ହୀରାକୁଦ ଡ୍ୟାମ୍ର ଗୋଟିଏ ଗେଟ୍ ଖୋଲା
ସମ୍ବଲପୁର,୬।୭ (ବ୍ୟୁରୋ): ହୀରାକୁଦ ଡ୍ୟାମ୍ର ଜଳସ୍ତର ରବିବାର ରାତି ୯ଟା ସୁଦ୍ଧା ୫୯୯.୯୩ ଫୁଟ୍ ରହିଛି। ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ୨୭,୬୯୦ କ୍ୟୁସେକ ଜଳ ପ୍ରବେଶ କରୁଛି। ଡାହାଣ ପାର୍ଶ୍ୱରେ ଗୋଟିଏ ସ୍ଲୁଇସ୍ ଗେଟ୍, ବିଭିନ୍ନ କେନାଲ ଓ ପାୱାର…
ନୂଆ ଜୀବନ ପାଇଲେ ମାମୁନି
ଭୁବନେଶ୍ୱର,୬ା୭(ବ୍ୟୁରୋ): ଅଭିନେତା ସବ୍ୟସାଚୀଙ୍କ ପାଇଁ ନୂଆ ଜୀବନ ପାଇଛନ୍ତି ଜଗତ୍ସିଂହପୁରର ମାମୁନି। ବୟସ ମାତ୍ର ୧୯ବର୍ଷ। ହେଲେ ଏତେ କମ୍ ବୟସରେ ତାଙ୍କ କାନ୍ଧରେ ଏବେ ପରିବାର ବୋଝ। ପୂର୍ବରୁ ବାପା ପରିବା ବିକି ଯାହା ରୋଜଗାର ହେଉଥିଲା କଷ୍ଟେମଷ୍ଟେ ପରିବାର…
ଆଜି ଶ୍ରାବଣର ପ୍ରଥମ ସୋମବାର: ଘାଟ, ପୀଠ କେଉଁଠି ନାହାନ୍ତି କାଉଡ଼ିଆ
କଟକ ଅଫିସ,୬ା୭: ଆଜି ଶ୍ରାବଣ ମାସର ପ୍ରଥମ ସୋମବାର। ଏହିଦିନ ସହ ଏହାର ପୂର୍ବଦିନ କାଉଡିଆଙ୍କ ଭିଡ଼ ଓ ବୋଲବମ୍ ଧ୍ୱନିରେ କମ୍ପୁଥାନ୍ତା ଗଡ଼ଗଡ଼ିଆ ଘାଟ। କିନ୍ତୁ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ବୋଲ୍ବମ୍ ଯାତ୍ରାକୁ ରାଜ୍ୟ ସରକାର ବନ୍ଦ କରିବା…
ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ନିଯୁକ୍ତି ଦେବାକୁ ଓଏଚ୍ଆର୍ସିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୬ା୭(ବ୍ୟୁରୋ): ଦିବ୍ୟାଙ୍ଗ ଅଙ୍ଗନଓ୍ବାଡି କର୍ମୀଙ୍କୁ ଘର ନିକଟ କେନ୍ଦ୍ରରେ ତୁରନ୍ତ ନିଯୁକ୍ତି ଦେବାକୁ ଓଡ଼ିଶା ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି) ବଲାଙ୍ଗୀର ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଦିବ୍ୟାଙ୍ଗଙ୍କୁ କାହିଁକି ତାଙ୍କ ଘର ଅଙ୍ଗନଓ୍ବାଡିରେ ନିଯୁକ୍ତି ଦିଆଯାଇ ନ ଥିଲା ସେନେଇ…
ଆଜିଠୁ ତିନିଦିନିଆ ଶଟ୍ଡାଉନ୍
କଟକ ଅଫିସ,୬ା୭: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ସଂକ୍ରମଣର ପ୍ରସାରକୁ ରୋକିବା ପାଇଁ ସପ୍ତାହାନ୍ତ ଶଟ୍ଡାଉନ୍ ପରେ ସୋମବାରଠାରୁ ବୁଧବାର ରାତି ପର୍ଯ୍ୟନ୍ତ ପୁଣି ଥରେ ଶଟ୍ଡାଉନ୍ ଜାରି କରାଯାଇଛି। ଏହାର ସଠିକ୍ ପାଳନ ପାଇଁ…
୪ ହସ୍ପିଟାଲ ପାଇଁ ଗାଇଡ୍ଲାଇନ୍
କଟକ ଅଫିସ୍,୬ା୭: କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର…
ରଥଯାତ୍ରାରେ ସାମିଲ ହୋଇଥିଲେ ଅଣସେବକ
ପୁରୀ ଅଫିସ,୬ା୭: ଆଇନର କାଠଗଡ଼ା ଭିତରେ ଦୀର୍ଘଦିନ ଲଢେଇ ଚାଲିଲା। ପ୍ରଥମେ ନାଁ ଓ ପରେ ହଁ କହିଲେ ସୁପ୍ରିମକୋର୍ଟ। ଶେଷରେ ପୁରୀ ରଥଯାତ୍ରାକୁ ଦେଲେ ସର୍ତ୍ତମୂଳକ ଅନୁମତି। ବିନା ଭକ୍ତରେ ହେବ ରଥଯାତ୍ରା। କରୋନା ସଂକ୍ରମଣ ଯେପରି ନ ବ୍ୟାପିବ…
ଶିକ୍ଷକଙ୍କୁ କୋଭିଡ୍ ଦାୟିତ୍ୱ ନ ଦେବାକୁ ଓଷ୍ଟାର ଦାବି
ଭଞ୍ଜନଗର,୬।୭(ଡି.ଏନ.ଏ.)- କୋଭିଡ୍-୧୯ ପରିଚାଳନା ଦାୟିତ୍ୱରେ ଥିବା ଗଞ୍ଜାମ ଜିଲାର ୨ ଶିକ୍ଷକଙ୍କର କରୋନାରେ ମୃତ୍ୟୁ ଘଟିଛି। ତେଣୁ ଶିକ୍ଷକମାନଙ୍କୁ ସିଧାସଳଖ କୋଭିଡ୍ ଦାୟିତ୍ୱ ଅଗଷ୍ଟ ୩୧ ପର୍ଯ୍ୟନ୍ତ ନଦେବାକୁ ଓଷ୍ଟା ରାଜ୍ୟ ସଂଘ ଉପ ସଭାପତି ସନ୍ତୋଷ ଜେନା ରବିବାର ସଂଘର…
ଆସନ୍ତାକାଲି ୩ ଜିଲାରେ ଅତିପ୍ରବଳ ବର୍ଷା
ଭୁବନେଶ୍ୱର, ୫।୭(ବ୍ୟୁରୋ)- ସାରା ରାଜ୍ୟରେ ମୌସୁମୀବାୟୁ ସକ୍ରିୟ ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଆଖପାଖରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। କିନ୍ତୁ ଆସନ୍ତା ଦୁଇଦିନ ପ୍ରବଳ ବର୍ଷା ହେବ।…
ଯୁବତୀଙ୍କ ପାଇଁ କ୍ୱାରାଣ୍ଟାଇନରେ ପୂରା ପରିବାର
ସମ୍ବଲପୁର,୫।୭(ବ୍ୟୁରୋ)-ସମ୍ବଲପୁର ସହରର ଅଇଁଠାପାଲି ଥାନା ଅଧୀନ ଏଲ୍ଆଇସି କଲୋନୀର ଜଣେ ଯୁବତୀଙ୍କ ପାଇଁ ତାଙ୍କ ପୂରା ପରିବାରକୁ ହୋମ୍ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିଛି। ସମ୍ପୃକ୍ତ ଯୁବତୀ ଜଣକ କରୋନା କଟକଣା ପାଳନ କରି ନ ଥିବା ଅଭିଯୋଗ ହୋଇଛି। ଏ ନେଇ…
ଆଖି ବୁଜି ଦେଇଛି ପ୍ରଶାସନ: ଭଡା ଘରେ ଚାଲିଛି କୋଚିଂ ସେଣ୍ଟର
ମାଲକାନଗିରି,୫ା୭(ଡି.ଏନ୍.ଏ.)-କରୋନା ମହାମାରୀ ରୋଗ ଯେପରି ନ ବ୍ୟାପିବ, ଛାତ୍ରୀଛାତ୍ରମାନେ ସୁରକ୍ଷିତ ରହିବେ ସେଥିପାଇଁ ରାଜ୍ୟ ସରକାର ଗତ ମାର୍ଚ୍ଚରୁ ବାର୍ଷିକ ପରୀକ୍ଷା ନ କରି ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରି ଛାତ୍ରାବାସଗୁଡିକ ଖାଲି କରାଇ ପିଲାଙ୍କୁ ନିଜ ଘରକୁ ପଠାଇ…
ଜୁଲାଇ ୩୧ ପର୍ଯ୍ୟନ୍ତ ଖୋଲିବନି ଖୋର୍ଦ୍ଧା ଜିଲାର ଏହି ୯ ଐତିହ୍ୟସ୍ଥଳୀ
ଭୁବନେଶ୍ୱର,୫ା୭(ବ୍ୟୁରୋ)/ ଖୋର୍ଦ୍ଧା ଅଫିସ – ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲାରେ ଥିବା ୯ଟି ଐତିହ୍ୟ କୀର୍ତ୍ତିରାଜିକୁ ସର୍ବସାଧାରଣଙ୍କ ପାଇଁ ନ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି। ଜିଲାରେ କୋଭିଡ୍-୧୯ ସଂକ୍ରମଣ ଦିନକୁ ଦିନ ଉଗ୍ର ରୂପ ନେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଜୁଲାଇ…
Archives


