ରାଜ୍ୟ

ରାଜଧାନୀରେ ମାଡ଼ିଚାଲିଛି କରୋନା : ଆଜି ପୁଣି ୧୯ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଲା

ଭୁବନେଶ୍ୱର,୫ା୭(ବ୍ୟୁରୋ): ରବିବାର ରାଜଧାନୀ ଭୁବନେଶ୍ୱରରେ ପୁଣି ୧୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ କ୍ୱାରାଣ୍ଟାଇନ୍‌ରୁ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨ ଜଣ କୋଭିଡ୍‌ ଯୋଧ୍ୟା ମଧ୍ୟ କରୋନା ଆକ୍ରାନ୍ତ…

ଦବଙ୍ଗଗିରି ଦେଖାଇ ଫସିଲେ ପୋଲିସ ଗାଡ଼ି ଡ୍ରାଇଭର

ଝାରସୁଗୁଡା ଅଫିସ,୫ା୭- କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲାରେ କରାଯାଇଥିବା ଶଟ୍‌ଡାଉନ୍‌ର ପ୍ରଥମ ଦିନ ଶନିବାରରେ ବ୍ରଜରାଜନଗର ଥାନାର ଏକ ପାଟ୍ରୋଲିଂ ଗାଡିର ଡ୍ରାଇଭରଙ୍କ କାର୍ଯ୍ୟକଳାପ ପାଇଁ ଜିଲା ପୋଲିସକୁ ବିଭିନ୍ନ ମହଲରୁ ସମାଲୋଚିତ ହେବାକୁ ପଡିଛି। ତେବେ ପୋଲିସ ନିଜ…

ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍‌ପି

କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ଜିଲାକୁ ସ୍ବତନ୍ତ୍ର ଭାବେ ୪ ଜଣ ଡିଏସ୍‌ପିଙ୍କୁ…

ପୋଲିସ ଗୁଳିରେ ଟଳିଲେ ୪ କ୍ୟାଡର ମାଓବାଦୀ

ବାଲିଗୁଡା,୫।୭.(ଡି.ଏନ୍‌.ଏ.): କନ୍ଧମାଳ ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ। କନ୍ଧମାଳ ଜିଲା ପୋଲିସର ଏସ୍‌ଓଜି ଓ ଡିଭିଏଫ୍‌ର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଶନିବାର ରାତିରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର…

ଡରେଇଲାଣି କରୋନା: ରାଜ୍ୟରେ ଆଉ ୨ ମୁଣ୍ଡ ନେଲା; ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି

ଭୁବନେଶ୍ୱର,୫।୭(ବ୍ୟୁରୋ): ଡରାଇଲାଣି କରୋନା। ରବିବାର ଆଉ ୨ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ମୃତକ ଗଜପତି, ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ତେବେ ବାଲେଶ୍ୱର ଜିଲାର ଜଣେ…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୪୬୯ ନୂଆ ସଂକ୍ରମିତ, ମୋଟ ଆକ୍ରାନ୍ତ ସଂଖ୍ୟା ୯ହଜାର ଟପିଲା

ଭୁବନେଶ୍ୱର,୫।୭(ବ୍ୟୁରୋ): ରାଜ୍ୟରେ ରବିବାର ୪୬୯ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରୁ ୩୧୭ କ୍ୱାରାଣ୍ଟାଇନ୍‌ ମାମଲା ଥିବା ବେଳେ ୧୫୨ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯୦୭୦କୁ ବୃଦ୍ଧି ପାଇଛି।…

ଆଜିଠୁ ପୁରୀ ପ୍ରବେଶ ଉପରେ କଟକଣା: ୩୧ ପର୍ଯ୍ୟନ୍ତ ସୂର୍ଯ୍ୟ ମନ୍ଦିରକୁ ପ୍ରବେଶ ମନା

ପୁରୀ ଅଫିସ,୫।୭: ପୁରୀ ଜିଲାରେ କରୋନା ପଜିଟିଭ ସଂଖ୍ୟା ବଢିବାରେ ଲାଗିଛି। ଜୁଲାଇ ମାସ ସବୁଠୁ ଗୁରୁତ୍ୱପୂର୍ଣ୍ଣ। ତେଣୁ କରୋନା ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ସମସ୍ତଙ୍କୁ ସଚେତନ ଓ ସତର୍କ ରହିବାକୁ ହେବ। ଏହାକୁ ଦୃଷ୍ଟିରେ ରଖି ପୁରୀ…

ବିବାଦରେ ଓଡ଼ିଆ କବି ରାଜେନ୍ଦ୍ରଙ୍କ କବିତା: ଦେବୀ ସୀତାଙ୍କ ଉଦ୍ଦେଶ୍ୟରେ ସୋସିଆଲ ମିଡିଆରେ କରିଥିଲେ ପୋଷ୍ଟ

ଭୁବନେଶ୍ୱର,୪ା୭(ବ୍ୟୁରୋ): ‘ଅଶୋକ ବନରେ ତମେ ଇଚ୍ଛିପାର ରାବଣର ବଳାତ୍କାର, ଅଗ୍ନି ପରୀକ୍ଷାରେ ଏଣେ ହୋଇପାର ଅନାୟାସରେ ଉତ୍ତୀର୍ଣ୍ଣା, ତୁମେ କାହାରି ନୁହଁ।’ ସୋସିଆଲ ମିଡିଆରେ ଦେବୀ ସୀତାଙ୍କ ଉଦ୍ଦେଶ୍ୟରେ ଏଭଳି ଏକ ପୋଷ୍ଟ କରି ବିବାଦକୁ ଆସିଛନ୍ତି କେନ୍ଦ୍ର ସାହିତ୍ୟ ଏକାଡେମୀ…

ମହାପ୍ରଭୁଙ୍କୁ ନେଇ କାର୍ଟୁନ: ଶ୍ରଦ୍ଧାଳୁ, ସେବାୟତଙ୍କ ନାପସନ୍ଦ

ପୁରୀ ଅଫିସ,୫।୭: ମହାପ୍ରଭୁଙ୍କୁ ନେଇ ହୋଇଥିବା ଏକ କାର୍ଟୁନ ଚିତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ନୀଳାଦ୍ରିବିଜେ କାହାଣୀକୁ ନେଇ ଏହି କାର୍ଟୁନ କରାଯାଇଛି। ଭାଇ, ଭଉଣୀକୁ ସାଥିରେ ନେଇ ମହାପ୍ରଭୁ ଶ୍ରୀଜଗନ୍ନାଥ ନବଦିନାତ୍ମକ ଯାତ୍ରା କରିଥିଲେ। ତେଣୁ ଅଭିମାନ କରିଥିଲେ…

ସରିଲା ରଥଯାତ୍ରା: ରହିବ ସ୍ମରଣୀୟ

ପୁରୀ ଅଫିସ,୫।୭: ଶେଷ ହୋଇଛି ୨୦୨୦ର ସ୍ବତନ୍ତ୍ର ଓ ସ୍ମରଣୀୟ ରଥଯାତ୍ରା। ବିଗତ ବର୍ଷରେ ଅନେକ ପ୍ରତିକୂଳ ପରିସ୍ଥିତି ଆସିଛି। ୧୮ଥର ଶ୍ରୀମନ୍ଦିର ଆକ୍ରମଣ ଯୋଗୁ ୨୨ଥର ସ୍ଥାନାନ୍ତର ହୋଇଛନ୍ତି ମହାପ୍ରଭୁ। ଏଥିପାଇଁ ବହୁବର୍ଷ ରଥଯାତ୍ରା ବନ୍ଦ ହୋଇଥିବା ବେଳେ ପୁଣି…

କରୋନା ସଂକ୍ରମଣ ବଳୟରେ କଟକର ହସ୍ପିଟାଲ, ବସ୍ତି: ଆଚାର୍ଯ୍ୟ ହରିହରରୁ ମାଳିସାହିକୁ ଡେଇଁଲା

କଟକ ଅଫିସ୍‌,୫।୭: କଟକ ଜିଲାରେ ପ୍ରଥମେ ବିଭିନ୍ନ ହସ୍ପିଟାଲ ଓ ଏବେ ବସ୍ତିରେ କରୋନା ଭୂତାଣୁର ସଂକ୍ରମଣ ଅଣାୟତ୍ତ ସ୍ଥିତି ସୃଷ୍ଟି କରିଛି। ଏସ୍‌ସିବି ଆଇସୋଲେଶନ ଓ ଅନ୍ୟ ବିଭାଗ, ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନ ଓ ଚାଉଳିଆଗଞ୍ଜସ୍ଥିତ…

ରାଜଧାନୀରେ ଚାଞ୍ଚଲ୍ୟ: ୪ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର

ଭୁବନେଶ୍ୱର,୫।୭ (ବ୍ୟୁରୋ): ରାଜଧାନୀରେ ଜଣେ ୪ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର ହୋଇଛି। ନୟାପଲ୍ଲୀ ଥାନାଞ୍ଚଳରେ ଶୁକ୍ରବାର ରାତିରେ ଘଟିଛି ଏହି ସ୍ପର୍ଶକାତର ଘଟଣା। ଶିଶୁଟି ଗୁରୁତର ଅବସ୍ଥାରେ ଏକ ବସ୍ତି ଅଞ୍ଚଳରେ ପଡିଥିବାବେଳେ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ଘରୋଇ ହସ୍ପିଟାଲରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri