ରାଜ୍ୟ

କାର୍ଯ୍ୟକ୍ଷମ ହେଉନି ବାଣିଜ୍ୟକର କାର୍ଯ୍ୟାଳୟ

ତାଳଚେର, ୧୪ା୨ (ନି.ପ୍ର.) ତାଳଚେରଠାରେ ରାଜ୍ୟ ସରକାରଙ୍କ ବାଣିଜ୍ୟକର ଅଧିକାରୀଙ୍କ କାର୍ଯ୍ୟାଳୟ ଅଛି। କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ଏହାକୁ କାର୍ଯ୍ୟକ୍ଷମ କରାଯାଉ ନାହିଁ। ଗତ ଅଢେଇ ବର୍ଷରୁ ଊଦ୍ଧ୍ୱର୍ର୍ ହେଲା ଏହି କାର୍ଯ୍ୟାଳୟର କାଗଜପତ୍ର ଓ ଆସବାବପତ୍ର ଉପଜିଲାପାଳଙ୍କ ଅଫିସ…

୯୦ ବର୍ଷ ପରେ ହୁଡ଼ିସାହିରେ ଅଧିକାରୀ

ଚମ୍ପୁଆ, ୧୪।୨(ଡି.ଏନ.ଏ.)-ସମସ୍ୟା ବହୁଳ ହୁଡିସାହି ଚମ୍ପୁଆ ଏନ୍‌ଏସିରେ ଅନ୍ତର୍ଭୁକ୍ତ ହୋଇଥିଲେ ବି ଆଜି ବି ମୌଳିକ ସୁବିଧାରୁ ବଞ୍ଚିତ। ଏନେଇ ଖବର ପ୍ରକାଶିତ ପରେ ଏନଏସି ପ୍ରଶାସନ ତପତ୍ରତା ପ୍ରକାଶ କରିଛନ୍ତି। ଦୀର୍ଘ ୯୦ ବର୍ଷ ପରେ ବର୍ତ୍ତମାନର ଏନ୍‌ଏସି ନିର୍ବାହୀ…

ଜାଲ୍‌ ହନୁମାନ ତମ୍ବା ପଇସା ଦେଇ ଠକୁଥିଲେ, ତାପରେ…

ଚିତ୍ରକୋଣ୍ଡା,୧୪ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସଦରର ଜଣେ ବ୍ୟକ୍ତିଙ୍କ ଘରୁ ହନୁମାନ ପଇସା, ବହୁ ପୁରୁଣା ତମ୍ବା ମୁଦ୍ରା, ହରିଣ ଛାଲ, ଗୋଟିଏ ବନ୍ଧୁକ, ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ଜଣଙ୍କୁ ଚିତ୍ରକୋଣ୍ଡା ପୋଲସ ଗିରଫ କରିଛି। ସେମାନେ ହେଲେ ମୋହନ…

ଫାଟୁସିନେରିରେ ଆନ୍ଧ୍ର କଲା ନିର୍ବାଚନ: ସେଧା ହେଲେ ସରପଞ୍ଚ

ପଟାଙ୍ଗୀ,୧୪ା୨: ଆନ୍ଧ୍ର ଓଡ଼ିଶାର ସୀମାନ୍ତ ଗ୍ରାମ କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତର ଫାଟୁସିନେରି ଗ୍ରାମକୁ ନିଜର ବୋଲି ଦାବି ସାବ୍ୟସ୍ଥ କରିବା ପାଇଁ ଶେଷରେ ଶନିବାର ଏହି ଗ୍ରାମରେ ପଞ୍ଚାୟତ ନିର୍ବାଚନ କରିଛି। ବିଜୟନଗରମ ଜିଲା ପ୍ରଶାସନ ସହଯୋଗରେ…

ବିନା ହେଲମେଟ୍‌ରେ ଦିଆଯାଉଥିଲା ପେଟ୍ରୋଲ, ତାପରେ …

ମାଲକାନଗିରି,୧୩ା୨: ମାଲକାନଗିରି ଜିଲା ଯୋଗାଣ ବିଭଗ ପକ୍ଷରୁ ଶନିବାର ଜିଲା ସଦର ମହକୁମାରେ ଥିବା ସମସ୍ତ ପେଟ୍ରୋଲ ପମ୍ପ ଯାଞ୍ଚ କରାଯାଇଥିଲା। ଏହି ସମୟରେ ନିୟମ ଉଲ୍ଲଂଘନ କରିଥିବାରୁ ଏକ ପେଟ୍ରୋଲ ପମ୍ପକୁ ସିଲ ପ୍ରଶାସନ ସିଲ୍‌ କରିଥିଲା। ନିୟମ ଅନୁଯାୟୀ…

ସ୍ତ୍ରୀ ହତ୍ୟା ଲାଗି ସୁପାରି

ନୟାଗଡ ଅଫିସ,୧୩।୨: ହତ୍ୟାର ୧୫ ଦିନ ପରେ ନୟାଗଡ ଜିଲା ଶରଣକୁଳ ଥାନା ସୁଆରସାହିର ସସ୍ମିତା ମହାପାତ୍ର ହତ୍ୟା ଘଟଣାର ଗୁମର ଫିଟିଛି । ସ୍ତ୍ରୀଙ୍କୁ ହତ୍ୟା କରିବାକୁ ସ୍ବାମୀ ୪ ସୁପାରିକିଲରଙ୍କୁ ନିୟୋଜିତ କରିଥିଲେ । ହତ୍ୟାକାଣ୍ଡ ପରେ ସେହି…

ଘରକୁ ଫେରୁଥିବା ବେଳେ ଛାତ୍ରୀଙ୍କୁ ଗଣବଳାତ୍କାର

ଭଞ୍ଜନଗର,୧୩।୨: ଭଞ୍ଜନଗର ସହରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଗଣବଳତ୍କାର ହୋଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାରେ ପୋଲିସ ଶନିବାର ୪ଜଣଙ୍କୁ ଗିରଫ କରିଛି। ଛାତ୍ରୀ ଜଣଙ୍କ ଏକ କମ୍ପ୍ୟୁଟର ସେଣ୍ଟରକୁ ପଢ଼ିବାକୁ ଯାଇଥିଲେ। ସେ ଘରକୁ ଫେରୁଥିବା ବେଳେ ନିଛାଟିଆ ଦେଖି…

୨ ଗୁଣା ଫି’ ବୃଦ୍ଧି ପ୍ରତିବାଦରେ ଛାତ୍ର ଅଶାନ୍ତ

ଭୋଗରାଇ,୧୩।୨: ଫି’ ବୃଦ୍ଧି ପ୍ରତ୍ୟାହାର ଦାବି ନେଇ ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କମର୍ଦ୍ଦା କଲେଜର ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ରମାନେ ଶନିବାର କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ୪ ଘଣ୍ଟା ଧରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ।…

୩ ଘଣ୍ଟିଆ ଚକାଜାମ୍‌

ସମ୍ବଲପୁର,୧୩ା୨(ବ୍ୟୁରୋ): ଚାଷୀଙ୍କ ବିଭିନ୍ନ ସମସ୍ୟା ନେଇ ଶନିବାର ସମ୍ବଲପୁର ଜିଲା ଭାଜପା ପକ୍ଷରୁ ୩ ଘଣ୍ଟିଆ ଚକା ଜାମ୍‌ କରାଯାଇଥିଲା। ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ରଙ୍କ ତତ୍ତ୍ୱାବଧାନରେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଆନ୍ଦୋଳନ ହୋଇଥିଲା। ସମ୍ବଲପୁର-ଦେବଗଡ ୫୩ନଂ. ଜାତୀୟ…

ସମ୍ବର ମାଂସ ଭାଗ କଲା ବେଳେ ଧରାପଡ଼ିଲେ ଶିକାରୀ

ଉଦଳା,୧୩।୨: ମୟୂରଭଞ୍ଜ ଜିଲା ଉଦଳା ବନ ବିଭାଗ ବନାଞ୍ଚଳ ଅଧୀନ ଅଙ୍ଗାରପଡ଼ା ଗ୍ରାମରେ ଚଢ଼ାଉ କରି ସମ୍ବର ମାଂସ ଜବତ କରିଛି। ଏପରି କି ଅଧିକାରୀମାନେ ଜଣେ ଶିକାରୀଙ୍କୁ ଗିରଫ କରିଛନ୍ତି। ଗିରଫ ଶିକାରୀ ହେଲେ ଉକ୍ତ ଗ୍ରାମର ଗୋପାଲ ସିଂ।…

ଆଜି ଭୁବନେଶ୍ୱରରୁ ମାତ୍ର ଜଣେ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୩।୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଜଣେ ମାତ୍ର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ଜଣକ ଲୋକାଲ କେସ ହୋଇଥିବା ବେଳେ ହଂସପାଳର ବୋଲି ଜଣାପଡ଼ିଛି। ସହିପରି ଆଜି ଭୁବନେଶ୍ୱରରୁ ୧୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର…

ମେ’ ୧ରୁ ଭୁବନେଶ୍ୱରରୁ ପାଟଣା ଉଡ଼ିବ ବିମାନ

ଭୁବନେଶ୍ୱର, ୧୩।୨(ବ୍ୟୁରୋ): ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ପାଟଣାକୁ ମେ’ ପହିଲାରୁ ବିମାନ ଚଳାଚଳ ଆରମ୍ଭ ହେବ। ଘରୋଇ ବିମାନ ସେବା କମ୍ପାନୀ ଇଣ୍ଡିଗୋ ଏହି ସେବା ପ୍ରଦାନ କରିବ। ଇଣ୍ଡିଗୋ ମାର୍ଚ୍ଚ ୨୮ରୁ ୨୨ଟି ନୂଆ ରୁଟ୍‌ରେ ବିମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?