ରାଜ୍ୟ

ଆଗାମୀ ଦିନରେ ସମ୍ପୂର୍ଣ୍ଣ ସରକାର-ସମାଜକୁ ସମନ୍ବିତ ହେବାକୁ ପଡ଼ିବ: ବାଗ୍‌ଚୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ମେ ୩ ତାରିଖରେ ଶେଷ ହେବ ଲକ୍‌ଡାଉନ୍‌। ଏହାପରେ ବାହାରେ ଫସି ରହିଥିବା ଓଡ଼ିଆ ଘରକୁ ଫେରିବେ। ହେଲେ ଆକ୍ରାନ୍ତ ରାଜ୍ୟରୁ ଫେରୁଥିବାରୁ ସଂକ୍ରମଣ ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ପଞ୍ଜୀକରଣ...

ଗଞ୍ଜାମ ପ୍ରଶାସନର ଅଭିନବ ପଦକ୍ଷେପ: ମାନସିକ ଚାପଗ୍ରସ୍ତଙ୍କୁ ଫୋନ୍‌ରେ କାଉନ୍‌ସେଲିଂ କରୁଛନ୍ତି ୧୫ ମନସ୍ତତ୍ୱବିତ୍‌

ଛତ୍ରପୁର,୨୫।୪(ଡି.ଏନ୍‌.ଏ.): କରୋନା ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଜାରିରହିଛି। ଏହିକ୍ରମରେ ଗଞ୍ଜାମ ଜ଼ିଲାରେ ଲକ୍‌ଡାଉନ ଯୋଗୁ ଅନେକଙ୍କୁ କରୋନା ଚିନ୍ତା ଘାରିଥିବା ବେଳେ ଆଉ କେତେକ ମାନସିକ ଚାପ ବା ଉଦାସରେ ରହୁଛନ୍ତି। ତେଣୁ ମାନସିକ ଚାପରେ ରହୁଥିବା ବ୍ୟକ୍ତିଙ୍କର...

ମାଟ୍ରିକ ଖାତା ମୂଲ୍ୟାୟନ ପ୍ରସଙ୍ଗ: ବଢ଼ିବ କେନ୍ଦ୍ର, ପରୀକ୍ଷକଙ୍କ ସଂଖ୍ୟା

ଭୁବନେଶ୍ୱର,୨୫।୪(ବ୍ୟୁରୋ): କରୋନାକୁ ନେଇ ଜାରି ରହିଥିବା ଲକ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ମାଟ୍ରିକ ଖାତା ମୂଲ୍ୟାୟନକୁ ସ୍ଥଗିତ ରଖାଯାଇଥିଲା। ଏହା ପୁନଃ ଆରମ୍ଭ ହେବା ନେଇ ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

କୋହଳ ହେଲା ନିୟମ: ହେଲେ କେଉଁ ଦୋକାନ ଖୋଲିବ ତାହା ନିଷ୍ପତ୍ତି ନେବେ ଜିଲାପାଳ, କମିଶନର

ଭୁବନେଶ୍ୱର,୨୫।୪(ବ୍ୟୁରୋ): କୋହଳ ହୋଇଛି ଦୋକାନ ଖୋଲିବା ନିୟମ। ପୂର୍ବରୁ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲିବାକୁ ନିୟମ ଥିବା ବେଳେ ଶନିବାର କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହାକୁ କିଛିଟା କୋହଳ କରାଯାଇଛି। ଏପରିକି ରାଜ୍ୟ ସରକାର ସର୍ତ୍ତ ରଖି ଦୋକାନ...

କଟକଣା କୋହଳ ନେଇ ସର୍ତ୍ତ ରଖିଲେ ରାଜ୍ୟ ସରକାର: ସହରାଞ୍ଚଳରେ ଖୋଲିବନି ମଲ୍‌, ଦୋକାନରେ ରହିବେ ୫୦% କର୍ମଚାରୀ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲାକୁ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଭିନ୍ନ କଟକଣା ଲଗାଯାଇଥିଲା। ହେଲେ ଶନିବାର ଏହାକୁ କିଛି ମାତ୍ରାରେ କୋହଳ କରାଯାଇଛି। ତେବେ ଏହି ସମ୍ପର୍କରେ ରାଜ୍ୟ ସରକାର କିଛି ସର୍ତ୍ତ ରଖି ଆଉ ଏକ...

ଅକ୍ଷୟ ତୃତୀୟା, ଚନ୍ଦନ ଯାତ୍ରା ପାଇଁ ଶ୍ରୀମନ୍ଦିର ପରିସରରେ ସ୍ଥାନ ଚିହ୍ନଟ ଲାଗି ପ୍ରଶାସନ, ସେବାୟତଙ୍କ ମଧ୍ୟରେ ବୈଠକ

ପୁରୀ ଅଫିସ, ୨୫।୪: ଶ୍ରୀମନ୍ଦିର ଭିତରେ ହେବ ଅକ୍ଷୟ ତୃତୀୟା ନୀତି ଓ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା। ଶୁକ୍ରବାର ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶ କ୍ରମେ ନିଆଯାଇଥିବା ଏହି ନିଷ୍ପତ୍ତି କିପରି ସୂଚାରୁ ରୂପେ ସମ୍ପାଦନ ହେବ ସେଥିଲାଗି ଶନିବାର ଜିଲାପାର...

କରୋନା ମୁକାବିଲା: ୩.୪୯ ଲକ୍ଷ ଲୋକଙ୍କ ସ୍ବାସ୍ଥ୍ୟାବସ୍ଥା ବୁଝିଲାଣି ଗଞ୍ଜାମ ଜିଲା ପ୍ରଶାସନ, ୨୨୧ଜଣଙ୍କ କୋଭିଡ୍‌ ଟେଷ୍ଟିଙ୍ଗ ରିପୋର୍ଟକୁ ଅପେକ୍ଷା

ଛତ୍ରପୁର, ୨୫/୪(ଡିଏନଏ )- ଗଞ୍ଜାମ ଜ଼ିଲାରେ ଶୁକ୍ରବାର ସୁଦ୍ଧା ୧୦୭୪ ଜଣଙ୍କ ସ୍ବାବ ପରୀକ୍ଷା କରାଯାଇଛି। ଏଥିରୁ ୮୫୩ ଜଣଙ୍କ ରିପୋର୍ଟ ଆସିଥିବାବେଳେ କେହି ପଜିଟିଭ୍‌ ନଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଗଣମାଧ୍ୟମକୁ ସୂଚନା ଦିଆଯାଇଛି। ତେବେ ଆଉ ୨୨୧...

ଲକ୍‌ଡାଉନ କଟକଣା କୋହଳ ନେଇ ରାଜ୍ୟ ନିଷ୍ପତ୍ତିକୁ ଅପେକ୍ଷା କରନ୍ତୁ : ପୋଲିସ କମିଶନର

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ଦେଶରେ ସର୍ତ୍ତମୂଳକ ଭାବେ ସମସ୍ତ ଦୋକାନ ଖୋଲିବାକୁ ଗୃହ ମନ୍ତ୍ରଣାଳୟ ନିର୍ଦ୍ଦେଶ ଦେଇଛି। ମାର୍କେଟ କମ୍ପ୍ଲେକ୍ସ ଓ ସପିଂ ମଲ୍‌କୁ ଛାଡି ଅନ୍ୟ ସମସ୍ତ ଦୋକାନ ଖୋଲିବ। ପୂର୍ବଭଳି ଇ-କମର୍ସ କମ୍ପାନୀଗୁଡିକ ଜରୁରୀ ସାମଗ୍ରୀ ବିକ୍ରି କରିପାରିବେ।...

ଓଡ଼ଗାଁରେ ସରକାରୀ ନିୟମକୁ ବେଖାତିର: ସ୍କୁଲକୁ ପିଲାଙ୍କୁ ଡକାଇ ଶିକ୍ଷକ ବାଣ୍ଟୁଛନ୍ତି ବହି, ସାମାଜିକ ଦୂରତାର ପ୍ରଶ୍ନ ନାହିଁ

ଓଡଗାଁ,୨୫।୪(ସ୍ବ.ପ୍ର.)- କରୋନା ମୁକାବିଲାକୁ ନେଇ ସମ୍ପ୍ରତି ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପିଲାଙ୍କୁ ଘରେ ଘରେ ବୁଲି ଶିକ୍ଷକ ମାନେ ବହି ବାଣ୍ଟିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ କିଛି ସ୍କୁଲ...

ଠିକାଦାର ଛୁ: ଫସିରହିଛନ୍ତି ବାହାର ରାଜ୍ୟର ଶ୍ରମିକ

ବ୍ରହ୍ମଗିରି, ୨୫ା୪(ଡି.ଏନ.ଏ): ଚିଲିକା ପାଇଁ ବିପଦ ସାଜୁଛି ମାଲେସିଆର ଏକ ପଣ୍ୟବାହୀ ଜାହାଜର କଣ୍ଟେନର। ଏହା ଦୀର୍ଘଦିନ ଧରି ସମୁଦ୍ର ବେଳାଭୂମିରେ ପଡ଼ିରହିିଥିବାରୁ ସମୁଦ୍ରର ଗତିପଥ ବଦଳାଇ ବାଲିବନ୍ଧ ଖାଇବାରେ ଲାଗିଛି । ଏହି କଣ୍ଟେନରକୁ କାଟିବା ପାଇଁ ଲାଗିଥିବା...

ଲକ୍‌ଡାଉନ କଟକଣା କୋହଳ: ମାର୍କେଟ କମ୍ପ୍ଲେକ୍ସ, ସପିଂ ମଲ୍‌କୁ ଛାଡି ଅନ୍ୟ ସବୁ ଦୋକାନ ଖୋଲିବ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): କରୋନା(କୋଭିଡ-୧୯) ମୂକାବିଲା ପାଇଁ ସମଗ୍ର ଜିଲାରେ ଲକ୍‌ଡାଉନ ଜାରି ରହିଛି। ଏଥିପାଇଁ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର, ସପିଂ ମଲ ବନ୍ଦ ରହିଥିଲା। ତେବେ ଶନିବାରଠାରୁ ଏଥିରେ କିଛିଟା କୋହଳ ହୋଇଛି।...

ଗଞ୍ଜାମର ୩ ପଞ୍ଚାୟତକୁ ଜାତୀୟ ଆୱାର୍ଡ: ଟୁଇଟକରି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର, ୨୫।୪( ଡି.ଏନ୍‌.ଏ.): ଜାତୀୟ ପଞ୍ଚାୟତିରାଜ ଦିବସରେ ଶୁକ୍ରବାର ୩ଟି ବିଭାଗରେ ଗଞ୍ଜାମ ଜ଼ିଲାର ୩ ପଞ୍ଚାୟତକୁ ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟକରି ଗଞ୍ଜାମ ଜ଼ିଲାପ୍ରଶାସନର ପ୍ରଶଂସା କରିବା ସହ ଶୁଭେଚ୍ଛା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri