ରାଜ୍ୟ

ଥମୁନି ବାଲିଯାତ୍ରା ବିବାଦ: ଚାଲିଛି ଗୁରୁତ୍ୱପୂର୍ଣ୍ଣ ବୈଠକ

କଟକ,୨୯।୯(କାର୍ତ୍ତିକ ସାହୁ): ବାଲିଯାତ୍ରାକୁ ନେଇ ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲିଛି। ଜିଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ନେଇ ଆଲୋଚନା ଚାଲିଛି। ଜିଲା ପ୍ରଶାସନ ପକ୍ଷରୁ ଉପର ପଡ଼ିଆରେ ବାଲିଯାତ୍ରା ବନ୍ଦ କରାଯାଇଥିବାରୁ ବିଭିନ୍ନ ମହଲରେ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ୪ ପ୍ରସ୍ତାବ ଉପରେ ବାଜିଲା ମୋହର

ଭୁବନେଶ୍ୱର,୨୯।୯: ରାଜ୍ୟ କ୍ୟାବିନେଟ ବୈଠକରେ ୪ଟି ପ୍ରସ୍ତାବ ଉପରେ ମୋହର। ୩ଟି ବିଭାଗର ୪ଟି ପ୍ରସ୍ତାବ ଉପରେ କ୍ୟାବିନେଟ ମୋହର ବାଜିଛି। ଶ୍ରମ ବିଭାଗର ବାଣିଜ୍ୟ ପ୍ରତିଷ୍ଠାନ ଆଇନ ୧୯୫୬ର ସଂଶୋଧନ , କାରଖାନା ୧୯୪୮ର ସଂଶୋଧନ ଆଇନ ପାରିତ ହୋଇଛି।…

ଆଜି ମା’ଙ୍କ ସପ୍ତମୀ ପୂଜା, ଚଳଚଞ୍ଚଳ ପୂଜାପୀଠ

ଜି.ଉଦୟଗିରି,୨୯ା୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ସର୍ବପୁରାତନ ଦୁର୍ଗାପୂଜା ମଣ୍ଡପରେ ସୋମବାର ଦିନ ମା’ଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ରବିବାର ରାତିରେ ମହାଆଡ଼ମ୍ବରରେ ଅଞ୍ଚଳର ପ୍ରତିଷ୍ଠିତ ଦେବୀ ମା’ ବାରଳଦେବୀଙ୍କ ମନ୍ଦିରରୁ ଘଟକୁ ଆମନ୍ତ୍ରଣ କରି ନିଆଯାଇଥିଲା। ତା’ପରେ ବିଲ୍ବବରଣ…

ପ୍ରଧାନମନ୍ତ୍ରୀ ଆବାସ ଯୋଜନା ହିତାଧିକାରୀଙ୍କୁ ଶୋଷଣ କରୁଛନ୍ତି ଦଲାଲ, ବିଭାଗ ନୀରବ

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): ସରକାରଙ୍କ ବିଭିନ୍ନ ଯୋଜନାରେ ଉନ୍ନୟନ କାର୍ଯ୍ୟ କରାଯାଉଛି। ବ୍ୟକ୍ତିଗତ ସ୍ତରରେ ଗରିବ ଶ୍ରେଣୀର ଲୋକଙ୍କୁ କଚ୍ଚା ଘରରୁ ପକ୍କା ଘର ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ଦିଆଯାଇଛି ହେଲେ ଏବେ ଗୃହ ନିର୍ମାଣରେ ବାଧକ ସାଜିଛି।…

ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ଏଥର ପୂଜାମଣ୍ଡପ ଜଗିବ ସିସିଟିଭି, ଶୃଙ୍ଖଳା ରକ୍ଷା ନ କଲେ…

ଦାରିଙ୍ଗବାଡ଼ି,୨୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ପୋଲିସ ପୂଜା ଉପଲକ୍ଷେ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି। ଶାନ୍ତିଶୃଙ୍ଖଳାର ସହ ପୂଜା ସମାପନ ହେବା ନେଇ ଏଥର ଜିଲାର ସମସ୍ତ ପୂଜାମଣ୍ଡପରେ ସିସିଟିଭି ଲାଗିବାକୁ ପୋଲିସ ପ୍ରଶାସନ ନିଷ୍ପତ୍ତି ନେଇଥିବା କନ୍ଧମାଳ ଏସ୍‌ପି…

ବ୍ରାହ୍ମଣପଦର ରାସ୍ତାରେ ହାତୀପଲ, ଲୋକେ ଭୟଭୀତ

ଭଞ୍ଜନଗର,୨୯ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡର ୫ଟି ରେଞ୍ଜରେ ୪୦ରୁ ଊର୍ଦ୍ଧ୍ୱ ହାତୀ ଥିବା ଜଣାପଡ଼ିଛି। ସେଥିମଧ୍ୟରୁ ୨୭ଟି ହାତୀ ମୁଜାଗଡ଼ ରେଞ୍ଜରେ ଘୂରି ବୁଲୁଛନ୍ତି। ତାରସିଂ ରେଞ୍ଜରେ ୯ଟି ଅଛନ୍ତି। କେନ୍ଦ୍ରୀୟ ବନାଞ୍ଚଳ, ଗାଲେରି ଏବଂ…

ସ୍ବାମୀ ଥିଲେ ଓଏଏସ୍‌ ଏବେ ସ୍ତ୍ରୀ ପାଇଲେ

ମୋହନା,୨୮ା୯(ମନ୍ମଥ ମିଶ୍ର): ସ୍ବାମୀ ଥିଲେ ଓଏଏସ୍‌। ଏବେ ସ୍ତ୍ରୀ ପାଇଲେ ଓଏଏସ୍‌। ଓପିଏସ୍‌ସି ପରୀକ୍ଷାରେ ୨୩୧ ର଼୍ୟାଙ୍କରେ ସଫଳତା ପାଇଥିବା ଏହି ମହିଳା ଜଣକ ହେଉଛନ୍ତି ଜୟଶ୍ରୀ ଦଳାଇ। ସେ ମୋହନା ବ୍ଲକ ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମର ଅତନୁ ପାତ୍ରଙ୍କ ସ୍ତ୍ରୀ।…

କୂଳ ଲଂଘିଲା ଗଙ୍ଗାହାର: ପଞ୍ଚମ ଥର ପାଇଁ ଆସିଲା ବନ୍ୟା

ଗୋପବନ୍ଧୁ ନଗର, ୨୮ା୯(ଶାନ୍ତନୁ କୁମାର ମଢୁଆଳ)- ଲଘୁଚାପ ପ୍ରଭାବରେ ୫ ଦିନ ଧରି ଲଗାଣ ବର୍ଷା ଯୋଗୁ ମୟୂରଭଞ୍ଜ ଜଲା ଗୋପବନ୍ଧୁ ନଗର ବ୍ଲକ ଦେଇ ପ୍ରବାହିତ ଗଙ୍ଗାହାର ନଦୀରେ ଚଳିତ ବର୍ଷ ପଞ୍ଚମ ଥର ପାଇଁ ବନ୍ୟା ଆସିଛି। ସେହିପରି…

ମୁଖ୍ୟମନ୍ତ୍ରୀଙ୍କ ଘରେ ଗୋବିନ୍ଦଙ୍କ ପରିବାର: କଲେ ଏଭଳି ଦାବି…

ଭୁବନେଶ୍ୱର,୨୮।୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ରବିବାର ଗୋବିନ୍ଦ ସାହୁଙ୍କ ପରିବାର ଲୋକେ ପହଞ୍ଚିଥିଲେ। ଏହି ଅବସରରେ ଗୋବିନ୍ଦଙ୍କ ପରିବାର ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଗୋବିନ୍ଦଙ୍କ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ଦାବି କରିଥିଲେ। ମମିତା ମେହେର…

ସ୍କୁଟି ଉପରେ ମାଡ଼ିଗଲା ହାଇଓ୍ବା, ଚାଲିଗଲା ୨ ଜୀବନ

ବରଗଡ଼,୨୮ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଗୁରୁଦ୍ୱାର ଛକରେ ରବିବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୨ଜଣ ଶିଶୁ ଆହତ ହୋଇଥିବା ସୂଚନା ମିଳିଛି। ମୃତାହତଙ୍କ ପରିଚୟ ମିଳିପାରି ନାହିଁ। ଏକ…

ବିହାର ବିଧାନସଭା ସହ ହେବ ନୂଆପଡ଼ା ଉପନିର୍ବାଚନ!

ନୂଆପଡ଼ା,୨୮ା୯: ବିହାର ବିଧାନସଭା ସହ ନୂଆପଡ଼ା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ସୂଚନା ଜାରି କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତି କରିବା ନେଇ ସୂଚନା ବି ଦେଇଛନ୍ତି। ୩୨୦ ଆଇଏଏସ୍‌ଙ୍କ ୬୦ ଆଇପିଏସ୍‌ ଏବଂ ୯୦ ଆଇଆର୍‌ଏସ୍‌…

ବାପଘରକୁ ଯିବା ପାଇଁ ସ୍ବାମୀଙ୍କୁ ମାଗିଲେ ଗାଡ଼ିଭଡ଼ା, ନ ଦେବାରୁ ସ୍ତ୍ରୀ ନେଲେ ଚରମ ନିଷ୍ପତ୍ତି

ପାଟଣା,୨୮ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଖଡ଼ିକାପଦା ପଞ୍ଚାୟତ ଗୋହିରା ସାହି ଜଙ୍ଗଲ ନିକଟରେ ଥିବା ମହୁଲ ଗଛରୁ ରବିବାର ସକାଳୁ ପାଟଣା ପୋଲିସ ଜଣେ ୧୯ ବର୍ଷୀୟା ବିବାହିତା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri