ଯୁବ ବିଜେଡି ରାଜ୍ୟ, ଜିଲା କର୍ମକର୍ତ୍ତା ନିଯୁକ୍ତ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବିଜୁ ଯୁବ ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତି ବୁଧବାର ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଛି ବୋଲି ବିଜେଡି ସାଧାରଣ ସମ୍ପାଦକ…
୨୫,୨୬ରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୫ ଓ ୨୬ ତାରିଖରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୫ତାରିଖରେ କଳାହାଣ୍ଡି, କନ୍ଧମାଳ,…
କର୍କଟ ରୋଗୀଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):କର୍କଟ ରୋଗୀଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବା ସମ୍ଭାବନା ବେଶି ରହିଛି। କାରଣ ଜଣେ କର୍କଟ ରୋଗରେ ଆକ୍ରାନ୍ତ ହେଲେ ତାଙ୍କ ଶରୀରରେ ରୋଗ ପ୍ରତିଷେଧକ ଶକ୍ତି କମିଯାଇଥାଏ। ତେଣୁ କର୍କଟ ରୋଗୀ ସଂକ୍ରମିତ ନ ହେବା ଲାଗି…
ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୪।୯ (ବ୍ୟୁରୋ):ବରିଷ୍ଠ ଆଇପିଏସ୍ ଅଫିସର ସ୍ତରରେ ଅଦଳବଦଳ କରାଯାଇଛି। ବୁଧବାର ଏ ନେଇ ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ କେନ୍ଦ୍ରୀୟ ଡେପୁଟେଶନରୁ ଫେରିଥିବା ୧୯୮୮ ବ୍ୟାଚ୍ର ଆଇପିଏସ୍ ଅଫସର ଅରୁଣ କୁମାର ରାୟଙ୍କୁ…
ବଳାତ୍କାର ପୀଡ଼ିତାଙ୍କୁ ୫ ଲକ୍ଷ ଦିଅ
କଟକ ଅଫିସ୍/କୁଜଙ୍ଗ, ୨୪।୯ (ଡି.ଏନ୍.ଏ.):ଜଗତ୍ସିଂପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ବଳାତ୍କାରର ଶିକାର ହୋଇଥିବା ଜଣେ ମାନସିକ ଭିନ୍ନକ୍ଷମ ଯୁବତୀଙ୍କୁ ୫ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ବୁଧବାର ଉଚ୍ଚ ନ୍ୟାୟାଳୟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ୭ଦିନ ମଧ୍ୟରେ ପୀଡ଼ିତାଙ୍କୁ…
ଅକ୍ଟୋବରରୁ ୟୁନିଟ୍ ପିଛା ୨୦ ପଇସା ବଢ଼ିବ ବିଦ୍ୟୁତ ଦର
ଭୁବନେଶ୍ୱର, ୨୩।୯: କରୋନା ମହାମାରୀ ସମୟରେ ରାଜ୍ୟରେ ବଢ଼ିଛି ବିଦ୍ୟୁତ ଦର। ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ଆସନ୍ତା ଅକ୍ଟୋବର ମାସଠାରୁ ୟୁନିଟ୍ ପିଛା ୨୦ ପଇସା ବିଦ୍ୟୁତ ଦର ବଢ଼ାଇବାକୁ ନିଷ୍ପତ୍ତି ନେଇଛନ୍ତି। କିନ୍ତୁ ବର୍ଦ୍ଧିତ ଦର କୁଟୀର ଜ୍ୟୋତି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର, ୨୩।୯: ଓଡ଼ିଶାରେ ବୁଧବାର ୪ ହଜାର ୫୨ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ବୁଧବାର ସୁଦ୍ଧା ମୋଟ୍ ଏକ…
କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ
ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍ ରହିଥାଏ। ତେଣୁ ସେମାନଙ୍କୁ କରୋନା…
ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ
ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
ଗାଁ ଦାଣ୍ଡରେ ୪ ଦିନ ହେବ ପଡ଼ିରହିଛି ମା’ ଝିଅଙ୍କ ମୃତଦେହ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅଧିକାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ
ରାଜନଗର,୨୩।୯(ଡି.ଏନ୍.ଏ): ମାମୁ ଘର ସମ୍ମୁଖରେ ଭାଣିଜୀର ମୃତଦେହ ୪ ଦିନ ହେବ ପଡ଼ିରହିଛି। ଏହା ସହ ପାଖରେ ଏକ ଆମ୍ବୁଲାନ୍ସରେ ମା’ର ମୃତଦେହ ପଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଅଞ୍ଚଳରେ। ଘଟଣାରେ ସମ୍ପୃକ୍ତ…
ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ
ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ…
ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ
ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର…
Archives


