ରାଜ୍ୟ

କୋଭିଡ୍‌ ପରିଚାଳନା:ଓଡ଼ିଶାକୁ ଡବ୍ଲ୍ୟୁଏଚ୍‌ଓର ପ୍ରଶଂସା

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):କୋଭିଡ୍‌ ପରିଚାଳନାରେ ଭଲ ପ୍ରଦର୍ଶନ ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍‌ଓ) ଓଡ଼ିଶାକୁ ପ୍ରଶଂସା କରିଛି। ଡବ୍ଲ୍ୟୁଏଚ୍‌ଓ କହିଛି, ଓଡ଼ିଶା ଠିକ୍‌ ଭାବେ କୋଭିଡ୍‌ ମୁକାବିଲା କରିପାରିଛି। ଠିକ୍‌ ପରିଚାଳନା ଯୋଗୁ ରାଜ୍ୟରେ ମୃତ୍ୟୁ ହାର କମ୍‌ ଓ…

ଘରେ ମଞ୍ଚା ବାନ୍ଧି ଶୋଉଛନ୍ତି

ଚମ୍ପୁଆ/ଘାଗରବେଡା, ୧।୧୦(ଡି.ଏନ.ଏ)-ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ ବୁଢ଼ାମରା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଦେଖାଦେଇଛି ଏକ ଅଭାବନୀୟ ଘଟଣା। ଗୋଟିଏ ଘରେ ରହୁଛନ୍ତି ୧୪ ଆଦିବାସୀ ପରିବାର ସଦସ୍ୟ। ସ୍ଥାନ ଅଭାବରୁ ଘରଭିତରେ ସେମାନେ ମଞ୍ଚା ବାନ୍ଧି ଶୋଉଥିବା ଦେଖିବାକୁ ମିଳିଛି। ଆବାସ…

ପରିଚୟ ହରାଇବ ହୋମିଓପ୍ୟାଥିକ ମେଡିକାଲ କଲେଜ

ବାରିପଦା ଅଫିସ,୧।୧୦-କେନ୍ଦ୍ର ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ଭିତ୍ତିଭୂମିର ଅଭାବ ଥିବା ଦର୍ଶାଇ ବେସରକାରୀ ହୋମିଓପ୍ୟାଥିକ ଭେଷଜ ମହାବିଦ୍ୟାଳୟରେ ଆଡମିଶନ ବନ୍ଦ କରି ଦିଆଯାଇଛି। ଏହାକୁ ପୁନର୍ବାର ଚାଲୁ ରଖିବା ପାଇଁ ରାଜ୍ୟ ସରକାରଙ୍କୁ ଅଣ୍ଡଟେକିଙ୍ଗ ଦେବା ପାଇଁ ଆୟୁଷ ମନ୍ତ୍ରଣାଳୟ…

ଶିଳ୍ପସଂସ୍ଥାକୁ ଜଳକର ଅନୁକମ୍ପା

ଯାଜପୁର ଅଫିସ୍‌, ୧ା୧୦:ରାଜ୍ୟର ୫୫ ସରକାରୀ ଓ ବେସରକାରୀ ସଂସ୍ଥା ପାଖରେ ମାର୍ଚ୍ଚ ୩୧ ସୁଦ୍ଧା ୩୩୬୫.୭୫୧ କୋଟି ଟଙ୍କା ଜଳ କର ବାକି ପଡ଼ିଛି। ଏଥିରୁ ୩୨ଟି ବେସରକାରୀ ଶିଳ୍ପାନୁଷ୍ଠାନ ପାଖରେ ୨୬୯୪.୧୮୬ କୋଟି, ଗୋଟିଏ ରାଜ୍ୟ ଓ କେନ୍ଦ୍ରର…

ସେପ୍ଟେମ୍ବରରେ ଲକ୍ଷେରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୩୫୦ ମୃତ

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ପୂର୍ବ ଅପେକ୍ଷା ସେପ୍ଟେମ୍ବରରେ କୋଭିଡ୍‌-୧୯ ଭୂତାଣୁ ଅଧିକ ସକ୍ରିୟ ରହିଛି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ୨,୧୯,୧୧୯ରେ ପହଞ୍ଚତ୍ଥିବାବେଳେ ଅଧାରୁ ଅଧିକ କେବଳ ଏହି ମାସରେ ଆକ୍ରାନ୍ତ ହୋଇଛନ୍ତି। ପୂର୍ବରୁ ଜୁନ୍‌ ଓ ଜୁଲାଇକୁ ସବୁଠୁ ଗୁରୁତ୍ୱପୂର୍ଣ୍ଣ ସମୟ ବୋଲି…

ଗୃହରେ କରୋନା ଝଡ଼

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ସରକାରଙ୍କୁ ଘେରିଥିଲେ ବିରୋଧୀ। କରୋନା ମହାମାରୀ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳତା ନେଇ ବିରୋଧୀ ଆଣିଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିବା ପରେ ଗୃହକାର୍ଯ୍ୟ ଆରମ୍ଭ ହୋଇଥିଲା। ତେବେ ପ୍ରଥମ ଘଣ୍ଟା ପ୍ରଶ୍ନକାଳ ବାତିଲକୁ କଂଗ୍ରେସ…

୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଅକ୍ଟୋବର ୩ରୁ…

ଚିଡ଼ିଆଖାନା, ହରିଣ ପାର୍କ ପାଇଁ ଆସିଲା ଗାଇଡ଼ଲାଇନ

ଭୁବନେଶ୍ୱର, ୩୦।୯(ବ୍ୟୁରୋ)- ରାଜ୍ୟରେ ଥିବା ଚିଡ଼ିଆଖାନା ଓ ହରିଣ ପାର୍କ ଆସନ୍ତା ୪ ରୁ ଖୋଲିବ। ଖୋଳିବା ପୂର୍ବରୁ ରାଜ୍ୟ ସରକାର ଗାଇଡ଼ଲାଇନ ଜାରି କରିଛନ୍ତି। ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ଏହି ଗାଇଡ଼ଲାଇନ ଜାରି କରାଯାଇଛି। ପର୍ଯ୍ୟଟକ, କର୍ମଚାରୀ ଓ ପ୍ରାଣୀଙ୍କ…

 ଶନିବାର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ

ଭୁବନେଶ୍ୱର,୩୦ା୯(ବ୍ୟୁରୋ)-ରାଜ୍ୟର ସମସ୍ତ ସରକାରୀ ଅଫିସ ଶନିବାର ବନ୍ଦ ରହିବ । ତେବେ ଅକ୍ଟୋବର ମାସରେ କଟକ ଓ ଭୁବନେଶ୍ୱର ଥିବା ସମସ୍ତ ସରକାରୀ ବିଭାଗ ଓ ଅନ୍ୟାନ୍ୟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ ଚାଲିବ। ସରକାରୀ କାର୍ଯ୍ୟ ଯେପରି ପ୍ରଭାବିତ…

କଟକରୁ ଆଜି ଆଉ ୨୨୭ ପଜିଟିଭ ଚିହ୍ନଟ

କଟକ ଅଫିସ,୩୦।୯-କଟକ ସହରରୁ ଆଜି ଆଉ ୨୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୯୮ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି ସୂଚନା…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୨୧୯ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୨୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୪, ପୁରୀରୁ ୨୬୪, ଝାରସୁଗୁଡାରୁ ୨୩୨, ଅନୁଗୋଳରୁ ୨୦୯, ଜଗତସିଂହପୁରରୁ ୧୬୩, କେନ୍ଦ୍ରାପଡାରୁ ୧୬୧, ମୟୂରଭଞ୍ଜରୁ ୧୫୩, ରାୟଗଡାରୁ…

ରାଜଧାନୀରୁ ଆଜି ୩୬୯ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୩୦।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୫ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୯୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri