ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗୀରରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡରୁ ୧୦୭,…

ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ…

ସାବାଡ ହେବେ ଅମାନିଆ: ପୋଲିସ ଡିଜିପି

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ଭୁବନେଶ୍ୱର-କଟକରେ ସାବାଡ ହେବେ ଅମାନିଆ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଗିଦ ପରେ ଅମାନିଆଙ୍କୁ ସାବାଡ ପାଇଁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ମାର୍କେଟ ଅଞ୍ଚଳରେ ଅମାନିଆଙ୍କୁ ପାନେ ଦେବ କୋଭିଡ ଏନଫୋର୍ସମେଣ୍ଟ ଟିମ। ଦ୍ୱୈତନଗରୀରେ ଅଧିକ ୫୦ ଅଫିସର ଓ…

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପରଲୋକରେ ଭାଜପା ନେତା ଅଶୋକ ସାହୁ: ଶୋକପ୍ରକାଶ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭।୯(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ଅଶୋକ ସାହୁଙ୍କ ଗୁରୁବାର ପରଲୋକ ଘଟିଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ହୋଇଥିଲା। ତେବେ ସପ୍ତାହେ ଧରି ସେ…

ଭୁବନେଶ୍ୱର, କଟକକୁ ଆସି ପାରିବେ କୋଭିଡ୍‌ ରୋଗୀ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): କଟକ ଓ ଭୁବନେଶ୍ୱରରେ ଥିବା କୋଭିଡ୍‌ ହସ୍ପିଟାଲକୁ ରୋଗୀ ପଠାଇବା ନେଇ ସରକାର ବାରଣ କରିନାହାନ୍ତି। ସରକାର ଦ୍ୱୈତ ନଗରୀରେ ସୃଷ୍ଟି କରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟର ଲୋକଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌…

ରାଜଧାନୀରେ ଚାଞ୍ଚଲ୍ୟ: ମା’ଙ୍କୁ ଶାବଳରେ ପିଟି ପିଟି ହତ୍ୟା କଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର,୧୭।୯(ବ୍ୟୁରୋ)- ରାଜଧାନୀ ଏୟାରଫିଲ୍ଡ ଥାନା ବେହେରାସାହି ଅର୍କିଡ ଆପାଟମେଣ୍ଟରେ ଗୁରୁବାର ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ମୃତ ମହିଳା ହେଲେ ବିନୋଦିନୀ ମିଶ୍ର । ଘରୋଇ କଳିରୁ ଦୁଇ ନାବାଳକ ପୁଅ ବିନୋଦିନୀଙ୍କୁ ପିଟି ପିଟି ହତ୍ୟା କରିଛନ୍ତି। ଖବର ପାଇ…

ସ୍କୁଲରେ ହେବ ପରିବାଚାଷ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ ମଧ୍ୟାହ୍ନ ଭୋଜନର ଗୁଣବତ୍ତା ବୃଦ୍ଧି ଉପରେ ସରକାର ଗୁରୁତ୍ୱ ଦେଉଛନ୍ତି। ତେଣୁ ଏଣିକି ସ୍କୁଲ ପରିସରରେ ପନିପରିବା ଚାଷ ହେବ। ସ୍କୁଲ କର୍ତ୍ତୃପକ୍ଷ ପରିବା ଚାଷ କରିବେ। ଉତ୍ପାଦିତ ପନିପରିବାରେ ହିଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ…

କଟକ-ଭୁବନେଶ୍ୱରରେ କୋଭିଡ୍‌ ନିୟମକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ରାଜ୍ୟର ଅନ୍ୟ ଅଞ୍ଚଳଗୁଡିକରେ କୋଭିଡ୍‌ ନିୟମ କଡାକଡି ଅନୁପାଳନ ହେଉଛି। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ ଏହା ସେତେଟା ଉତ୍ସାହଜନକ ନୁହେଁ। ଭୁବନେଶ୍ୱର-କଟକ କମିଶନରେଟ ଅଞ୍ଚଳରେ କୋଭିଡ୍‌ ନିୟମ କାର୍ଯ୍ୟକାରିତା ଉପରେ ପ୍ରତ୍ୟକ୍ଷ ଭାବେ ଦୃଷ୍ଟି ଦେବା ସହ ଆବଶ୍ୟକ ପଦକ୍ଷେପ…

ହାଇକୋର୍ଟରେ ଦଶହରା ମାମଲା: ଯେତିକି ଉଚ୍ଚର ମୂର୍ତ୍ତି ହୋଇଛି, ସେତିକି ରହିବ

କଟକ ଅଫିସ,୧୭।୯: ଦଶହରାରେ ମୃଣ୍ମୟୀ ମୂର୍ତ୍ତି ନିର୍ମାଣକୁ ନେଇ ଲାଗିଥିବା ବିବାଦରେ ହାଇକୋର୍ଟ ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଯେଉଁ ପୂଜା କମିଟି ଯେତିକି ଉଚ୍ଚତାର ମୃଣ୍ମୟୀ ମୂର୍ତ୍ତି ନିର୍ମାଣ କରିଛନ୍ତି, ସେତିକି ଉଚ୍ଚତା ପର୍ଯ୍ୟନ୍ତ ଅନୁମତି ମିଳିବ। ଏ ନେଇ…

ରାଜ୍ୟପାଳଙ୍କ ହସ୍ତକ୍ଷେପ ପରେ ନିଷ୍ପତ୍ତି: ଆନ୍ଧ୍ରପ୍ରଦେଶ ବିଏଡ୍‌ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର,୧୭ା୯(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆନ୍ଧ୍ରପ୍ରଦେଶରେ ବିଏଡ୍‌ ଶିକ୍ଷା କରୁଥିବା ଓଡ଼ିଶାର ୩୦ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କ ପରୀକ୍ଷାକୁ ଘୁଞ୍ଚାଇବାକୁ ନିଷ୍ପତ୍ତି ନେଇଛନ୍ତି ସେଠାକାର ସରକାର। ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ହସ୍ତକ୍ଷେପ ପରେ ଆସନ୍ତା ଅକ୍ଟୋବରରେ ହେବାକୁ ଥିବା…

ବାଲେଶ୍ୱର ସଦର, ତିର୍ତ୍ତୋଲ ଉପନିର୍ବାଚନ: ଅପରାଧ ପୃଷ୍ଠଭୂମିର ତଥ୍ୟ ଦେବେ ପ୍ରାର୍ଥୀ

ଭୁବନେଶ୍ୱର,୧୭ା୯(ବ୍ୟୁରୋ): ବାଲେଶ୍ୱର ସଦର ଏବଂ ଜଗତସିଂହପୁର ଜିଲାର ତିର୍ତ୍ତୋଲରେ ହେବାକୁ ଥିବା ବିଧାନସଭା ଉପନିର୍ବାଚନ ପୂର୍ବରୁ ରାଜନୈତିକ ଦଳଗୁଡ଼ିକ ସେମାନଙ୍କ ପ୍ରାର୍ଥୀଙ୍କ ଆପରାଧିକ ପୃଷ୍ଠଭୂମି ସମ୍ପର୍କରେ ସବିଶେଷ ତଥ୍ୟ ଦେବେ। ଉଭୟ ଛାପା ଏବଂ ବୈଦ୍ୟୁତିକ ଗଣମାଧ୍ୟମରେ ୩ ପର୍ଯ୍ୟାୟରେ ଏ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri