କରୋନା ପରେ ଓଡ଼ିଶାକୁ ବାତ୍ୟା ଭୟ
ଭୁବନେଶ୍ୱର,୨୫।୪(ବ୍ୟୁରୋ): ସମଗ୍ର ଦେଶ କରୋନା ଭାଇରସ୍ ସଂକ୍ରମଣ ମହାସଙ୍କଟ ଦେଇ ଗତି କରୁଛି। ଦିନକୁ ଦିନ ଦେଶ ଓ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ ଏପର୍ଯ୍ୟନ୍ତ ୯୪ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିସାରିଛି।...
୨ ନୂଆ ବ୍ଲକର ୫ ପଞ୍ଚାୟତକୁ କଣ୍ଟେନମେଣ୍ଟ ଜୋନ ଘୋଷଣା
ଭଦ୍ରକ ଅଫିସ,୨୫ା୪: ଭଦ୍ରକ ଜିଲାରେ ଶୁକ୍ରବାର ଗୋଟିଏ ଦିନରେ ୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବାସୁଦେବପୁରରୁ ଗୋଟିଏ, ତିହିଡିର ୨ ଓ ଧାମନଗରରୁ ୨ଜଣ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଜିଲାରେ ଏପର୍ଯ୍ୟନ୍ତ ମୋଟ ରୋଗୀଙ୍କ ସଂଖ୍ୟା ୧୬କୁ...
ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାକୁ ନେଇ ଆଶଙ୍କା ଦେଖାଦେଇଛି। କୋଭିଡ୍-୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ସାମାଜିକ ଦୂରତ୍ୱ ବଜାୟ ରଖିବା ସହ ସମସ୍ତ ସାମାଜିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରିଛନ୍ତି। ଏହି ମହାମାରୀର...
ବିଧି ରକ୍ଷା ହେଉ: ଶଙ୍କରାଚାର୍ଯ୍ୟ
ପୁରୀ ଅଫିସ,୨୫ା୪: ଶ୍ରୀମନ୍ଦିର ଭିତରେ ହେବ ମହାପ୍ରଭୁଙ୍କ ବାହାର ଚନ୍ଦନ ଯାତ୍ରା । ରଥଖଳାରେ ନୁହେଁ ମେଘନାଦ ପାଚେରି ପରିସରରେ ହେବ ଅକ୍ଷୟ ତୃତୀୟା ନୀତି । ମହାପ୍ରଭୁଙ୍କ ରଥ ନିର୍ମାଣ ଅନୁକୂଳ କରାଯିବ । କିନ୍ତୁ ମେ ୩...
ଶ୍ରମିକଙ୍କୁ ଆଣିବା ଆଗରୁ କରୋନା ପରୀକ୍ଷା ଜରୁରୀ
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ସବୁ ରାଜ୍ୟର ସ୍ବାସ୍ଥ୍ୟମନ୍ତ୍ରୀଙ୍କ ସହିତ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ଶୁକ୍ରବାର ଆଲୋଚନା କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ସହ ଭିଡିଓ କନ୍ଫରେନ୍ସିଂ ଜରିଆରେ ହର୍ଷବର୍ଦ୍ଧନ ଆଲୋଚନା ମଧ୍ୟ କରିଛନ୍ତି। ମନ୍ତ୍ରୀ...
ଓଡ଼ିଶାର ୩୬.୨୮ ଲକ୍ଷ ଚାଷୀଙ୍କୁ ଆର୍ଥିକ ସହାୟତା
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଦେଶବ୍ୟାପୀ ଜାରି ରହିଥିବା ଲକ୍ଡାଉନରୁ କୃଷି ଓ ଏହାର ଆନୁଷଙ୍ଗିକ କାର୍ଯ୍ୟକୁ କେନ୍ଦ୍ର ସରକାର ବାଦ୍ ଦେଇଛନ୍ତି। ଏହାସହ ଦେଶର ଗରିବ କୃଷକମାନଙ୍କୁ କୃଷି କାର୍ଯ୍ୟରେ ସହାୟତା ସ୍ବରୂପ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ କିଷାନ...
୧୦ ଦିନରେ ବଢ଼ିଗଲେ ୩୪ ଆକ୍ରାନ୍ତ
ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ପ୍ରଥମେ ବିଦେଶ ଫେରନ୍ତାଙ୍କ ପାଇଁ ରାଜ୍ୟରେ ସଂକ୍ରମଣ ବଢ଼ିଥିଲା। ହେଲେ ଏବେ ପଶ୍ଚିମବଙ୍ଗ ଫେରନ୍ତା ଚିନ୍ତା ବଢ଼ାଇଛି। ଶୁକ୍ରବାର ଭଦ୍ରକର ଆଉ ୫ଜଣ ପଶ୍ଚିମବଙ୍ଗ ଫେରନ୍ତାଙ୍କ...
ବାହାର ରାଜ୍ୟ ଫେରନ୍ତାଙ୍କ ପଞ୍ଜୀକରଣ ଆରମ୍ଭ
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ପରେ ରାଜ୍ୟରେ କରୋନା ସଂକ୍ରମଣର ହଟ୍ସ୍ପଟ୍ ପାଲଟିଛି ଭଦ୍ରକ, ବାଲେଶ୍ୱର ଏବଂ ଯାଜପୁର। ବିଶେଷକରି ପଶ୍ଚିମବଙ୍ଗ ଫେରନ୍ତାଙ୍କ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ସର୍ବାଧିକ ରହିଛି। ରାଜ୍ୟରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପୂର୍ବରୁ ବିଦେଶ...
ସ୍ଥଗିତ ରଥଯାତ୍ରାର ଇତିହାସ
ପୁରୀ ଅଫିସ,୨୫ା୪: ଜୁନ୍ ୨୩ରେ ରଥଯାତ୍ରା। ହେଲେ ବର୍ତ୍ତମାନ ରାଜ୍ୟରେ କରୋନା ସ୍ଥିତି ବେଶ୍ ଉଦ୍ବେଗଜନକ ରହିଛି। ଯେଉଁଭଳି ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ଜୁନ୍ ବେଳକୁ ଏହାର କୋପ ଅଧିକ ଥିବା ଭଳି ଜଣାପଡୁଛି। ତେଣୁ ଚଳିତବର୍ଷ ମହାପ୍ରଭୁଙ୍କ...
୧୪ ଜିଲାରେ ଝଡ଼ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ସମୁଦ୍ର ପତ୍ତନଠାରୁ ୧.୫ କି.ମି. ଉପରେ ଉତ୍ତର ବିହାରରୁ ଦକ୍ଷିଣ ଝାଡଖଣ୍ଡ ଏବଂ ଉତ୍ତର ଛତିଶଗଡ ଉପରେ ଏକ ଟ୍ରପ୍ ଲାଇନ ସୃଷ୍ଟିି ହୋଇଛି। ଏଥିସହିତ ତେଲଙ୍ଗାନା ଓ ବିଦର୍ଭ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର...
ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଉପରାଷ୍ଟ୍ରପତିଙ୍କ ପ୍ରଶଂସା
ଭୁବନେଶ୍ୱର,୨୫ା୪(ବ୍ୟୁରୋ): ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଏକ ଜାତୀୟସ୍ତରୀୟ ଇଂଲିଶ ମୁଦ୍ରିତ ଗଣମାଧ୍ୟମରେ ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁଙ୍କର ଏକ ସ୍ତମ୍ଭ ପ୍ରକାଶ ପାଇଥିଲା। ଏହି ଆଲେଖ୍ୟରେ ଉପରାଷ୍ଟ୍ରପତି ଭେଙ୍କାୟା ନାଇଡୁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର କେତେକ ପଦକ୍ଷେପକୁ...
କଳାକାରଙ୍କ ବକେୟା ପାଉଣା ଦେଲା ସଂସ୍କୃତି ବିଭାଗ
ଭୁବନେଶ୍ୱର, ୨୫ା୪(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ କଳାକାରଙ୍କ ବକେୟା ପାଉଣା ଗୁରୁବାର ପ୍ରଦାନ କରାଯାଇଛି। ୨୦୧୯ ଆର୍ଥିକ ବର୍ଷରେ ଆୟୋଜିତ ହୋଇଥିବା ବିଭିନ୍ନ ସାଂସ୍କୃତିକ, ସାରସ୍ବତ କାର୍ଯ୍ୟକ୍ରମଗୁଡ଼ିକର ବାକିଥିବା ପାଉଣା ତୁରନ୍ତ ପ୍ରଦାନ କରିବାକୁ...
Archives


