ଲକ୍ଡାଉନ୍ରେ ପାଠ ପଢ଼ିବେ ଦଶମ ଛାତ୍ରୀଛାତ୍ର: ସପ୍ତାହରେ ୫ ଦିନ ଦୂରଦର୍ଶନରେ ଏଜୁସାଟ୍ ପକ୍ଷରୁ ପ୍ରସ୍ତୁତ ଭିଡିଓର ପୁନଃ ପ୍ରସାରଣ ନିଷ୍ପତ୍ତି
ଭୁବନେଶ୍ୱର,୧୮।୪(ବ୍ୟୁରୋ): କରୋନା ମହାମାରୀ ମୁକାବିଲା ପାଇଁ ସାରା ରାଜ୍ୟରେ ଲକ୍ଡାଉନ୍ କଟକଣା ଜାରି ରହିଛି। ଏଥିରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହୋଇଛି। ବିଶେଷଭାବେ ମାଟ୍ରିକ୍ ପରୀକ୍ଷା ଦେବାକୁ ଯାଉଥିବା ପିଲାମାନଙ୍କ ଅସୁବିଧାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ପଦକ୍ଷେପ ଗ୍ରହଣ...
ଚୌଦ୍ୱାର ପୋଲିସ ପକ୍ଷରୁ ‘ଫାଇଟ୍ ଏଗ୍ନେଷ୍ଟ କୋଭିଡ୍-୧୯’ ପୁସ୍ତକ ବଣ୍ଟନ: ଘରେ ରହି ଫୋନ୍ ଯୋଗେ ଅତ୍ୟାବଶ୍ୟକ ସାମଗ୍ରୀ ପାଇପାରିବେ ବରିଷ୍ଠ ନାଗରିକ
ଚୌଦ୍ୱାର,୧୮ା୪(ଡି.ଏନ୍.ଏ.): କରୋନା ଭଳି ଭୂତାଣୁରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଏବେ ଉଦ୍ବେଗ ସ୍ଥିତିରେ ଗତିକରୁଛି। ଏଥିରୁ ରକ୍ଷା ପାଇବା ପାଇଁ କେନ୍ଦ୍ର ସରକାରଙ୍କ ଠାରୁ ଆରମ୍ଭକରି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ଭୂତାଣୁକୁ...
ରବିବାରଠାରୁ ଭୀମସାର୍ରେ ହେବ କରୋନା ପୁଲ୍ ଟେଷ୍ଟ: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮।୪(ବ୍ୟୁରୋ): ରବିବାରଠାରୁ ସମ୍ବଲପୁରରେ କରୋନା ପୁଲ୍ ଟେଷ୍ଟ କରାଯିବ। ବୀର ସୁରେନ୍ଦ୍ର ସାଏ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ(ଭୀମସାର)ରେ ସମୀକ୍ଷା ପରେ ଶନିବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ ଏ ନେଇ ସୂଚନା ଦେଇଛନ୍ତି। ପ୍ରତି ସିଫ୍ଟରେ...
ଗଞ୍ଜାମରୁ ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ସାମୀ ସିଲ୍ : ୨୪ ଘଣ୍ଟିଆ ଯାଞ୍ଚ, ସିସିଟିଭି ବ୍ୟବସ୍ଥା
ଛତ୍ରପୁର, ୧୮।୪(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଗଞ୍ଜାମର ଆନ୍ଧ୍ର, ଖୋର୍ଦ୍ଧା, ପୁରୀ ଜ଼ିଲା ସୀମାକୁ ସିଲ୍ କରାଯାଇଛି। ଜିଲାପାଳ ବୁଜୟ ଅମୃତ କୁଲାଙ୍ଗେଙ୍କ ନିର୍ଦ୍ଦେଶରେ ଗଞ୍ଜାମ-ଆନ୍ଧ୍ର ସୀମାନ୍ତ ବଳରାମପୁର ଠାରେ ଚେକ୍ଗେଟ କରାଯାଇ ଯାଞ୍ଚ କରାଯାଉଛି। ଏଥିସହ...
ଗଞ୍ଜାମ ଜିଲା ପ୍ରଶାସନର ଅଭିନବ ପଦକ୍ଷେପ: ଲକ୍ଡାଉନ୍ ସମୟରେ ସୋସିଆଲ ମିଡିଆରେ ରାଜ୍ୟସ୍ତରୀୟ ଡ୍ୟାନ୍ସିଂ ପ୍ରତିଯୋଗିତା, ୨୫ରୁ ଆରମ୍ଭ
ଛତ୍ରପୁର, ୧୮।୪(ଡି.ଏନ୍.ଏ.): କରୋନା ନେଇ ଲକ୍ଡାଉନ ସମୟରେ ଡ୍ରଇଂ, ପୋଷ୍ଟର, ପେଣ୍ଟିଙ୍ଗ ପ୍ରତିଯୋଗିତା ଏବଂ ଫଟୋସପ୍ ଶିକ୍ଷା ଆଦି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆୟୋଜନ କରାଯାଇଥିଲା। ଏବେ ସୋସିଆଲ ମିଡିଆରେ ରାଜ୍ୟସ୍ତରୀୟ ସୋଲୋ ଡ୍ୟାନ୍ସିଂ ସୁପରଷ୍ଟାର ପ୍ରତିଯୋଗୀତା ଆୟୋଜନ...
ଜୀବନ ପଛ କିଣାବିକା ଆଗ: ରାୟଗଡ଼ାରେ ଲକ୍ଡାଉନ୍ କଟକଣା ଉଲ୍ଲଂଘନ, ଡ୍ରେସ୍ ଦୋକାନରେ ଜମୁଛି ଭିଡ
ରାୟଗଡା ଅଫିସ, ୧୮।୪- କରୋନା ମହାମାରୀର ମୁକାବିଲା ଲାଗି କେନ୍ଦ୍ର ସରକାର ଆଗାମୀ ୩ ତାରିଖ ପର୍ଯ୍ୟନ୍ତ ଲକ୍ଡାଉନ୍ କଟକଣାକୁ ବଢ଼ାଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ରାୟଗଡା ଜିଲାପାଳ ପ୍ରମୋଦ କୁମାର ବେହେରା ମଧ୍ୟ ଏହି ରୋଗର କୌଣସି ପ୍ରତିକାର...
ବଲାଙ୍ଗୀର କୋଭିଡ ହସ୍ପିଟାଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ, ୫-ଟି ସଚିବ
ବଲାଙ୍ଗୀର ଅଫିସ, ୧୮।୪: ବଲାଙ୍ଗୀର କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍ ସୋସିଆଲ ସାଇନ୍ସ (କିସ) ପରିସରରେ କାର୍ଯ୍ୟକ୍ଷମ କୋଭିଡ ହସ୍ପିଟାଲକୁ ଶନିବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଓ ୫-ଟି ସଚିବ ଭି. କେ. ପାଣ୍ଡିଆନ ପରିଦର୍ଶନ କରିଛନ୍ତି।...
କୋଭିଡ-୧୯ ମୁକାବିଲା: ସହରାଞ୍ଚଳ ଗରିବଙ୍କ ପାଇଁ ୧୦୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଉପକୃତ ହେବେ ୪.୫ ଲକ୍ଷ ପରିବାର
ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା (କୋଭିଡ-୧୯) ସାରା ବିଶ୍ୱରେ କେବଳ ଏକ ସ୍ବାସ୍ଥ୍ୟ ସମସ୍ୟା ନୁହେଁ ଏହା ଅନେକ ଅର୍ଥନୈତିକ ସମସ୍ୟା ମଧ୍ୟ ସୃଷ୍ଟି କରିଛି। ଏହାର ମୁକାବିଲା ଲାଗି ରାଜ୍ୟର ସହରାଞ୍ଚଳ ଗରିବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର...
ଓଡ଼ିଶା ପାଇଁ ଆଶ୍ୱସ୍ତି: ୩ଦିନ ଧରି ପରୀକ୍ଷା ହୋଇଥିବା ସବୁ ନମୁନା ନେଗେଟିଭ୍
ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ନେଇ ରାଜ୍ୟବାସୀଙ୍କ ପାଇଁ ଏକ ଖୁସି ଖବର। ସାରା ବିଶ୍ୱରେ ତଥା ଦେଶରେ ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଓଡ଼ିଶାରେ ଏଥିରୁ ଆଶ୍ୱସ୍ତି ମିଳିଛି। ଗତ ୩ଦିନରେ ରାଜ୍ୟରେ ଜଣେ ବି...
ଭୁବନେଶ୍ୱରରେ ନମୂନା ସଂଗ୍ରହ ଆରମ୍ଭ: ଦୁଇଟି ପର୍ଯ୍ୟାୟରେ ହେବ ପରୀକ୍ଷା, ସକାଳ ୮ରୁ ୧୧ ଏବଂ ଅପରାହ୍ନ ୪ରୁ ୬ଟା ଯାଏ ହେବ ନମୂନା ସଂଗ୍ରହ
ଭୁବନେଶ୍ୱର, ୧୮।୪(ବ୍ୟୁରୋ): କରୋନା ମୁକାବିଲା ନିମେନ୍ତ ହଟ୍ସ୍ପଟ୍ ସାଜିଥିବା ଭୁବନେଶ୍ୱରରୁ ନମୂନା ସଂଗ୍ରହ ପ୍ରକ୍ରିୟା ଶନିବାରଠାରୁ ଆରମ୍ଭ ହୋଇଛି। ଏଥିପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ୩ଟି ଜୋନ୍ରେ ୧୩ଟି ଟିମ୍ ଗଠନ ହୋଇଛି। ପ୍ରତ୍ୟେକ ଟିମ୍ରେ ଡାକ୍ତର,...
୯୨ଗାଡିରୁ ୧.୨ ଲକ୍ଷ ଟଙ୍କା ଜରିମାନା ଆଦାୟ
ଭଦ୍ରକ ଅଫିସ,୧୮।୪: କରୋନା ମୁକାବିଲା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏଥିସହ ଘରୁ ବାହାରିଲେ ମାସ୍କ ବ୍ୟବହାର କରିବା ପାଇଁ କଡ଼ା ନିର୍ଦ୍ଦେଶ ଦିଆଯାଇଛି। ହେଲେ କିଛି ଅମାନିଆ ଲୋକ ଏହି ସବୁ ନିୟମକୁ ଉଲ୍ଳଂଘନ କରୁଥିବା...
ଲକ୍ଡାଉନ୍ ସମୟରେ ଦୁଇ ନିଆରା ସେବାକାରୀ
ଭଦ୍ରକ ଅଫିସ,୧୮।୪: ଲକ୍ଡାଉନ୍ ସମୟରେ ଦୁଇ ନିଆରା ସେବାକାରୀଙ୍କୁ ନେଇ ଏବେ ଭଦ୍ରକରେ ଚର୍ଚ୍ଚା ଜୋର ଧରିଛି। ଲକ୍ଡାଉନ୍ରେ ଘରେ ସମସ୍ତେ ବନ୍ଦୀ ହୋଇ ଥିବାବେଳେ ଏହି ଦୁଇ ଜଣ ବ୍ୟକ୍ତି କିନ୍ତୁ ଲୋକଙ୍କୁ ବିଭିନ୍ନ ସେବା ଯୋଗାଇବାରେ ବ୍ୟସ୍ତ...
Archives


