ରାଜ୍ୟ

ସ୍କୁଲ ଫି’ ଛାଡ଼ ପାଇଁ ହାଇକୋର୍ଟରେ ଜନସ୍ବାର୍ଥ ମାମଲା

କଟକ ଅଫିସ୍‌,୨୪।୪: ଲକ୍‌ଡାଉନ୍‌ ଚାଲିଥିବା ଯୋଗୁ ଏବେ ଅଭିଭାବକଙ୍କ ରୋଜଗାର ବନ୍ଦ ହୋଇଯାଇଛି। ଏଭଳି ସମୟରେ ସେମାନେ ନିଜ ପିଲାଙ୍କ ସ୍କୁଲ ଫି’ ଦାଖଲ କରିପାରିବେ ନାହିଁ। ତେଣୁ ମାର୍ଚ୍ଚ ଠାରୁ ଜୁନ୍‌ ପର୍ଯ୍ୟନ୍ତ ସ୍କୁଲ ଫି’ ଛାଡ଼ କରାଯିବା...

ଏପ୍ରିଲ ଶେଷସୁଦ୍ଧା ଦୈନିକ ୩ହଜାର ନମୁନା ପରୀକ୍ଷା ଲକ୍ଷ୍ୟ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଚଳିତମାସ ଶେଷ ସୁଦ୍ଧା ରାଜ୍ୟରେ ଦୈନିକ ୩ ହଜାର କରୋନା ନମୁନା ପରୀକ୍ଷା କରାଯିବ। ଏଥିପାଇଁ ବଲାଙ୍ଗୀର, ବାଲେଶ୍ୱର, ବାରିପଦା ଓ କୋରାପୁଟଠାରେ ଥିବା ମେଡିକାଲ କଲେଜ ହସ୍ପିଟାଲଗୁଡିକରେ ନମୁନା ପରୀକ୍ଷା ପାଇଁ ଲାବୋରେଟୋରି ଖୋଲାଯିବ। ଗୁରୁବାର ଭିଡିଓ...

ବଢ଼ିବ ବଣ୍ଟନ କମ୍ପାନୀଙ୍କ ଆର୍ଥିକ ବୋଝ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ସଂକ୍ରମଣ ଦୃଷ୍ଟିରୁ ରାଜ୍ୟ ଲକ୍‌ଡାଉନ୍‌ ଜାରି ରହିଛି। ଏଥିଯୋଗୁ ଲୋକମାନଙ୍କର ଆର୍ଥିକ ସ୍ଥିତି ଦୋହଲିଯାଇଛି। ଏଭଳି ପରିସ୍ଥିତିର କେବେ ସୁଧାର ଆସିବ ତାହା ଜଣାପଡୁନାହିଁ। ଏହି ଘଡିସନ୍ଧି ମୁହୂର୍ତ୍ତରେ ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ଓଡିଶା ବିଦ୍ୟୁତ୍‌ ନିୟାମକ ଆୟୋଗ(ଓଇଆରସି)...

କରୋନା ମୁକାବିଲା ନେଇ ଫୋନ୍‌ ମାଧ୍ୟମରେ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କ ଆଲୋଚନା: ରଥଯାତ୍ରା ନେଇ ବି ହେଲା ଆଲୋଚନା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ସ୍ଥିତିକୁ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଆଲୋଚନା ହୋଇଛି। ଉଭୟ ଫୋନ୍‌ ମାଧ୍ୟମରେ କଥାବାର୍ତ୍ତା ହୋଇଛନ୍ତି। ଏଥିସହ ରଥଯାତ୍ରା ସମ୍ପର୍କରେ ମଧ୍ୟ ଉଭୟ ଆଲୋଚନା କରିଛନ୍ତି। ଶୁକ୍ରବାର...

୨୪ ଘଣ୍ଟାରେ ସର୍ବାଧିକ ଟେଷ୍ଟ: ଗୁରୁବାର ହେଲା ୨୦୨୭ ନମୂନା ପରୀକ୍ଷା

ଭୁବନେଶ୍ୱର, ୨୪।୪(ବ୍ୟୁରୋ): ଗତ ୨୪ ଘଣ୍ଟାରେ ରାଜ୍ୟରେ ସର୍ବାଧିକ ନମୁନା ପରୀକ୍ଷା ହୋଇଛି। ଗୁରୁବାର ୨୪୭୪ଟି ନମୁନା ପରୀକ୍ଷା ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆର୍‌ଏମ୍‌ଆର୍‌ସିରେ ୧୨୪୧, ଏମ୍‌ସରେ ୧୧୫, ଏସ୍‌ସିବିରେ ୫୪୮, ଏମ୍‌କେସିଜିରେ ୪୫,...

ଏଲ୍‌ପିଜି ଯୋଗାଣ ଠିକ୍‌ କରିବାକୁ କେନ୍ଦ୍ରମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦେଶର ତୈଳ ବିପଣନ କମ୍ପାନୀର ଜିଲା ନୋଡାଲ ଅଫିସରମାନଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍‌ଫରେନ୍ସିଂ ଯୋଗେ ଆଲୋଚନା କରିଛନ୍ତି। ଏହି ଅବସରରେ ସେ ଏଲ୍‌ପିଜି ଯୋଗାଣକୁ ଠିକ୍‌ଭାବେ କାର୍ଯ୍ୟକାରୀ କରିବା, ଉଜ୍ଜ୍ୱଳା ହିତାଧିକାରୀଙ୍କୁ ମାଗଣାରେ...

ବାପାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇପାରିଲେନି ପୁଅ: ଭିଡିଓ କଲିଂରେ କଲେ ଅନ୍ତିମ ଦର୍ଶନ

ଭୁବନେଶ୍ୱର,୨୪।୪ (ବ୍ୟୁରୋ): କରୋନା ପାଇଁ ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଭଳି ସମୟରେ ରାଜଧାନୀ ଭୁବନେଶ୍ୱର ୟୁନିଟ-୧ରେ ଏକ ହୃଦୟ ବିଦାୟକ ଦୃଶ୍ୟ ଦେଖିବାକୁ ମିଳିଛି। ବାପାଙ୍କ ଅନ୍ତିମ ସକତ୍ାର ପାଇଁ ଆସି ପାରିଲେନି ପୁଅ। ଭିଡିଓ କଲିଂରେ ଦେଖିଲେ...

ମାଲ୍‌ ପରିବହନରେ ପୂର୍ବତଟ ରେଳପଥର ପ୍ରୋତ୍ସାହନ: ମେ ୩ ଯାଏ ଲାଗୁ ହେବ

ଭୁବନେଶ୍ୱର,୨୪।୪(ବ୍ୟୁରୋ): କରୋନା ମୁକାବିଲା ପରିପ୍ରେକ୍ଷୀରେ ଅତ୍ୟାବଶ୍ୟକ ସାମଗ୍ରୀ ପରିବହନ ନିମନ୍ତେ ପଣ୍ୟ ଉପଭୋକ୍ତାଙ୍କୁ ସୁବିଧା ପ୍ରଦାନ ସହ ଲଜିଷ୍ଟିକ୍‌ ସହାୟତା ଯୋଗାଇଦେବା ନିମନ୍ତେ ରେଳ କର୍ତ୍ତୃପକ୍ଷ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପଣ୍ୟ ଓ ପାର୍ସଲ୍‌ ଟ୍ରାଫିକ୍‌ କ୍ଷେତ୍ରରେ ବିଳମ୍ବଶୁଳ୍କ, ରହଣି...

ଦୋଛକିରେ ଶିକ୍ଷାନୁଷ୍ଠାନର ଫି’ ଆଦାୟ

ଭୁବନେଶ୍ୱର, ୨୪।୪(ବ୍ୟୁରୋ): କରୋନା ପାଇଁ ଏବେ ବନ୍ଦରହିଛି ରାଜ୍ୟର ସମସ୍ତ ସ୍କୁଲ୍‌, କଲେଜ ଓ ବିଶ୍ୱବିଦ୍ୟାଳୟ। କ୍ଳାସ୍‌ ହେଉନି କି ଛାତ୍ରୀଛାତ୍ର ଶିକ୍ଷାନୁଷ୍ଠାନ ଯାଉନାହାନ୍ତି। ଆସନ୍ତା ଜୁନ୍‌ ୧୭ ପର୍ଯ୍ୟନ୍ତ ସାରା ରାଜ୍ୟରେ ଏଭଳି ସ୍ଥିତି ଲାଗିରହିବ। ତେଣୁ ଛାତ୍ରୀଛାତ୍ରଙ୍କ...

ଜଷ୍ଟିସ ମହମ୍ମଦ ରଫିକ୍‌ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି

କଟକ ଅଫିସ,୨୪ା୪: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗୁରୁବାର ଭାରତର ପ୍ରଧାନ ବିଚାରପତିଙ୍କ ସହ ପରାମର୍ଶ କରିବା ପରେ ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବରେ ନିଯୁକ୍ତ କରିଛନ୍ତି। ଏନେଇ କେନ୍ଦ୍ର...

ବାହାର ଫେରନ୍ତାଙ୍କ ପାଇଁ ଆଜିଠୁ ପଞ୍ଜୀକରଣ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଦ୍ୱିତୀୟ ପର୍ଯ୍ୟାୟ ଲକ୍‌ଡାଉନ ମେ ୩ ପର୍ଯ୍ୟନ୍ତ ଜାରି ରହିଛି। ଲକ୍‌ଡାଉନ୍‌ ହଟିବା ପରେ ନିଜ ରାଜ୍ୟକୁ ଫେରିବେ ପ୍ରବାସୀ ଓଡ଼ିଆ। ଏନେଇ ଶୁକ୍ରବାରଠାରୁ ପଞ୍ଜୀକରଣ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଫର୍ମ ଜାରି କରାଯାଇଛି।...

୧୭ ଜିଲାରେ ଝଡ଼ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୪ା୪(ବ୍ୟୁରୋ): ସମୁଦ୍ର ପତ୍ତନରୁ ୯ କି.ମି. ଉପରେ ଦକ୍ଷିଣରୁ ପଶ୍ଚିମକୁ ଏକ ବାୟୁ ପବାହିତ ହେଉଛି। ଏଥିସହିତ ମରାଠାୱାଡା, ଆଭ୍ୟନ୍ତରୀଣ କର୍ନାଟକ ଏବଂ ତାମିଲନାଡୁ ଉପକୂଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri