କରୋନା ନେଲା ଆଉ ୪ଜୀବନ: ଜାଣନ୍ତୁ କେଉଁଠାରୁ କେତେ
ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୪ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ହୋଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୩ ରହିଥିବା ବେଳେ ଭଦ୍ରକରୁ ଜଣେ ରହିଛନ୍ତି। ଗଞ୍ଜାମରେ କରୋନା ଜନିତ…
CORONAVIRUS UPDATE: ରାଜ୍ୟରେ ୧୧ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୯।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଧିରେ ଧିରେ ଭୟଙ୍କର ହେବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ପୁଣି ୫୭୭ ପୁଣି କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ହଜାରକୁ ଟପିଛି। ନୂଆ ଚିହ୍ନଟ ହୋଇଥିବା…
ଅଣନିଃଶ୍ୱାସୀ କରୁଛି ଓଏମ୍ସି ଡମ୍ପ
ଯାଜପୁର ଅଫିସ, ୯।୭: ଯାଜପୁର ଜିଲା ସୁକିନ୍ଦା ବ୍ଲକ କାଳିଆପାଣି ପଞ୍ଚାୟତ ଅଧୀନ ହାଟସାହି (ଗୁରୁଜଙ୍ଗପାଳ) ଗ୍ରାମ ପଟକୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ଦକ୍ଷିଣ କାଳିଆପାଣି ଜବରଦସ୍ତି ତା’ର ଡମ୍ପ ସମ୍ପ୍ରସାରଣ କରିଚାଲିଛି। ଏହାସହ ଖଣି ଖନନ ଓ ବ୍ଲାଷ୍ଟିଂ ଯୋଗୁ…
ଭାର୍ଗବୀ ଖୁରୁଖୁରୀ ସେତୁ ବିପଦପୂର୍ଣ୍ଣ
ପୁରୀ ଅଫିସ,୯।୭: ସତ୍ୟବାଦୀ ଏବଂ ପୁରୀ ସଦର ବ୍ଲକକୁ ଯୋଡ଼ୁଥିବା ଭାର୍ଗବୀ ଖୁରୁଖୁରୀ ସେତୁ ଏବେ ବିପଦପୂର୍ଣ୍ଣ। ଏହି ବିଜୁ ସେତୁର ଉଦ୍ଘାଟନକୁ ପ୍ରାୟ ଦେଢବର୍ଷ ହେବ। ହେଲେ ଉଦ୍ଘାଟନର ମାତ୍ର କେଇମାସ ମଧ୍ୟରେ ଏହାର ଆପ୍ରୋଚ ରୋଡ ପଥର ପ୍ୟାକିଂ…
ଗର୍ଭବତୀଙ୍କ ଆଣ୍ଟିଜେନ୍ ରିପୋର୍ଟ ପଜିଟିଭ୍
କଟକ ଅଫିସ,୯।୭: ଏସ୍ସିବିରେ ଆରମ୍ଭ ହୋଇଥିବା ଆଣ୍ଟିଜେନ୍ ଟେଷ୍ଟରେ ବୁଧବାର ଜଣେ ଗର୍ଭବତୀ ମହିଳାଙ୍କ ରିପୋର୍ଟ ପଜିଟିଭ ଆସିଛି। ତେବେ ପ୍ରସବ ବେଳେ ତାଙ୍କର ମୃତ ଶିଶୁ ଜନ୍ମ ହୋଇଛି। ବର୍ତ୍ତମାନ ମହିଳାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ପ୍ରସବକାଳୀନ ଅସ୍ତ୍ରୋପଚାରରେ ସାମିଲ…
ମନ୍ଦିର, ମସ୍ଜିଦ୍ ସାନିଟାଇଜ୍ କରୁଛନ୍ତି ଶିଖ୍ ଯୁବଗୋଷ୍ଠୀ
ଭୁବନେଶ୍ୱର,୯।୭(ବ୍ୟୁରୋ): ଅତୁଟ ଓ ଅଖଣ୍ଡ ଭାରତ। ଏଠି ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ଭାଇ ଭାଇ।ହିନ୍ଦୁ, ମୁସ୍ଲିମ୍, ଖ୍ରୀଷ୍ଟିଆନ୍ ଓ ଶିଖ୍ ସଭିଏଁ ସମାନ। ଯାହାକୁ ପ୍ରମାଣିତ କରି ଦେଖାଇଛନ୍ତି ରାଜଧାନୀ ଭୁବନେଶ୍ୱରର କିଛି ଯୁବଗୋଷ୍ଠୀ।ଶିଖ୍ ସମ୍ପ୍ରଦାୟର କିଛି ଯୁବକ…
୨ବର୍ଷ ନୂଆ ନିଯୁକ୍ତି ନ ହେବା ନେଇ ବର୍ଷିଲେ ବିରୋଧୀ
ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟ ସରକାରଙ୍କ ଅର୍ଥ ବିଭାଗ ପକ୍ଷରୁ ଅନେକ କାର୍ଯ୍ୟକ୍ରମ ଉପରେ କଟକଣା ଜାରି କରାଯାଇଛି। ସେହି ଅନୁଯାୟୀ ଆଗକୁ ଆଉ କିଛି ନୂଆ ପଦବୀ ସୃଷ୍ଟି ହେବ ନାହିଁ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହେବାପରେ ବିରୋଧୀ ବର୍ଷିଛନ୍ତି।…
ଦୁଇଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ସକ୍ରିୟ ଥିବାରୁ ବିଭିନ୍ନ ସ୍ଥାନରେ ବର୍ଷା ହେଉଛି। ଆସନ୍ତା ଦୁଇଦିନ ମଧ୍ୟ ପ୍ରବଳ ବର୍ଷା ହେବ। ଗୁରୁବାର ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ…
ଚୁକ୍ତିଭିତ୍ତିକ କର୍ମଚାରୀଙ୍କୁ ମିଳିବ ଦରମା
ଭୁବନେଶ୍ୱର, ୯।୭(ବ୍ୟୁରୋ): ଲକ୍ଡାଉନ ଯୋଗୁ କେତେକ ସରକାରୀ କାର୍ଯ୍ୟାଳୟ ଆଂଶିକ ଖୋଲା କିମ୍ବା ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏଥିରେ ନିଯୁକ୍ତ ଚୁକ୍ତିଭିତ୍ତିକ ଓ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ନିଯୁକ୍ତ ଅଛନ୍ତି। ସେହି କର୍ମଚାରୀଙ୍କୁ ଦରମା ଦେବା ନେଇ ବିଭିନ୍ନ ବିଭାଗ ପକ୍ଷରୁ…
ପାରାଦୀପରେ ଗ୍ୟାସ୍ ନିର୍ଗତ ନେଇ ଚର୍ଚ୍ଚା
ପାରାଦୀପ,୯।୭(ସ୍ବ.ପ୍ର.): ପାରାଦୀପ ବନ୍ଦର ସହରରେ ଚାରି ଦିନ ହେଲା ରସାୟନ ଗ୍ୟାସ୍ ନିର୍ଗତ ହେଉଥିବା ନେଇ ଚର୍ଚ୍ଚା ଜୋର ଧରିଛି। ଏପରି କି ବୁଧବାର ଅଠରବାଙ୍କି ଅଞ୍ଚଳର ଜଣେ ବ୍ୟକ୍ତି ଆମୋନିଆ ଗ୍ୟାସ ପ୍ରଭାବରେ ଅସୁସ୍ଥ ହୋଇଛନ୍ତି ବୋଲି ଗଣମାଧ୍ୟମରେ ଅଭିଯୋଗ…
ସରକାରୀ କର୍ମଚାରୀଙ୍କୁ ଅଫିସ ମନା
ଭୁବନେଶ୍ୱର, ୯।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଦୈନିକ ୫୦୦ରୁ ଅଧିକ ମାମଲା ଦୃଷ୍ଟିକୁ ଆସୁଛି। ସରକାରୀ କାର୍ଯ୍ୟାଳୟଠାରୁ ଆରମ୍ଭ କରି ରାଜନେତାମାନେ ମଧ୍ୟ କରୋନାରେ ଆକ୍ରାନ୍ତ ହେବାକୁ ଲାଗିଲେଣି। ଏସବୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା…
ବିବାହ, ଶୁଦ୍ଧିରେ କୋଭିଡ୍-୧୯ ନିୟମ ଉଲ୍ଲଂଘନ ନେଇ ଉଦ୍ବେଗ: କଡ଼ା କାର୍ଯ୍ୟାନୁଷ୍ଠାନ ଲାଗି ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୯।୭(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ବେଳକୁ ବେଳ ବଢିବାରେ ଲାଗିଛି। ଏହା ମହାମାରୀ ରୂପ ନେବାରେ ଲାଗିଛି। ଏଭଳି ପରିସ୍ଥିତିରେ ବିବାହ ଏବଂ ଶୁଦ୍ଧିକାର୍ଯ୍ୟ ବେଳେ କୋଭିଡ୍ ଗାଇଡ୍ଲାଇନକୁ ଖୋଲାଖୋଲି ଉଲ୍ଲଂଘନ କରାଯାଉଥିବା ଦେଖାଯାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର…
Archives


