତି ଶରତ କରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ: ସ୍ମରଣୀୟ ହୋଇ ରହିବ ଉଦ୍ୟମ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି, ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ…
ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ)-ଖୁବଶିଘ୍ର ଭୁବନେଶ୍ୱରରେ କାର୍ଯ୍ୟକ୍ଷମ ହେବ ଆଉ ୨ ଶ୍ମଶାନ। ଏ ନେଇ ସୋମବାର ବିଏମ୍ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ସୂଚନା ଦେଇଛନ୍ତି। ସତ୍ୟନଗର ଶ୍ମଶାନ ଉପରେ ଅଧିକ ଚାପ ପଡୁଥିବାରୁ ଏପରି ବ୍ୟବସ୍ଥା କରାଯାଇଥିବା ବିଏମସି କମିଶନର କହିଛନ୍ତି। ପଟିଆ ଓ…
ନାମାଙ୍କନପତ୍ର ଦାଖଲକଲେ ଭାଜପା ପ୍ରାର୍ଥୀ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ରାଜକିଶୋର ବେହେରା ସୋମବାର ନାମାଙ୍କନପତ୍ର ଦାଖଲ କରିଛନ୍ତି । ସେ ଅତିରିକ୍ତ ଜିଲାପାଳଙ୍କୁ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହି ଅବସରରେ ଜିଲା ଭାଜପା ସଭାପତି ସତବ୍ରତ ମହାପାତ୍ର ଉପସ୍ଥିତ ଥିଲେ।
ପରପାରିରେ ପୂର୍ବତନ ବାଚସ୍ପତି ଶରତ କର
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଓଡ଼ିଶା ବିଧାନସଭାର ପୂର୍ବତନ ବାଚସ୍ପତି ଶରତ କରଙ୍କ ସୋମବାର ଅପରାହ୍ନରେ ପରଲୋକ ଘଟିଛି। ବାର୍ଦ୍ଧକ୍ୟରେ ପୀଡ଼ିତ କର ୮୧ ବର୍ଷ ବୟସରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ମୃତ୍ୟୁ ବରଣ କରିଛନ୍ତି। ଏ ନେଇ ତାଙ୍କ ପୁଅ ସୁମନ କର…
ଭୁବନେଶ୍ୱରୁ ଆଜି ପୁଣି ୨୭୧ ପଜିିଟିଭ୍ ଚିହ୍ନଟ: ଲୋକାଲ କେସ୍ ସଂଖ୍ୟା ଅଧିକ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ରବିବାର ଆଉ ୨୭୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬୮ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୦୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ପ୍ଲାଜମା ଦାନ କରିବେ ଶ୍ରୀମନ୍ଦିର ସେବାୟତ
ପୁରୀ ଅଫିସ, ୧୨।୧୦: ମହାମାରୀ କରୋନା ସହିତ ଲଢ଼ି ବିଜୟୀ ହୋଇଥିବା ୮ ଯୁବ ସେବାୟତ ପ୍ଲାଜମା ଦାନ କରିବାକୁ ଆଗେଇ ଆସିଛନ୍ତି। କରୋନା ଆକ୍ରାନ୍ତଙ୍କ କ୍ଷେତ୍ରରେ ପ୍ଲାଜମା ଚିକିତ୍ସା ସଫଳ ହେଉଥିବାରୁ ଅନ୍ୟ ମାନଙ୍କ ଜୀବନ ରକ୍ଷା ଲାଗି ଏମାନେ…
ମୁଁ ରେସ୍ରେ ନ ଥିଲି, ଖାଇ ବସିଥିଲି ଫୋନ୍ ଆସିଲା: ସ୍ବରୂପ
ଭୁବନେଶ୍ୱର,୧୨।୧୦(ବ୍ୟୁରୋ):ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲ ପାଇଁ ଦଳ ଦିବଂଗତ ବିଧାୟକ ବିଷ୍ଣୁ ଦାସଙ୍କ ପୁଅ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ ବାଲେଶ୍ବର ସଦର ପାଇଁ ସ୍ବରୂପ ଦାସଙ୍କୁ ପ୍ରାର୍ଥୀ…
ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ବାଲେଶ୍ୱରରେ ସ୍ବରୂପ, ତିର୍ତ୍ତୋଲରେ ବିଜୟ ଶଙ୍କର
ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୩ରେ ହେବାକୁ ଥିବା ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ସୋମବାର ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ତିର୍ତ୍ତୋଲରେ ବିଧାୟକ ସ୍ବର୍ଗତ ବିଷ୍ଣୁ ଦାସଙ୍କ ପୁୁଅ ବିଜୟ ଶଙ୍କର ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଥିବା ବେଳେ…
Archives


