CORONAVIRUS UPDATE: ରାଜ୍ୟରୁ ଆଜି ସର୍ବାଧିକ ୪୨୪୧ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୬୭ ହଜାର ଟପିଲା
ଭୁବନେଶ୍ୱର,୧୭ା୯(ବ୍ୟୁରୋ): ଗୁରୁବାର ମୋଟ୍ ୩୦ ଜିଲାରୁ ୪,୨୪୧ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧, ୬୭, ୧୬୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ…
ଅନଲାଇନ୍ କ୍ଲାସର ବାସ୍ତବଚିତ୍ର: ପାହାଡ ଉପରେ ଚାଲିଛି ଛାତ୍ରୀଛାତ୍ରଙ୍କ ପାଠପଢା
ହରଭଙ୍ଗା, ୧୬ା୯( ଡି.ଏନ.ଏ.)-ମହାମାରୀ କରୋନା କଟକଣା ପାଇଁ ସ୍କୁଲ କଲେଜ ବନ୍ଦ ରହିଛି। ସରକାର ଅନ୍ଲାଇନ୍ କ୍ଲାସ ଜରିଆରେ ପିଲାଙ୍କୁ ଶିକ୍ଷାଦାନ କରାଉଛନ୍ତି। ହେଲେ ଅନ୍ ଲାଇନ୍ କ୍ଲାସ ଛାତ୍ରୀଛାତ୍ରଙ୍କ ଉଦ୍ଦେଶ୍ୟ ପୂରଣ କରିପାରୁ ନ ଥିବା ଅଭିଯୋଗ ହୋଉଛି। ଏହାର…
କରୋନାରେ ଚାଲିଗଲା ପୋଲିସ ଇନ୍ସପେକ୍ଟରଙ୍କ ଜୀବନ
ବଲାଙ୍ଗୀର ଅଫିସ୍,୧୬ା୯-ବଲାଙ୍ଗୀର ଜିଲା ପୋଲିସ ବିଭାଗ କୋଭିଡ୍ ସେଲ୍ର ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ବିଜୟାନନ୍ଦ କରକରାଙ୍କ ବୁଧବାର ବିଶାଖାପାଟଣାର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଥିଲା। ତାଙ୍କ ବିୟୋଗରେ…
୨୭ରୁ ବିଧାୟକଙ୍କ କରୋନା ଟେଷ୍ଟ
ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ସେପ୍ଟେମ୍ବର ୨୯ରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। ଏହାର ଦୁଇଦିନ ପୂର୍ବରୁ ଅଧିବେଶନରେ ଯୋଗ ଦେଉଥିବା ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀମାନଙ୍କର କୋଭିଡ୍-୧୯ ଟେଷ୍ଟ କରାଯିବ। ଅଧିବେଶନର ପଞ୍ଚମ ଦିନ ଅର୍ଥାତ୍ ଅକ୍ଟୋବର ୪ରେ ପୁଣିଥରେ ବିଧାୟକ, ସେମାନଙ୍କର…
୨୦ରେ ଲଘୁଚାପ : ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖ ପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କେକେତ ଜିଲାରେ ପ୍ରବଳରୁ ଅତି…
ବନ୍ୟା କ୍ଷୟକ୍ଷତି ବୁଲି ଦେଖିଲେ କେନ୍ଦ୍ରୀୟ ଟିମ୍
ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ଓଡ଼ିଶାର ବନ୍ୟା କ୍ଷୟକ୍ଷତି ଆକଳନ କରିବାକୁ ବୁଧବାର ୭ ଜଣିଆ କେନ୍ଦ୍ରୀୟ ଟିମ୍ ଭୁବନେଶ୍ୱରରେ ପହଞ୍ଚିଛନ୍ତି। କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରଣାଳୟ ଯୁଗ୍ମ ସଚିବ(ବାମପନ୍ଥୀ ଉଗ୍ରବାଦ ମୁକାବିଲା ବ୍ୟାପାର) ପ୍ରବୀଣ ବଶିଷ୍ଠଙ୍କ ନେତୃତ୍ୱରେ ଏକ ଅନ୍ତଃ ମନ୍ତ୍ରଣାଳୟ ୭ ଜଣିଆ କେନ୍ଦ୍ରୀୟ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୨୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜ୍ୟରେ ବୁଧବାର ଆଉ ୪୧୨୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ ୨୭୨, ନୂଆପଡ଼ାରୁ ୨୬୮, ଅନୁଗୋଳରୁ ୧୮୭, ବରଗଡ଼ରୁ ୧୮୧, ଢେଙ୍କାନାଳରୁ ୧୫୦,…
ସ୍କୁଟି-ବାଇକ ମୁହାଁମୁହିଁ ଧକ୍କା: ୨ ମୃତ
ହରଭଙ୍ଗା ,୧୬।୯ ( ଡି .ଏନ. ଏ.)- ବୌଦ୍ଧ ଜିଲା ହରଭଙ୍ଗା ଥାନା ହରଭଙ୍ଗା ଯୁକ୍ତ ଦୁଇ ଜୁନିୟର କଲେଜ ନିକଟରେ ବୁଧୁବାର ଅପରାହ୍ନରେ ଏକ ସ୍କୁଟି ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ…
ଭୁବନେଶ୍ୱରରୁ ଆଜି ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୧୬।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୭୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୮୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୦୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ମାଲକାନଗିରି ବିଧାୟକ କରୋନାରେ ଆକ୍ରାନ୍ତ
ମାଲକାନଗିରି,୧୬।୯(ଡି.ଏନ୍.ଏ.): ରାଜ୍ୟରେ କରୋନା ସଂକ୍ରମଣ ବିଢ଼ିବାରେ ଲାଗିଛି। ବିଧାୟକ ଠାରୁ ଆରମ୍ଭ କରି ମନ୍ତ୍ରୀ କରୋନାରେ ସଂକ୍ରମିତ ହେଉଛନ୍ତି । ଏହାରି ମଧ୍ୟରେ ବୁଧବାର ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ…
ଓଡ଼ିଶାରେ ପହଞ୍ଚିଲେ କେନ୍ଦ୍ରୀୟ ଟିମ୍, ବିଭିନ୍ନ ବନ୍ୟାଞ୍ଚଳ କରିବେ ପରିଦର୍ଶନ
ଭୁବନେଶ୍ୱର,୧୬ା୯(ବ୍ୟୁରୋ): ବନ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରିବା ପାଇଁ କେନ୍ଦ୍ରୀୟ ଟିମ୍ ବୁଧବାର ଭୁବନେଶ୍ୱରେ ପହଞ୍ଚିଛନ୍ତି। କେନ୍ଦ୍ର ଗୃହ ବ୍ୟାପାର ମନ୍ତ୍ରଣାଳୟର ଯୁଗ୍ମ ସଚିବ (ଏଲ୍ଡବ୍ଲ୍ୟୁଇ)ର ପ୍ରବୀଣ ବଶିଷ୍ଟଙ୍କ ନେତୃତ୍ୱରେ ଏହି କେନ୍ଦ୍ରୀୟ ଟିମ ଆଜି ସକାଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି।…
ବ୍ୟାଙ୍କ୍ ମ୍ୟାନେଜର, କେ.ପି. ସଲ୍ୟୁଶନ୍ସ ମୁଖ୍ୟ ଗିରଫ
ଭୁବନେଶ୍ୱର,୧୬।୯ (ବ୍ୟୁରୋ):ଜୟଦେବ ବିହାରସ୍ଥିତ ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କରୁ ୨.୫ କୋଟି ଋଣ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ ଦୁଇଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ବାପୁଜୀ ନଗର ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ୍ ମ୍ୟାନେଜର ତଥା ଆସେସ୍ମେଣ୍ଟ ଅଫିସର ଶ୍ରୀକାନ୍ତ ପ୍ରସାଦ ପୃଷ୍ଟି…
Archives


