ବାପାଙ୍କୁ ଛୁରି ଭୁସି ହତ୍ୟା କଲା ବଡପୁଅ
ଖୁଣ୍ଟୁଣୀ,୧୨ା୭(ଡି.ଏନ୍.ଏ.): ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ମୁଷୁଳିଆ ଗ୍ରାମ ମୁଣ୍ଡାସାହିର ନାଥ ପୂର୍ତ୍ତିଙ୍କୁ ଶନିବାର ରାତି ପ୍ରାୟ ୧୦ଟାରେ ତାଙ୍କ ବଡ଼ପୁଅ ଛୁରି ଭୁସି ହତ୍ୟା କରିଛନ୍ତି। ଏଥିସହିତ ସାନଭାଇ ଯୋଗେଶ୍ୱର ପୂର୍ତ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ତାଙ୍କୁ ଗୁରୁତର ଅବସ୍ଥାରେ କଟକ…
ମୃତଦେହ ସଂସ୍କାର ପରେ ରିପୋର୍ଟ ଆସିଲା ପଜିଟିଭ୍
ବୁଗୁଡ଼ା,୧୨ା୭(ଡି.ଏନ୍.ଏ.)-ବୁଗୁଡ଼ା ବ୍ଲକ ପାଣିକେଶର ଗ୍ରାମର ବସନ୍ତ ନାୟକ (୪୨)ଙ୍କ ମୃତ୍ୟୁ ପରେ ରବିବାର ସ୍ବାବ୍ ରିପୋର୍ଟ ପଜିଟିଭ ଆସିଛି। ତାଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇଥିବା ବ୍ୟକ୍ତିଙ୍କୁ ସଙ୍ଗରୋଧରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଭଗବାନପୁର ସରପଞ୍ଚ ସସ୍ମିତା ପ୍ରଧାନ ରବିବାର ଠାରୁ…
ଚିକିତ୍ସା ଅବହେଳାରୁ ଶିଶୁମୃତ୍ୟୁ ଅଭିଯୋଗ: ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍, କାର୍ଯ୍ୟାନୁଷ୍ଠାନ ଦାବି
ବରଗଡ଼ ଅଫିସ୍/ରେଢ଼ାଖୋଲ,୧୨।୭-ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁପୁତ୍ରର ମୃତ୍ୟୁ ଘଟଣା ଆଲୋଡ଼ନ ଖେଳାଇ ଦେଇଛି। ଚିକିତ୍ସାରେ ଅବହେଳା କରିଥିବା ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ବିଭିନ୍ନ ମହଲରେ ଦାବି ହୋଇଛି । ରବିବାର ଏ ନେଇ ବରଗଡ଼…
କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ ନେଉନି ପ୍ରଶାସନ: ପ୍ରତିବାଦରେ ଥାନା ସମ୍ମୁଖରେ ଧାରଣା
ରାଉରକେଲା ଅଫିସ,୧୨।୭-ଜଣେ କରୋନା ସଂକ୍ରମିତଙ୍କୁ ମେଡିକାଲ ନେବା ଦାବିରେ ରବିବାର କୋଏଲନଗର ଅଞ୍ଚଳର କିଛି ଲୋକ ପ୍ରଶାସନକୁ ନେହୁରା ହୋଇଛନ୍ତି। ହେଲେ ସେମାନଙ୍କୁ ନିରାଶ ହେବାକୁ ପଡ଼ିଛି। ଏହାର ପ୍ରତିବାଦରେ ସେମାନେ ଝିରପାଣି ଥାନାରେ ଧାରଣା ଦେଇଛନ୍ତି। ସେମାନେ ଅଭିଯୋଗ କରିଛନ୍ତି,…
ଭୁବନେଶ୍ୱରରୁ ଆଉ ୬୪ କରୋନା ପଜିଟିଭ୍
ଭୁବନେଶ୍ୱର,୧୨।୭(ବ୍ୟୁରୋ)-ଆଜି ପୁଣି ରାଜଧାନୀ ଭୁବନେଶ୍ୱରରୁ ୬୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୬ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ସଂକ୍ରମିତ ଅଛନ୍ତି। ସେହିପରି ୧୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୨। ୭(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ୧୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୭୧, ଯାଜପୁରରୁ୨୫, ନବରଙ୍ଗପୁରରୁ ୨୪, ସମ୍ବଲପୁରରୁ ୨୨, ଖୋର୍ଦ୍ଧାରୁ ୧୫, ବାଲେଶ୍ୱରରୁ ୯, ବରଗଡରୁ ୬…
ପୋଲିସ ନିକଟରେ ଆତ୍ମସମର୍ପଣ କଲେ ଦୁଇ ମାଓବାଦୀ, ଖୋଲିଲେ ଏସବୁ ପୋଲ୍
ମାଲକାନଗିରି,୧୨ା୭(ସ୍ବ.ପ୍ର.): ରବିବାର ମାଲକାନଗିରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଦୁଇ ହାର୍ଡକୋର ମାଓବାଦୀ। ଏହି ଦୁଇଜଣ ହେଲେ କାନା ମାଢି ଓ ମହିଳା ମାଓବାଦୀ ଲାକେ ପୁନେମ। ଦୀର୍ଘଦିନ ଧରି ଉଭୟ ମାଓବାଦୀ ସଙ୍ଗଠନରେ ସକ୍ରିୟ ରହିଥିଲେ। ତେବେ ଏମାନେ ସମାଜର…
ଟିଏମ୍ସି କେନ୍ଦ୍ରରୁ ବିଏସ୍ଏଫ୍ ଯବାନ ଫେରାର
ନବରଙ୍ଗପୁର,୧୨।୭(ବି.ପ୍ର.)- ନବରଙ୍ଗପୁର ସଦର ବ୍ଲକ ଟିରଲୀ ଛକ ନିକଟରେ ଥିବା ପଲିଟେକ୍ନିକ ଟିଏମ୍ସି କେନ୍ଦ୍ରରୁ ଜଣେ ବିଏସ୍ଏଫ୍ ଯବାନ ଫେରାର ହୋଇଥିବା ବିଏସ୍ଏଫ୍ ୧୫ ବାଟାଲିଆନ କମାଣ୍ଡେଣ୍ଟ ନବରଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଗତ କିଛି ଦିନ ତଳେ ନବରଙ୍ଗପୁର କୋଭିଡ…
୨ ବିଏସ୍ଏଫ୍ ଯବାନଙ୍କୁ କରୋନା: ସାନିଟାଇଜ୍ ହେଲା ଜଟଣୀ କ୍ୟାମ୍ପସ
ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍ଏଫ୍ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରାଯାଇଛି। କ୍ୟାମ୍ପରେ ମୋଟ ୨୪୫ ଜଣ ଯବାନ ରହୁଛନ୍ତି । ତେବେ…
କଟକରୁ ହଟିବ ଶଟ୍ଡାଉନ୍
କଟକ ଅଫିସ,୧୨।୭- କଟକ ସହରରୁ ସୋମବାରଠାରୁ ଶଟ୍ଡାଉନ୍ ହଟିବ। କଟକ ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ ପୂର୍ବପରି ଶନିବାର ଏବଂ ରବିବାର ଶଟ୍ଡାଉନ୍ ଜାରି ରହିବ। ଶଟ୍ଡାଉନ୍ ହଟିବା ପରେ ଏବେ ସକାଳ ୫ରୁ ସନ୍ଧ୍ୟା ୬ଟା…
ନାଁକୁ କଟକଣା: ଉପରଠାଉରିଆ ଭାବେ ଚାଲିଛି ଯାଞ୍ଚ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ସାରା ବିଶ୍ୱରେ କରୋନାର ଭୟାବହତାକୁ ନେଇ ସ୍ଥିତି ଖରାପ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରଶାସନିକ ଅଧିକାରୀମାନେ ନୂଆ ନିୟମ ଅନୁପାଳନ କରି ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। କରୋନା ଯେପରି ସାଧାରଣରେ ସଂକ୍ରମଣ ନ ହେବ ସେଥିଲାଗି ଗତ…
ରାପର୍ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ
ଭବାନୀପାଟଣା,୧୨।୭ (ଡି.ଏନ୍.ଏ.): ‘ରାପର୍ ଡୁଲେ ରକ୍’ଙ୍କ ରାପ୍ ସଙ୍ଗ୍ ସୋସିଆଲ୍ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି ରାପର୍ଙ୍କ ଉପରେ ଏବେ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବିଶାଲ ଡଡ୍ଲାନିଙ୍କ ନଜର…
Archives


