ରାଜ୍ୟ

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି। କୋଭିଡ୍‌ ହସ୍ପିଟାଲ କାନ୍ଥ ଡେଇଁ ଜଣେ କରୋନା ଆକ୍ରାନ୍ତ ରବିବାର ସକାଳୁ ଫେରାର ହୋଇଯାଇଥିବା…

ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣା: ଜେଲ୍‌ ଗଲେ ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝି

ସୁନ୍ଦରଗଡ଼,୬।୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଆଇଆଇସି ଆନନ୍ଦ ଚନ୍ଦ୍ର ମାଝିଙ୍କୁ ସୋମବାର ଜେଲ୍‌ ହାଜତକୁ ପଠାଇ ଦିଆଯାଇଛି। ନାବାଳିକାଙ୍କୁ ବଳାତ୍କାର ଓ ଗର୍ଭପାତ ଘଟଣାରେ ମାଝିଙ୍କୁ ଗିରଫ ପରେ ପୋକ୍ସୋ କୋର୍ଟ ରିମାଣ୍ଡ ପ୍ରଦାନ କରିବା ସହ ବିଚାର ବିଭାଗୀୟ…

ମଙ୍ଗଳବାରରୁ କାଉଣ୍ଟରରେ ମିଳିବ ଦେଶୀ ମଦ

ଭୁବନେଶ୍ୱର, ୬।୭(ବ୍ୟୁରୋ): ମଙ୍ଗଳବାରଠାରୁ କାଉଣ୍ଟରରେ ଦେଶୀ ମଦ, ରନ୍ଧା ମଦ ମିଳିବ। ଏ ନେଇ ଅବକାରୀ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୧ ତାରିଖରୁ ଦେଶୀ ମଦର ହୋମ୍‌ ଡେଲିଭରି ଆରମ୍ଭ ହୋଇଥିଲା। ତେବେ ମଙ୍ଗଳବାଠାରୁ ହୋମ୍‌ ଡେଲିଭରି ସହ…

ବିଧାନସଭାର ବିଭିନ୍ନ କମିଟି ବୈଠକ ବାତିଲ

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେରଖି ବିଧାନସଭାର ବିଭିନ୍ନ କମିଟି ବୈଠକ ବାତିଲ ନେଇ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି । ସେ କହିଛନ୍ତି,…

କଟକରୁ ୩ ପଜିଟିଭ ଚିହ୍ନଟ: ଅଛନ୍ତି ୨ କ୍ୱାରାଣ୍ଟାଇନ, ୧ ସ୍ଥାନୀୟ ଅଞ୍ଚଳର

କଟକ ଅଫିସ, ୬।୭: କଟକ ସହରରୁ ସୋମବାର ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ କ୍ୱାରାଣ୍ଟାଇନରେ ଥିବା ବେଳେ ଅନ୍ୟ ଜଣେ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ମାଣିକଘୋଷ ବଜାରରୁ ଜଣେ ୫୯ ବର୍ଷୀୟ ବ୍ୟକ୍ତି ଚିହ୍ନଟ…

ଚିନ୍ତା ବଢାଉଛି ରାଜଧାନୀ: ପୁଣି ୧୭ କରୋନା ଆକ୍ରାନ୍ତ, ୨ କରୋନା ଯୋଦ୍ଧା ସାମିଲ୍‌

ଭୁବନେଶ୍ୱର,୬।୭(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଏଠାରୁ ପୁଣି ୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦ରେ ପହଞ୍ଚିଛି। ଚିହ୍ନଟଙ୍କ ମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୫ ଜଣଙ୍କ, ଲୋକାଲ…

କରୋନା ଲକ୍ଷଣ ଲୁଚାଇଲେ ବିପଦ: ଗଞ୍ଜାମ ଜିଲାପାଳ

ଛତ୍ରପୁର, ୬।୭(ଡି.ଏନ୍‌.ଏ.): ସପ୍ତାହକ ମଧ୍ୟରେ କେତେକ କେସ୍‌ ଅନୁଧ୍ୟାନ କରିବା ପରେ ବହୁ ଲୋକ ନିଜର କରୋନା ଲକ୍ଷଣ ଲୁଚାଉଥିବା ଜଣାପଡ଼ିଛି। ଏ ନେଇ ସୋମବାର ଏକ ଭିଡିଓ ବାର୍ତ୍ତାରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ…

କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଏହା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ-୧୯…

କରୋନା ନେଲା ଆଉ ଦୁଇ ଜୀବନ, ରାଜ୍ୟରେ ମୃତ୍ୟୁସଂଖ୍ୟା ୩୮କୁ ବୃଦ୍ଧି

ଭୁବନେଶ୍ୱର,୬ା୭(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ଦୁଇ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଏବଂ ଯାଜପୁର ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଗଞ୍ଜାମ କରୋନା ଆକ୍ରାନ୍ତଙ୍କ…

କଟକ ଶିଶୁଭବନ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୬ା୭: ସୋମବାର କଟକସ୍ଥିତ ଶିଶୁଭବନର ଆଉଟ୍‌ଡୋର ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟ୍‌ଡୋର ବନ୍ଦ ରହିବ ବୋଲି ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି। ତେବେ ଶିଶୁଭବନରେ ଜରୁରିକାଳୀନ ସେବା ଜାରି ରହିବ। ସୂଚନାଯୋଗ୍ୟ,…

CORONAVIRUS UPDATE: ରାଜ୍ୟରେ ୨୪ ଜିଲାରୁ ୪୫୬ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ରେ ପହଞ୍ଚିଲା

ଭୁବନେଶ୍ୱର, ୬।୭(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ୪୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ଭାଜପାର ପୂର୍ବତନ ବିଧାୟିକା ରାଧାରାଣୀ ପଣ୍ଡା ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଝାରସୁଗୁଡ଼ା ଅଫିସ,୬ା୭: ବ୍ରଜରାଜନଗରର ପୂର୍ବତନ ବିଧାୟିକା ତଥା ଭାଜପା ନେତ୍ରୀ ରାଧାରାଣୀ ପଣ୍ଡା ଗୁରୁତର ଅସୁସ୍ଥ ହୋଇଛନ୍ତି। ତାଙ୍କୁ ବରଗଡ଼ର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୀର୍ଘଦିନରୁ ସେ ଡାଇବେଟିସ ଓ ଶ୍ୱାସଜନିତ ରୋଗରେ ପୀଡ଼ିତ ଥିବାବେଳେ ଶନିବାର ସ୍ବାସ୍ଥ୍ୟାବସ୍ଥା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri