ରାଜ୍ୟ

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ: ଅଛନ୍ତି ଗଞ୍ଜାମରୁ ୩ଜଣ

ଭୁବନେଶ୍ୱର, ୮।୭(ବ୍ୟୁରୋ): ବୁଧବାର ରାଜ୍ୟରେ କରୋନାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୩ ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୧, ରାୟଗଡ଼ାରୁ ୧ ଏବଂ କେନ୍ଦ୍ରାପଡ଼ାରୁ ୧ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ…

CORONAVIRUS UPDATE: ରାଜ୍ୟରେ ପୁଣି ୫୨୭ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ରେ ପହଞ୍ଚିଲା

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୫୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦,୬୨୪ ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା…

୨୦୨୦ ରଥଯାତ୍ରାର ହେବ ଡକ୍ୟୁମେଣ୍ଟେଶନ

ପୁରୀ ଅଫିସ,୮ା୭: ଚଳିତବର୍ଷ ରଥଯାତ୍ରା ଏକ ଐତିହାସିକ ଯାତ୍ରା। ରଥ ନିର୍ମାଣଠାରୁ ଆରମ୍ଭ କରି ରଥଯାତ୍ରା ଶେଷ ନିଷ୍ପତ୍ତିରେ ସମ୍ଭବ ହେବା, ସମସ୍ତେ ଏକଜୁଟ ହୋଇ ସେବା କରିବା ତାହା ନିଶ୍ଚିତ ସମସ୍ତଙ୍କ ପାଇଁ ଅନୁକରଣୀୟ। ତେଣୁ ଏହାକୁ ସ୍ମରଣୀୟ କରିବା…

ଅଶ୍ଳୀଳ ଭିଡିଓ ପଠାଇବା ଘଟଣା: ପାଲଟା ଅଭିଯୋଗ ଆଣିଲେ ଓଏଏସ୍‌ ଅଫିସର

ଭୁବନେଶ୍ୱର, ୮ା୭ (ବ୍ୟୁରୋ): ମହିଳା କର୍ମଚାରୀଙ୍କ ପାଖକୁ ଅଶ୍ଳୀଳ ଭିଡିଓ ଏବଂ ମେସେଜ ପଠାଇ ଅଡୁଆରେ ପଡ଼ିଛନ୍ତି ଜଣେ ଓଏଏସ୍‌ ଅଫିସର। ସମ୍ପୃକ୍ତ ମହିଳା କର୍ମଚାରୀ ତାଙ୍କ ନାମରେ ମହିଳା ଥାନାରେ ଅଭିଯୋଗ କରିବା ପରେ ପୋଲିସ କେସ୍‌ ନଂ. ୩୪/୨୦…

ଯାତ୍ରୀ ଅଭାବରୁ ବନ୍ଦ ହେବ ୩ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୮ା୭(ବ୍ୟୁରୋ): ଆବଶ୍ୟକ ସଂଖ୍ୟକ ଯାତ୍ରୀ ହେଉ ନ ଥିବାରୁ ରାଜ୍ୟ ଭିତରେ ଚଳାଚଳ କରୁଥିବା ୩ଟି ସ୍ବତନ୍ତ୍ର ଟ୍ରେନ୍‌କୁ ବନ୍ଦ କରାଯିବ। ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଏନେଇ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ଭିତରେ ଜରୁରିକାଳୀନ ଯାତାୟାତ ଏବଂ ଲକ୍‌ଡାଉନ ସମୟରେ…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୮।୭(ବ୍ୟୁରୋ): ରାଜ୍ୟ ସରକାର ମଙ୍ଗଳବାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, ଜଳ ସମ୍ପଦ ବିଭାଗ ଅତିରିକ୍ତ ସଚିବ ବରିଷ୍ଠ ଓଏଏସ୍‌ ଅଫିସର କମଳଲୋଚନ ମିଶ୍ରଙ୍କୁ…

ରତ୍ନସିଂହାସନରୁ ପଥର ଉଭାନ

ପୁରୀ ଅଫିସ,୮ା୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ଖଣ୍ଡିଏ ପଥର ଗାଏବ କରିଦିଆଯାଇଛି। ଏନେଇ ଏକ ସଙ୍ଗିନ ଅଭିଯୋଗ ଆଣିଛନ୍ତି ସେବାୟତ ଈପ୍‌ସିତ ପ୍ରତିହାରୀ। ମଙ୍ଗଳବାର ଗଣମାଧ୍ୟମକୁ ସୂଚନା ଦେଇ ପ୍ରତିହାରୀ କହିଛନ୍ତି ଯେ, ରତ୍ନସିଂହାସନରୁ ଗାଏବ ହୋଇଥିବା ପଥରରେ ଦେଢଟି ପଦ୍ମ ପାଖୁଡ଼ା…

ଓଡ଼ିଶାରେ କରୋନାର ୪ ଗ୍ରୁପ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ): ଦେଶରେ କରୋନା ଭାଇରସର ଯେଉଁ ୪ଟି ଗ୍ରୁପ୍‌ ଅଛି ତାହା ଓଡ଼ିଶାରେ ମଧ୍ୟ ଦେଖିବାକୁ ମିଳିଛି। ୪ଟି ମଧ୍ୟରୁ ଗୋଟିଏ ଗ୍ରୁପ୍‌ ଅଧିକ ଦେଖାଯାଇଛି। ଏହି ଗ୍ରୁପ୍‌ ତାମିଲନାଡ଼ୁ ଓ ମହାରାଷ୍ଟ୍ରରୁ ଆସିଥିବା ଆକ୍ରାନ୍ତଙ୍କ ପାଖରେ ଦେଖିବାକୁ ମିଳିଛି। ତେବେ…

ଅନ୍‌ଲାଇନ୍‌ ଶିକ୍ଷା: ବାଦ୍‌ ପଡ଼ୁଛନ୍ତି ବହୁ ପିଲା

ଭୁବନେଶ୍ୱର, ୮।୭(ବ୍ୟୁରୋ): କରୋନା ଯୋଗୁ ଶିକ୍ଷାକ୍ଷେତ୍ର ଅବ୍ୟବସ୍ଥିତ ହୋଇପଡ଼ିଛି। ରାଜ୍ୟ ସରକାର ସ୍କୁଲ, କଲେଜକୁ ଅଗଷ୍ଟ ୩୧ପର୍ଯ୍ୟନ୍ତ ବନ୍ଦ ରଖିଥିବାବେଳେ ଏହା କେବେ ଖୋଲିବ ସେନେଇ କେହି ଠିକ୍‌ ଭାବେ କହିପାରୁ ନାହାନ୍ତି। ଫଳରେ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଘୋର ବାଧାପ୍ରାପ୍ତ ହେଉଛି।…

କଲ୍ୟାଣ ମଣ୍ଡପ ନିର୍ମାଣ ଯୋଜନା ଦିଗହରା

ବାରିପଦା ଅଫିସ,୮ା୭- ମୟୂରଭଞ୍ଜ ଜିଲାର ୨୬ଟି ବ୍ଲକରେ ୪୦୪ଟି ଗ୍ରାମ ପଞ୍ଚାୟତ ରହିଛି। ପଞ୍ଚାୟତର ରାଜସ୍ବ ବୃଦ୍ଧି କରିବା ପାଇଁ ବିଭାଗ ପକ୍ଷରୁ କଲ୍ୟାଣମଣ୍ଡପ ନିର୍ମାଣ ଯୋଜନା କରାଯାଇଛି। ହେଲେ ଏହି ଯୋଜନା ଜିଲାରେ ଦିଗହରା ହୋଇ ପଡ଼ିଥିବା ଦେଖିବାକୁ ମିଳିଛି।…

କନ୍ଧମାଳରେ ପୁଣି ଗୁଳି ବିନିମୟ, ଜଣେ ମାଓବାଦୀ ମୃତ

ଫୁଲବାଣୀ ଅଫିସ, ୮ା୭-କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତ କିହାଲଗୁଡ଼ା ଜଙ୍ଗଲ କ୍ଲାଉଡଙ୍ଗା ଅଞ୍ଚଳରେ ଗତ ଶନିବାର ବିଳମ୍ବିତ ରାତିରେ ପୋଲିସ ଗୁଳିରେ ୪ ମାଓବାଦୀ ନିହତ ହୋଇଥିଲେ। ଏହି ଘଟଣା ପରେ ମାଓବାଦୀମାନେ ପ୍ରତିହିଂସା ପରାୟଣ ହୋଇପଡ଼ିଛନ୍ତି। ସେମାନେ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରି ମିଳୁନି ଟଙ୍କା

ଦାରିଙ୍ଗବାଡି,୮।୭(ଡି.ଏନ.ଏ)- ଦାରିଙ୍ଗବାଡି ବ୍ଲକ ବୁଡାଗୁଡା ପଞ୍ଚାୟତ ଅଞ୍ଚଳରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ କାମ କରି ମଜୁରି ପାଉନାହାନ୍ତି ଜବ୍‌କାର୍ଡଧାରୀ। ଉକ୍ତ ପଞ୍ଚାୟତ ଟପେରିଙ୍ଗିଆ ଗ୍ରାମର ଡିଙ୍ଗେଲି ଅଞ୍ଚଳରେ ଜମି ଉନ୍ନୟନ କାର୍ଯ୍ୟ କରି ଶ୍ରମିକଙ୍କୁ ମଜୁରୀ ମିଳୁନାହିଁ। ବରଂ ଯେଉଁମାନେ କାମ କରି ନାହାନ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri