ରାଜ୍ୟ

‘ରୋଷେଇ କରୁଥିବା ବେଳେ ଝିଅକୁ ଜାଳି ଦେଲେ’

ରେଢାଖୋଲ,୧୧ା୨: ଶାଶୁଘର ଲୋକେ ମୋ ଝିଅକୁ ପେଟ୍ରୋଲ ଢାଳି ପୋଡ଼ି ମାରିଦେଇଛନ୍ତି। ରେଢାଖୋଲ ଥାନାରେ ଏଭଳି ଅଭିଯୋଗ କରିଛନ୍ତି ଅନୁଗୋଳ ଜିଲା ମାଧପୁର ଗ୍ରାମର କୃଷ୍ଣ ବେହେରା। ପୋଲିସ ଦଫା ୪୯୮(କ), ୨୯୪, ୩୦୨, ୩୦୪ (କ)/୩୪ ଆଇପିସି ଓ ଯୌତୁକ…

କୋଟିଆ ପ୍ରସଙ୍ଗରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଡ଼ିଶା ସରକାର: ଆନ୍ଧ୍ର ବିରୋଧରେ ଅଦାଲତ ଅବମାନନା ମାମଲା

ନୂଆଦିଲ୍ଲୀ/କଟକ ଅଫିସ୍‌, ୧୧।୨: କୋଟିଆ ପ୍ରସଙ୍ଗରେ ଓଡ଼ିଶା ସରକାର ବୁଧବାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ରପ୍ରଦେଶ ସରକାର ବିରୋଧରେ ଅଦାଲତ ଅବମାନନା ମାମଲା ରୁଜୁ କରାଯାଇଛି। ଉଭୟ ରାଜ୍ୟ ମଧ୍ୟରେ ଉପୁଜିଥିବା ସୀମା ବିବାଦକୁ ନେଇ ଓଡ଼ିଶା ସରକାର ଆନ୍ଧ୍ର ସରକାରଙ୍କ…

ମହିଳା କର୍ମଚାରୀଙ୍କୁ ନିର୍ଯାତନା ଦେଇ ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ

ଚିତ୍ରକୋଣ୍ଡା,୧୦ା୨: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଏସ୍‌ଏସ୍‌ଡି ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରବୀନ୍ଦ୍ରନାଥ ସେଠୀଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ ପରେ ତାଙ୍କୁ ବୁଧବାର ନିଲମ୍ବିତ କରାଯାଇଛି। ଜିଲା ପ୍ରଶାସନର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଓଡ଼ିଶା ଏସ୍‌ସି ଏସ୍‌ଟି ଉନ୍ନୟନ ବିଭାଗ ଚିଠି…

ପ୍ରେମିକାଙ୍କୁ ଅସଦାଚରଣ କରିବାରୁ ଗାଡ଼ି ଚାଳକଙ୍କୁ ହତ୍ୟା

ବୋରିଗୁମ୍ମା,୧୦ା୨: ଭୁବନେଶ୍ୱରରୁ ଗାଡ଼ି ଭଡ଼ାରେ ନେଇ ଚାଳକଙ୍କୁ ହତ୍ୟାକରି କାର୍‌ ନେଇ ଫେରାର ହୋଇଯାଇଥିବା ପ୍ରେମୀଯୁଗଳଙ୍କୁ ପୋଲିସ ଗିରଫ କରିଛି। କାର୍‌ ଭଡ଼ା ନେଇ କୋରାପୁଟ ଆସିଥିବା ପ୍ରେମୀ ଯୁଗଳ ହିଁ ସୁଧୀର ସାହୁ ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ବୋଲି କୋରାପୁଟ…

ସୁସ୍ଥ ହେଲେ ୮୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦।୨: ଓଡ଼ିଶାରେ ବୁଧବାର ୮୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକି ମିଶାଇ ରାଜ୍ୟରେ କୋଭିଡ୍‌-୧୯ରୁ ମୁକ୍ତ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୨୨୦ରେ ପହଞ୍ଚିଛି। ଖୋର୍ଦ୍ଧାରୁ ସର୍ବାଧିକ ୧୩, ସୁନ୍ଦରଗଡ଼ରୁ ୧୦, ବାଲେଶ୍ୱରରୁ ୭, ବରଗଡ଼, ଝାରୁସୁଗୁଡ଼ା, ନୂଆପଡ଼ା ଓ…

ଘରେ ବସି ପାଇବେ ଲର୍ନିଂ ଲାଇସେନ୍ସ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ମୋବାଇଲ ଆପ୍‌ ଜରିଆରେ ଏଣିକି ମିଳିପାରିବ ଲର୍ନିଂ ଲାଇସେନ୍ସ। ପ୍ରଥମ ଥର ପାଇଁ ଓଡ଼ିଶାରେ ଏହି ସେବା ଆରମ୍ଭ ହୋଇଛି। ଆରଟିଓକୁ ପେପର୍‌ ଲେସ୍‌ କରିବାକୁ ଏହି ନିଷ୍ପତି ନିଆଯାଇଛି। ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉମଙ୍ଗ(UMANG) ଆପ୍‌ ଜରିଆରେ…

ବଢ଼ିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧି

ଭୁବନେଶ୍ୱର,୧୦।୨(ବ୍ୟୁରୋ): ଚଳିତ ବର୍ଷ ହେବାକୁ ଥିବା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ଅବଧିକୁ ବୁଧବାର ବଢାଇ ଦିଆଯାଇଛି। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନିର୍ଦ୍ଦେଶ ମୁତାବକ, ୧୨ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଫର୍ମ ପୂରଣ କରିପାରିବେ।…

କାଳ ସାଜିଲା ନଦୀରେ ଗାଧୋଇବା: ୩ ନାବାଳକ ମୃତ

ରାଉରକେଲା,୧୦।୨: ସୁନ୍ଦରଗଡ଼ ଜିଲା ଝିରିପାଣି ଥାନା ଅଧୀନ ଭାଟା ବସ୍ତି ନିକଟସ୍ଥ କୋଏଲ ନଦୀରେ ବୁଧବାର ୩ ଜଣ ନାବାଳକ ଭାସି ଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଚଳାଇଛି।…

ସ୍କୁଲକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ବିଦ୍ୟାଳୟରେ କୋଭିଡ୍‌-୧୯ ମାର୍ଗଦର୍ଶିକା ସଠିକ ବ୍ୟବହାର କରାଯାଉଛି କି ନାହିଁ ତାହାର ଅନୁଧ୍ୟାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବୁଧବାର ପୂର୍ବାହ୍ନରେ ନିମାପଡ଼ାର ଭାଣପୁର ହାଇସ୍କୁଲ ପରିଦର୍ଶନ କରିଥିଲେ। ସୂଚନାଯୋଗ୍ୟ, ରାଜ୍ୟରେ କୋଭିଡ-୧୯ ସଂକ୍ରମଣ…

ରାଜ୍ୟରେ ୯୨ କରୋନା ଆକ୍ରାନ୍ତ ଚିହ୍ନଟ: ବରଗଡ଼ରୁ ସର୍ବାଧିକ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାର ୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୩୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା…

ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା: ମେଡିକାଲ ସାମୟିକ ବନ୍ଦ

କଟକ ଅଫିସ, ୧୦।୧: କଟକ ସନ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟଣା ପରେ ଜିଲା ପ୍ରଶାସନ କଠୋର ହୋଇଛି। ହସ୍ପିଟାଲକୁ ସାମୟିକ ଭାବେ ବନ୍ଦ କରାଯାଇଛି। ହସ୍ପିଟାଲରେ କୌଣସି ରୋଗୀ ଚିକିତ୍ସା କି ଡାକ୍ତରୀ ପରୀକ୍ଷା ହେବ ନାହିଁ ବୋଲି ଜିଲା ପ୍ରଶାସନ…

ପିଜି ପ୍ରଥମ, ୟୁଜି ଦ୍ୱିତୀୟ ବର୍ଷ ପାଠପଢ଼ା ହେଲା ଆରମ୍ଭ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ପିଜି ପ୍ରଥମ ବର୍ଷ ଏବଂ ୟୁଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହୋଇଛି। ପିଜିର ପ୍ରଥମ ସେମିଷ୍ଟର ପରୀକ୍ଷା ଜୁନ ୭ରୁ ୧୯ ତାରିଖ ମଧ୍ୟରେ ହେବ। ଜୁଲାଇ ୨୦ ସୁଦ୍ଧା ପିଜି ପ୍ରଥମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?