ଭଦ୍ରକ ଷ୍ଟେଶନ ଜନଶୂନ୍ୟ, ଚିନ୍ତାରେ ବ୍ୟବସାୟୀ
ଭଦ୍ରକ ଅଫିସ, ୮ା୧୦- ଭଦ୍ରକ ଷ୍ଟେଶନ ଏବେ କରୋନା ପାଇଁ ଖାଁ ଖାଁ ହୋଇପଡ଼ିଛି। ଗତ ୭ ମାସ ହେଲା ଦ୍ରୁତଗାମୀ କିମ୍ବା ଲୋକାଲ ଟ୍ରେନ୍ ଚଳାଚଳ ବନ୍ଦ ରହିଛି। ଷ୍ଟେଶନ ପରିସରରେ ପୂର୍ବଭଳି ଆଉ ଜନଗହଳି ନାହିଁ। ଫଳରେ ଏହି…
ଓଡ଼ିଶାରେ ୨ ନକଲି ବିଶ୍ୱ ବିଦ୍ୟାଳୟ
ଭୁବନେଶ୍ୱର, ୭।୧୦(ବ୍ୟୁରୋ)- ୟୁଜିସି ପକ୍ଷରୁ ବୁଧବାର ନକଲି ବିଶ୍ୱବିଦ୍ୟାଳୟର ତାଲିକା ପ୍ରକାଶ ପାଇଛି। ସମଗ୍ର ଦେଶରେ ସରକାରଙ୍କୁ ଭୂଆଁ ବୁଲାଇ ୨୪ଟି ‘ଆତ୍ମଘୋଷିତ’ ଓ ‘ଅଣସ୍ବୀକୃତ’ ବିଶ୍ୱବିଦ୍ୟାଳୟ ସେମାନଙ୍କର ବ୍ୟବସାୟ ଚଲାଇଥିବା ବୁଧବାର ୟୁଜିସି ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଛି।…
ସୁସ୍ଥ ହେଲେ ଆଉ ୩୪୫୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୪୫୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୭୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୯୨, ପୁରୀରୁ ୨୫୪, ଅନୁଗୋଳରୁ ୧୭୫, ଯାଜପୁରରୁ ୧୬୬, ବରଗଡରୁ ୧୩୩, ମୟୂରଭଞ୍ଜରୁ ୧୨୬, ବାଲେଶ୍ୱରରୁ ୧୨୦, ସମ୍ବଲପୁରରୁ…
ରାଜଧାନୀରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର,୭।୧୦(ବ୍ୟୁରୋ)- ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଟାଙ୍କି ବିସ୍ଫୋରଣ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ତୁରନ୍ତ ଏହି ଘଟଣାର ତଦନ୍ତ କରି ରିପୋର୍ଟ ଦେବାକୁ ସେ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ ବିଭାଗ ସଚିବ…
ପେଟ୍ରୋଲ ପମ୍ପ୍ ବିସ୍ଫୋରଣ ଘଟଣା: ଆହତଙ୍କ ପାଇଁ ମାଗଣା ଚିକିତ୍ସା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଥିଲା। ବର୍ତ୍ତମାନ ନିଆଁ ଲିଭାଇବା ଏବଂ ପରିସ୍ଥିତି ନିୟନ୍ତ୍ରଣରେ ରହିଛି। ଏହି ଘଟଣାରେ ସମସ୍ତ ଆହତଙ୍କ ପାଇଁ ଚିକିତ୍ସା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଗଣାରେ ଚିକିତ୍ସା…
ରାଜଧାନୀରେ ଭୟଙ୍କର ବିସ୍ଫୋରଣ : ପେଟ୍ରୋଲ ପମ୍ପରେ ଲାଗିଲା ନିଆଁ
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ଅପରାହ୍ନରେ ରାଜଭବନ ଛକସ୍ଥିତ ଏକ ପେଟ୍ରୋଲ ପମ୍ପରେ ଭୟଙ୍କର ବିସ୍ଫୋରଣ ଘଟି ନିଆଁ ଲାଗିଯାଇଛି। ନିଆଁର ଭୟାବହତା ଏତେ ଯେ ଏହା ଆକାଶ ଉଚ୍ଚର ଜଳୁଛି। ବିସ୍ଫୋରଣର ଶବ୍ଦ ଖୁବ୍ ଜୋର୍ରେ ଥିଲା। ପ୍ରାୟ ୧ କିଲୋମିଟର ପର୍ଯ୍ୟନ୍ତ…
ବର୍ଷା-ଅନୁଭବ ଛାଡ଼ପତ୍ର ମାମଲା: ଡିସେମ୍ବର ୧୦ରେ ହାଜର ହେବାକୁ ବର୍ଷାଙ୍କୁ ଦିଲ୍ଲୀ କୋର୍ଟଙ୍କ ନୋଟିସ
କଟକ ଅଫିସ,୭ା୧୦: ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କଠାରୁ ଛାଡ଼ପତ୍ର ପାଇଁ ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଦିଲ୍ଲୀ ପଟିଆଲା ହାଉସ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଏନେଇ ବର୍ଷାଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ଅନୁଭବଙ୍କ ପକ୍ଷରୁ ଦାୟର କରାଯାଇଥିବା ମାମଲାକୁ ଗ୍ରହଣ…
ଡ୍ୟାମପଡ଼ାକୁ ନାହିଁ ବିଦ୍ୟୁତ୍ ସଂଯୋଗ: ଅନ୍ଧାରରେ ବିତୁଛି ଜୀବନ
ବରଗଡ଼ ଅଫିସ୍,୭ା୧୦:ବିକାଶର ସ୍ଲୋଗାନ ଦେଇ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ବିଭିନ୍ନ ଯୋଜନା ହାତକୁ ନେଇଛନ୍ତି। କିନ୍ତୁ ଏଭଳି ଅନେକ ଗ୍ରାମ ଆଜି ବି ବିକାଶଠାରୁ ବହୁ ଦୂରରେ ରହିଛି। ଏଭଳି ଏକ ଗ୍ରାମ ହେଲା ବରଗଡ଼ ଜିଲା ପାଇକମାଳ…
ଆଜି ରାଜ୍ୟରୁ ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି
ଭୁବନେଶ୍ୱର,୭ା୧୦(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୫୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱରୁ ସର୍ବାଧିକ ୪…
ଆଜି ରାଜ୍ୟରେ ପୁଣି ୨୯୯୫ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୭।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୯୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୭ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୨୫୮ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ସବୁ ପଞ୍ଚାୟତକୁ ଏପ୍ରିଲ ସୁଦ୍ଧା ଇଣ୍ଟରନେଟ୍ ସଂଯୋଗ
ଭୁବନେଶ୍ୱର,୭ା୧୦(ବ୍ୟୁରୋ):ରାଜ୍ୟର ସବୁ ପଞ୍ଚାୟତରେ ଇଣ୍ଟରନେଟ୍ ସଂଯୋଗ କରାଯିବ। ୫-ଟି ଢାଞ୍ଚାରେ ପ୍ରଶାସନକୁ ତ୍ୱରାନ୍ବିତ କରିବା ଲାଗି ଏହି ପଦକ୍ଷେପ ନେଇ ସରକାର କାର୍ଯ୍ୟ ଆରମ୍ଭ କରିଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅନୁଷ୍ଠିତ ରାଜ୍ୟସ୍ତରୀୟ କାର୍ଯ୍ୟାନ୍ବୟନ…
Archives


