ରାଜ୍ୟ

ନଭେମ୍ବରରୁ ୟୁଜି, ପିଜି ପାଇଁ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ସ୍ଥିତି ଲାଗି ଚଳିତବର୍ଷ ଅଣ୍ଡର ଗ୍ରାଜୁଏଟ(ୟୁଜି) ଓ ପୋଷ୍ଟ ଗ୍ରାଜୁଏଟ(ପିଜି) ଶିକ୍ଷାବର୍ଷକୁ ପରିବର୍ତ୍ତନ କରାଯାଇଛି। ମାର୍ଚ୍ଚ ପରିବର୍ତ୍ତେ ଏଥର ନଭେମ୍ବରରୁ ନୂତନ ଶିକ୍ଷାବର୍ଷ ଆରମ୍ଭ ହୋଇ ୨୦୨୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିବ। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ୨୦୨୦-୨୧…

ବେକାବୁ ହେଉଛି ପିଆଜ ଦର

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଅତ୍ୟାବଶ୍ୟକ ସାମଗ୍ରୀ ପିଆଜ ଦର ବୃଦ୍ଧି ଗରିବ, ନିମ୍ନ ମଧ୍ୟବିତ୍ତ ପରିବାର ମୁଣ୍ଡରେ ଚଡ଼କ ପକାଇଛି। ପ୍ରତ୍ୟେକ ଦିନ ଦର ବଢି ବଢି ଚାଲଛି। ବଜାରରେ ଏହାର ଖୁଚରା ଦର ୪୫ ଟଙ୍କା ଛୁଇଁଲାଣି। ଗତ ୨ ସପ୍ତାହ ମଧ୍ୟରେ…

ଶ୍ରମ ବିଲ୍‌କୁ ବିଜେଡିର ସମର୍ଥନ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ବିଜୁ ଜନତା ଦଳ(ବିଜେଡି) ମଙ୍ଗଳବାର ଲୋକ ସଭାରେ ଆଗତ କରାଯାଇଥିବା ଶ୍ରମିକ ସମ୍ବନ୍ଧୀୟ ୩ଟି ବିଲ୍‌କୁ ସମର୍ଥନ ଦେଇଛି। ସେହି ବିଲ୍‌ଗୁଡିକ ହେଲା ଅକୁପେଶନାଲ ସେଫ୍ଟି , ହେଲ୍‌ଥ ଆଣ୍ଡ ଓ୍ବାର୍କିଂ କଣ୍ଡିଶନସ୍‌ କୋଡ୍‌-୨୦୨୦, ଇଣ୍ଡଷ୍ଟ୍ରିୟାଲ ରିଲେଶନ କୋଡ ବିଲ୍‌-୨୦୨୦…

କୋଇଲା ଖଣି ନିଲାମ ୩ ମାସ ଘୁଞ୍ଚାଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କୋଭିଡ୍‌-୧୯ ଯେ କେବଳ ସ୍ବାସ୍ଥ୍ୟକୁ ପ୍ରଭାବିତ କରି ନାହିଁ, ଆର୍ଥିକ ମେରୁଦଣ୍ଡକୁ ମଧ୍ୟ ଦୋହଲାଇ ଦେଇଛି। ଏହି ମହାମାରୀ କୋଇଲା ବଜାରକୁ ପ୍ରଭାବିତ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର କୋଇଲା ଖଣି ନିଲାମ ପ୍ରକ୍ରିୟାକୁ ସାମୟିକ ଭାବେ ସ୍ଥଗିତ…

ଓଡ଼ିଶାରେ କରୋନା ଆରୋଗ୍ୟ ସଂଖ୍ୟା ଦେଢ଼ ଲକ୍ଷ ଟପିଲା

ଭୁବନେଶ୍ୱର, ୨୨।୯: ଓଡ଼ିଶାରେ ମଙ୍ଗଳବାର ସୁଦ୍ଧା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ୩ ହଜାର ୮୩୪ ଜଣ…

ଯୁକ୍ତ ୨ ନାମଲେଖା ସମୟସୀମା ବୃଦ୍ଧି

ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ସମୟ ବୃଦ୍ଧି କରାଯାଇଛି। ଚଳିତମାସ ୨୬ ପରିବର୍ତ୍ତେ ୩୦ ପର୍ଯ୍ୟନ୍ତ ଏହାକୁ ଘୁଞ୍ଚାଇ ଦିଆଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନାମଲେଖା ପ୍ରକ୍ରିୟା ସମୟରେ କୋଭିଡ ନିର୍ଦ୍ଦେଶାବଳୀ ଉପରେ…

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଦେହଜୀବୀଙ୍କୁ ମିଳୁନି ସହାୟତା

ଭୁବନେଶ୍ୱର,୨୨।୯(ବ୍ୟୁରୋ): ସୁପ୍ରିମକୋର୍ଟ ଦେହଜୀବୀଙ୍କ ଦୁଃଖ ବୁଝି ଗତ ୧୪ତାରିଖରେ ଆର୍ଥିକ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି ନିର୍ଦ୍ଦେଶ ପରେ ମଧ୍ୟ ସେମାନଙ୍କୁ କୌଣସି ସୁବିଧା ଦିଆଯାଇ ନାହିଁ। କୋଭିଡ୍‌-୧୯ ସମୟରେ ଦେହଜୀବୀମାନେ…

ବୁଡ଼େଇଲା, ଭସେଇଲା ବର୍ଷା

ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ପ୍ରବଳ ବର୍ଷା ହୋଇଥିଲା। ସନ୍ଧ୍ୟାସୁଦ୍ଧା ୮୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଥିବାବେଳେ କେତେବେଳେ ଝିପି ଝିପି ତ ଆଉ କେତେବେଳେ ମୁଷଳ ଧାରାରେ ବର୍ଷିଥିଲା। ବିଭିନ୍ନ ସ୍ଥାନରେ ଡ୍ରେନ୍‌ ନିର୍ମାଣ ଓ…

ଇଣ୍ଡିଆ ବୁକ୍‌ ଅଫ୍‌ ରେକର୍ଡସରେ ସତ୍ୟପ୍ରକାଶ

ପୁରୀ ଅଫିସ, ୨୨।୯: ଆଇସ୍‌କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍‌ ଅଫ୍‌ ରେକଡର୍‌ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି ସଫଳତା…

କାର୍‌ ସିିକ୍ରେଟ ଚାମ୍ବରରୁ ୧୫ ଲକ୍ଷର ଗଞ୍ଜେଇ ଜବତ

ଭୁବନେଶ୍ୱର, ୨୨।୯(ବ୍ୟୁରୋ) : କାର୍‌ରେ ସିକ୍ରେଟ ଚାମ୍ପର କରି ସେଥିରେ ଗଞ୍ଜେଇ ଚୋରା ଚାଲାଣ। ଏଭଳି ଦ୍ୱିତୀୟ ଘଟଣା ରାଜଧାନୀରୁ ଧରାପଡିଛି। ତମାଣ୍ଡୋ ଥାନା କଳିଙ୍ଗବିହାର ଭଗବାନପୁର ଅଞ୍ଚଳରେ ତମାଣ୍ଡୋ ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢାଉ କରି…

କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା

ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ ମହାପ୍ରଭୁଙ୍କ ନୃସିଂହ ଅବତାର ରହିଥିବା ଚର୍ଚ୍ଚା ହେଉଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼…

ତୃଣମୂଳ ସ୍ତରରୁ ବିଆର୍‌ଏପି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର ୨୨।୯(ବ୍ୟୁରୋ): କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ କିପରି ଅଧିକ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରାଯାଇ ପାରିବ ସେ ନେଇ ସମସ୍ତ ବିଭାଗ ବ୍ୟବସାୟ ସଂସ୍କାର ଆକ୍ସନ ପ୍ଲାନ(ବିଆରଏପି)କୁ ତୃଣମୂଳ ସ୍ତରରୁ କାର୍ଯ୍ୟକାରୀ କରିବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧି୍‌କାରୀଙ୍କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri