ଦ୍ୱିତୀୟ କରୋନା ଆକ୍ରାନ୍ତଙ୍କ ସହ ବରୀର ୪ଜଣଙ୍କ ଲିଙ୍କ
ବରୀ,୧୫।୪(ସ୍ବ.ପ୍ର): ଯାଜପୁରର ଦ୍ୱିତୀୟ କରୋନା ପଜେଟିଭଙ୍କ ସହିତ ବରୀ ବ୍ଲକ ଗୋଳକୁଣ୍ଡ ଗ୍ରାମର ୪ଜଣଙ୍କର ଲିଙ୍କ ଥିବା ଜଣାପଡିଛି। ଏନେଇ ବରୀ ଅଞ୍ଚଳବାସୀ ଅଧିକ ସଚେତନ ହୋଇପଡ଼ିଛନ୍ତି। ଯାଜପୁର ଜିଲା ଯାଜପୁର ବ୍ଲକ ଅନ୍ତର୍ଗତ ଜାଫରପୁର ପଞ୍ଚାୟତ ସାନତ୍ରିଲୋଚନପୁର ଗ୍ରାମରୁ...
ଗୀତ ଗାଇ ସଚେତନ କଲେ ଥାନାଧିକାରୀ
ବିଞ୍ଝାରପୁର,୧୫ା୪(ଡି.ଏନ.ଏ): କରୋନା ମହାମାରୀ ଏବେ ସମଗ୍ର ବିଶ୍ୱରେ ତାଣ୍ଡବ ରଚିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ପ୍ରତିଷେଧକମୂଳକ ସଚେତନତା ଅବଲମ୍ବନ କରିବାକୁ ପରାମର୍ଶ ଦେଉଛନ୍ତି। ଏହି ସଚେତନତା ବାର୍ତ୍ତାକୁ ଘରେଘରେ ପହଞ୍ଚାଇବାକୁ...
ଭଦ୍ରକରୁ ଉଠିଲା କଣ୍ଟେନମେଣ୍ଟ
ଭଦ୍ରକ ଅଫିସ, ୧୫ା୪: ଭଦ୍ରକ ଜିଲାରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ପକ୍ଷରୁ ପୁରୁଣାବଜାର ଅଞ୍ଚଳରେ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଥିଲା। ଏହି ଅଞ୍ଚଳରୁ କଟକଣା ବୁଧବାର ହଟାଇ ଦିଆଯାଇଥିଲେ ମଧ୍ୟ ଲକ୍ଡାଉନ...
ମୟୂରଭଞ୍ଜରେ କୋଭିଡ଼ ହସ୍ପିିଟାଲ
ବାରିପଦା ଅଫିସ, ୧୫ା୪: କରୋନା ଆକ୍ରାନ୍ତଙ୍କ ପାଇଁ ମୟୂରଭଞ୍ଜ ଜିଲାରେ କୋଭିଡ଼ -୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ବାରିପଦାଠାରୁ ୭ କି.ମି ଦୂର ବାଙ୍କିଶୋଳଠାରେ ଥିବା ଆଦାନୀ କିସ୍ ଆବସିକ ବିଦ୍ୟାଳୟ କ୍ୟାମ୍ପସରେ ଏହା ବୁଧବାର କାର୍ଯ୍ୟକ୍ଷମ ହୋଇଛି। ଭୁବନେଶ୍ୱରଠାରେ...
୭ ରକ୍ତ ନମୁନା ନେଗେଟିଭ
ପାଟଣା, ୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକକୁ ଫେରିଥିବା ୨ ବିଦେଶ ଫେରନ୍ତାଙ୍କୁ ମିଶାଇ ମୋଟ ୩୩୮ ଜଣଙ୍କ ହୋମ କ୍ୱାରାଣ୍ଟାଇନ ଶେଷ ହୋଇଛି। ସମସ୍ତେ ସୁସ୍ଥ ଥିବା ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଡା. ସୁପ୍ରକାଶ ଶତପଥୀ ପ୍ରକାଶ...
ପୋଲିସ ପରିଚୟ ଦେଇ ଲୋକଙ୍କୁ ପିଟିଲେ: ୩ ଗିରଫ, କାର୍ ଜବତ
ରୂପ୍ସା, ୧୫।୪(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସରକାର ଦେଶବ୍ୟାପୀ ଲକଡାଉନ୍ ଘୋଷଣା କରିଛନ୍ତି। ଅସହାୟ, ନିରାଶ୍ରୟମାନଙ୍କୁ ଖାଦ୍ୟ ସାମଗ୍ରୀ ଯୋଗାଣ ହେଉଛି। ସହରଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ପୋଲିସ ପ୍ରଶାସନ ପକ୍ଷରୁ ସାମାଜିକ ଦୂରତା ରକ୍ଷା କରିବା ଦିଗରେ...
ସୋନପୁରରେ କାର୍ଯ୍ୟକ୍ଷମ ହେଲା କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର
ସୋନପୁର,୧୫।୪(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ କରୋନା ପ୍ରତିରୋଧ ପାଇଁ ପ୍ରଥମ ପର୍ଯ୍ୟାୟରେ ସୋନପୁର ସରକାରୀ ଆଇଟିଆଇକୁ ଅସ୍ଥାୟୀଭାବେ କୋଭିଡ୍ ସ୍ବାସ୍ଥ୍ୟକେନ୍ଦ୍ର କରାଯାଇଛି। ଏହି ସ୍ବାସ୍ଥ୍ୟକେନ୍ଦ୍ର ବୁଧବାରଠାରୁ ବିଧିବଦ୍ଧ ଭାବେ କାର୍ଯ୍ୟକ୍ଷମ ହୋଇଛି। ଅପରାହ୍ନରେ ଜିଲାପାଳ ମୋନିଷା ବାନାର୍ଜୀ ସାମାଜିକ ଦୂରତ୍ୱ ଅବଲମ୍ବନ...
ହାତ ବାନ୍ଧି ବସିଛନ୍ତି ଘରୋଇ ଗାଡି ଚାଳକ
ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.): ଲକ୍ଡାଉନ ବେଳେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଘରୋଇ ଗାଡି ଚାଳକମାନେ ହାତ ବାନ୍ଧି ବସଛନ୍ତି। ଏଥିଯୋଗୁ ସେମାନଙ୍କ ପରିବାର ହାହୁତାଶ ମଧ୍ୟରେ ଜୀବନ ବିତାଉଛନ୍ତି। ସମାଜର ବିଭିନ୍ନ ଦୁର୍ବଳ ବର୍ଗକୁ ସରକାର ସହାୟତା ଦେବା ପାଇଁ...
ଗନ୍ଧମାର୍ଦ୍ଦନ ପାହାଡରେ ନିଆଁ
ଖପ୍ରାଖୋଲ, ୧୫ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ସମୀପ ଗନ୍ଧମାର୍ଦ୍ଦନ ପାହାଡରେ ନିଆଁ ଲାଗିଛି। ବନ ବିଭାଗ ଓ ଖପ୍ରାଖୋଲ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିବା କାମରେ ଲାଗିଛନ୍ତି। ହରିଶଙ୍କର ମନ୍ଦିର ପାଖ ପାହାଡ ଉପରେ ନିଆଁ ଲାଗିଥିବାରୁ...
କରୋନାକୁ ନେଇ ଲୋକଙ୍କ ମନରେ ଭ୍ରାନ୍ତ ଧାରଣା: ବାଗ୍ଚୀ ଦେଲେ ୧୨ଟି ତଥ୍ୟ, ଧ୍ୟାନ ନ ଦେବାକୁ ପରାମର୍ଶ
ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନାକୁ ନେଇ ଲୋକମାନଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶେଷକରି ୧୨ଟି କୋଭିଡ ସମ୍ପନ୍ଧୀୟ ଭ୍ରାନ୍ତ ଧାରଣା ରହିଥିବା ବୁଧବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ରାଜ୍ୟ କରୋନା ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର...
ବିଶ୍ୱରେ ୨୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭାରତ ୧୯ତମ ସଂକ୍ରମିତ ଦେଶ, ଓଡ଼ିଶାରେ ପରୀକ୍ଷଣର ୧.୦୮% ଆକ୍ରାନ୍ତ
ଭୁବନେଶ୍ୱର, ୧୫।୪(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଏପ୍ରିଲ ୧୫ ସୁଦ୍ଧା ୨୧୦ଟି ଦେଶ ସହ ୨ଟି ଜାହାଜରେ କରୋନା ସଂକ୍ରମଣ ହୋଇଛି। ସେହିଭଳି ବିଶ୍ୱସ୍ତରରେ ଏଥିରେ ମୃତକଙ୍କ ସଂଖ୍ୟା ମଙ୍ଗଳବାର ୧୯ ଲକ୍ଷ ହଜାର...
ସମ୍ପୂର୍ଣ୍ଣ ବିଶୋଧନ ହେଲା ଚୌଦ୍ୱାର ଜେଲ୍
ଚୌଦ୍ୱାର,୧୫।୪(ଡି.ଏନ୍.ଏ.): କରୋନା ଭଳି ଭୁତାଣୁ ଜନୀତ ରୋଗରୁ ମୁକ୍ତି ପାଇବା ପାଇଁ ସାରା ବିଶ୍ୱ ଆଜି ଉଦ୍ବେଗ ଜନିତ ସ୍ଥିତିରେ ଗତିକରୁଛି। କେନ୍ଦ୍ର ସରକାରଙ୍କଠାରୁ ଆରମ୍ଭ କରି ରା୍ଯଯ ସରକାର ପର୍ଯ୍ୟନ୍ତ ଭୁତାଣୁ ରୋକିବା ଦିଗରେ ସଚେତନାହଁି ଏକମାତ୍ର ବିକଳ୍ପ...
Archives


