ରାଜ୍ୟ

୧୩ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ଓଡିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବଂ ଏହାକୁ ଲାଗି ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୩ ଜିଲା ଗଜପତି, ଗଞ୍ଜାମ,…

ଋଣ ଶୁଝିବାକୁ ବ୍ୟାଙ୍କ ଲୁଟ୍‌

ଭୁବନେଶ୍ୱର,୬।୧୦ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ନନ୍ଦନବିହାର ଓ ବରିମୁଣ୍ଡା ବ୍ୟାଙ୍କ୍‌ ଲୁଟ୍‌ ଘଟଣା ପର୍ଦ୍ଦାଫାଶ କରିଛି କମିଶନରେଟ ପୋଲିସ। ଏହି ଦୁଇ ଘଟଣାରେ ଜଣେ ହିଁ ସମ୍ପୃକ୍ତ ଥିବା ଜଣାପଡିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଟାଙ୍ଗୀବନ୍ତ ଗଁାର ଶିକ୍ଷିତ…

ଶିବାଶିଷ ରାଉତ ଓଡ଼ିଶା ଟପ୍ପର

ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଜେଇଇ ଆଡଭାନ୍ସଡ ୨୦୨୦ର ଫଳାଫଳ ସୋମବାର ଆଇଆଇଟି-ଦିଲ୍ଲୀ ପକ୍ଷରୁ ଘୋଷଣା କରାଯାଇଛି। ସାରା ଦେଶରେ ପ୍ରାୟ ୧.୫ ଲକ୍ଷ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେଇଥିବାବେଳେ ୪୩,୨୦୪ଜଣ ପାସ୍‌ କରିଛନ୍ତି। କମନ୍‌ ର଼୍ୟାଙ୍କ୍‌ ଲିଷ୍ଟ (ସିଆର୍‌ଏଲ୍‌)ରେ ଚିରାଗ ଫାଲୋର ୩୯୬…

ଏମ୍‌ଏସ୍‌ପି ଚାଷୀଙ୍କ ଆଇନଗତ ଅଧିକାର: ନରସିଂହ

ଭୁବନେଶ୍ୱର,୬।୧୦(ବ୍ୟୁରୋ): କୃଷି ଆଇନକୁ ନେଇ ଭାଜପା ଓ ବିଜେଡିକୁ ସମାନଭାବେ ସମାଲୋଚନା କରିଛି କଂଗ୍ରେସ। ବିଧାନସଭାରେ କୃଷି ଆଇନକୁ ଦୃଢ଼ ବିରୋଧ କରି ଭାଜପା ଉପରେ ବର୍ଷିଛନ୍ତି କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର। କୃଷି ଓ କୃଷକଙ୍କ ସମସ୍ୟା ସମ୍ପର୍କିତ…

ଖଣି ଦୁର୍ନୀତି: ଘେରିଲେ ବିରୋଧୀ

ଭୁବନେଶ୍ୱର,୬।୧୦(ବ୍ୟୁରୋ): ଖଣି ଦୁର୍ନୀତି ପ୍ରସଙ୍ଗକୁ ନେଇ ବିରୋଧୀ ପୁଣି ସରକାରଙ୍କୁ ଘେରିଛନ୍ତି। ଖଣି ମାଫିଆ ଓ ଅଫିସର ଲକ୍ଷେ କୋଟି ଟଙ୍କା ଲୁଟି ନେଇଛନ୍ତି। ସରକାର ଜାଣିଶୁଣି କୋଟି କୋଟି ଟଙ୍କା ରାଜସ୍ବ ହରାଇଛନ୍ତି। କରୋନା ମହାମାରୀ ବେଳେ ରାଜ୍ୟର ଆର୍ଥିକ…

ସାହା ହେଲା ମା’ ହାତୀ

ଢେଙ୍କାନାଳ ଅଫିସ,୬ା୧୦ ଗଁ। ପାଖ ଦେଇ ଜଙ୍ଗଲକୁ ଯିବାବେଳେ ଏକ କଂକ୍ରିଟ୍‌ ନାଳ ମଧ୍ୟରେ ଖସି ପଡ଼ିଥିଲା ଛୁଆ ହାତୀ। ଦଳରେ ଥିବା ସାଥୀମାନେ ଆଗକୁ ବଢ଼ିଯାଇଥିଲେ ବି ନିଜ ଛୁଆ ପାଇଁ ଅଟକି ଯାଇଥିଲା ମା’। ଅଣଓସାରିଆ ନାଳ ମଧ୍ୟରୁ…

ଏନ୍‌ଏସି ହେଲେ ଜଳନ୍ତା ବିକାଶ ବତି

ବଇଣ୍ଡା,୬ା୧୦(ଡି.ଏନ.ଏ.) ଅନୁଗୋଳ ଜିଲା କିଶୋରନଗର ବ୍ଲକର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡାକୁ ଏନ୍‌ଏସି (ବିଜ୍ଞପିତ ଅଞ୍ଚଳ ପରିଷଦ) ଘୋଷଣା କରାଯାଉ ନାହିଁ। ଏ ନେଇ ଦୀର୍ଘ ୨୨ ବର୍ଷ ହେଲା ଦାବି କରାଯାଇ ଆସୁଥିଲେ ମଧ୍ୟ ଏ ଦିଗରେ ସରକାର ପଦକ୍ଷେପ…

ଶ୍ରମ କାର୍ଡ କରାଇବା ନାଁରେ ଅର୍ଥ ଶୋଷଣ

ବଲାଙ୍ଗୀର ଅଫିସ, ୬ା୧୦ ବଲାଙ୍ଗୀର ଜିଲାରେ ଦାଦନ ଶ୍ରମିକଙ୍କ ଶୋଷଣ ଓ ନିର୍ଯାତନା ନୂଆକଥା ନୁହେଁ ା ଏବେ ଦାଦନ ଶ୍ରମିକଙ୍କୁ ଶ୍ରମକାର୍ଡ କରାଇଦେବା ନାଁରେ କେତେକ ମଧ୍ୟସ୍ଥ ଅର୍ଥ ଶୋଷଣ କରୁଥିବା ଅଭିଯୋଗ ହୋଇଛି। ବେଲପଡା ବ୍ଳକ ଧୁମାଭଟା ପଞ୍ଚାୟତ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ପାଓ୍ବାର ପ୍ଲାଣ୍ଟ

ଆନନ୍ଦପୁର,୬।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକର ଦରଗଡ଼ିଶୀଳା ଏବଂ ସିଂନାଳୀର ମଧ୍ୟ ସ୍ଥଳରେ କାର୍ଯ୍ୟକ୍ଷମ ହେବାକୁ ଥିବା ବୈତରଣୀ ପାଓ୍ବାର ପ୍ରୋଜେକ୍ଟ ପାଇଁ ଅଞ୍ଚଳର ଗରିମା ବୃଦ୍ଧି ପାଇବାକୁ ଯାଉଛି। ଶୀତ ଦିନେ ଏହା ଆକର୍ଷଣୀୟ ପର୍ଯ୍ୟଟନସ୍ଥଳ ଭାବେ ପରିଗଣିତ ହେବା ସହିତ…

ବନ୍ଧୁକ ଦେଖାଇ ନେଇଗଲେ ୬.୬୮ ଲକ୍ଷ

ଜଟଣୀ,୫ା୧୦(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଜଟଣୀ ମ୍ୟୁନିସିପାଲିଟି ଅଫିସ ରାସ୍ତାରେ ସୋମବାର ୩ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ କର୍ମଚାରୀଙ୍କଠାରୁ ୬ଲକ୍ଷ ୬୮ହଜାର ୨୭ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ଜଟଣୀ ପୋଲିସ ୨ ଜଣଙ୍କୁ…

କରୋନାରେ ସିଏମ୍‌ସି ଅଧିକାରୀଙ୍କ ମୃତ୍ୟୁ

କଟକ ଅଫିସ, ୫।୧୦-କଟକ ମହାନଗର ନିଗମ (ସିଏମ୍‌ସି) ପରିସଂଖ୍ୟାନ ଅଧିକାରୀ ବିଶ୍ୱନାଥ ଲେଙ୍କା(୪୯)ଙ୍କ କରୋନାରେ ମୃତ୍ୟୁ ହୋଇଛି। ସୋମବାର ବିଳମ୍ବିତ ରାତିରେ ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ବିଶ୍ୱନାଥ କିଛିଦିନ ତଳେ କରୋନାରେ ଆକ୍ରାନ୍ତ ହୋଇ ହୋମ୍‌ ଆଇସୋଲେଶନରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୯୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୫।୧୦(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୯୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୮୬, ବାଲେଶ୍ୱରରୁ ୩୩୬, ନୂଆପଡାରୁ ୨୦୯, ଅନୁଗୋଳରୁ ୧୬୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ମୟୁରଭଞ୍ଜରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri