୩୬ ସାଧାରଣ ସମ୍ପାଦକ ନିଯୁକ୍ତ କଲେ ନବୀନ: ଜାଣନ୍ତୁ କାହାକୁ ମିଳିଲା କି ଦାୟିତ୍ୱ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ୩୬ଜଣ ନେତାଙ୍କୁ ସାଧାରଣ ସମ୍ପାଦକ ନିଯୁକ୍ତ କରିବା ସହ ବିଭିନ୍ନ ଦାୟିତ୍ୱ ଦେଇଛନ୍ତି। ସୁଶାନ୍ତ ସିଂହ, ଚନ୍ଦ୍ରସାରଥୀ ବେହେରା, ମନୋହର ରନ୍ଧାରୀ, ପୂର୍ଣ୍ଣଚନ୍ଦ୍ର ସ୍ବାଇଁ , ସ୍ନେହାଙ୍ଗିନୀ…
କରୋନାକୁ ହରାଇ କାର୍ଯ୍ୟରେ ଯୋଗଦେଲେ କୋଭିଡ ଯୋଦ୍ଧା: ସଙ୍ଗୀତା ସମସ୍ତଙ୍କ ପାଇଁ ଉଦାହରଣ ଟୁଇଟ କଲେ ମୁଖ୍ୟମନ୍ତ୍ରୀ
ଛତ୍ରପୁର,୧୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁର ଶିକ୍ଷୟିତ୍ରୀ ତଥା କରୋନା ଯୋଦ୍ଧା ସଙ୍ଗୀତା ପାଣିଗ୍ରାହୀ କରୋନାରୁ ସୁସ୍ଥ ହୋଇ ପୁଣି କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଟୁଇଟ କରି କହିଛନ୍ତି ଯେ, କୋଭିଡ ଯୁଦ୍ଧରେ ଆଗଧାଡ଼ିର…
୮୪ ପ୍ରତିଶତ ଗାଁ ଗ୍ରୀନ୍ ଜୋନରେ, ସହର ପାଇଁ ବଢ଼ିଛି ଚିନ୍ତା: ଗଞ୍ଜାମ ଜିଲାପାଳ
ଛତ୍ରପୁର,୧୬।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଦିନକୁ ଦିନ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ସହ ମୃତ୍ୟୁ ହାର ରାଜ୍ୟ ସରକାରଙ୍କ ମୁଣ୍ଡ ବ୍ୟଥାର କାରଣ ପାଲଟଇଛି। ଏଥିସହ ସଂକ୍ରମଣ ବ୍ୟାପୁଥିବାରୁ ଜିଲାବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି।…
ରାଜ୍ୟରେ କରୋନା ନେଲା ଆଉ ୨ଜୀବନ
ଭୁବନେଶ୍ୱର,୧୬।୭(ବ୍ୟୁରୋ): ରାଜ୍ୟରେ କରୋନା ଜନିତ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଉଛନ୍ତି ଗଞ୍ଜାମ ଜିଲାର। ଏହାକୁ ମିଶାଇ ଗଞ୍ଜାମ ଜିଲାରେ ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି। ଗଞ୍ଜାମର ୨ ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ…
CORONAVIRUS UPDATE: ରାଜ୍ୟରେ ୧୫ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୬।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା। ରାଜ୍ୟରେ ଗୁରୁବାର ପୁଣି ୪୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨କ୍ୱାରାଣ୍ଟାଇନ୍ ସେଣ୍ଟରର ହୋଇଥିବା…
ସ୍ବର୍ଗଦ୍ୱାର ପୁନରୁଦ୍ଧାର ପାଇଁ ତତ୍ପରତା
ପୁରୀ ଅଫିସ,୧୬ା୭: ନୂଆ ରୂପ ନେବ ସ୍ବର୍ଗଦ୍ୱାର। ବଦଳିବ ଏହାର ଚେହେରା। ପୁରୀ ପାଇଁ ଯେଉଁ ବିକାଶର ଚିତ୍ର ପରିକଳ୍ପନା କରାଯାଇଛି ସେଥିରେ ସ୍ବର୍ଗଦ୍ୱାରକୁ ସାମିଲ କରାଯାଇଛି। ଦୂରଦୂରାନ୍ତରୁ ମୃତଦେହ ଦାହ ପାଇଁ ଆସୁଥିବା ସମ୍ପର୍କୀୟମାନେ ଯେପରି କୌଣସି ପ୍ରକାର ତିକ୍ତ…
ଅନିଶ୍ଚିତତାରେ ଧଉଳି ରୋପ୍ ଓ୍ବେ
ଭୁବନେଶ୍ୱର (ବ୍ୟୁରୋ)/ପୁରୁଣା ଭୁବନେଶ୍ୱର,୧୬ା୭(ଡିଏନ୍.ଏ.): ଧଉଳିରେ ହେବାକୁ ଥିବା ରୋପ୍ ଓ୍ବେ ପାଇଁ ଆଶା ମଉଳିଛି। ରୋପ୍ ଓ୍ବେ ନିର୍ମାଣ ପାଇଁ କାର୍ଯ୍ୟଭାର ଦିଆଯାଇଥିବା ସଂସ୍ଥା ଠିକ୍ ସମୟରେ କାର୍ଯ୍ୟ ନ କରିପାରିବାରୁ ପର୍ଯ୍ୟଟନ ବିଭାଗ ଏହାକୁ ବାତିଲ କରିଛି। ଫଳରେ ଏହି…
୨ କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳିନି
ଆଠମଲ୍ଲିକ, ୧୬ା୭(ଡି.ଏନ.ଏ.) ବୃଦ୍ଧା, ବୃଦ୍ଧ, ବିଧବା ଓ ଦିବ୍ୟାଙ୍ଗଙ୍କ ପାଇଁ ସରକାର ଯୋଗାଇ ଦେଉଥିବା ୨କୋଟିରୁ ଊର୍ଦ୍ଧ୍ୱ ଭତ୍ତା ଟଙ୍କାର ହିସାବ ମିଳୁନି। ୨୦୧୧ରୁ ୨୦୧୯ ମଧ୍ୟରେ ମୋଟ୍ ୯ଜଣ ନିର୍ବାହୀ ଅଧିକାରୀ ଏହି ବଣ୍ଟନ ଦାୟିତ୍ୱରେ ଥିଲେ ହେଁ କେହି…
ଯୋଡ଼ି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି
କଟକ ଅଫିସ,୧୬ା୭: ଯୋଡ଼ିି ହେଲା ମହିଳାଙ୍କ ୪ କଟା ଆଙ୍ଗୁଠି। ଏଭଳି ବିରଳ ଅସ୍ତ୍ରୋପଚାର ଏସ୍ସିବିର ପ୍ଲାଷ୍ଟିକ ସର୍ଜରୀ ବିଭାଗ ଡାକ୍ତରମାନେ କରିଛନ୍ତି। ଫଳରେ ଅସ୍ତ୍ରୋପଚାରର ୧୧ ଦିନ ପରେ ସମ୍ପୃକ୍ତା ମହିଳାଙ୍କ ୪ କଟା ଆଙ୍ଗୁଠି କିଛି ଅଂଶରେ ପୁନଃ…
ସବୁ ଆର୍ଟିଓରେ ହେବ ସ୍ବତନ୍ତ୍ର ସିଙ୍ଗଲ୍ ୱିଣ୍ଡୋ କାଉଣ୍ଟର୍
କଟକ ଅଫିସ,୧୬ା୭: ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ଗୁଡ଼ିକରେ ପ୍ରାୟତଃ ସବୁ ସମୟରେ ଭିଡ଼ ଜମୁଥିବାରୁ ଦିବ୍ୟାଙ୍ଗମାନେ ଅସୁବିଧାର ସମ୍ମୁଖୀନ ହେଉଥିଲେ। ବିଶେଷକରି ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ ପ୍ରମାଣପତ୍ର ଆବେଦନରେ ସମସ୍ୟା ଭୋଗୁଥିଲେ। ଏହାକୁ ଦୃଷ୍ଟିରେ ରଖି ସମସ୍ତ ଆର୍ଟିଓରେ ସ୍ବତନ୍ତ୍ର…
ମିସ୍ ଇଣ୍ଡିଆ-୨୦୨୦ରେ ଓଡ଼ିଆ ଝିଅଙ୍କୁ ସଫଳତା
ଜୟପୁର,୧୬ା୭ (ନି.ପ୍ର.): ଜାତୀୟ ସ୍ତରରେ ସୁନ୍ଦରୀ ପ୍ରତିଯୋଗିତାରେ ଚମକିଲେ ପୁଣି ଜଣେ ଓଡ଼ିଆ ଝିଅ। ଜିରୋନ ପ୍ରଡକ୍ସନ ହାଉସ୍ ପକ୍ଷରୁ ଆୟୋଜିତ ମିସ୍ ଇଣ୍ଡିଆ-୨୦୨୦ ସିଜନ-୨ରେ କୋରାପୁଟ ଜିଲାର ଜୟପୁରର ଦୀପ୍ତିରାଣୀ ସେମିଫାଇନାଲକୁ ଉନ୍ନୀତ ହୋଇଛନ୍ତି। ତାଙ୍କର ଏହି ସଫଳତା କୋରାପୁଟ…
ଯୁବପିଢ଼ିଙ୍କ ଦକ୍ଷତା ବିକାଶକୁ ଗୁରୁତ୍ୱ
ଭୁବନେଶ୍ୱର,୧୬ା୭(ବ୍ୟୁରୋ): ଓଡ଼ିଶାର ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ସହ ସେମାନଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବାକୁ ରାଜ୍ୟ ସରକାର ବିଭିନ୍ନ ସଂସ୍ଥା ସହ ୪ଟି ଏମ୍ଓୟୁ ସ୍ବାକ୍ଷର କରିଛନ୍ତି। ବିଶ୍ୱ ଯୁବ ଦକ୍ଷତା ଦିବସ ଅବସରରେ ବୁଧବାର ଭର୍ଚୁଆଲ ପ୍ଲାଟ୍ଫର୍ମରେ ଓଡ଼ିଶା…
Archives


