ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା: ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
କୋରାପୁଟ,୨୨।୯(ଅମିତାଭ ବେହେରା): କୋରାପୁଟ ଜିଲାରେ ୨୮ ଯାଏ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଜିଲାପାଳ ଛୁଟି ବାତିଲ କରିଛନ୍ତି। ହେଡ କ୍ୱାର୍ଟର୍ସ ନ ଛାଡ଼ିବା ପାଇଁ ସରକାରୀ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଜିଲାର…
ରାଜ୍ୟର ପ୍ରଥମ କ୍ରିଟିକାଲ କେୟାର ବ୍ଲକରେ ବାହାରୁ ପଡ଼ିଛି ତାଲା, ଭିତରୁ ସବୁ ଯନ୍ତ୍ରପାତି ଗାଏବ, ବର୍ଷେ ନ ପୂରୁଣୁ…
ବରଗଡ଼,୨୩।୯(ପ୍ରେମାନନ୍ଦ ଖମାରୀ) : ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇ ପଡିଛି। ଜିଲାର ଡାକ୍ତରଖାନାଗୁଡିକରେ ଡାକ୍ତର ସମେତ ଅନ୍ୟ ବିଭାଗୀୟ କର୍ମଚାରୀ ପଦବୀ ଖାଲି ପଡିଛି । ସେହିପରି ଜିଲା ମୁଖ୍ୟ ଡାକ୍ତରଖାନାରେ ହାଡଭଙ୍ଗା ରୋଗୀଙ୍କୁ କାର୍ଡବୋର୍ଡ ଚିକିତ୍ସା ଏବଂ ପରିବାର…
ସମଲେଶ୍ବରୀଙ୍କ ଚନ୍ଦ୍ରଘଣ୍ଟା ବେଶ, ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ
ବରଗଡ଼,୨୪।୯(ପ୍ରେମାନନ୍ଦ ଖମାରୀ): ଶାରଦୀୟ ପୂଜନୋତ୍ସବରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀ ବୁଧବାର ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି । ଏହି ବେଶରେ ଦେବୀଙ୍କ ଦର୍ଶନ ପାଇଁ ସ୍ଥାନୀୟ ସମଲେଶ୍ୱରୀ ମନ୍ଦିରରେ ଭକ୍ତଙ୍କ ଭିଡ ହୋଇଛି। ଭକ୍ତମାନେ ଧୂପ, ଦୀପ, ଫୁଲ…
ଆଉ ଏକ ଲଘୁଚାପ: ଏସବୁ ଜିଲାରେ୨୯ ଯାଏ ଅତିପ୍ରବଳ ବର୍ଷା, ଘଡ଼ଘଡ଼ି ନେଇ ୱାର୍ନିଂ ଜାରି କଲା…
ଭୁବନେଶ୍ୱର, ୨୩।୯(ବନ୍ଦନା ସେଠୀ): ଲଗାତର ପଛକୁ ପଛ ଦୁଇଟି ଲଘୁଚାପରେ ସାରା ଓଡ଼ିଶା ଭିଜିବା ସହିତ ଏଥର ପାର୍ବଣ ବର୍ଷାରେ ଧୋଇଯିବ। ଲଘୁଚାପ ପ୍ରଭାବରେ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୨୯ ତାରିଖ ଯାଏ ପ୍ରବଳ ବର୍ଷା ଚେତାବନୀ ଦିଆଯିବା ସହ…
ରକ୍ତମୁଖା ହୋଇଗଲେ ବାପା, କଟୁରୀ ଚୋଟରେ ଚାଲିଗଲା ପୁଅଙ୍କ ଜୀବନ
ଧର୍ମଶାଳା,୨୩।୯(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଏଣ୍ଡଳବା ପଞ୍ଚାଯତ ବିଛାଖଣ୍ଡି ଦେଉରି ସାହିରେ ଘଟିଛି ଏକ ଅଭାବନୀୟ ଘଟଣା। ବାପାଙ୍କ କଟୁରୀ ଚୋଟରେ ପୁଅଙ୍କ ଜୀବନ ଯାଇଥିବା ଜଣାପଡିଛି। ମୃତକ ହେଲେ ଶମ୍ଭୁ ନାୟକ(୩୦)। ମିଳିଥିବା ସୂଚନା ଅନୁସାରେ, ପାରିବାରିକ…
ଜଣାପଡିଲା ବିଜେଡିରୁ କାହିଁକି ବିଦା ହେଲେ ଶ୍ରୀମୟୀ! ଭିତିରି କଥା…
ଭୁବନେଶ୍ୱର,୨୩।୯: ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ ଶ୍ରୀମୟୀ ସୋସିଆଲ ମିଡିଆରେ ଟିପ୍ପଣୀକୁ ନେଇ…
ଅତିଥି ଶିକ୍ଷକ ନିଯୁକ୍ତି: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ
କଟକ,୨୩।୯: ବିଭିନ୍ନ ସ୍କୁଲରେ ଅତିଥି ଶିକ୍ଷକ ନିଯୁକ୍ତି ମାମଲାକୁ ନେଇ ରାଜ୍ୟ ସରକାରଙ୍କୁ ନୋଟିସ ପଠାଇଲେ ହାଇକୋର୍ଟ। ଗଣଶିକ୍ଷା ଓ ଉଚ୍ଚଶିକ୍ଷା ବିଭାଗରେ ଖାଲି ପଦବୀ ସମ୍ପର୍କରେ ତଥ୍ୟ ଦେବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଲେ କୋର୍ଟ। ୬ ହଜାରରୁ ଅଧିକ ଅତିଥି…
ସସ୍ପେଣ୍ଡ ପରେ ଶ୍ରୀମୟୀ କଲେ ବଡ଼ ଘୋଷଣା! ନବୀନଙ୍କୁ କଲେ ସିଧା ଟାର୍ଗେଟ
ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ…
ବିଜେଡିରେ ହଲଚଲ, ଶ୍ରୀମୟୀ ମିଶ୍ର ସସ୍ପେଣ୍ଡ
ଭୁବନେଶ୍ୱର,୨୩।୯: ବିଜେଡିରୁ ଆସିଲା ବଡ଼ ଖବର। ବିଜେଡ଼ିରୁ ବିଦା ହେଲେ ଶ୍ରୀମୟୀ ମିଶ୍ର । ଶ୍ରୀମୟୀ ମିଶ୍ର ବିଜେଡିରୁ ନିଲମ୍ବିତ ହୋଇଛନ୍ତି । ବିଜେଡ଼ି କାର୍ଯ୍ୟାଳୟ ତରଫରୁ ଏନେଇ ବିଜ୍ଞପ୍ତି ଜାରି ହୋଇଛି । ମହିଳା ବ୍ୟାପାର ସାଧାରଣ ସଂପାଦିକା ଥିଲେ…
ଚମକିଲେ ଓଡିଶା ବୈଜ୍ଞାନିକ: ‘ବିଶ୍ଵର ଶୀର୍ଷ ୨% ବୈଜ୍ଞାନିକ’ ତାଲିକାରେ ପାଇଲେ ସ୍ଥାନ
ଭୁବନେଶ୍ୱର,୨୩।୯: ଓଡ଼ିଶା ପାଇଁ ଏକ ଗୌରବମୟ ସଫଳତାରେ, ରାଜ୍ୟର ବହୁ ବୈଜ୍ଞାନିକ ଓ ଗବେଷକ ଷ୍ଟାନଫୋର୍ଡ ବିଶ୍ଵବିଦ୍ୟାଳୟ ଦ୍ଵାରା ପ୍ରକାଶିତ ‘ବିଶ୍ଵର ଶୀର୍ଷ ୨% ବୈଜ୍ଞାନିକ’ ତାଲିକାରେ ସ୍ଥାନ ପାଇଛନ୍ତି। ଏହି ତାଲିକାରେ ଏସଓଏ ବିଶ୍ଵବିଦ୍ୟାଳୟର ୨୦ ଜଣ, ରାଉରକେଲା ଏନଆଇଟିର…
୧୩ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗରେ ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ
ଭୁବନେଶ୍ୱର,୨୩।୯: ଓଡ଼ିଶା ଭିଜିଲାନ୍ସ ମଙ୍ଗଳବାର ଭଦ୍ରକ ଜିଲା ତିହିଡ଼ି ଅଞ୍ଚଳର ବାମନବିନ୍ଧା ସର୍ଭିସ ସମବାୟ ସମିତିର ପୂର୍ବତନ ସମ୍ପାଦକ ସୁଦର୍ଶନ ଖଟୁଆଙ୍କୁ ୧୩ ଲକ୍ଷ ୩୨ ହଜାର ୨୬୦ ଟଙ୍କା ଆତ୍ମସାତ ଅଭିଯୋଗରେ ଗିରଫ କରିଛି। ରିପୋର୍ଟ ଅନୁଯାୟୀ, ଖଟୁଆ ବିଭିନ୍ନ…
ହାତୀ-ମଣିଷ ଲଢ଼େଇ: ସାଢ଼େ ୪ ମାସରେ ଗଲାଣି ୪୫ ଲୋକଙ୍କ ଜୀବନ
ଭୁବନେଶ୍ୱର,୨୩।୯: ବିଧାନସଭାର ମୌସୁମୀ ଅଧିବେଶନର ମଙ୍ଗଳବାର ଗୃହରେ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଷ ରାମ ସିଂ ଖୁଣ୍ଡିଆ ରାଜ୍ୟବାସୀଙ୍କ ଆଗରେ ଏକ ବଡ଼ ତଥ୍ୟ ରଖିଛନ୍ତି। ହାତୀ-ମଣିଷ ଲଢ଼େଇ ମଧ୍ୟରେ ଗତ ସାଢ଼େ ୪ ମାସରେ ୪୫…
Archives


