ରାଜ୍ୟ

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକକୁ ଧର୍ମେନ୍ଦ୍ରଙ୍କ ବିରୋଧ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବିଧାନସଭାରେ ଗୃହୀତ ହୋଇଥିବା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ-୨୦୨୦କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧ କରିଛନ୍ତି। ଏହି ବିଧେୟକ ଦେଶର ସାମ୍ବିଧାନିକ ବ୍ୟବସ୍ଥା ତଥା ୟୁଜିସି ନିୟମାବଳୀର ଦୃଢ଼ ବିରୁଦ୍ଧାଚରଣ କରୁଛି। ରାଜ୍ୟର ଛାତ୍ରୀଛାତ୍ର, ଶିକ୍ଷକ ଓ ଗବେଷକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ…

ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪,…

କଟକ ସହରରୁ ୯୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୦।୧୦-କଟକ ସହରରୁ ଶନିବାର ମୋଟ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୦ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ଭୁବନେଶ୍ୱରରୁ ଆଜି ୩୨୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୮

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା

ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ୱଶୁର ବୋହୂଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୋହୂ ସୁମିତ୍ରା ମାଣ୍ଡାଙ୍ଗି (୨୪) ରୋଷଇ…

ରାଜଭବନ ପରିସରରେ ପଡ଼ିଥିଲା ଏକାଧିକ ଲୁହାଖଣ୍ଡ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଭୁବନେଶ୍ୱରରେ ଗତ ୭ତାରିଖ ଦିନ ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରାଲ ପମ୍ପରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ, ଏଥିରେ ପେଟ୍ରୋଲ ପମ୍ପ୍‌ ସମେତ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷତି…

ପ୍ରତି ଶୁକ୍ରବାର ସାଇକେଲ ଚଲାଇବାକୁ ଆହ୍ବାନ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ସାଇକେଲ ଚଲାଇଲେ ଶରୀର ସୁସ୍ଥ ରହିବା ସହ ପରିବେଶ ଉପରେ ସୁପ୍ରଭାବ ପଡ଼ିବ। ସାଇକେଲ ପ୍ରତି ଲୋକଙ୍କ ଉତ୍ସାହ ବୃଦ୍ଧି ନିମନ୍ତେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅଭିନବ…

୧୧୨୦ ଦୋକାନରେ ମିଳିବ ଫାଭିପିରାଭିର୍‌

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ଆକ୍ରାନ୍ତ ଚିକିତ୍ସା କ୍ଷେତ୍ରରେ ଫାଭିପିରାଭିର୍‌ ଔଷଧ ବ୍ୟବହାର କରାଯାଉଛି। ବିଶେଷକରି ହାମ୍‌ କ୍ୱାରାଣ୍ଟାଇନରେ ଥିବା ସଂକ୍ରମିତମାନେ ଏହି ଔଷଧ ଖାଇବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସରକାରୀ ସ୍ତରରେ ଫାଭିପିରାଭିର୍‌ ଟାବଲେଟ୍‌ ଦିଆଯାଉଥିବାବେଳେ…

ବିସ୍ଫୋରଣସ୍ଥଳରୁ ମିଳିଲା ମଣିଷ କଙ୍କାଳ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣର ତୃତୀୟ ଦିନରେ ତଦନ୍ତକୁ ତ୍ୱରାନ୍ବିତ କରାଯାଇଛି। କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ (ପେସୋ) ଅଧିକାରୀଙ୍କ ସମେତ ରାଜ୍ୟ ଫରେନ୍‌ସିକର ୫ଜଣିଆ ଟିମ୍‌ ଏଥିରେ ସାମିଲ୍‌ ଅଛନ୍ତି।…

ପୁଣି ଘୁଞ୍ଚିଲା ଯୁକ୍ତ୩ ନାମଲେଖା ଅବଧି

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପ୍ରଥମ ବର୍ଷ ଶ୍ରେଣୀ ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ। କରୋନା…

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ…

ପୂଜାଛୁଟି ପରେ କଲେଜ ଖୋଲିିପାରେ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଦୁର୍ଗାପୁଜା ଛୁଟି ପରେ କଲେଜ ଖୋଲିପାରେ। ଏଥିପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାର ଅନୁଧ୍ୟାନ ପାଇଁ ୧୦ଦିନ ତଳେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri