ଭିକ୍ଷା ମାଗି ଲକ୍ଷେ ଦାନ
ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ ମଧ୍ୟ ସେ ଆଶା ହରାଇ ନାହାନ୍ତି। ଜୀବନ ଯୁଦ୍ଧରେ ଯୋଦ୍ଧାଟିଏ ସାଜି ଜାରି ରଖିଛନ୍ତି…
ଖାକିକୁ କରୋନା ଚିନ୍ତା: ଭୟ, ଆଶଙ୍କାରେ ସାହସୀ ଯୋଦ୍ଧା
ଭୁବନେଶ୍ୱର,୧୯। ୭ (ବ୍ୟୁରୋ):କରୋନା ଲଢ଼େଇରେ ପ୍ରମୁଖ ଭୂମିକା ନେଉଛନ୍ତି ପୋଲିସ କର୍ମଚାରୀ। ଏମାନଙ୍କୁ ସାହସୀ ଯୋଦ୍ଧା କୁହାଯାଉଛି। ବିଶେଷକରି ରାଜଧାନୀରେ କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କର ଗୁରୁଦାୟିତ୍ୱ ରହୁଛି। ହେଲେ ଏଠାରେ ବଢ଼ି ଚାଲିଥିବା ସଂକ୍ରମଣକୁ ନେଇ ପୋଲିସ କର୍ମଚାରୀ ମଧ୍ୟ ଭୟଭୀତ…
କୋଭିଡ୍ ଯୋଦ୍ଧାଙ୍କୁ ନିମ୍ନମାନର ଖାଦ୍ୟ: ଖାଦ୍ୟରୁ ବାହାରୁଛି ପୋକ, ରବର ବ୍ୟାଣ୍ଡ
ପୁରୀ ଅଫିସ,୧୯। ୭: ମହାମାରୀ କରୋନା ବିରୋଧରେ ଚାଲିଛି ଲଢ଼େଇ। ଏହି ଲଢ଼େଇରେ ଆଗରେ ରହିଛନ୍ତି ଡାକ୍ତର, ନର୍ସ ଓ ସ୍ବାସ୍ଥ୍ୟକର୍ମୀ। ଏମାନେ ନିଜ ସୁଖ ସ୍ବାଚ୍ଛନ୍ଦ୍ୟକୁ ଭୁଲି କରୋନା ବିରୋଧରେ ସଂଗ୍ରାମ ଚଳାଇଛନ୍ତି। ହେଲେ ଏହି ଯୋଦ୍ଧାଙ୍କ ପ୍ରତି ଅଣଦେଖା…
କରୋନାଠୁ ବଳିଗଲା ବିଏମ୍ସିର ଅବହେଳା
ଭୁବନେଶ୍ୱର,୧୯। ୭: ରାଜଧାନୀରେ ବର୍ତ୍ତମାନ କରୋନା ହୁହୁ ହୋଇ ମାଡ଼ି ଚାଲିଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ମୋଟ ୬୭ ଓ୍ବାର୍ଡ ମଧ୍ୟରୁ ପାଖାପାଖି ୫୦ଟିରେ ଏହି ମହାମାରୀ ଠାବ ହୋଇସାରିଲାଣି। ବର୍ତ୍ତମାନ କରୋନାକୁ ନେଇ ଓ୍ବାର୍ଡବାସୀ ନାନା ଭୟ ଓ…
ଗଞ୍ଜାମ ପରେ ଖୋର୍ଦ୍ଧା ସ୍ଥିତି ସଙ୍ଗିନ
ଭୁବନେଶ୍ୱର, ୧୯। ୭(ବ୍ୟୁରୋ): ରାଜ୍ୟର ୫ କରୋନା ହଟ୍ସ୍ପଟ୍ ଜିଲା ମଧ୍ୟରେ ରହିଛି ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ ଓ ଯାଜପୁର। ତେବେ ଗଞ୍ଜାମ ଜିଲାରେ ମହାମାରୀ ଭୟଙ୍କର ରୂପ ନେଇଥିବାବେଳେ ପ୍ରତିଦିନ ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ଏକାଧିକ…
ବିନା ଟ୍ୟାକ୍ସି ପରମିଟ୍ରେ ଭଡ଼ା କାର ବ୍ୟବହାର କରିଥିଲେ ଜଗତ୍ସିଂହପୁର ଜିଲାପାଳ
ଜଗତ୍ସିଂହପୁର ଅଫିସ, ୧୯।୭: ଜଗତ୍ସିଂହପୁର ଜିଲାପାଳ ସଂଗ୍ରାମ କେଶରୀ ମହାପାତ୍ର ସରକାରୀ ଭାବେ ବ୍ୟବହାର କରୁଥିବା ଭଡ଼ା ଇନୋଭା କାରର ନମ୍ବର ପ୍ଲେଟ୍ ରଙ୍ଗ ହଠାତ୍ ବଦଳିବା ପ୍ରସଙ୍ଗ ସାଧାରଣରେ ଖୁବ୍ ଚର୍ଚ୍ଚା ହୋଇଥିଲା। ଏବେ ଏନେଇ ଆଉ ଏକ ତଥ୍ୟ…
ସାଇବର ଅପରାଧୀଙ୍କ ଟାର୍ଗେଟ୍ ମହିଳା
ଭୁବନେଶ୍ୱର,୧୯।୭(ବ୍ୟୁରୋ): କରୋନାଜନିତ ଲକ୍ଡାଉନ୍ ସମୟରେ ରାଜ୍ୟରେ ମହିଳା ବିରୋଧୀ ହିଂସା ବୃଦ୍ଧିପାଇଛି। କେବଳ ଘରୋଇ ହିଂସା କି ବଳାତ୍କାର, ନିର୍ଯାତନା ନୁହେଁ, ମହିଳା ବିରୋଧୀ ସାଇବର ଆପରାଧିକ ମାମଲା ଏବେ ଶୀର୍ଷରେ ପହଞ୍ଚତ୍ଛି। ଲୋକେ ଘରେ ରହୁଥିବାରୁ ଅଧିକାଂଶ ସମୟ ଇଣ୍ଟରନେଟ୍ରେ…
ଏନ୍ଏଚ୍ରେ ୨ ଘଣ୍ଟା ହାତୀ ଆତଙ୍କ
ଢେଙ୍କାନାଳ ଅଫିସ, ୧୯ା୭: ଢେଙ୍କାନାଳ ଜିଲାରେ ପୁଣିଥରେ ହାତୀ ଉପଦ୍ରବ ଆରମ୍ଭ ହୋଇଛି। ଖାଦ୍ୟ ଅନ୍ବେଷଣରେ ହାତୀପଲ ଜନବସତିମୁହାଁ ହୋଇଛନ୍ତି। ବୁଧବାର ରାତିରେ ରାସୋଳ ଅଞ୍ଚଳରେ ହାତୀ ଆତଙ୍କ ସୃଷ୍ଟି କରିଥିବାବେଳେ ଶନିବାର ସକାଳେ ୫୫ନମ୍ବର ଜାତୀୟ ରାଜପଥର ୨ସ୍ଥାନରେ ହାତୀଙ୍କ…
ଓଡ଼ିଶାରେ ଅରୁଣାଚଳ ପ୍ରଦେଶ ମଦ: କିଣୁଛନ୍ତିି ପଚାଶରେ, ବିକ୍ରି ଦେଢ଼ଶହ
ଅନୁଗୋଳ ଅଫିସ୍, ୧୯ା୭: ଅରୁଣାଚଳ ପ୍ରଦେଶରୁ ଚୋରା ମଦ ଆଣି ଅନୁଗୋଳରେ ପସରା ମେଲାଇଛନ୍ତି ମାଫିଆ। ୫୦ ଟଙ୍କାରେ କିଣି ବେପାରୀଙ୍କୁ ସେହି ମଦ ଦେଢଶହରୁ ଊର୍ଦ୍ଧ୍ୱ ଟଙ୍କାରେ ବିକ୍ରି କରି ସେମାନେ ମାଲାମାଲ ହେଉଛନ୍ତି। କରୋନା ପାଇଁ ଲକ୍ଡାଉନ କଟକଣା ମାଫିଆଙ୍କୁ…
ଶ୍ମଶାନ ଭୂଇଁ ପାଲଟିବ ଶାରୀଶୁଆ ପାହାଡ
ଖଇରା, ୧୯ା୭(ଡି.ଏନ.ଏ.)-ଲକ୍ଡାଉନ, ଶଟ୍ଡାଉନ କଟକଣା କେତେକଙ୍କ ପାଇଁ ଅଭିଶାପ ପାଲଟିଥିବା ବେଳେ ଆଉ କେତେକଙ୍କ ପାଇଁ ଆଶୀର୍ବାଦ ପାଲଟିଛି। ଏହି ଆଶୀର୍ବାଦ ଗୋଷ୍ଠୀ ମଧ୍ୟରେ ଅଛନ୍ତି ବାଲେଶ୍ବର ଜିଲା ଖଇରା ତହସିଲ ଓ ମୟୂରଭଞ୍ଜ ଜିଲା କପ୍ତିପଦା ତହସିଲ ଅଧୀନରେ ଥିବା…
୨ ଦିନ ହେଲା ଜଳ ଯୋଗାଣ ବନ୍ଦ
ଆରଡି, ୧୯ା୭, (ଡି.ଏନ.ଏ.)-ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଆରଡି ଅଞ୍ଚଳରେ ଏବେ ମେଗା ଜଳପ୍ରକଳ୍ପ ନିର୍ମାଣାଧୀନ କାର୍ଯ୍ୟକୁ ନେଇ ସଙ୍କଟ ଉପୁଜିଛି। ଆଖଣ୍ଡଳ ମଣି – ଭଦ୍ରକ, ଆଖଣ୍ଡଳମଣି-ଯାଜପୁର ରାସ୍ତା ପାର୍ଶ୍ୱ ଏବେ ଠିକାଦାର ନିଜ ଇଚ୍ଛା ଅନୁସାରେ ଖୋଳି ଚାଲିଛନ୍ତି।…
ଅନ୍ଲାଇନ୍ ପାଠପଢ଼ା ନାମକୁ ମାତ୍ର: ବାଦ୍ ପଡୁଛନ୍ତି ୬୦ ପ୍ରତିଶତ ଛାତ୍ରୀଛାତ୍ର
ବାଲେଶ୍ୱର ଅଫିସ, ୧୯।୭-ମହାମାରୀ କରୋନା ପ୍ରଭାବରେ ଚଳିତବର୍ଷ ଶିକ୍ଷାଦାନ ପ୍ରକ୍ରିୟା ବ୍ୟାହତ ହୋଇଛି। ବାଲେଶ୍ୱର ଜିଲାର ୩ଲକ୍ଷ ୪୫ହଜାର ଛାତ୍ରୀଛାତ୍ର ପ୍ରଭାବିତ ହୋଇଛନ୍ତି। ସେମାନଙ୍କୁ ବିଦ୍ୟାଳୟକୁ ଯିବାକୁ ଅନୁମତି ନାହିଁ। ୪ମାସ ହେଲା ପିଲାମାନେ ଘରେ ରହିଛନ୍ତି। ଏଭଳି ସ୍ଥିତିରେ ଅନଲାଇନ୍…
Archives


