ରାଜ୍ୟ

ବିଜୟ ମହାନ୍ତିଙ୍କ ବିୟୋଗ ଏକ ଯୁଗର ଅନ୍ତ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୭(ବ୍ୟୁରୋ)- ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି ଯେ ବିଜୟ ମହାନ୍ତି ତାଙ୍କର ବହୁବିଧ ପ୍ରତିଭା ପାଇଁ ଓଡ଼ିଆ ଚଳଚ୍ଚିତ୍ରକୁ ସମୃଦ୍ଧ କରିଛନ୍ତି। ଓଡ଼ିଆ…

ଆଉ ନାହାନ୍ତି ବିଜୟ ମହାନ୍ତି

ଭୁବନେଶ୍ୱର,୨୦।୭(ବ୍ୟୁରୋ)ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଦୀର୍ଘ ମାସର ଅସୁସ୍ଥତା ପରେ ସୋମବାର ରାତିରେ ବିଜୟ ଆଖି ବୁଜିଛନ୍ତି। ସନ୍ଧ୍ୟାରେ ଗୁରୁତର ଅବସ୍ଥାରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହେବାପରେ କିଛି ସମୟରେ ଡାକ୍ତର…

ରାଜ୍ୟରେ ପୁଣି ୪୫୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୧୧୮ ଜଣ ସୁସ୍ଥ ହୋଇଥିବାବେଳେ ନୟାଗଡରୁ ୫୩, କଟକରୁ ୪୪, ସୁନ୍ଦରଗଡରୁ ୩୮, ଖୋର୍ଦ୍ଧାରୁ ୩୨, ଗଜପତିରୁ ୨୨, ଯାଜପୁରରୁ୨୦, ନୂଆପଡାରୁ ୧୮, ବାଲେଶ୍ୱରରୁ ୧୭, ମୟୂରଭଞ୍ଜରୁ…

ହେଲ୍ପ ଡେସ୍କରେ କାର୍ଯ୍ୟରତ ୨ କର୍ମଚାରୀ କରୋନା ପଜିଟିଭ୍‌: କୋରାପୁଟ ଜିଲା ଚିକିତ୍ସାଳୟ ୪୮ ଘଣ୍ଟା ବନ୍ଦ

ଜୟପୁର,୨୦ା୭(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଚିକିତ୍ସାଳୟର ୨ଜଣ ହେଲ୍ପ ଡେସ୍କରେ କାର୍ଯ୍ୟରତ ଅସ୍ଥାୟୀ ମହିଳା କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ ତୁରନ୍ତ ଜିଲା ଚିକତ୍ସାଳୟକୁ ଆସନ୍ତା ୪୮ ଘଣ୍ଟା ଗୁରବାର ତ୍ପର୍ଯ୍ୟନ୍ତ ବନ୍ଦ କରାଯାଇଛି ।…

କାଲିଠୁ ଗଞ୍ଜାମରେ ପ୍ଲାଜମା ଥେରାପି

ଭୁବନେଶ୍ୱର,୨୦।୭(ବ୍ୟୁରୋ)-ମଙ୍ଗଳବାରଠାରୁ ଗଞ୍ଜାମ ଜିଲାର ଶିତଳାପଲ୍ଲୀ ସ୍ଥିତ ଟାଟା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ ହେବ। ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ଏହାଦ୍ୱାରା ଗଞ୍ଜାମ ଓ ଆଖପାଖ ଜିଲାର ଗୁରୁତର ରୋଗୀଙ୍କୁ ପ୍ଲାଜମା ଥେରାପି ଯୋଗାଇ ଦିଆଯିବ।…

ଜୁଲାଇ ୨୨ ରୁ ୩୧ ଯାଏ ବନ୍ଦ ରହିବ ଭିସୁଟ

ସମ୍ବଲପୁର,୨୦।୭(ବ୍ୟୁରୋ)-କରୋନା ସଂକ୍ରମଣ ରାଜ୍ୟରେ ଦିକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ ଆସନ୍ତା ୨୨ ତାରିଖଠାରୁ ଜୁଲାଇ ୩୧ ଯାଏଁ ବନ୍ଦ ରଖାଯାଇଛି। ଏ ନେଇ ସମ୍ବଲପୁର ଜିଲାପାଳ ଏକ…

କୋଭିଡ୍‌ ହସ୍ପିଟାଲରେ କାର୍ଯ୍ୟରତ ଏହି ସବୁ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି: ଜାଣନ୍ତୁ କାହାକୁ କେତେ

ଭୁବନେଶ୍ୱର,୨୦।୭(ବ୍ୟୁରୋ): କୋଭିଡ୍‌ ହସ୍ପିଟାଲରେ କାର୍ଯ୍ୟରତ ଡାକ୍ତର, ନର୍ସ, ଫାର୍ମାସିଷ୍ଟ ରେଡିଓଗ୍ରାଫର ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ମିଳିବ ପ୍ରୋତ୍ସାହନ ରାଶି। ଏନେଇ ସୋମବାର ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଡାକ୍ତରମାନଙ୍କୁ ଦୈନିକ ୧ ହଜାର…

ଗ୍ୟାସ୍‌ ଟାଙ୍କିରୁ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୧୯ ପରିବାରର ୪୦ ବଖରା

ମହାକାଳପଡ଼ା,୨୦।୭(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାଜଗଡ଼ ପଞ୍ଚାୟତର ନିୟାମନ୍ତପୁର ଗ୍ରାମରେ ସୋମବାର ଭୟାଭହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୯ ପରିବାରର ୪୦ ବଖରା ଘର ସମ୍ପୂର୍ଣ୍ଣ ଭସ୍ମୀଭୂତ ହୋଇଛି। ଏଥିରେ ୩ ଜଣ ଆହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗ୍ରାମର…

ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୨ଶହ ଟପିଲା

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୪୯ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୪ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ରହିଥିବା ବେଳେ ୧୫ଜଣ ସ୍ଥାନୀୟ ଅଞ୍ଚଳର। ସ୍ଥାନୀୟ ସଂକ୍ରମିତମାନେ ହେଲେ ବରମୁଣ୍ଡା ଅଞ୍ଚଳର ୮ ବର୍ଷର ବାଳକ,…

କଟକ ସହରରୁ ୧୬ ନୂଆ ପଜିଟିଭ ଚିହ୍ନଟ

କଟକ ଅଫିସ, ୨୦।୭: କଟକ ସହରରୁ ସୋମବାର ୧୬ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୮ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରୁ ଅଛନ୍ତି। ଏହାବ୍ୟତୀତ ୨ଟି ଲୋକାଲ କେସ୍‌ ରହିଛି। କଟକ ସହରର…

ଦାୟିତ୍ୱ ନେଲେ ଟୁଇନ୍‌ ସିଟିର ୨ ନବନିଯୁକ୍ତ ଡିସିପି

ଭୁବନେଶ୍ୱର, ୨୦।୭(ବ୍ୟୁରୋ): ଟୁଇନ୍‌ ସିଟିର ଦୁଇ ନବନିଯୁକ୍ତ ଡିସିପି ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଭୁବନେଶ୍ୱର ଡିସିପି ଭାବେ ଉମାଶଙ୍କର ଦାଶ ଦାୟିତ୍ୱ ନେଇଛନ୍ତ। ସେ ବିଦାୟୀ ଡିସିପି ଅନୁପ ସାହୁଙ୍କଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେହିପରି କଟକ ଡିସିପି ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri