ରାଜ୍ୟ

ଶିକ୍ଷକଙ୍କ ଘରକୁ ଯିବ ନବମ ପରୀକ୍ଷା ଖାତା: ସ୍କୁଲ୍‌ରୁ ଅଭିଭାବକ ଘରକୁ ନେବେ ବହି

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ପାଇଁ ସବୁ କ୍ଷେତ୍ର ପ୍ରଭାବିତ ହୋଇଛି। ଏଥିପଯୋଗୁ ସ୍କୁଲ୍‌, କଲେଜ ବନ୍ଦ ରହିଥିବାରୁ ପିଲାଙ୍କ ପାଠପଢ଼ା ଓ ପରୀକ୍ଷା ଗୁରୁତର ବାଧାପ୍ରାପ୍ତ ହୋଇଛି। ଅନେକ ପରୀକ୍ଷାକୁ ବନ୍ଦ କରାଯିବା ସହିତ କିଛି ପରୀକ୍ଷାକୁ ସ୍ଥଗିତ ମଧ୍ୟ...

‘ସପ୍ତାହକୁ ୩ ଦିନ ତୋଳାହେଉ କେନ୍ଦୁପତ୍ର’

ଭୁବନେଶ୍ୱର,୧୨।୪(ବ୍ୟୁରୋ): ସାରା ଦେଶରେ କରୋନା ମୁକାବିଲା ପାଇଁ ଲକ୍‌ଡାଉନ ଜାରି ରହିଛି। ଓଡ଼ିଶାରେ ମଧ୍ୟ ଚଳିତ ମାସ ୩୦ତାରିଖ ଯାଏ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏଥିଯୋଗୁ କେନ୍ଦୁପତ୍ର ସଂଗ୍ରହ, ବିକ୍ରୟ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ସାମାଜିକ ଦୂରତା ରକ୍ଷାକରି...

ଲକ୍‌ଡାଉନ ଯୋଗୁ ଏମ୍‌ଏସ୍‌ଏମ୍‌ଇ ପ୍ରଭାବିତ: କେନ୍ଦ୍ରୀୟ ସହାୟତା ଲୋଡ଼ିିଲା ରାଜ୍ୟ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ବିଶ୍ୱବ୍ୟାପୀ କରୋନାଜନିତ ଭୟାବହତାକୁ ନେଇ ରାଜ୍ୟରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ(ଏମ୍‌ଏସ୍‌ଏମ୍‌ଇ)କ୍ଷେତ୍ର ପ୍ରାୟତଃ ବନ୍ଦ ହୋଇ ପଡ଼ିଥିବା ଯୋଗୁ ଏ କ୍ଷେତ୍ରରେ ଅଚଳାବସ୍ଥା ସୃଷ୍ଟି ହୋଇଛି । ଏ ନେଇ ଶନିବାର ବିଭାଗୀୟ ମନ୍ତ୍ରୀ କ୍ୟାପ୍‌ଟେନ୍‌ ଦିବ୍ୟଶଙ୍କର...

ସୁନ୍ଦରଗଡ଼ ଜିଲାରେ ପ୍ରଥମ ୨ କରୋନା ଆକ୍ରାନ୍ତ ଚିହ୍ନଟ: ବିଶ୍ରାରେ ପହଞ୍ଚିଲେ ସ୍ବାସ୍ଥ୍ୟ ଅଧିକାରୀ

ସୁନ୍ଦରଗଡ଼,୧୨।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ପ୍ରଥମ ଥର ପାଇଁ ଦୁଇଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଶନିବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ନମୂନା ପରୀକ୍ଷଣ ରିପୋର୍ଟରେ ୪ଜଣ ପଜିଟିଭ୍‌ ରହିଥିଲେ। ତେବେ ସେଥିରୁ ୨ଜଣ ସୁନ୍ଦରଗଡ଼ ଜିଲା...

‘ମୁକାବିଲା ପାଇଁ ସଚେତନତାକୁ ଗୁରୁତ୍ୱ’

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ୍‌-୧୯ ସଂକ୍ରମଣ ପରିପ୍ରେକ୍ଷୀରେ ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି ଏବଂ ସାମାଜିକ ସୁରକ୍ଷା କାର୍ଯ୍ୟକ୍ରମଗୁଡ଼ିକୁ ରାଜ୍ୟ ସରକାର ଅଗ୍ରାଧିକାର ଦେଉଛନ୍ତି। ଏଥିପାଇଁ ତ୍ରିସ୍ତରୀୟ ପଞ୍ଚାୟତିରାଜ ପ୍ରତିନିିଧିମାନଙ୍କୁ ଅବଗତ କରାଇବା ପାଇଁ ଗତ ମାର୍ଚ୍ଚ ୧୯, ୨୦ ଓ ୨୧ ତାରିଖରେ...

ତାସ୍‌ ନ ଖେଳିବାକୁ ବାଗ୍‌ଚୀଙ୍କ ପରାମର୍ଶ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତ୍ୱ ହେଉଛି ବଡ଼ ଅସ୍ତ୍ର। ରାଜ୍ୟ ସରକାର ବାରମ୍ବାର ଏହାକୁ ଗୁରୁତ୍ୱ ଦେଉଥିବାବେଳେ ଅନେକ ପାଳନ କରୁନାହାନ୍ତି। ଲକ୍‌ଡାଉନ୍‌ ସମୟରେ ବିଶେଷକରି ଗ୍ରାମାଞ୍ଚଳରେ ତାସ୍‌ ଖେଳ ଆସର ଜମିଥିବା ଖବର...

ଓଡ଼ିଶାରେ ଯୁବ ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ସାରା ବିଶ୍ୱରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଲୋକଙ୍କ ପାଖରେ କରୋନା ଅଧିକ ସଂକ୍ରମିତ ହେଉଛି। କିନ୍ତୁ ଓଡ଼ିଶାରେ ମାତ୍ର ୮% ଅର୍ଥାତ ୪ଜଣ ଆକ୍ରାନ୍ତ ୬୦ବର୍ଷରୁ ଅଧିକ ରହିଛନ୍ତି। ଏହା ଓଡ଼ିଶା ପାଇଁ ଭଲ ଲକ୍ଷଣ। ଯେଉଁମାନେ ରିସ୍କ...

ବିନା ଲକ୍ଷଣରେ ବି ରହିପାରେ ଭୂତାଣୁ: ୩୫ ଆକ୍ରାନ୍ତ ପାଖରେ ଦେଖାଯାଉନି ସାଧାରଣ ଲକ୍ଷଣ; ଲକ୍‌ଡାଉନ୍‌ ପାଇଁ ମିଳିଛି ସଫଳତା

ଭୁବନେଶ୍ୱର, ୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଛି। ଏହାକୁ ନେଇ ଚିନ୍ତା ବଢ଼ିଥିଲେ ମଧ୍ୟ ଇତିମଧ୍ୟରେ ୧ ୨ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଖବର ରାଜ୍ୟବାସୀଙ୍କୁ ଆଶ୍ୱସ୍ତି ଦେଇଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା...

ପୁନଃ ନିର୍ଦ୍ଦେଶନାମା ଜାରି କଲା ସାଧାରଣ ପ୍ରଶାସନ ବିଭାଗ: କ୍ରିଟିକାଲ ବିଭାଗରେ ୫୦%, ପାର୍ସିଆଲି କ୍ରିଟିକାଲ ବିଭାଗରେ ୧୦% କର୍ମଚାରୀ କାର୍ଯ୍ୟାଳୟ ଆସିବେ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା(କୋଭିଡ୍‌-୧୯)ଭୂତାଣୁ ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସରକାରୀ କାର୍ଯ୍ୟାଳୟଗୁଡ଼ିକରେ କର୍ମଚାରୀଙ୍କ ସଂଖ୍ୟା ହ୍ରାସ କରିଛନ୍ତି। ପୂର୍ବରୁ ସମସ୍ତ ବିଭାଗକୁ ୩ଟି ବର୍ଗ(କ୍ରିଟିକାଲ, ପାର୍ସିଆଲି କ୍ରିଟିକାଲ ଏବଂ ନନ୍‌ କ୍ରିଟିକାଲ)ରେ ବିଭକ୍ତ କରିଥିଲେ। କ୍ରିଟିକାଲ ବର୍ଗରେ ଆସୁଥିବା ବିଭାଗର...

ହିତାଧିକାରୀଙ୍କୁ ମାଗଣାରେ ଡାଲି, ଚାଉଳ ସହାୟତା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ଯୋଗୁ ଓଡ଼ିଶା ସମେତ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଓ ଜାତୀୟ ଖାଦ୍ୟ ସୁରକ୍ଷା ଆଇନ ଅନ୍ତର୍ଭୁକ୍ତ...

ମାଛ ଉପରୁ ହଟିଲା ଲକ୍‌ଡାଉନ କଟକଣା

ଭୁବନେଶ୍ୱର,୧୨।୪(ବ୍ୟୁରୋ): କୋଭିଡ-୧୯ ସଂକ୍ରମଣ ଆଶଙ୍କାକୁ ଦେଖି କେନ୍ଦ୍ର ସରକାର ସମଗ୍ର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଥିଯୋଗୁ ମତ୍ସ୍ୟ ଉତ୍ପାଦନ ଓ ବ୍ୟବସାୟ ଗଭୀର ଭାବେ ପ୍ରଭାବିତ ହୋଇଛି। ମତ୍ସ୍ୟଜୀବୀଙ୍କ ଜୀବିକା ଉଜୁଡି ଯାଇଛି। ଅନ୍ୟରାଜ୍ୟରୁ ଓଡ଼ିଶାକୁ ମାଛ ଆମଦାନୀ...

ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ପରାମର୍ଶ: ୩୦ ଯାଏ ଜାରି ରହୁ ଲକ୍‌ଡାଉନ

ଭୁବନେଶ୍ୱର,୧୨।୪(ବ୍ୟୁରୋ): କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ନିୟମ ଅନୁପାଳନ ହେବା ଆବଶ୍ୟକ। ଏଥିପାଇଁ ଲକ୍‌ଡାଉନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ତେଣୁ କରୋନା ଭୂତାଣୁ ସଂକ୍ରମଣ ଓ ଏହାର କୁପ୍ରଭାବକୁ ହ୍ରାସ କରିବା ପାଇଁ ଲକ୍‌ଡାଉନ ଅବଧି ବୃଦ୍ଧି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri