ରାଜ୍ୟ

ସ୍ବର୍ଗଦ୍ୱାରରେ ନାଟ୍ୟକାର ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସମ୍ପନ୍ନ

ପୁରୀ ଅଫିସ, ୨୭ା୪: ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ, କାହାଣୀକାର, ସଂଳାପ ଲେଖକ ତଥା ନାଟ୍ୟକାର ଡ. ବିଜୟ ମିଶ୍ରଙ୍କ ଶେଷକୃତ୍ୟ ସୋମବାର ସ୍ବର୍ଗଦ୍ୱାରରେ ସମ୍ପନ୍ନ ହୋଇଛି। ଅପରାହ୍ନରେ ତାଙ୍କ ମରଶରୀର ପୁରୀରେ ପହଞ୍ଚତ୍ବା ପରେ ପ୍ରଥମେ ଅନ୍ନପୂର୍ଣ୍ଣା ଥିଏଟର ପରିସରକୁ...

କର୍ତ୍ତବ୍ୟ ଆଗରେ ହାର୍‌ ମାନିଲା ଝିଅ ହରାଇବା ଦୁଃଖ

ପିପିଲି,୨୭।୪(ଡି.ଏନ୍‌.ଏ.): ନିଜ ଦୁଃଖ ଓ ସମସ୍ୟାକୁ ପଛରେ ପକାଇ ମହାମାରୀ କରୋନା ମୁକାବିଲାରେ ଦେଶ ପାଇଁ ସେବା ପ୍ରଦାନ କରି ଅନେକ ପୋଲିସ କର୍ମଚାରୀ ବେଶ ପ୍ରଶଂସିତ ହୋଇଛନ୍ତି। ଏହି କ୍ରମରେ ପୁରୀ ଜିଲା ପିପିଲି ଥାନାର ମହିଳା ହୋମଗାର୍ଡ...

କରୋନା ସାଙ୍ଗକୁ କାଳବୈଶାଖୀ: ବ୍ୟାପକ ଫସଲ ନଷ୍ଟ

ଖପ୍ରାଖୋଲ, ୨୭ା୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ଗତଦୁଇ ଦିନ ତଳେ ହୋଇଥିବା କାଳବୈଶାଖୀ ସହ କୁଆପଥର ମାଡ ଯୋଗୁଁ ବ୍ୟାପକ ଫସଲ ନଷ୍ଟ ହୋଇଛି। ଲକ୍‌ଡାଉନ୍‌ ଯୋଗୁ ପନିପରିବା ବିକ୍ରି ହୋଇ ପାରୁ ନ ଥିବାବେଳେ ଏବେ...

ଛଦ୍ମବେଶରେ ଚୋରା ମଦ ବେପାରୀଙ୍କୁ ଧରିଲା ପୋଲିସ

ଟିଟିଲାଗଡ଼, ୨୭।୪ (ଡି.ଏନ.ଏ.): ଲକ୍‌ଡାଉନ କଟକଣା ଯୋଗୁ ଦେଶୀ ବିଦେଶୀ ମଦ ଦୋକାନରେ ତାଲା ଝୁଲୁଛି। ଏହାର ସୁଯୋଗ ନେଇ ବଲାଙ୍ଗୀର ଜିଲା ଟିଟିଲାଗଡ ଅଞ୍ଚଳରେ ରନ୍ଧା ମଦବେପାରୀ ସକ୍ରିୟ ହୋଇ ଉଠିଛନ୍ତି। ବଲାଙ୍ଗୀର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଟିଟିଲାଗଡ ଥାନା...

CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ ଛୁଇଁଲା

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନେ କୋରାପୁଟ, ବାଲେଶ୍ୱର ଓ ଯାଜପୁର ଜିଲାର ଜଣେ ଲେଖାଏ ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକେ ସମ୍ପର୍କ ବିଭାଗ...

ରାଜ୍ୟରେ ୮୦ ପ୍ରତିଶତ କରୋନା ସଂକ୍ରମିତଙ୍କ ଠାରେ କୌଣସି ଲକ୍ଷଣ ନ ଥିଲା: ବାଗ୍‌ଚୀ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ତେବେ ଆକ୍ରାନ୍ତ ୧୧୦ ଜଣଙ୍କ ମଧ୍ୟରୁ ୮୦ ପ୍ରତିଶତଙ୍କଠାରୁ କୌଣସି ଲକ୍ଷଣ ନ ଥିଲା। ଲକ୍ଷଣ ନ ଥିବା ବ୍ୟକ୍ତି ମଧ୍ୟ ଅନ୍ୟକୁ ସଂକ୍ରମିତ...

CORONAVIRUS UPDATE: ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୪: ରାଜ୍ୟରେ ସୋମବାର ଅପରାହ୍ନରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ଯାଜପୁର ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଞ୍ଚିଛି। ସେହିପରି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୧ରେ...

କୋରାପୁଟରେ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଏପ୍ରିଲ ୧୪ରେ କୋଲକାତାରୁ ଫେରିଥିଲେ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର। ତେବେ କୋରାପୁଟ ଜିଲା ଦଶମନ୍ତପୁରର ଆକ୍ରାନ୍ତ ଜଣେ ୨୨ ବର୍ଷୀୟ ସ୍ବାସ୍ଥ୍ୟକର୍ମୀ। ସମ୍ପୃକ୍ତ ସ୍ବାସ୍ଥ୍ୟକର୍ମୀ ଏପ୍ରିଲ ୧୪ ତାରିଖରେ...

ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୬

ବାଲେଶ୍ୱର ଅଫିସ,୨୭ା୪ : ଜିଲାରେ ସୋମବାର ଅପରାହ୍ନରେ ଆଉଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ବୟସ ୩୨ ବର୍ଷ ଏବଂ ସେ କଲିକତା ଫେରନ୍ତା ବୋଲି...

ଦକ୍ଷିଣ ଓଡ଼ିଶାରେ ପ୍ରଥମ କରୋନା ପଜିଟିଭ

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଚିହ୍ନଟ ହୋଇଥିବା ୨ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ଦକ୍ଷିଣ ଓଡ଼ିଶାର। ସେ କୋରାପୁଟ ଜିଲା ଦଶମନ୍ତପୁରର ବୋଲି ଜଣାପଡ଼ିଛି। ତେବେ ଆକ୍ରାନ୍ତଜଣଙ୍କ ୨୨ ବର୍ଷୀୟ ଏବଂ ସେ ଜଣେ ସ୍ବାସ୍ଥ୍ୟକର୍ମୀ ବୋଲି ସୂଚନା...

CORONAVIRUS UPDATE: ପୁଣି ୨ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଛୁଇଁଲା ୧୧୦

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୦ରେ ପହଞ୍ଚିଛି। ଚିହ୍ନଟ ଦ୍ୱୟ କୋରାପୁଟ ଓ ବାଲେଶ୍ୱର ଜିଲାର ବେଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ...

ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ: ରାଜ୍ୟରେ ମୋଟ୍‌ ସୁସ୍ଥ ହେଲେଣି ୩୭

ଭୁବନେଶ୍ୱର, ୨୭।୪(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଉଭୟ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହି ୨ ଜଣଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୭ ଆକ୍ରାନ୍ତ ସୁସ୍ଥ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri