ରାଜ୍ୟ

ସଂକ୍ରମିତ ସେବାୟତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୩୦ା୯: କରୋନା ସଂକ୍ରମିତ ସେବାୟତ କିମ୍ବା କର୍ମଚାରୀ କେହି ବି ଶ୍ରୀମନ୍ଦିର ଭିତରକୁ ଯାଇପାରିବେ ନାହିିଁ। ଯଦି କେହି ଏହାକୁ ଅବମାନନା କରନ୍ତି ତେବେ ତାଙ୍କ ବିରୋଧରେ ଏତଲା ଦିଆଯିବ ବୋଲି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା…

ମାସ୍କ, ପିପିଇ କିଟ୍‌ ଦୁର୍ନୀତିକୁ ନେଇ ହଟ୍ଟଗୋଳ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ସରକାରଙ୍କ କୋଭିଡ୍‌-୧୯ ପରିଚାଳନାକୁ ମଙ୍ଗଳବାର ବିଧାନସଭାରେ ଝଡ଼ ସୃଷ୍ଟି ହୋଇଛି। ଭାଜପା ଓ କଂଗ୍ରେସ ଏହି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ। କରୋନା ପାଇଁ ମାସ୍କ ଓ ପିପିଇ କିଟ୍‌ କିଣାରେ ବହୁ କୋଟି ଟଙ୍କାର ଅନିୟମିତତା ହୋଇଥିବା ନେଇ ବିରୋଧୀ ଅଭିଯୋଗ…

କଟକଣାରେ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୩୦ା୯(ବ୍ୟୁରୋ):ମଙ୍ଗଳବାରଠାରୁ ଷୋଡ଼ଶ ବିଧାନସଭାର ମୌସୁମୀ ଅଧିବେଶନ କରୋନା କଟକଣା ମଧ୍ୟରେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ଆରମ୍ଭ ହୋଇଛି। ଯେଉଁ ବିଧାୟକମାନେ କରୋନା ସଂକ୍ରମିତ ହୋଇନାହାନ୍ତି ସେମାନଙ୍କୁ ବିଧାନସଭାରେ ଯୋଗଦେବାକୁ ଅନୁମତି ଦିଆଯାଇଥିଲା। ୮୫ଜଣ ବିଧାୟକ ଯୋଗଦେଇଥିବା ବେଳେ ଅନ୍ୟ…

ବଗଲା ଜମି ବିବାଦ: ହାଇକୋର୍ଟରେ ମାମଲା ଦାୟର କଲେ ସମ୍ବିତ ପାତ୍ର

କଟକ ଅଫିସ୍‌,୨୯।୯: ପୁରୀ ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗ ମାମଲାରେ ହାଇକୋର୍ଟରେ ଭାଜପା ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଆଉ ଏକ ମାମଲା ଦାୟର କରିଛନ୍ତି। ବଗଲା ଧର୍ମଶାଳା ଜମି ଅନିୟମିତତା ଅଭିଯୋଗର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନରେ…

ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ରଙ୍କୁ କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି। ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ କରୋନା ଆକ୍ରାନ୍ତ ହେଉଛନ୍ତି। ମଙ୍ଗଳବାର ରାଜ୍ୟ ସଭା ଏମ୍‌ପି ସସ୍ମିତ ପାତ୍ରଙ୍କୁ କରୋନା ଆକ୍ରାନ୍ତ…

ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ। ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ ଅନୁଷ୍ଠିତ ହେବ ବୋଲି ଜଣାପଡିଛି। ଅକ୍ଟୋବର ୯ରେ ଉଭୟ ନିର୍ବାଚନ ମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ।…

ମୌସୁମୀ ଅଧିବେଶନ ଆରମ୍ଭ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଷୋଡ଼ଶ ବିଧାନସଭା ମୌସୁମୀ ଅଧିବେଶନ ମଙ୍ଗଳବାର ଆରମ୍ଭ ହୋଇଯାଇଛି। କରୋନା କଟକଣା ମଧ୍ୟରେ ଅଧିବେଶନ ଆରମ୍ଭ ହୋଇଥିବା ବେଳେ ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଭାଗନେଇଛନ୍ତି। ଲୋକସେବା ଭବନରେ ୬ ବିଧାୟକ ଉପସ୍ଥିତ ରହିଛନ୍ତି। ଭିଡିଓ କନ୍‌ଫରେନ୍ସ…

ପୁଣି ରାଜ୍ୟରେ ୧୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୨୮ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୫…

CORONAVIRUS UPDATE: ରାଜ୍ୟରେ ୩୦୬୭ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ…

ଅତିରିକ୍ତ କମିଶନର ଦାୟିତ୍ୱ ନେଲେ ରେଖା ଲୋହାନୀ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ଭୁବନେଶ୍ୱର-କଟକ କମିଶନରେଟ ପୋଲିସର ଅତିରିକ୍ତ କମିଶନର ଭାବେ ୧୯୯୭ ବ୍ୟାଚ୍‌ର ଆଇପିଏସ୍‌ ଅଫିସର ରେଖା ଲୋହାନୀ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୋଲିସ ସେବା ଭବନରେ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିରିକ୍ତ କମିଶନର ସଞ୍ଜୟ…

ପର୍ଯ୍ୟଟକଙ୍କୁ ହାତିଆ ପାହାଡ଼ ମନା

ଖୋର୍ଦ୍ଧା ଅଫିସ,୨୯।୯: ଖୋର୍ଦ୍ଧା ୧୬ନଂ. ଜାତୀୟ ରାଜପଥ ନିଜଗଡ଼ ତାପଙ୍ଗରେ ରହିଛି ହାତିଆ ପାହାଡ଼। ଏଠାରେ ସୃଷ୍ଟି ହୋଇଥିବା କୃତ୍ରିମ ହ୍ରଦ, ନୀଳ ଜଳରାଶିର ମନୋରମ ପ୍ରାକୃତିକ ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ପରେ ପର୍ଯ୍ୟଟକଙ୍କ ଭିଡ଼ ଜମୁଥିଲା। ଯୁବପିଢିଙ୍କ ଲାଗି…

କରୋନା ପରଠୁ ହୃଦ୍‌ରୋଗୀଙ୍କ ସଂଖ୍ୟା ୨୦% ବଢ଼ିଛି

ଭୁବନେଶ୍ୱର,୨୯।୯(ବ୍ୟୁରୋ): କୋଭିଡ୍‌-୧୯ ପାଇଁ ସମଗ୍ର ରାଜ୍ୟରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟନ୍ତ ହୋଇଛି। ଅଣକୋଭିଡ୍‌ ରୋଗୀମାନେ ସର୍ବାଧିକ କ୍ଷତିଗସ୍ତ ହେଉଥିବାବେଳେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗୁଡ଼ୁଛି। ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ କହିବାନୁଯାୟୀ, କରୋନା ସଂକ୍ରମଣ ପରଠୁ ରାଜ୍ୟରେ ହୃଦ୍‌ରୋଗୀଙ୍କ ସଂଖ୍ୟା ୧୦ରୁ ୨୦% ବୃଦ୍ଧିପାଇଛି। ଚିକିତ୍ସାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri