ରାଜ୍ୟ

କାଠ ଚୋରିର ହେବ ତଦନ୍ତ

କଣିହଁ।,୨୧ା୪ (ଡି.ଏନ.ଏ.) କଣିହଁ। ବନାଞ୍ଚଳ ହନୁମାନପୁର ସେକ୍ସନର ସଂରକ୍ଷିତ ଜଙ୍ଗଲରୁ ମୂଲ୍ୟବାନ ଶାଳଗଛ କାଟି କାଠ ମାଫିଆମାନେ ଚୋରି କରିବାରେ ଲାଗିଛନ୍ତି। ବାରମ୍ବାର ଅଭିଯୋଗ ହେଉଥିଲେ ମଧ୍ୟ ବନ ବିଭାଗ ଏଥିପ୍ରତି ଦୃଷ୍ଟି ନ ଦେଇ କେବଳ ଜଙ୍ଗଲରୁ ନିଅଁା...

ଦୁଃଶାସନ ହତ୍ୟା ମାମଲା, ୪ଜଣଙ୍କୁ ଅଟକ ରଖି ପୋଲିସର ତନାଘନା

ବୌଦ୍ଧ, ୨୧ା୪(ସ୍ବ.ପ୍ର) ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ କାଶଲପୁର ଗ୍ରାମ ସମୀପ ଏକ କ୍ଷେତରୁ ରବିବାର ଗଁାର ଦୁଃଶାସନ ଗୁରୁ (୪୫)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା ା ବୌଦ୍ଧ ପୋଲିସ ମୃତଦେହ ଜବତ କରତ ତଦନ୍ତ ଆରମ୍ଭ...

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି କରି ପରିବାର ପ୍ରତିପୋଷଣ କରନ୍ତି। କରୋନା ପ୍ରଭାବରୁ ହୋଇଥିବା ଲକଡାଉନ ଏବେ...

କ୍ରୋମାଇଟ ପରିବହନକୁ ଶ୍ରମିକଙ୍କ ବିରୋଧ

କାଳିଆପାଣି,୨୦।୪(ଡିଏନଏ):  ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସାରୁଆବିଲ ଖଣିରୁ କ୍ରୋମାଇଟ ପରିବହନକୁ ଶ୍ରମିକମାନେ ବିରୋଧ କରି ବନ୍ଦ କରିଦେଇଛନ୍ତି। ମିଶ୍ରିଲାଲ ଖଣିର ଲିଜ ଅବଧି ୩୧ମାର୍ଚ୍ଚ ୨୦୨୦ରୁ ସରିଥିବାବେଳେ ଏବେ ଅନ୍ୟ ଏକ କମ୍ପାନୀ ହାତକୁ...

୨୬ ଶ୍ରମିକଙ୍କୁ ସଂଗରୋଧ ଗୃହକୁ ପଠାଇଲା ପୋଲିସ

ଭବାନୀପାଟଣା/କୋକସରା,୨୦।୪(ସ୍ବ.ପ୍ର/ଡି.ଏନ.ଏ.): ଫୁଲବାଣୀରୁ ୨୬ଜଣ ଶ୍ରମିକ ନରଙ୍ଗପୁରକୁ ଚାଲିଚାଲି ଆସୁଥିବା ସମୟରେ ସୋମବାର ଆମପାଣି ପୋଲିସ ହାତରେ ଧରା ପଡିଥିଲେ। ପରେ ଉକ୍ତ ଶ୍ରମିକମାନଙ୍କୁ ସ୍ଥାନୀୟ ସଂଗରୋଧ ଗୃହରେ ଥଇଥାନ କରାଯାଇଛି। ମିଳିଥିବା ସୁଚନା ଅନୁସାରେ, ଫୁଲବାଣୀ ଜିଲା ଖଜୁରୀପଡାଠାରେ ନବରଙ୍ଗପୁର...

କରୋନା ଭୟରେ ଛୁଇଁଲେନି ମୃତଦେହ

ଚମ୍ପୁଆ, ୨୦ା୪(ଡି.ଏନ.ଏ.): କରୋନା ଭୟରେ ବାଙ୍ଗାଲୋର ଫେରନ୍ତା ଜଣେ ଯୁବକଙ୍କ ମୃତଦେହକୁ ଗ୍ରାମବାସୀ ନ ଛୁଇଁବା ଘଟଣା କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଛି। ଖବରପାଇ ପୋଲିସ ଓ ପ୍ରଶାସନିକ ଅଧିକାରୀମାନେ ପହଞ୍ଚି ତାଙ୍କ ପରିବାର...

କୋହଳ ହେଲା କିଛି କଟକଣା

ମାଲକାନଗିରି,୨୦ା୪(ଡି.ଏନ୍‌.ଏ.): କୋରେନା ଭୂତାଣୁର ମୁକାବିଲା ପାଇଁ କେନ୍ଦ୍ର ସରକାର ଲକ୍‌ଡାଉନ ଘୋଷଣା କରିଥିବା ବେଳେ ମାଲକାନଗିରି ଜିଲାରେ ସୋମବାରଠାରୁ କିଛି ମାତ୍ରାରେ କଟକଣା କୋହଳ କରାଯାଇଛି। ବର୍ତ୍ତମାନ ସୁଦ୍ଧା ୩୪୮ ଜଣଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା।...

୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌ ହସ୍ପିଟାଲ ଉଦ୍‌ଘାଟିତ

ନବରଙ୍ଗପୁର,୨୦ା୪(ବି.ପ୍ର.): ନବରଙ୍ଗପୁର ବିଏଡ୍‌ କଲେଜଠାରେ ୨ଶହ ଶଯ୍ୟା ବିଶିଷ୍ଟ କୋଭିଡ୍‌-୧୯ ସ୍ବାସ୍ଥ୍ୟକେନ୍ଦ୍ରକୁ ସୋମବାର ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିଛନ୍ତି। ଏହି ସମୟରେ କେନ୍ଦ୍ର ପେଟ୍ରୋଲିୟମ ଓ ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ସଂସଦୀୟ ବ୍ୟାପାର...

ଅନ୍‌ଲାଇନ ଗେମ୍‌ ଖେଳିବା ମହଙ୍ଗା ପଡ଼ିଲା: ୬୫ହଜାର ଟଙ୍କା ଲୁଟ

ବିଞ୍ଝାରପୁର,୨୦।୪ (ଡି.ଏନ.ଏ): ବିଞ୍ଝାରପୁର ଥାନା କଲ୍ୟାଣପୁର ପଞ୍ଚାୟତ ସମଲପୁର ଗ୍ରାମର ପ୍ରଦୀପ ବେହେରାଙ୍କ ପୁଅ ପ୍ରିୟବ୍ରତ(୧୮) ନିଜ ମୋବାଇଲରେ ଅନଲାଇନରେ ଫ୍ରି ଫାୟାର ଗେମ୍‌ ଖେଳୁଥିଲେ। ଏହି ଖେଳରେ ତାଙ୍କର ଜଣେ ସାଙ୍ଗଙ୍କ ଏକାଉଣ୍ଟ ବ୍ଲକ ହୋଇଯାଇଥିଲା। ସାଙ୍ଗଙ୍କ ବ୍ଲକ...

ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ: ରାଜ୍ୟରେ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ପଶ୍ଚିମବଙ୍ଗ ଫେରନ୍ତା

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଓଡ଼ିଶା ପାଇଁ ଚିନ୍ତା ବଢ଼ାଇଲା ପଶ୍ଚିମବଙ୍ଗ। ସୋମବାର ରାଜ୍ୟରେ ଚିହ୍ନଟ ହୋଇଥିବା ୧୩ କରୋନା ଆକ୍ରନ୍ତଙ୍କ ମଧ୍ୟରେ ୧୦ଜଣ ପଞ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡ଼ିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ଚିହ୍ନଟ ହୋଇଥିବା ୭୪ ଜଣ ଆକ୍ରାନ୍ତଙ୍କ ମଧ୍ୟରେ...

୧୦ ଆକ୍ରାନ୍ତଙ୍କ କୋଲକାତା ଲିଙ୍କ୍‌: ଗତ ୨୮ ଦିନ ଭିତରେ କୋଲକାତାରୁ ଫେରିଥିଲେ ତୁରନ୍ତ ଜଣାନ୍ତୁ

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ଗତ ୨୮ ଦିନ ମଧ୍ୟରେ କୋଲକାତାରୁ ଫେରିଥିଲେ ତୁରନ୍ତ ସ୍ଥାନୀୟ ତହସିଲଦାର, ବିଡିଓ, ସରପଞ୍ଚଙ୍କୁ ଜଣାନ୍ତୁ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ଭଦ୍ରକ ଓ ଯାଜପୁର ଜିଲାର ୧୦ ଜଣଙ୍କ କରୋନା ପଜିଟିଭ୍‌ ରିପୋର୍ଟ...

ଗୋଟିଏ ଦିନରେ ୧୩ କରୋନା ଆକ୍ରାନ୍ତ: ଯାଜପୁର ୫, ସୁନ୍ଦରଗଡ଼ ୧, ଭଦ୍ରକ ୫, ବାଲେଶ୍ୱର ୨

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ସୋମବାର ଗୋଟିଏ ଦିନରେ ରାଜ୍ୟରେ ୧୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅପରାହ୍ନରେ ଆଉ ୬ଟି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri