ଟିଏମ୍ସି କେନ୍ଦ୍ରରୁ ବିଏସ୍ଏଫ୍ ଯବାନ ଫେରାର
ନବରଙ୍ଗପୁର,୧୨।୭(ବି.ପ୍ର.)- ନବରଙ୍ଗପୁର ସଦର ବ୍ଲକ ଟିରଲୀ ଛକ ନିକଟରେ ଥିବା ପଲିଟେକ୍ନିକ ଟିଏମ୍ସି କେନ୍ଦ୍ରରୁ ଜଣେ ବିଏସ୍ଏଫ୍ ଯବାନ ଫେରାର ହୋଇଥିବା ବିଏସ୍ଏଫ୍ ୧୫ ବାଟାଲିଆନ କମାଣ୍ଡେଣ୍ଟ ନବରଙ୍ଗପୁର ଥାନାରେ ଅଭିଯୋଗ କରିଛନ୍ତି। ଗତ କିଛି ଦିନ ତଳେ ନବରଙ୍ଗପୁର କୋଭିଡ…
୨ ବିଏସ୍ଏଫ୍ ଯବାନଙ୍କୁ କରୋନା: ସାନିଟାଇଜ୍ ହେଲା ଜଟଣୀ କ୍ୟାମ୍ପସ
ଖୋର୍ଦ୍ଧା ଅଫିସ,୧୨।୭: ଖୋର୍ଦ୍ଧା ରୋଡ ଜଟଣୀ ସ୍ଥିତ ବିଏସଏଫ କ୍ୟାମ୍ପରେ ୨ ଜଣ ଯବାନ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରବିବାର ବିଏସ୍ଏଫ୍ କ୍ୟାମ୍ପ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜ୍ କରାଯାଇଛି। କ୍ୟାମ୍ପରେ ମୋଟ ୨୪୫ ଜଣ ଯବାନ ରହୁଛନ୍ତି । ତେବେ…
କଟକରୁ ହଟିବ ଶଟ୍ଡାଉନ୍
କଟକ ଅଫିସ,୧୨।୭- କଟକ ସହରରୁ ସୋମବାରଠାରୁ ଶଟ୍ଡାଉନ୍ ହଟିବ। କଟକ ମହାନଗର ନିଗମ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତେବେ ପୂର୍ବପରି ଶନିବାର ଏବଂ ରବିବାର ଶଟ୍ଡାଉନ୍ ଜାରି ରହିବ। ଶଟ୍ଡାଉନ୍ ହଟିବା ପରେ ଏବେ ସକାଳ ୫ରୁ ସନ୍ଧ୍ୟା ୬ଟା…
ନାଁକୁ କଟକଣା: ଉପରଠାଉରିଆ ଭାବେ ଚାଲିଛି ଯାଞ୍ଚ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ସାରା ବିଶ୍ୱରେ କରୋନାର ଭୟାବହତାକୁ ନେଇ ସ୍ଥିତି ଖରାପ ହେବା ପରେ ରାଜ୍ୟଗୁଡ଼ିକରେ ପ୍ରଶାସନିକ ଅଧିକାରୀମାନେ ନୂଆ ନିୟମ ଅନୁପାଳନ କରି ଏହାର ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି। କରୋନା ଯେପରି ସାଧାରଣରେ ସଂକ୍ରମଣ ନ ହେବ ସେଥିଲାଗି ଗତ…
ରାପର୍ ଡୁଲେଙ୍କୁ ସହଯୋଗର ହାତ ବଢ଼ାଇଲେ ସଙ୍ଗୀତ ନିର୍ଦ୍ଦେଶକ ବିଶାଲ
ଭବାନୀପାଟଣା,୧୨।୭ (ଡି.ଏନ୍.ଏ.): ‘ରାପର୍ ଡୁଲେ ରକ୍’ଙ୍କ ରାପ୍ ସଙ୍ଗ୍ ସୋସିଆଲ୍ ମଡିଆରେ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତାଙ୍କୁ ପ୍ରଶଂସା କରାଯାଉଛି। କଳହାଣ୍ଡିର ଏହି ରାପର୍ଙ୍କ ଉପରେ ଏବେ ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବିଶାଲ ଡଡ୍ଲାନିଙ୍କ ନଜର…
୨୪୫୧ ବେଡ୍ ବିଏମ୍ସିକୁ ନିଅଣ୍ଟ: ଘରେ ଚିକିତ୍ସିତ ହେବେ ଲକ୍ଷଣ ନ ଥିବା ରୋଗୀ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ଭୁବନେଶ୍ୱରରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏଭଳି ସ୍ଥିତିରେ ଘରେ ରହି କରୋନା ଆକ୍ରାନ୍ତ ଚିକିତ୍ସିତ ହେବେ ବୋଲି ବିଏମ୍ସି ନୂଆ ନିର୍ଦ୍ଦେଶନାମା ଜାରି କରିଛି। ଲକ୍ଷଣ ନ ଥିବା କିମ୍ବା ଅଳ୍ପ ଲକ୍ଷଣ ଥିବା କୋଭିଡ୍ ଆକ୍ରାନ୍ତ ଗୃହ…
କୋଚିଂ ବନ୍ଦ, ବେରୋଜଗାର ଯୁବପିଢ଼ି
କଟକ ଅଫିସ,୧୨।୭: କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଭୀଷଣ ପ୍ରଭାବିତ ହୋଇଛି। ଶିକ୍ଷାନୁଷ୍ଠାନ ବନ୍ଦ ଥିବା ବେଳେ ପୂର୍ବ ବର୍ଷର ପରୀକ୍ଷା ହୋଇପାରି ନାହିଁ କିମ୍ବା ନୂତନ ଶିକ୍ଷାବର୍ଷର ପାଠପଢ଼ା ଆରମ୍ଭ ହେବା ନେଇ ଏବେ ବି ଦ୍ୱନ୍ଦ୍ୱ ଲାଗି ରହିଛି। ଏଭଳି…
ଗୃହିଣୀ ସାଜିଲେ ଅଟୋଚାଳକ
ଖୋର୍ଦ୍ଧା ଅଫିସ,୧୨।୭: କରୋନା ଯୋଗୁ ବିଭିନ୍ନ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି। ଏଭଳି ସ୍ଥିତିରେ ଲୋକେ କାମଧନ୍ଦା ନ ପାଇ ଘରେ ବସି ରହିଛନ୍ତି। ଘରେ ବସିବା ଅପେକ୍ଷା ଅଟୋ ଚଳାଇ ଜଣେ ମହିଳା ଗତ ୪ମାସ ହେବ ତାଙ୍କ ପରିବାର…
ହସ୍ପିଟାଲ, ହଟ୍ସ୍ପଟ୍ ଜିଲା ଫେରନ୍ତାଙ୍କ ପାଇଁ ସଂକ୍ରମଣ ବଢୁଛି
ଭୁବନେଶ୍ୱର, ୧୨।୭(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କେବଳ ଜୁଲାଇ ୧ରୁ ୧୦ ମଧ୍ୟରେ ୩୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହସ୍ପିଟାଲରୁ ୬୧, ସ୍ଥାନୀୟ ସଂକ୍ରମିତ ୩୭ ଏବଂ ଟ୍ରାଭେଲ ହିଷ୍ଟ୍ରି ଥିବା ବା କଣ୍ଟାକ୍ଟରେ ଆସି ୨୧୨ଜଣ…
CORONAVIRUS UPDATE: ଆଉ ୩ ମୁଣ୍ଡ ନେଲା କରୋନା; ସମସ୍ତେ ଗଞ୍ଜାମ ଜିଲାର
ଭୁବନେଶ୍ୱର,୧୨।୭(ବ୍ୟୁରୋ): କରୋନାରେ ଆଉ ୩ଜଣଙ୍କ ମୃତ୍ୟୁ। ମୃତକମାନେ ଗଞ୍ଜାମ ଜିଲାର। ଏବେ ସୁଦ୍ଧା ଜିଲାରେ ମୃତ୍ୟୁ ସଂଖ୍ୟା ୩୯କୁ ବୃଦ୍ଧି ପାଇଛି। ସେହିଭଳି ରାଜ୍ୟରେ କରୋନାଜନିତ ମୃତ୍ୟୁ ୬୪କୁ ବୃଦ୍ଧି ପାଇଛି। ପ୍ରକାଶ ଯେ, ରବିବାର ରାଜ୍ୟରେ ୫୯୫ ନୂଆ କରୋନା…
ଗଞ୍ଜାମରେ ବେଳକୁ ବେଳ ସ୍ଥିତି ସଂଙ୍ଗୀନ: ପୁଣି ଚିହ୍ନଟ ହେଲେ ୨୩୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ହୋଇଥିବା ନୂଆ ୫୯୫ ଆକ୍ରାନ୍ତ ୨୧ ଜିଲାର। ସେଥିରେ ଗଞ୍ଜାମର ସର୍ବାଧିକ ୨୩୦ ଜଣ ଅଛନ୍ତି। ଏହାଛଡ଼ା ଯାଜପୁରର ୯୭, ଖୋର୍ଦ୍ଧାର ୭୬, କୋରାପୁଟର ୪୪, ମାଲକାନଗିରିର ୩୬, ଗଜପତି ୨୦, ମୟୂରଭଞ୍ଜର ୧୪, ବାଲେଶ୍ୱର-ଭଦ୍ରକ-କଟକର…
CORONAVIRUS UPDATE: ଆଜି ଚିହ୍ନଟ ହେଲେ ୫୯୫ ଆକ୍ରାନ୍ତ; ମୋଟ ସଂଖ୍ୟା ୧୩,୧୨୧କୁ ବୃଦ୍ଧି
ଭୁବନେଶ୍ୱର,୧୨।୭(ବ୍ୟୁରୋ): ରାଜ୍ୟରେ ରବିବାର ୫୯୫ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୯୪ କ୍ୱାରାଣ୍ଟାଇନ୍ କେସ୍ ଥିବା ବେଳେ ୨୦୧ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧୩୧୨୧କୁ ବୃଦ୍ଧି ପାଇଛି। ସେଥିରୁ ୮୩୬୦ ସୁସ୍ଥ…
Archives


