ଝିଅ ପରେ ମା’ କରୋନା ଆକ୍ରାନ୍ତ
ବରଗଡ଼ ଅଫିସ୍,୮।୭- ବରଗଡ଼ ଜିଲାରେ ବୁଧବାର ପୁଣି ଜଣେ କରୋନା(କୋଭିଡ୍-୧୯) ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ ଜଣକ ଅତାବିରା ବ୍ଲକ୍ ଅଧୀନ କୁଲୁଣ୍ଡା ଗ୍ରାମର ଜଣେ ମହିଳା। ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସାଧୀନ ଥିବା ତଥା ପୂର୍ବରୁ କରୋନାରେ ସଂକ୍ରମିତ ନିଜ…
ଘୁଞ୍ଚିଲା ଓଜେଇଇ ଆବେଦନ ଅବଧି
ଭୁବନେଶ୍ୱର, ୮।୭(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ପାଇଁ ଆବେଦନ ସମୟ ଘୁଞ୍ଚାଯାଇଛି। ଏ ନେଇ ଓଜେଇଇ ଅଧ୍ୟକ୍ଷକଙ୍କ ପକ୍ଷରୁ ବୁଧବାର ସୂଚନା ମିଳିଛି। ରାଜ୍ୟରେ ବର୍ତ୍ତମାନ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ଆବେଦନ ଏବଂ ଫି’ ଦାଖଲ ଅବଧିକୁ ବୃଦ୍ଧି…
ଅକ୍ଟୋବର ୨ରୁ ସବୁ ସରକାରୀ ସେବା ଅନ୍ଲାଇନ
ଭୁବନେଶ୍ୱର,୮ା୭(ବ୍ୟୁରୋ)- ରାଜଧାନୀରେ ଥିବା ବହୁମୂଲ୍ୟ ସରକାରୀ ଜମିକୁ ଜଗିବ ଭୁବନେଶ୍ୱର ଲ୍ୟାଣ୍ଡ ୟୁଜ୍ ଇଣ୍ଟେଲିଜେନ୍ସ ସିଷ୍ଟମ(ବ୍ଲୁଇସ) । ଏହା ଏକ ଓ୍ବେବ୍ ଓ ମୋବାଇଲ ଆପ ଆଧାରିତ ବ୍ୟବସ୍ଥା। ଉଚ୍ଚ ଶକ୍ତିସମ୍ପନ୍ନ ଉପଗ୍ରହ ଚିତ୍ର ମାଧ୍ୟମରେ ଭୁବନେଶ୍ୱର ଅଞ୍ଚଳରେ ଥିବା ସମସ୍ତ…
୧୫ ନେତାଙ୍କୁ ବିଜେଡିର ବରିଷ୍ଠ ସାଧାରଣ ସମ୍ପାଦକ ଦାୟିତ୍ୱ
ଭୁବନେଶ୍ୱର,୮ା୭(ବ୍ୟୁରୋ)-ବିଜୁ ଜନତା ଦଳର ସାଂଗଠନିକ ସ୍ତରରେ ପୁଣି ଏକ ଅଦଳ ବଦଳ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫ ଜଣ ବରିଷ୍ଠ ନେତାଙ୍କୁ ବରିଷ୍ଠ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେବା ସହିତ ବିଭିନ୍ନ ଦାୟିତ୍ୱ ବଣ୍ଟନ…
ଓଡିଶାରେ ପହଞ୍ଚିଲା ଆଉ ୨୦ହଜାର ଆଣ୍ଟିଜେନ୍ ଟେଷ୍ଟ କିଟ୍
ଭୁବନେଶ୍ୱର,୮।୭(ବ୍ୟୁରୋ)-ଓଡ଼ିଶାରେ ଆଉ ୨୦ହଜାର ଆଣ୍ଟିଜେନ୍ ଟେଷ୍ଟ କିଟ୍ ବୁଧବାର ଆସି ପହଞ୍ଚତ୍ଛି। ଏହାକୁ ରିଜିଓନାଲ ମେଡିକାଲ ରିସର୍ଚ୍ଚ ସେଣ୍ଟର(ଆର୍ଏମ୍ଆର୍ସି)ରେ ରଖାଯାଇଛି। ସେଠାରୁ ରାଜ୍ୟର ସମସ୍ତ ଜିଲା ଚିକିତ୍ସାଳୟ ଓ ମେଡିକାଲ କଲେଜକୁ ପଠାଯିବ। କଟକ ଏସ୍ସିବିକୁ ୧,୫୦୦ ଆଣ୍ଟିଜେନ୍ ଟେଷ୍ଟ କିଟ୍…
ଶିଶୁ ଭବନରୁ ଆଉ ଜଣେ ଶିଶୁ କରୋନା ଆକ୍ରାନ୍ତ
କଟକ ଅଫିସ,୮।୭-କଟକ ଶିଶୁ ଭବନରେ ବୁଧବାର ଦ୍ୱିତୀୟ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ୬ ବର୍ଷର ଶିଶୁ ପୁତ୍ର। ଗତକାଲି ଶିଶୁ ଭବନର ଆଇସୋଲେସନ ଓ୍ବାର୍ଡରେ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କ ସ୍ବାବ୍ ଟେଷ୍ଟ…
ଗଞ୍ଜାମ ଜିଲାକୁ ବନ୍ଦ ହେଲା ଟ୍ରେନ୍ ସେବା
ଭୁବନେଶ୍ୱର, ୮ା୭(ବ୍ୟୁରୋ)-ଗଞ୍ଜାମରେ କୋଭିଡ-୧୯ ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଜିଲାରେ ଟ୍ରେନ୍ ସେବାକୁ ବନ୍ଦ କରାଯାଇଛି। ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲାର ସମସ୍ତ ଷ୍ଟେସନ ସହ ବାଲୁଗାଁ ଷ୍ଟେସନ ଠାରେ ଯାତ୍ରୀବାହୀ ଟ୍ରେନ ଗୁଡିକର ରହଣି ବନ୍ଦ କରାଯିବାକୁ ନିଷ୍ପତ୍ତି…
କାଠଯୋଡିରୁ ଉଦ୍ଧାର ହେଲେ ମା’ ଝିଅ
କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ନିକଟସ୍ଥ ସୁଭାସ ଚନ୍ଦ୍ର ବୋଷ ବ୍ରିଜ୍ରୁ ବୁଧବାର ଅପରାହ୍ନରେ କାଠଯୋଡ଼ି ନଦୀକୁ ଡେଇଁ ଆମତ୍ହତ୍ୟା ଉଦ୍ୟମ କରିଥିବା ୨ଜଣଙ୍କୁ ଅଗ୍ନିଶମ ବିଭାଗ କର୍ମଚାରୀ ଉଦ୍ଧାର କରିଛନ୍ତି। ନଦୀରୁ ଉଦ୍ଧାର ହୋଇଥିବା ୨ଜଣ ସମ୍ପର୍କରେ ମା’ ଓ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୦୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୮।୭(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୧୨୦ ଜଣ ଥିବାବେଳେ ଯାଜପୁରରୁ ୪୬, ଖୋର୍ଦ୍ଧାରୁ ୨୮, କଟକରୁ ୨୧, କେନ୍ଦୁଝରରୁ୧୬, ନୟାଗଡରୁ ୧୪ ଜଣ ରହିଛନ୍ତି। ସେହିପରି ନବରଙ୍ଗପୁରରୁ…
ଗଞ୍ଜାମରେ ପହଞ୍ଚିଲେ ଡିଜିପି : କଲେ କୋଭିଡ ପରିଚାଳନା ସମୀକ୍ଷା
ଛତ୍ରପୁର,୮।୭(ଡି.ଏନ୍.ଏ.): ଓଡ଼ିଶା ପୋଲିସ ଡିଜି ଅଭୟ ବୁଧବାର ଅପରାହ୍ନରେ ଗଞ୍ଜାମ ଜିଲାରେ ପହଞ୍ଚିଛନ୍ତି। ଛତ୍ରପୁରସ୍ଥିତ ଗଞ୍ଜାମ ଏସ୍ପିଙ୍କ ସମ୍ମିଳନୀ ଗୃହରେ ଅନୁଷ୍ଠିତ ବୈଠକରେ କୋଭିଡ-୧୯ ପରିଚାଳନା ଓ ଗାଇଡଲାଇନକୁ କାର୍ଯ୍ୟକାରୀ ସମ୍ପର୍କୀୟ ସମୀକ୍ଷା ଡିଜିପି କରିଛନ୍ତି। ଏହି ବୈଠକରେ ଦକ୍ଷିଣାଞ୍ଚଳ ଡିଆଇଜି…
କାଠଯୋଡି ନଦୀକୁ ଡେଇଁଲେ ମା’ ଝିଅ
କଟକ ଅଫିସ, ୮।୭-କଟକ ତ୍ରିଶୁଳିଆ ବ୍ରିଜରୁ କାଠଯୋଡି ନଦୀକୁ ବୁଧବାର ମା ଓ ଝିଅ ଡେଇଁପଡିଛନ୍ତି। ବ୍ରିଜ ଉପରେ ଗାଡି ଥୋଇ ଉଭୟେ ନଦୀକୁ ଡେଇଁ ପଡିଥିବା ସୂଚନା ମିଳିଛି। ଖବରପାଇ ଅଗ୍ନିଶମ କର୍ମଚାରୀ, ଓଡ୍ରାଫ ଟିମ ପହଞ୍ଚି ଉଦ୍ଧାର କାର୍ଯ୍ୟ…
୭ବର୍ଷ ପୁଅ ବେକରେ ଭୁଜାଲି ଲଗାଇ ମା’ଙ୍କୁ ବଳାତ୍କାର ଉଦ୍ୟମ: ଜେଲ୍ ଗଲେ ଯୁବକ
ମହାକାଳପଡ଼ା,୮।୭(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକ ମହିଳାଙ୍କ ଅଶ୍ଲୀଳ ଫଟୋ ଉଠାଇ ତାଙ୍କୁ ବ୍ଲାକମେଲ କରିବା ସହ ୭ବର୍ଷ ପୁଅ ବେକରେ ଭୁଜାଲି ଲଗାଇ ମା’ଙ୍କୁ ବଳାତ୍କାର ଉଦ୍ୟମ କରିଛନ୍ତି। ଏନେଇ…
Archives


