ମାଛ ଧରା ଜାଲରେ ଲାଗିଲା ବ୍ୟାଗ ଭର୍ତ୍ତି ଅଚଳ ଟଙ୍କା
ବାରଙ୍ଗ,୨୨ା୭(ଡି.ଏନ.ଏ.): ପୁରୀ ମେନ କେନାଲରୁ ବୁଧବାର ବ୍ୟାଗ ଭର୍ତ୍ତି ଥିବା ଅଚଳ ଟଙ୍କା ମିଳିଛି। ଅପରାହ୍ନ ସମୟରେ ସ୍ଥାନୀୟ ଗ୍ରାମର ଜଣେ ମାଛଧରାଳି କେନାଲରେ ଜାଲ ପକାଉଥିଲେ। କିଛି ସମୟ ପରେ ଜାଲକୁ ଟାଣିବାବେଳେ ବହୁତ ଭାରି ଜଣାପଡିବାରୁ ବଡ଼ ମାଛ…
କୋଭିଡ୍ ହସ୍ପିଟାଲରେ କଲେଜ ଅଧ୍ୟକ୍ଷଙ୍କ ମୃତ୍ୟୁକୁ ନେଇ ଚର୍ଚ୍ଚା
ଭଣ୍ଡାରିପୋଖରୀ,୨୨ା୭(ଡି.ଏନ.ଏ)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବାରିକପୁର ଜୁନିଅର କଲେଜ ଅଧ୍ୟକ୍ଷ ବିପିନ ବିହାରୀ ମହାପାତ୍ରଙ୍କର କୋଭିଡ୍ ହସ୍ପିଟାଲରେ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା ଚାଲିଛି। ସୂଚନାଯୋଗ୍ୟ, କିଛିଦିନ ତଳେ ଅଧ୍ୟକ୍ଷ ମହାପାତ୍ର ଥଣ୍ଡା ଜ୍ୱରରେ ଆକ୍ରାନ୍ତ ହୋଇ ବାରିକପୁର…
ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ପ୍ରତାରଣା, ଗର୍ଭପାତ: ବନ୍ଧା ହେଲେ ସମିତିସଭ୍ୟଙ୍କ ପୁଅ, କ୍ୱାକ୍
ଦାରିଙ୍ଗବାଡ଼ି,୨୨।୭(ଡି.ଏନ୍.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ଶାରିରୀକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା କରିବା ଏବଂ ଗର୍ଭପାତ କରାଇବା ଅଭିଯୋଗରେ ୨ଜଣଙ୍କୁ ଗିରଫ କରିଛି ପୋଲିସ। ସେମାନେ ହେଲେ ଗ୍ରୀନବାଡ଼ି ସମିତିସଭ୍ୟଙ୍କ ପୁଅ…
ରାଜ୍ୟରେ ପୁଣି ୪୪୦ କରୋନା ଆକ୍ରାନ୍ତ ସୁସ୍ଥ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୨।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ପୁଣି ୪୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୮୩ ଜଣ ଥିବାବେଳେ ଗଞ୍ଜାମରୁ ୬୮, ବାଲେଶ୍ୱରରୁ ୪୯, ମାଲକାନଗିରିରୁ ୪୦, ଜଗତସିଂହପୁରରୁ ୨୩, ଭଦ୍ରକରୁ ୨୧, ମୟୂରଭଞ୍ଜରୁ ୨୦, କୋରାପୁଟରୁ ୧୮, ପୁରୀରୁ…
ପୋଷ୍ଟ ପିଅନଙ୍କୁ କରୋନା
ଚିତ୍ରଡ଼ା,୨୨ା୭(ଡି.ଏନ୍.ଏ.)- ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଞ୍ଚଳର ଜଣେ ପୋଷ୍ଟ ପିଅନ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ଥାନୀୟ ଅଞ୍ଚଳବାସୀ ଭୟଭୀତ ହୋଇ ପଡ଼ିଛନ୍ତି। ମଙ୍ଗଳବାର ବିଡିଓ ପ୍ରିୟବ୍ରତ ପାଢ଼ୀ ଓ ତହସିଲଦାର ପ୍ରିୟଦର୍ଶନୀ ମଲ୍ଲିକ ପହଞ୍ଚି ପୋଷ୍ଟମାଷ୍ଟରଙ୍କ ସହ…
ରାଉରକେଲାରେ ଆରମ୍ଭ ହେବ ପ୍ଲାଜମା ଥେରାପି
ଭୁବନେଶ୍ୱର,୨୨।୭(ବ୍ୟୁରୋ)-କୋଭିଡ୍-୧୯ ମୁକାବିଲା ପାଇଁ ସୁନ୍ଦରଗଡ଼ ଓ ଯାଜପୁର ଜିଲାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ କୋଟି ଟଙ୍କା ଲେଖାଏ ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନ୍ଫରେନ୍ସ ଜରିଆରେ ସୁନ୍ଦରଗଡ଼ ଓ ଯାଜପୁର ଜିଲାର କୋଭିଡ୍ ପରିଚାଳନା ବ୍ୟବସ୍ଥା…
ଚଳିତ ବର୍ଷ ଭଙ୍ଗା ଯିବନି ୩ ରଥ
ପୁରୀ ଅଫିସ,୨୨।୭-ଚଳିତ ବର୍ଷ ପୁରୀ ରଥଯାତ୍ରାର ୩ ରଥକୁ ଭଙ୍ଗାଯିବ ନାହିଁ। ଜଗନ୍ନାଥଙ୍କ ନନ୍ଦିଘୋଷ, ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ଏବଂ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ନ ଭାଙ୍ଗିବା ପାଇଁ ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଶ୍ରୀମନ୍ଦିର ପରିଚାଳନା…
ସମ୍ବଲପୁରର ଏହି ଗାଁର ନାଁ ହେଲା ‘ରଙ୍ଗବତୀ’
ଭୁବନେଶ୍ୱର,୨୨।୭(ବ୍ୟୁରୋ): ବିଖ୍ୟାତ ଲୋକ ସଂଗୀତ ରଙ୍ଗବତୀ ନାଁରେ ନାମିତ ହେଲେ ଗାଁ। ସମ୍ବଲପୁର ଜିଲା ବାମରା ବ୍ଲକର ବିଲୁଙ୍ଗ ଗାଁକୁ ‘ରଙ୍ଗବତୀ ବିଲୁଙ୍ଗ’ ଗାଁ ନାମରେ ନାମିତ କରାଯାଇଛି। ଏନେଇ ବୁଧବାର ରାଜସ୍ବ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…
କମିବ ସ୍କୁଲ ସିଲାବସ୍
ଭୁବନେଶ୍ୱର,୨୨।୭(ବ୍ୟୁରୋ): କରୋନା ଯୋଗୁ ଚଳିତ ବର୍ଷ ସ୍କୁଲ ସିଲାବସ୍ କମିବ। ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ବୁଧବାର ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସିଲାବସ୍ ହ୍ରାସ ହେବା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମତି ମିଳିଛି। କେତେ…
ମଞ୍ଚେଶ୍ୱର ଅଟାକଳର ସୁପର୍ ସ୍ରେଡର୍: ୨୬ଜଣଙ୍କୁ କଲେ ସଂକ୍ରମିତ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ମାଡ଼ି ଚାଲିଛି କରୋନା। ଲକ୍ଡାଉନ ସତ୍ତ୍ୱେ ସହରରେ ଆକ୍ରାନ୍ତଙ୍କ ସଂଖ୍ୟା କମିବା ଭଳି ମନେ ହେଉନାହିଁ। ଏହି କ୍ରମରେ ବୁଧବାର ୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୯ ଲୋକାଲ୍ କେସ୍…
ବୋଲ ମାନୁନି କରୋନା: ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯୧, ଜାଣନ୍ତୁ କେଉଁଠୁ କେତେ..
ଭୁବନେଶ୍ୱର,୨୨।୭(ବ୍ୟୁରୋ): ରାଜଧାନୀରେ ବୁଧବାର ୯୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୪୩କୁ ବୃଦ୍ଧି ପାଇଛି। ତେବେ ନୂଆ ପଜିଟିଭ୍ଙ୍କ ମଧ୍ୟରେ ୭୨ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୯ ଲୋକାଲ୍ କେସ୍ ରହିଛି। ସେହିଭଳି…
ସେରମ୍ ଇନ୍ଷ୍ଟିଚ୍ୟୁଟ୍ ସିଇଓଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କରୋନା ଟିକା ପାଇଁ ଓଡ଼ିଶାକୁ ପ୍ରାଥମିକତା ଦେବାକୁ ଲୋଡ଼ିଲେ ସହଯୋଗ
ଭୁବନେଶ୍ୱର,୨୨।୭(ବ୍ୟୁରୋ): ସେରମ୍ ଇନଷ୍ଟିଚ୍ୟୁଟ୍ର ସିଇଓ ଅଦର ପୁନାୱାଲାଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର କଥା ହୋଇଛନ୍ତି। କୋଭିଡ୍ ଟିକା ଅଗ୍ରଗତି ବିଷୟରେ ପୁନାଓ୍ବାଲାଙ୍କ ସହ ଭିଡିଓ କନ୍ଫରେନ୍ସିଂରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିବା ସୂଚନା ମିଳିଛି। କୋଭିଡ ଟିକା ବିକାଶ ପାଇଁ…
Archives


