କରୋନାରେ ବିପର୍ଯ୍ୟସ୍ତ ପରିମଳ ବ୍ୟବସ୍ଥା
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଏବେ କରୋନା ମୁକାବିଲା କରୁଛି। ହେଲେ କରୋନା ଆଳରେ ବିଏମ୍ସି ଭୁବନେଶ୍ୱରବାସୀଙ୍କୁ ମୌଳିକ ସେବା ଦେବାରେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱରବାସୀଙ୍କ ପାଇଁ ଉପଲବ୍ଧ ଥିବା ପ୍ରମୁଖ ସେବା ପରିମଳ ଏବେ…
ବିଧାନସଭା ଖବର
୨୮ ସରକାରୀ ଉଦ୍ୟୋଗରେ ତାଲା ରାଜ୍ୟରେ ୨୮ସରକାରୀ ଉଦ୍ୟୋଗରେ ତାଲା ପଡ଼ିଛି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତର ଦେଇ ସୋମବାର ଏହି ତଥ୍ୟ ରଖିଛନ୍ତି ସରକାରୀ ଉଦ୍ୟୋଗ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା। ୨୮ ଉଦ୍ୟୋଗରେ ତାଲା…
ୟୁଜିସି ଅବହେଳା ପ୍ରସଙ୍ଗ ଉଠାଇଲା ବିଜେଡି
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଓଡ଼ିଶା ବିଶ୍ୱବିଦ୍ୟାଳୟ(ସଂଶୋଧନ) ବିଲ୍ ପ୍ରସଙ୍ଗ ଆଲୋଚନା ଛିଣ୍ଡୁନି। ସୋମବାରକୁ ମିଶାଇ ଲଗାତର ୩ଦିନ ପାଇଁ ଗୃହରେ ଏହି ବିଲ୍କୁ ନେଇ ଆଲୋଚନା ହୋଇଛି। ପୁଣିଥରେ ବିରୋଧୀ ଦଳ କଂଗ୍ରେସ ନେତା ନରସିଂହ ମିଶ୍ର ବିଲ୍କୁ ବିରୋଧ କରିବା ସହ ଏଥିରେ…
ରାଜେଶଙ୍କୁ ‘ପ୍ରାଣୀମିତ୍ର’ ସମ୍ମାନ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ନନ୍ଦନକାନନର ବାୟୋଲୋଜିଷ୍ଟ ଡ. ରାଜେଶ କୁମାର ମହାପାତ୍ରଙ୍କୁ ଜାତୀୟ ସ୍ତରୀୟ ‘ପ୍ରାଣୀମିତ୍ର’ ସମ୍ମାନ ମିଳିଛି। ସୋମବାର ଅନୁଷ୍ଠିତ ଭର୍ଚୁଆଲ କାର୍ଯ୍ୟକ୍ରମରେ କେନ୍ଦ୍ର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ପ୍ରକାଶ ଜାଭଡ଼େକର ରାଜେଶଙ୍କୁ ପ୍ରାଣୀବିଜ୍ଞାନୀ/ଶିକ୍ଷାବିତ୍ ବିଭାଗରେ ଏହି…
ବାପ, ପୁଅଙ୍କ ସମେତ ୩ଜଣଙ୍କୁ ଉଠାଇନେଲା ପୋଲିସ
ଭୁବନେଶ୍ୱର,୬।୧୦(ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର: ଭୁବନେଶ୍ୱର ସାମନ୍ତରାପୁର ଛକ ଜାତୀୟ ରାଜପଥରେ ମିଠା ଦୋକାନୀ ପ୍ରଭାକର ବେହେରା ଓରଫ ଜମ୍ବୁଙ୍କୁ ରବିବାର ଅପରାହ୍ନରେ ହତ୍ୟା କରିଥିଲେ ଦୁର୍ବୃତ୍ତ। ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ଲାଗି ରହିଥିବାବେଳେ ସୋମବାର ପୁଣି…
ଯୁକ୍ତ୨ ଦ୍ୱିତୀୟ କଟ୍ ଅଫ୍ ମାର୍କ ପ୍ରକାଶ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଦ୍ୱିତୀୟ କଟ୍ ଅଫ୍ ମାର୍କ ତାଲିକା ସୋମବାର ପ୍ରକାଶ ପାଇଛି। କଳାରେ ବିଜେବି, ବିଜ୍ଞାନରେ ରେଭେନ୍ଶା, ବାଣିଜ୍ୟରେ ବ୍ୟାସନଗର ଉଚ୍ଚ ମାଧ୍ୟମିକ ସ୍କୁଲ ପ୍ରଥମ ସ୍ଥାନରେ ରହିଛନ୍ତି। କଳାରେ ବିଜେବି ଉଚ୍ଚ ମାଧ୍ୟମିକ ସ୍କୁଲ…
ଓଜେଇଇ ପାଇଁ ଏସ୍ଓପି ଜାରି
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଆସନ୍ତା ୧୨ ତାରିଖରୁ ଆରମ୍ଭ ହେବ। ୧୯ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ୩ଟି ସିଫ୍ଟରେ ହେବ। ତେବେ କରୋନା ମହାମାରୀ ସମୟରେ ପରୀକ୍ଷାର ସୁପରିଚାଳନା ପାଇଁ ଏସ୍ଓପି…
ଲକ୍ଷଣହୀନ, ଗର୍ଭବତୀ, ଶିଶୁଙ୍କ ପାଇଁ ବାରଣ
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ହୋମ୍ ଆଇସୋଲେଶନରେ ରହୁଥିବା କରୋନା ଆକ୍ରାନ୍ତ କିପରି ଫାଭିପିରାଭିର ଔଷଧ ଖାଇବେ, ସେନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଆବଶ୍ୟକ ପରାମର୍ଶ ଦେଇଛନ୍ତି। ସୋମବାର ଆୟୋଜିତ ଖବରଦାତା ସମ୍ମିଳନୀରେ କଟକ ଏସ୍ସିବିର ମେଡିସିନ ବିଭାଗ ମୁଖ୍ୟ ଡା. ଜୟନ୍ତ…
୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ,…
ଋଣ ଶୁଝିବାକୁ ବ୍ୟାଙ୍କ ଲୁଟ୍
ଭୁବନେଶ୍ୱର,୬।୧୦ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ନନ୍ଦନବିହାର ଓ ବରିମୁଣ୍ଡା ବ୍ୟାଙ୍କ୍ ଲୁଟ୍ ଘଟଣା ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ଏହି ଦୁଇ ଘଟଣାରେ ଜଣେ ହିଁ ସମ୍ପୃକ୍ତ ଥିବା ଜଣାପଡିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଟାଙ୍ଗୀବନ୍ତ ଗଁାର ଶିକ୍ଷିତ…
ଶିବାଶିଷ ରାଉତ ଓଡ଼ିଶା ଟପ୍ପର
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ ୨୦୨୦ର ଫଳାଫଳ ସୋମବାର ଆଇଆଇଟି-ଦିଲ୍ଲୀ ପକ୍ଷରୁ ଘୋଷଣା କରାଯାଇଛି। ସାରା ଦେଶରେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ୪୩,୨୦୪ଜଣ ପାସ୍ କରିଛନ୍ତି। କମନ୍ ର଼୍ୟାଙ୍କ୍ ଲିଷ୍ଟ (ସିଆର୍ଏଲ୍)ରେ ଚିରାଗ ଫାଲୋର ୩୯୬…
ଏମ୍ଏସ୍ପି ଚାଷୀଙ୍କ ଆଇନଗତ ଅଧିକାର: ନରସିଂହ
ଭୁବନେଶ୍ୱର,୬।୧୦(ବ୍ୟୁରୋ): କୃଷି ଆଇନକୁ ନେଇ ଭାଜପା ଓ ବିଜେଡିକୁ ସମାନଭାବେ ସମାଲୋଚନା କରିଛି କଂଗ୍ରେସ। ବିଧାନସଭାରେ କୃଷି ଆଇନକୁ ଦୃଢ଼ ବିରୋଧ କରି ଭାଜପା ଉପରେ ବର୍ଷିଛନ୍ତି କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର। କୃଷି ଓ କୃଷକଙ୍କ ସମସ୍ୟା ସମ୍ପର୍କିତ…
Archives


