ରାଜ୍ୟ

ମାହାଙ୍ଗା ଡବଲ ମର୍ଡର ଘଟଣା,ଫେରାର ମୁଖ୍ୟ ଅଭିଯୁକ୍ତ ମୃତ

ମାହାଙ୍ଗା/ନିଶ୍ଚିନ୍ତକୋଇଲି/ସାଲେପୁର/ଟାଙ୍ଗୀ (କଟକ), ୭ା୨(ସ୍ବ.ପ୍ର./ ଡି.ଏନ୍‌.ଏ.): ମାହାଙ୍ଗା ଡବଲ ମର୍ଡର ଓ ବିକାଶ ଜେନା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତଙ୍କ ଶୁକ୍ରବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ମାହାଙ୍ଗା ବ୍ଲକ ନୃତାଙ୍ଗ ପଞ୍ଚାୟତ ସରପଞ୍ଚଙ୍କ ସ୍ବାମୀ ପ୍ରଫୁଲ୍ଲ ବିଶ୍ୱାଳ। ସେ ଦୀର୍ଘ…

ଖୁବ୍‌ଶୀଘ୍ର ପ୍ରଥମରୁ ଅଷ୍ଟମ ପାଠପଢ଼ା

ଭୁବନେଶ୍ୱର, ୭।୨(ବ୍ୟୁରୋ) : କରୋନା ସ୍ଥିତି ସ୍ବାଭାବିକ ହେଉଥିବାବେଳେ ଦୀର୍ଘ ୯ମାସ ଧରି ବନ୍ଦ ରହିଥିବା ଶିକ୍ଷା କ୍ଷେତ୍ରକୁ ପୁଣି ଟ୍ରାକ୍‌କୁ ଆଣିବାକୁ ରାଜ୍ୟ ସରକାର ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ପରୀକ୍ଷା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି ପ୍ରଥମେ କେବଳ…

ମଲ୍ଟି ମୋଡାଲ ହବ୍‌ ହେବ ଭୁବନେଶ୍ୱର ଷ୍ଟେଶନ

ନୂଆଦିଲ୍ଲୀ,୭।୨: ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି। ରାଜ୍ୟ ସଭା ସଦସ୍ୟ ଅମର ପଟ୍ଟନାୟକଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ…

ନକଲି ସାମଗ୍ରୀ ହବ୍‌ ଅନୁଗୋଳ

ଅନୁଗୋଳ ଅଫିସ, ୭।୨: ଯେତେ ଖୋଜିଲେ ସେତେ ବାହାରୁଛି। କମ୍ପାନୀ ଖୋଲି ଖାଦ୍ୟ ନାମରେ ଚାଲିଛି ବିଷ ବେପାର। ଭେଜାଲ ସାମଗ୍ରୀର ହବ୍‌ ପାଲଟିଛି ଶିଳ୍ପ ଜିଲା ଅନୁଗୋଳ। ନକଲି ତେଲ, ଅଟା, ହଳଦୀଗୁଣ୍ଡ ପରେ ସହର ଉପକଣ୍ଠ କୁମଣ୍ଡ-ଭଣ୍ଡୁବର ଅଞ୍ଚଳରୁ…

ସମ୍ମୁଖ ଯୋଦ୍ଧାଙ୍କୁ ସଞ୍ଜୀବନୀ

ଢେଙ୍କାନାଳ ଅଫିସ, ୭।୨: ବିଦାୟୀ ବର୍ଷ ଥିଲା କରୋନାର। ଭୂତାଣୁ ଜାଲରେ ଛନ୍ଦି ହୋଇପଡ଼ିଥିବା ବିଶ୍ୱବାସୀ ଦେଖିଥିଲେ କୋଭିଡ୍‌-୧୯ର ଭୟାବହତା। ଶଟ୍‌ଡାଉନ୍‌ ଏବଂ ଲକ୍‌ଡାଉନ୍‌ କାରଣରୁ ଗୃହବନ୍ଦୀ ଜୀବନ କଷଣ ଦେଇଥିବାବେଳେ ରସାତଳକୁ ଚାଲିଯାଇଥିଲା ଅର୍ଥନୀତି। ନୂତନ ବର୍ଷରେ ଭାକ୍ସିନ ସାଜିଛି…

ଶିକ୍ଷକ ଅଭାବ, ଚିନ୍ତାରେ ମାଟ୍ରିକ୍‌ ଛାତ୍ରୀଛାତ୍ର

ଭଣ୍ଡାରିପୋଖରୀ,୭।୨ (ଡି.ଏନ.ଏ)-କରୋନା ଯୋଗୁ ଦୀର୍ଘ ୯ ମାସ ଧରି ବନ୍ଦ ରହିବା ପରେ ଗତ ଜାନୁୟାରୀରେ ସ୍କୁଲ ଖୋଲାଯାଇଛି। ବିଦ୍ୟାଳୟଗୁଡ଼ିକରେ ଶହେ ଦିନ ପାଠ ପଢ଼ାଇ ୧୦ମ ଶ୍ରେଣୀ ପିଲାଙ୍କୁ ମାଟ୍ରିକ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲାଗି ସ୍କୁଲ ଖୋଲିଲେ…

ଆରପିଏଫ୍‌ କର୍ମଚାରୀଙ୍କ ବଦାନ୍ୟତା: ରେଳଯାତ୍ରୀଙ୍କୁ ଫେରାଇଲେ ହଜିଲା ଭାନିଟି ବ୍ୟାଗ୍‌

ବରଗଡ଼ ଅଫିସ୍‌,୭।୨: ବରଗଡ଼ ଆର୍‌ପିଏଫ୍‌ କର୍ମଚାରୀ ଶନିବାର ଜଣେ ରେଳଯାତ୍ରୀଙ୍କ ହଜିଲା ଭାନିଟି ବ୍ୟାଗକୁ ସମ୍ପୃକ୍ତ ଯାତ୍ରୀଙ୍କୁ ଫେରାଇଛନ୍ତି। ଶେଖ୍‌ ଅଜିଜୁର ରେହମନ ନାମକ ଜଣେ ଯାତ୍ରୀ ତାଙ୍କର ସ୍ତ୍ରୀଙ୍କ ସହିତ ପୁରୀ-ଦୁର୍ଗ ଏକ୍ସପ୍ରେସରେ କଟକରୁ ବରଗଡ଼ ଆସିଥିଲେ। ଶନିବାର ଭୋର୍‌…

ଚିକିତ୍ସା ଅବହେଳାରୁ ଯୁବକଙ୍କ ମୃତ୍ୟୁ, ହସ୍ପିଟାଲରେ ଉତ୍ତେଜନା

କୋରାପୁଟ, ୬ା୨: କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ଓ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ ଶନିବାର ମେଡିକାଲରେ ବହୁ ସମୟ ଧରି ଉତ୍ତେଜନା ଲାଗି ରହିଥିଲା ା ସୂଚନା ଯୋଗ୍ୟ, କୋରାପୁଟ ମିଶନ କମ୍ପାଉଣ୍ଡ…

ମୁଣ୍ଡବିହୀନ ମହିଳାଙ୍କ ପରିଚୟ ଦେଲେ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର,୬।୨(ବ୍ୟୁରୋ): ମୁଣ୍ଡବିହୀନ ମହିଳାଙ୍କ ପରିଚୟ ଦେଲେ ୫୦ ହଜାର ଟଙ୍କା ପୁରସ୍କାର ମିଳିବବୋଲି କମିଶନରେଟ ପୋଲିସ ପକ୍ଷରୁ ଶନିବାର ଏକ ଟୁଇଟ ଯୋଗେ ଘୋଷଣା କରାଯାଇଛି। ଏଥିସହ ଯେଉଁ ବ୍ୟକ୍ତି ମହିଳାଙ୍କ ପରିଚୟ ଦେବେ ତାଙ୍କ ନାମ ପୋଲିସ ଗୋପନ ରଖିବ।…

ପିଲାଚୋର ସନ୍ଦେହରେ ଯୁବକଙ୍କୁ ନିସ୍ତୁକ ମାଡ଼

ଭଦ୍ରକ ଅଫିସ,୬।୨: ପିଲାଚୋର ସନ୍ଦେହରେ ସ୍ଥାନୀୟ ଲୋକେ ଜଣେ ଯୁବକଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼ ମାରିଛନ୍ତି। ଭଦ୍ରକ ଛପୋଲିଆ ନିକଟରେ ଶନିବାର ଏଭଳି ଏକ ଘଟଣା ଘଟିଛି। ଖବର ପାଇ ଟାଉନ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି…

ପୁରୁଷୋତ୍ତମପୁରରେ କୋଭିଡ ଟିକା ଦାନ ଆରମ୍ଭ

ପୁରୁଷୋତ୍ତମପୁର,୬।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ପରିସରରେ ଶନିବାର କୋଭିଡ ଟିକା ଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ପ୍ରଥମେ ତହସିଲଦାର ନିତିଶ କୁମାର ତ୍ରିପାଠୀ, ବିଡିଓ ବିଜୟ କୁମାର ବେହେରା, ଅତିରିକ୍ତ ତହସିଲଦାର ସୁନିଲ କୁମାର ଟୁଡୁ ପ୍ରମୁଖ ଟିକା ନେଇଛନ୍ତି।…

ନେଇଛି ୧୪୦ ହଜାର କୋଟି, ଦେଇଛି ୧୪ ହଜାର କୋଟି

ଭୁବନେଶ୍ୱର,୬।୨(ବ୍ୟୁରୋ): ୨୦୨୧-୨୨ ଆର୍ଥିକବର୍ଷ ପାଇଁ କେନ୍ଦ୍ରରେ ଭାଜପା ପରିଚାଳିତ ଏନ୍‌ଡିଏ ସରକାର ଆଣିଥିବା ରେଳ ବଜେଟରେ ଓଡ଼ିଶା ପ୍ରତି ହୋଇଥିବା ଅଣଦେଖାକୁ ନେଇ ବିଜେଡି ଭାଜପାକୁ ଜୋରଦାର ସମାଲୋଚନା କରିଛି। ଏ ନେଇ ଭାଜପାର ରାଜ୍ୟ ନେତ୍ୱତ୍ୱଙ୍କୁ ଜବାବ ତଲବ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?