ଭୁବନେଶ୍ୱର, କଟକରେ ନୂଆ ଡିସିପି
ଭୁବନେଶ୍ୱର, ୧୪।୭(ବ୍ୟୁରୋ): ମଙ୍ଗଳବାର ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ଓ କଟକ ପାଇଁ ନୂଆ ଡିସିପି ନିଯୁକ୍ତ କରାଯାଇଛି। ତଦନୁଯାୟୀ, ଉମାକାନ୍ତ ଦାଶଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ଦିଆଯାଇଛି। ସେହିପରି…
ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର କରୋନା ଯୋଦ୍ଧାଙ୍କୁ କରୋନା: ରୋଗୀଙ୍କ ଉପରେ କଟକଣା
ଖୋର୍ଦ୍ଧା ଅଫିସ,୧୪।୭: ଖୋର୍ଦ୍ଧା ଜିଲାରେ କାୟା ବିସ୍ତାର କରିବାରେ ଲାଗିଛି କରୋନା। ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟର ଜଣେ କରୋନା ଯୋଦ୍ଧା, ଡାକ୍ତର କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଡାକ୍ତରଙ୍କଠାରେ କରୋନା…
ଗଞ୍ଜାମରୁ କୌଣସି ଲୋକ ଯାଇପାରିବେନି ସହର ବାହାରକୁ, କି କେହି ଆସିପାରିବେନି
ଗଞ୍ଜାମ,୧୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ମହାମାରୀ କରୋନା ଦିନକୁ ଦିନ ବଢ଼ିବାରେ ଲାଗିଛି । ଜିଲାର ପ୍ରମୁଖ ସହର ଗଞ୍ଜାମରେ ମଧ୍ୟ ପ୍ରତ୍ୟେକ ଦିନ ପଜଟିଭ୍ ଚିହ୍ନଟ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ଥାନା ପୋଲିସ ପକ୍ଷରୁ କଡ଼ା ପଦକ୍ଷେପ…
ଗଞ୍ଜାମରେ କରୋନାରେ ମୃତ, ଆକ୍ରାନ୍ତଙ୍କ ପାଇଁ ୧୦୪ ଆମ୍ବୁଲାନ୍ସ: ୨୪ ଘଣ୍ଟିଆ ମନିଟରିଂ ସେଲ
ଛତ୍ରପୁର,୧୪।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାର କରୋନା ଆକ୍ରାନ୍ତଙ୍କ ପାଇଁ ୧୦୪ ଟି ସ୍ବତନ୍ତ୍ର କୋଭିଡ ଆମ୍ବୁଲାନ୍ସସ ବ୍ୟବସ୍ଥା କରାଯାଇଛି। ଜିଲାର ପ୍ରତିଟି ବ୍ଲକରେ ୪ଟି, ବ୍ରହ୍ମପୁର ମହାନଗର ନିଗମରେ ୪ ଏବଂ ଶୀତଳାପଲ୍ଲୀସ୍ଥିତ ଟାଟା କୋଭିଡ ହସ୍ପିଟାଲ ଓ ମହାରାଜା କୃଷ୍ଣଚନ୍ଦ୍ର ଗଜପତି…
ଆଉ ୪ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୭୪କୁ ବୃଦ୍ଧି
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର କରୋନାରେ ଆଉ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ରେ ପହଞ୍ଚିଛି। ଏହା…
CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୪୩ କରୋନା ପଜିଟିଭ; ୧୪ ହଜାର ଟପିଲା ମୋଟ ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର,୧୪।୭(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୫୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪ ହଜର ଟପି ୧୪,୨୮୦ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…
ରବି ଧାନ କିଣା: କାଗଜପତ୍ରରେ ଧାର୍ଯ୍ୟ ପୂରଣ
ଯାଜପୁର ଅଫିସ, ୧୪।୭: ଗତ ମେ ୧୫ରୁ ଆରମ୍ଭ ହୋଇଥିବା ରବି ଋତୁ ଧାନ କିଣାରେ କୋରେଇ, ଦଶରଥପୁର, ବଡ଼ଚଣା, ବିଞ୍ଝାରପୁର ଓ ଧର୍ମଶାଳା ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ ହୋଇଛି। କରୋନା ସଂକ୍ରମଣ ଯୋଗୁ ଅଧିକାଂଶ ଚାଷୀ ରବି…
ଭୁବନେଶ୍ୱର ରିଜିଅନ୍ରେ ଓଡ଼ିଶା ଦ୍ୱିତୀୟ
ଭୁବନେଶ୍ୱର, ୧୪।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ(ସିବିଏସ୍ଇ)ର ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ଭୁବନେଶ୍ୱର ରିଜିଅନ୍ରେ ପାସ୍ ହାର ୯୧.୪୬% ରହିଛି। ଏହି ରିଜିଅନ୍ରେ ମୋଟ ୭୧,୪୨୭ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିବାବେଳେ ୬୨,୯୩୧ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏହି…
ଆଦିତ୍ୟ ମୃତ୍ୟୁ ମାମଲା: ଜିଆର୍ପି ହାତରେ ବଡ଼ ସୁରାକ
ଭୁବନେଶ୍ୱର,୧୪।୭(ବ୍ୟୁରୋ): ଲିଙ୍ଗରାଜ ଷ୍ଟେଶନ ନିକଟ ରେଳଲାଇନ୍ରୁ ସାମାଜିକ କର୍ମୀ ଆଦିତ୍ୟ ଦାଶଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଏବେବି ରହସ୍ୟ ଲାଗି ରହିଛି। ଆତ୍ମହତ୍ୟା ନା ହତ୍ୟା, ଏପର୍ଯ୍ୟନ୍ତ କିଛି ସ୍ପଷ୍ଟ ହୋଇପାରିନି। ଜବତ ଡାଏରିରେ ରହିଥିବା ଲେଖା ଆଦିତ୍ୟଙ୍କର ନା…
ଆୟୁଷ ନିର୍ଦ୍ଦେଶକଙ୍କୁ ସର୍ତ୍ତମୂଳକ ଜାମିନ
ଭୁବନେଶ୍ୱର,୧୪।୭(ବ୍ୟୁରୋ): ମହିଳା କର୍ମଚାରୀଙ୍କ ନିକଟକୁ ଅଶ୍ଳୀଳ ଭିଡିଓ ଓ ମେସେଜ୍ ପଠାଇ ଯୌନ ଉପତ୍ୀଡ଼ନ ମାମଲାରେ ଗତ ୯ ତାରିଖରେ ଗିରଫ ହୋଇଥିଲେ ରାଜ୍ୟ ସରକାରଙ୍କ ଆୟୁଷ ନିର୍ଦ୍ଦେଶକ ବିଭୁପ୍ରସାଦ ଷଡ଼ଙ୍ଗୀ। ଜାମିନ ନ ମିଳିବାରୁ ତାଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ…
‘ସବ୍ୟସାଚୀ ବ୍ରାଇଡ୍’ ହେଲେ ଓଡ଼ିଆ ଝିଅ ଅଙ୍କିତା
ଭୁବନେଶ୍ୱର,୧୪।୭(ବ୍ୟୁରୋ): ଏନ୍ଡି ଟିଭି ଗୁଡ୍ଟାଇମ୍ସରେ ପ୍ରସାରିତ ଦେଶର ଖ୍ୟାତନାମା ଫ୍ୟାଶନ ଡିଜାଇନର ସବ୍ୟସାଚୀ ମୁଖାର୍ଜୀଙ୍କ ବହୁଚର୍ଚ୍ଚିତ ଶୋ ‘ବ୍ୟାଣ୍ଡ୍ ବାଜା ବ୍ରାଇଡ୍’ରେ ସ୍ଥାନ ପାଇଛନ୍ତି ଓଡ଼ିଆ ଝିଅ ଅଙ୍କିତା ମହାନ୍ତି। ପ୍ରଥମଥର ପାଇଁ ଜଣେ ଓଡ଼ିଆଙ୍କୁ ଏଭଳି ଏକ ଓ୍ବେଡିଂ ଶୋ’ରେ…
ଫିଲ୍ମ, ଧାରାବାହିକ ଶୁଟିଂ ପାଇଁ ଏସ୍ଓପି
ଭୁବନେଶ୍ୱର,୧୪।୭(ବ୍ୟୁରୋ): କରୋନା ମହାମାରୀ ପାଇଁ ଦୀର୍ଘଦିନ ଧରି ବନ୍ଦ ଥିବା ଓଡ଼ିଆ ଫିଲ୍ମ ଏବଂ ଧାରାବାହିକର ଶୁଟିଂ ପାଇଁ ରାଜ୍ୟ ସ୍ବତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସ୍ଓପି) ଜାରି କରିଛନ୍ତି। ଉଭୟ ଇନ୍ଡୋର ଓ ଆଉଟ୍ଡୋର୍ ଶୁଟିଂ ସହ ଓଟିଟି…
Archives


