ରାଜ୍ୟ

ସ୍ୟାଣ୍ଡ ଆନିମେଶନ୍‌ରେ କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା: ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମହାମାରୀର ମୁକାବିଲା ପାଇଁ ସଚେତନ ହେବା ଆବଶ୍ୟକ। ଏହାକୁ ନେଇ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କୁ ବିଭିନ୍ନ ପରାମର୍ଶ ଦିଆଯାଉଛି। ବିଶେଷକରି ପରିବାରର ବୟସ୍କ ସଦସ୍ୟଙ୍କ ଯତ୍ନ ନେବା, ଲକ୍‌ଡାଉନ୍‌ ସମୟରେ ସାମାଜିକ ଦୂରତ୍ୱ...

ପ୍ରବାଦ ପୁରୁଷଙ୍କ ୨୩ତମ ଶ୍ରାଦ୍ଧବାର୍ଷିକୀ: ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ପ୍ରବାଦ ପୁରୁଷ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ଶୁକ୍ରବାର ୨୩ତମ ଶ୍ରାଦ୍ଧବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସବୁବେଳେ ଲୋକଙ୍କ ସହ ରହିବା ଏବଂ ପ୍ରତିଟି...

ଗଞ୍ଜାମ ଜିଲାପାଳଙ୍କ ଆଉ ଏକ ପଦକ୍ଷେପ: ନିଜେ ରକ୍ତ ଦେବାପରେ ଭ୍ରାମ୍ୟମାଣ ରକ୍ତ ସଂଗ୍ରହ ଗାଡ଼ିର କଲେ ଶୁଭାରମ୍ଭ

ଶେରଗଡ,୧୭।୪(ଡି.ଏନ୍‌.ଏ.): ବିଭିନ୍ନ ଯୋଜନାର ସଫଳ ରୁପାୟନ ଠାରୁ ଆରମ୍ଭ କରି କରୋନା ମୁକାବିଲା ପର୍ଯ୍ୟନ୍ତ ସବୁଥିରେ ଆଗରେ ରହିଛି ଗଞ୍ଜାମ ଜିଲା। ଏ ନେଇ ଦୁଇ ଦିନ ତଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ...

ଢେଙ୍କାନାଳ ଜିଲା କୋଭିଡ ହେଲ୍‌ଥ୍‌ ସେଣ୍ଟର ପରିଦର୍ଶନ କଲେ ୫ଟି ସଚିବ

ଢୋଙ୍କାନାଳ ଅଫିସ, ୧୭।୪: କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ-୧୯ ହସ୍ପିଟାଲ ନିର୍ମାଣ କରାଯାଉଛି। ଏହି କ୍ରମରେ ଢେଙ୍କାନାଳ ଜିଲାରେ ମଧ୍ୟ ଏକ ହସ୍ପିଟାଲା କାର୍ଯ୍ୟକ୍ଷମ ହୋଇଛି। ଶୁକ୍ରବାର ବରିଷ୍ଠ ପ୍ରଶାସନିକ ଅଧିକାରୀ...

ସାରା ରାଜ୍ୟରେ ଲାଗୁ ହେଲା କଟକଣା: ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ୨୦୦ ଜରିମାନା

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ କଟକଣା ଲଗାଯାଉଛି। ଏହି କ୍ରମରେ ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ ଜରିମାନା କରାଯିବ। ପ୍ରଥମ ୩ ଥର ଭୁଲ୍‌ ପାଇଁ ୨୦୦ ଟଙ୍କା ଲେଖାଏ ଜରିମାନା ଆଦାୟ...

ରାଜଧାନୀରେ ୪ଟି ବର୍ଗରେ ହେବ ନମୁନା ପରୀକ୍ଷଣ, ସହଯୋଗ ନ କଲେ ହସ୍ତକ୍ଷେପ କରିବ ପୋଲିସ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ରାଜ୍ୟରେ ୬୦ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ରାଜଧାନୀରୁ ୪୬ଜଣ ରହିଛନ୍ତି। ଏହାକୁ ନେଇ ଭୁବନେଶ୍ୱରକୁ ହଟ୍‌ସ୍ପଟ୍‌ କୁହାଯାଉଛି। ଆଗାମୀ ଦିନରେ କରୋନାର ଚିତ୍ର ସ୍ପଷ୍ଟ କରିବା ଲାଗି ନମୂନା ପରୀକ୍ଷଣକୁ ଅଧିକ କରାଯିବ। ୭ଦିନ ମଧ୍ୟରେ...

ରାଜ୍ୟ ସରକାରଙ୍କ କରୋନା ମୁକାବିଲା ଚିନ୍ତା: ରାଜଧାନୀ ପାଇଁ ସ୍ବତନ୍ତ୍ର ପ୍ଲାନ୍‌, ୭ ଦିନରେ ୫୦୦୦ ନମୁନା ପରୀକ୍ଷଣ ଲକ୍ଷ୍ୟ

ଭୁବନେଶ୍ୱର,୧୭।୪(ବ୍ୟୁରୋ): ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି। ସେଥିରୁ ୬୦ଜଣ ପଜିଟିଭ୍‌ ବାହାରିଛନ୍ତି। ହେଲେ କେବଳ ଭୁବନେଶ୍ୱରରେ ୪୬ ପଜିଟିଭ୍‌ ମାମଲା ରହିଛି। ଏଥିରୁ ଭୁବନେଶ୍ୱର ହଟ୍‌ସ୍ପଟ୍‌ ବୋଲି ସ୍ପଷ୍ଟ ହୋଇଛି। ଖୋର୍ଦ୍ଧାକୁ ଛାଡ଼ି ବାକି...

ଭୁବନେଶ୍ୱର କରୋନା ହଟ୍‌ସ୍ପଟ୍‌: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ନିୟୋଜିତ ହୋଇଥିବା ସମସ୍ତ ଅଧିକାରୀ ଏଥିପାଇଁ ୨୪/୭ କାମ କରୁଛନ୍ତି। ଇତିମଧ୍ୟରେ ଓଡ଼ିଶାରେ ୭,୫୭୭ଟି ନମୂନା ପରୀକ୍ଷଣ କରାଯାଇଛି।...

ଉଦ୍‌ଘାଟନ ପୂର୍ବରୁ ସମୀକ୍ଷା: ଅନୁଗୋଳ କୋଭିଡ-୧୯ ହସ୍ପିଟାଲ ଭିତ୍ତିଭୂମି, ପ୍ରସ୍ତୁତି ବୁଲି ଦେଖିଲେ ୫-ଟି ସଚିବ

ତାଳଚେର,୧୭।୪(ନି.ପ୍ର.): କରୋନା ମୁକାବିଲା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ସ୍ବତନ୍ତ୍ର କୋଭିଡ୍‌-୧୯ ଡାକ୍ତରଖାନା ନିର୍ମାଣ କରାଯାଉଛି। ଏହି କ୍ରମରେ ଅନୁଗୋଳ ଜିଲାରେ ମଧ୍ୟ ଗୋଟିଏ ଡାକ୍ତରଖାନା ନିର୍ମାଣର ପ୍ରସ୍ତୁତି ଚାଲିଛି। ଶୁକ୍ରବାର ସ୍ଥାନୀୟ ନେହୁରୁ ଶତାବ୍ଦୀ କେନ୍ଦ୍ରୀୟ...

ଗଞ୍ଜାମ କଲେଜ ହେବ କ୍ୱାରାଣ୍ଟାଇନ ସେଣ୍ଟର: ସାନିଟାଇଜର ସାମଗ୍ରୀ ପ୍ରଦାନ କରିବ ଗ୍ରାସୀମ କମ୍ପାନୀ

ଗଞ୍ଜାମ,୧୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁବାରେ ଲାଗିଛି। ଏଥିପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି । ଏହି କ୍ରମରେ...

କରୋନା ସହାୟତା: ପ୍ରତ୍ୟେକ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ୫ ହଜାର ଟଙ୍କା

ପୁରୀ ଅଫିସ, ୧୭।୪: କରୋନା କଟକଣା ପାଇଁ ଗତ ମାସ ୨୦ ତାରିଖରୁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବନ୍ଦ ରହିଛି। ଫଳରେ ସେବାୟତଙ୍କ ଆର୍ଥିକ ସ୍ଥିତି ବିଗିଡିଯାଇଛି। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷର ପ୍ରତ୍ୟେକ ସେବାୟତ ପରିବାରଙ୍କୁ ସହାୟତା...

ଥାନାଧିକାରୀଙ୍କୁ ମିଳିଲା ଅଧିକ କ୍ଷମତା: ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କଲେ ସାଧାରଣ ଜନତା, ସରକାରୀ ଅଧିକାରୀଙ୍କ ଉପରେ ନେଇପାରିବେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୭।୪(ବ୍ୟୁରୋ): କରୋନାର ମୁକାବିଲା ଲାଗି ରାଜ୍ୟରେ ଲକ୍‌ଡାଉନ୍‌ କଟକଣା ବଳବତ୍ତର ରହିଛି। ସଚେତନତା ସତ୍ତ୍ୱେ ଅନେକେ ଏହାକୁ ଉଲ୍ଲଂଘନ କରୁଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ନିୟମକୁ କଡ଼ାକଡ଼ି ପାଳନ କରିବା ଲାଗି ଥାନାଧିକାରୀଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri