ନେସ୍କୋ, ଓ୍ବେସ୍କୋ, ସାଉଥ୍କୋ ନେବ ଟାଟା
ଭୁବନେଶ୍ୱର,୧୯। ୯(ବ୍ୟୁରୋ): ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି (ସେସୁ)କୁ ହାତେଇବା ପରେ ଟାଟା ପାଓ୍ବାର କର୍ପୋରେଶନ ଲିମିଟେଡ ଅନ୍ୟ ୩ଟି ବିଦ୍ୟୁତ୍ ବଣ୍ଟନ କମ୍ପାନୀ ଓ୍ବେଷ୍ଟର୍ନ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ଓ୍ବେସ୍କୋ), ସାଉଥ୍ ଇଲେକ୍ଟ୍ରିସିଟି ସପ୍ଲାଏ କମ୍ପାନୀ(ସାଉଥ୍କୋ) ଏବଂ ନର୍ଥ ଇଲେକ୍ଟ୍ରିସିଟି ସପ୍ଲାଏ…
ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯…
CORONAVIRUS UPDATE: ରାଜ୍ୟରେ ପୁଣି ୪ ହଜାରରୁ ଅଧିକ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ୪୨୦୯ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା୧୭୫୫୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୪୧ ଜଣ…
ଅକ୍ଟୋବର ୧୨ରୁ ଓଜେଇଇ
ଭୁବନେଶ୍ୱର, ୧୮।୯(ବ୍ୟୁରୋ)- ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅକ୍ଟୋବର ୧୨ରୁ ଆରମ୍ଭ ହେବ। ଏହା ୧୯ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଶୁକ୍ରବାର ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ ସୂଚନା ଦେଇଛନ୍ତି। ଓଜେଇଇ କମ୍ପ୍ୟୁଟର ଆଧାରିତ ପରୀକ୍ଷା (ସିବିଟି)…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୫୦, ପୁରୀରୁ ୨୯୮, ବଲାଙ୍ଗୀରରୁ ୧୯୩, ଯାଜପୁରରୁ ୧୬୯, କେନ୍ଦ୍ରାପଡାରୁ ୧୩୨, ସୋନପୁରରୁ ୧୨୧, ଜଗତସିଂହପୁରରୁ ୧୧୫, ନବରଙ୍ଗପୁରରୁ…
୨୫ ଯାଏ ଭୁବନେଶ୍ୱର ଜୁଡିସିଆଲ କମ୍ପ୍ଲେକ୍ସ ସିଲ୍
ଭୁବନେଶ୍ୱର, ୧୮ା୯ (ବ୍ୟୁରୋ)- ଏକ ସପ୍ତାହ ଅର୍ଥାତ୍ ୧୯ରୁ ୨୫ ତାରିଖ ଯାଏ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସକୁ ସିଲ୍ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଦକ୍ଷିଣ ପୂର୍ବ ଜୋନ୍ ପକ୍ଷରୁ ଏନେଇ ନିର୍ଦ୍ଦେଶନାମା ପ୍ରକାଶ କରାଯାଇଥିବାବେଳେ ଭୁବନେଶ୍ୱର ଜୁଡ଼ିସିଆଲ କମ୍ପ୍ଲେକ୍ସ…
ଡେକଚି ପାଣିରେ ବୁଡି ଚାଲିଗଲା ଶିଶୁକନ୍ୟାର ଜୀବନ
ମାଧପୁର,୧୮।୯-ଆଠମଲ୍ଲିକ ବ୍ଲକ ଅନ୍ତର୍ଗତ କନ୍ଧପଡା ପଞ୍ଚାୟତ ମନରବେଡ଼ା ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ଡେକଚି ପାଣିରେ ବୁଡି ଜଣେ ଶିଶୁକନ୍ୟା ମୃତ୍ୟୁବରଣ କରିଛନ୍ତି। ସୂଚନାଅନୁସାରେ, ଗ୍ରାମର ଅଶୋକ କୁମୁରାଙ୍କ ପତ୍ନୀ ଆରତୀ କୁମୁରା ରୋଷେଇ କରୁଥିବା ସମୟରେ ତାଙ୍କର…
ଭୁବନେଶ୍ୱରରୁ ଆଜି ୩୦୫ ପଜିଟିଭ ଚିହ୍ନଟ
ଭୁବନେଶ୍ୱର,୧୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୧୫ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଓପିଜିସି ପ୍ରକଳ୍ପରେ ଦୁର୍ଘଟଣା ଘଟଣା: ଚିକିତ୍ସାଧିନ ଅବସ୍ଥାରେ ଆଖି ବୁଜିଲେ ଗଞ୍ଜାମର ଠିକା ଶ୍ରମିକ, କ୍ଷତିପୂରଣ ଦାବି
ଲଖନପୁର,୧୮।୯(ଡି.ଏନ୍.ଏ.)- ଓଡ଼ିଶା ବିଦ୍ୟୁତ ଉପ୍ତାଦନ ନିଗମ(ଓପିଜିସି)ର ବନହରପାଲିସ୍ଥିତ ଇବ ତାପଜ ବିଦ୍ୟୁତ୍ କେନ୍ଦ୍ରର ୩ୟ ୟୁନିଟ ଇଏସ୍ପି ହପର୍ ଖସି ପଡିବା ଫଳରେ ଗରମ ପାଉଁଶ ପଡି ୬ଜଣ ଠିକା ଶ୍ରମିକ ପୋଡି ଯାଇ ଆହତ ହୋଇଥିଲେ । ଗତ ୫ତାରିଖରେ…
ଯୁକ୍ତ ୨ ନାମଲେଖା ପାଇଁ ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ: ଆଗରେ ରହିଛି ରେଭେନ୍ଶା ଜୁନିୟର କଲେଜ
ଭୁବନେଶ୍ୱର,୧୮।୯(ବ୍ୟୁରୋ): ଯୁକ୍ତ ୨ ନାମଲେଖା ପାଇଁ ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି। ଚଳିତ ବର୍ଷ ରେଭେନ୍ଶା ଜୁନିୟର କଲେଜ କଳା, ବାଣିଜ୍ୟ ଓ ବିଜ୍ଞାନ ପାଇଁ କଟ୍ ଅଫ୍ ମାର୍କରେ ଆଗରେ ରହିଛି। କଲେଜରେ କଳାରେ ୭୨.୫% କଟ୍…
ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ଚଢ଼ାଉ
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରିଛି ସିବିଆଇ। ବହୁ ଚର୍ଚ୍ଚିତ ସି-ସୋର ଚିଟ୍ଫଣ୍ଡ ଲିଙ୍କ୍ ମାମଲାରେ ଏହି ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ୟୁନିଟ୍-୧ସ୍ଥିତ ବାସଭବନରେ ଏହି ଚଢ଼ାଉ ଜାରି ରହିଛି।
ହିନ୍ଦୀ ଶିକ୍ଷକଙ୍କ ପ୍ରତି ଅଣଦେଖା
ଭୁବନେଶ୍ୱର,୧୮ା୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ସରକାରୀ ଉଚ୍ଚ ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଶିକ୍ଷିତ ହିନ୍ଦୀ ଶିକ୍ଷକମାନଙ୍କ ପ୍ରତି ସରକାର ପ୍ରତିକ୍ଷେତ୍ରରେ ଅଣଦେଖା କରୁଥିବା ନେଇ ରାଜ୍ୟ ହିନ୍ଦୀ ଶିକ୍ଷକ ସଂଘ ଅଭିଯୋଗ କରିଛି। ଗତ ୧୧ ତାରିଖରେ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକଙ୍କ ପତ୍ର ଅନୁଯାୟୀ,…
Archives


