ଖାଲି ପଡ଼ିଛି ସୁପର ସ୍ପେଶିଆଲିଟି ପିଜି ସିଟ୍
କଟକ ଅଫିସ,୧୬।୯:ମେଡିକାଲ ପାଠ୍ୟକ୍ରମର ସର୍ବୋଚ୍ଚ ଡିଗ୍ରୀ ଏମ୍.ସିଏଚ୍(ମାଷ୍ଟର ଅଫ୍ ଚିରାଜି) ଏବଂ ଡିଏମ୍(ଡକ୍ଟର ଅଫ୍ ମେଡିସିନ) ପଢିବା ପାଇଁ ମେଡିକାଲ ଛାତ୍ରୀଛାତ୍ରଙ୍କ ଆଗ୍ରହ କମିବାରେ ଲାଗିଛି। ଫଳରେ ଏବେ ରାଜ୍ୟରେ ବିଭିନ୍ନ ମେଡିକାଲ କଲେଜର ସୁପର୍ ସ୍ପେଶିଆଲିଟି ବିଭାଗରେ ଏସବୁ ପିଜି…
ନନ୍ଦନକାନନ: ଭାଲୁ ଆରତି ଅସୁସ୍ଥ
ବାରଙ୍ଗ,୧୬।୯(ଡି.ଏନ୍.ଏ): ପ୍ରାଣୀ ଉଦ୍ୟାନ ନନ୍ଦନକାନନର ଭାଲୁ ସଫାରିରେ ଥିବା ଭାଲୁ ଆରତି ଅସୁସ୍ଥ ହୋଇଥିବା ଜଣାପଡ଼ିଛି। ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏହି ଭାଲୁଟିକୁ ସୋମବାର ନନ୍ଦନକାନନରେ ଥିବା ଡାକ୍ତରଖାନା ନିଆଯାଇଛି। ଏହାସହ ତା’ ସ୍ବାସ୍ଥ୍ୟରେ ଅବନତି ଘଟିବାରୁ ଆଇସିୟୁରେ ଭର୍ତ୍ତି କରାଯାଇଛି।…
କରୋନା ନେଲା ୧୧ ଜୀବନ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୫୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୧…
CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୭୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୭୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୯୨ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
ଇଟାଲୀୟ ଫିଲ୍ମ ନିର୍ମାତାଙ୍କ ସହ ହାତ ମିଳାଇଲେ ଜିତେନ୍ଦ୍ର
ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର୍ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ଇଟାଲୀର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ପ୍ରଯୋଜକ ଉଲିସି ଲେଣ୍ଡାରୋଙ୍କ ସହ ହାତ ମିଳାଇଛନ୍ତି। ଉଭୟ ମିଶି ଚଳିତ…
କରୋନା: ଓଡ଼ିଶାରେ ମୃତ୍ୟୁ ହାର ଜାତୀୟଠୁ କମ୍
ଭୁବନେଶ୍ୱର, ୧୬।୯ (ବ୍ୟୁରୋ) :ରାଜ୍ୟରେ କରୋନାସ୍ଥିତି ଅଣାୟତ୍ତ ସ୍ଥିତିରେ ରହିଛି। ସଂକ୍ରମଣ ସହ ମୃତ୍ୟୁ ମଧ୍ୟ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୪୫ଜଣ ସଂକ୍ରମିତ ହୋଇଥିବାବେଳେ ୮ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁ…
ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ
ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ। ଏଥିପାଇଁ କାର୍ଯ୍ୟକାରୀ ହେବ ଇ-ମଷ୍ଟର ରୋଲ। ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ଜରିଆରେ…
ଗୁରୁତର ନ ଥିଲେ କଟକ, ଭୁବନେଶ୍ୱର ପଠାଅ ନାହିଁ
ଭୁବନେଶ୍ୱର,୧୬।୯(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। କଟକ ଓ ଭୁବନେଶ୍ୱର ଏକ ପ୍ରକାର ହଟ୍ସ୍ପଟ୍ ପାଲଟିଛି। ଏପରି ସ୍ଥଳେ ଅନ୍ୟ ଜିଲାଗୁଡିକରୁ କମ୍ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ଜିଲା ପ୍ରଶାସନ ଭୁବନେଶ୍ୱରକୁ ମନଇଚ୍ଛା ପଠାଇ ଦେଉଛନ୍ତି।…
ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ
ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ ସ୍ତ୍ରୀଙ୍କ ଆଖି ଆଗରେ ଚାଲିଗଲା ସ୍ବାମୀ ଜୀବନ। ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ଆସିଛି…
ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର
ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ ଏହି କେନ୍ଦ୍ର ନିର୍ମାଣ କରାଯିବ। ଆବଶ୍ୟକସ୍ଥଳେ ଏହିଭଳି ୪ଟି ଅସ୍ଥାୟୀ ହାତୀ ଆଶ୍ରୟସ୍ଥଳ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩,୭୧୪ ଆକ୍ରାନ୍ତ
ଭୁବନେଶ୍ୱର, ୧୫।୯ (ବ୍ୟୁରୋ): ଓଡ଼ିଶାରେ ମଙ୍ଗଳବାର ୩,୭୧୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି…
ରାଜଧାନୀରେ ବୋଲ ମାନୁନି କରୋନା: ଚିହ୍ନଟ ହେଲେ ଆଉ ୩୪୨ କରୋନା ପଜିଟିଭ୍; ଜାଣନ୍ତୁ କେଉଁଠୁ କେତେ
ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬୯୩୩କୁ ବୃଦ୍ଧି ପାଇଛି। ସେଥିରୁ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୫୬୮ ଆକ୍ଟିଭ୍ କେସ୍ ରହିଛି। ଏହାଛଡ଼ା…
Archives


