ରାଜ୍ୟ

ଛାତ୍ରୀଛାତ୍ରଙ୍କ ପାଠପଢା ପାଇଁ ୨୮ରୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ନେଇଛି। ଏବେ ଆଉ ଏକ…

ଟ୍ରକ୍‌ ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ

ଛେଣ୍ଡିପଦା, ୨୬ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଜରପଡା ଥାନା ଛେଣ୍ଡିପଦା-ଜରପଡା ପୂର୍ତ୍ତ ବିଭାଗ ରାସ୍ତାର ରେଲଓ୍ବେ ଓଭର ବ୍ରିଜ ନିକଟରେ ଶନିବାର ଏକ ଟ୍ରକ୍‌ ସାମ୍‌ନା ପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।…

ଟ୍ରକ ପଛକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୨ ଜଣଙ୍କ ଜୀବନ

ଗୋପାଳପୁର,୨୬ା୯- ଗଞ୍ଜାମ ଜିଲା ୧୬ନଂ. ଜାତୀୟ ରାଜପଥରେ ଶନିବାର ଗୋଳନ୍ଥରା ଥାନା ଅଟୋନଗର ନିକଟରେ ଟ୍ରକ୍‌ ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହେଲପର ଓ ଭଦ୍ରକ ଜିଲା ସଂଗ୍ରାମପୁର ଗ୍ରାମର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ…

କଟକରୁ ଆଜି ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୬।୯-କଟକ ସହରରୁ ଆଜି ଆଉ ୨୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୨୯ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୯୮ ରହିଛି। ନୟାବଜାରରୁ ୮, ତୁଳସୀପୁରରୁ ୮, ଚାଉଳିଆଗଞ୍ଜରୁ ୭, ବିଡାନାସୀରୁ ୬, କଲ୍ୟାଣୀ ନଗରରୁ…

ଭୁବନେଶ୍ୱରରୁ ଆଜି ୩୧୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୫୭

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬୨ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କରୋନା ଟିକା ପ୍ରସ୍ତୁତ କରିଥିବା ଦାବିକଲେ ଯୁବକ: ଡ୍ରଗ୍ସ ଇନ୍ସପେକ୍ଟରଙ୍କ ଖୋଳତାଡ଼ ଆରମ୍ଭ

ବରଗଡ଼ ଅଫିସ,୨୬।୯: ବିଶ୍ୱରେ କରୋନା(କୋଭିଡ-୧୯) ସଂକ୍ରମଣ ବ୍ୟାପି ଚାଲିଛି । ଏ ପର୍ଯ୍ୟନ୍ତ ଏହାର କୌଣସି ଠୋସ ପ୍ରତିଷେଧକ ଔଷଧ କିମ୍ବା ଭ୍ୟାକସିନ୍‌ ବାହାରି ପାରି ନାହିଁ। ଏଥିପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ( ଡବ୍ଲୁଏଚ୍‌ଓ) ତଥା ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଦିନରାତି…

ଅପହରଣ ପରେ ଆକ୍ରମଣ କରି ଲୁଟିଲେ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାତି ହେଲେ ଖଣ୍ଡଗିରି ଥାନା ଅଞ୍ଚଳରେ ଚାଲୁଛି ନିଶାଡ଼ି ଓ ଲୁଟେରାଙ୍କ ରାଜ୍‌। ଗତ ସପ୍ତାହରେ ଆନ୍ଧ୍ରରୁ ଆଳୁ ନେଇ ଆସିଥିବା ଟ୍ରକ୍‌ ଡ୍ରାଇଭରଙ୍କଠାରୁ ୩ଲକ୍ଷ ଟଙ୍କା ଲୁଟି ନେଇଥିବାବେଳେ ଗୁରୁବାର ରାତିରେ ଆଉଏକ ବଡ଼ଧରଣର ଘଟଣା ଘଟାଇଛନ୍ତି ଲୁଟେରା।…

ପୁରୀ, କୋଣାର୍କକୁ ଗଡ଼ିବ ‘ମୋ ବସ୍‌’

ଭୁବନେଶ୍ୱର,୨୬।୯(ବ୍ୟୁରୋ):  ପୁରୀ ଓ କୋଣାର୍କକୁ ମୋ ବସ୍‌ ସେବା ଆରମ୍ଭ ହେବ। ଆସନ୍ତା ୨୭ ତାରିଖରେ ବିଶ୍ୱ ପର୍ଯ୍ୟଟନ ଦିବସରୁ ମୋ ବସ୍‌ ସେବା ଆରମ୍ଭ ହେବ ବୋଲି ମୋ ବସ୍‌ ପରିଚାଳନା ସଂସ୍ଥା କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)…

ଟ୍ରେନ୍‌ ଚଳାଚଳରେ ପ୍ରତିବନ୍ଧକ ନାହିଁ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ରାଜ୍ୟରେ ଟ୍ରେନ୍‌ ଚଳାଚଳ କ୍ଷେତ୍ରରେ ଥିବା ସମସ୍ତ ପ୍ରତିବନ୍ଧକକୁ ହଟାଇବାକୁ ରାଜ୍ୟ ସରକାର ପୂର୍ବତଟ ରେଳପଥକୁ ପରାମର୍ଶ ଦେଇଛନ୍ତି। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ସ୍ବତନ୍ତ୍ର ସଚିବ ତଥା ଆଇଆର୍‌ଟିଏସ୍‌ ଅଧିକାରୀ ମନୋଜ କୁମାର ମିଶ୍ର ଶୁକ୍ରବାର ଏ…

ସ୍ବତନ୍ତ୍ର ପ୍ୟାକେଜ ଦାବିକଲେ କ୍ଷତିଗ୍ରସ୍ତ

ପୁରୀ ଅଫିସ,୨୬।୯: ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍‌ (ଆର୍‌ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଚାଲିଛି। ମାତ୍ର ଏହି ପ୍ରକଳ୍ପ ଲାଗି କ୍ଷତିଗ୍ରସ୍ତ ହେବାକୁ ଥିବା ଜନସାଧାରଣ ଓ ବ୍ୟବସାୟୀ ଶୁକ୍ରବାର ଅତିରିକ୍ତ ଜିଲାପାଳଙ୍କୁ ଭେଟିଛନ୍ତି। କରୋନାକୁ ନଜରରେ…

ନାଗା ସାଧୁଙ୍କୁ ଛାଡ଼ିଲାନି ପୋଲିସ

ପୁରୀ ଅଫିସ,୨୬।୯: ଭାରତର ବିଭିନ୍ନ ପ୍ରାନ୍ତରୁ ଆସିଥିବା ନାଗା ସାଧୁମାନେ ଶୁକ୍ରବାର ଶ୍ରୀମନ୍ଦିର ନିକଟରେ ଧାରଣା ଦେଇଥିଲେ। ସେମାନେ ଲଙ୍ଗୁଳି ମଠକୁ ଯିବା ଲାଗି ଉଦ୍ୟମ କରୁଥିବାବେଳେ ପୋଲିସ ଛାଡ଼ିି ନ ଥିଲା। ଏ ନେଇ ସେମାନେ ଅସନ୍ତୋଷ ପ୍ରକାଶ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri